Sign in
Sign in
Recover your password.
A password will be e-mailed to you.
କ୍ଷମା ମାଗିବା ସହିତ ‘ଜନସଂଖ୍ୟା ନିୟନ୍ତ୍ରଣ ଟିପ୍ପଣୀ’ ପ୍ରତ୍ୟାହାର କଲେ ନୀତୀଶ କୁମାର
ପାଟନା: କ୍ଷମାପ୍ରାର୍ଥନା କରିବା ସହିତ ଜନସଂଖ୍ୟା ନିୟନ୍ତ୍ରଣ ବିଷୟରେ ଦେଇଥିବା ଟିପ୍ପଣୀକୁ ଆଜି ବିହାରର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପ୍ରତ୍ୟାହାର କରି ନେଇଥିବା କଥା ନିଉଜ୍ ଏଜେନ୍ସି ‘ଏଏନ୍ଆଇ’ ରିପୋର୍ଟ କରିଛି। ଆଜି ‘ବିଜେପି’ ବିଧାୟକମାନେ ନୀତୀଶଙ୍କୁ…
ଭିଜିଲାନ୍ସ ଜାଲରେ ଜନସ୍ୱାସ୍ଥ୍ୟ ଡିଭିଜନ ଅଧୀକ୍ଷଣ ଯନ୍ତ୍ରୀ
ଭୁବନେଶ୍ୱର : ଘରୁ ମିଳିଲା ବିଡ଼ା ବିଡ଼ା ନୋଟ୍। ଜବତ ହୋଇଛି ୨ ଲକ୍ଷ ୧୬ ହଜାର ଟଙ୍କା ନଗଦ କ୍ୟାସ । ୬୫ ଲକ୍ଷର EPF ରେ ଜମା ରାଶି ରହିଛି। ୨ଟି ବାଇକ ଓ କାର ମଧ୍ୟ ଜବତ କରିଛି ଭିଜିଲାନ୍ସ। ବାବୁଙ୍କ ସଉକ ଥିଲା ରାସ୍ତା ସାଇଡ ଜମି କିଣିବା ଓ ବଡ ବଡ ଘର କରିବା।…
ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କୁ ହତ୍ୟା ଉଦ୍ୟମ
ଇସ୍ରାଏଲ ଓ ପାଲେଷ୍ଟାଇନ ଯୁଦ୍ଧ ମଧ୍ୟରେ ସାମନାକୁ ଆସିଛି ଏକ ଚାଞ୍ଚଲ୍ୟକର ଭିଡିଓ । ପାଲେଷ୍ଟାଇନ୍ ରାଷ୍ଟ୍ରପତି ମହମ୍ମଦ ଅବସଙ୍କୁ ଗତକାଲି ହତ୍ୟା ଉଦ୍ୟମ ହୋଇଥିବା ସୂଚନା ମିଳିଛି। ତେବେ ଏହି ଆକ୍ରମଣରୁ ମହମୁଦ ଆବ୍ବାସ ବର୍ତ୍ତି ଯାଇଥିବା ବେଳେ ତାଙ୍କର ଜଣେ ସୁରକ୍ଷା…
ସରିଲା ଢେଙ୍କାନାଳର ପ୍ରସିଦ୍ଧ ଗଜଲକ୍ଷ୍ମୀ ପୂଜା…
ଢେଙ୍କାନାଳ: ସରିଲା ଢେଙ୍କାନାଳ ଜଗଲକ୍ଷ୍ମୀ ପୂଜା। ଆଜି ମେଲାଣି ନେବେ ମା ଲକ୍ଷ୍ମୀ । ୧୧ଦିନର ପୂଜା ପରେ ଆଜି ମେଲାଣି ନେବେ ମାଆ । ୩୮ଟି ପୂଜା ମଣ୍ଡପରେ ପୂଜା ପାଉଥିଲେ ମାଆ । ଚାନ୍ଦି ମେଢ ସାଙ୍ଗକୁ ସୁନା ମକୁଟରେ ଝଲସୁଥିଲେ ମାଆ । ପୂଜାର ଶେଷ ଦିନରେ ଗଣେଶ ବାଜରରେ…
ଇସ୍ରାଏଲ ରାତିକରେ ୪୫୦ ଟାର୍ଗେଟ୍ ଧ୍ବଂସ…
ତେଲ ଅଭିଭ: ଇସ୍ରାଏଲ-ହମାସ ଯୁଦ୍ଧକୁ ମଙ୍ଗଳବାର ଏକ ମାସ ପୂରିଥିବା ବେଳେ ଲଢ଼େଇ ଥମିବାର ନାଁ ଧରୁନାହିଁ। ଇସ୍ରାଏଲ ସେନା ସୋମବାର ଉତ୍ତର ଗାଜାରେ ହମାସ ଆତଙ୍କବାଦୀଙ୍କ ଉପରେ ଆକ୍ରମଣ ଜାରି ରହିଛି। ଇସ୍ରାଏଲ ସେନା ରବିବାର ବିଳମ୍ବିତ ରାତିରେ ଘୋଷଣା କରିଥିଲା ଯେ ସେମାନେ…
ମୋଟରସାଇକେଲ୍ ସହ ବୋଲେରୋ ଧକ୍କା, ଦୁଇ ଗୁରୁତର…
ବେଲଗୁଣ୍ଠା,08/11ଆଜି ଅପରାହ୍ଣ ତିନି ଘଣ୍ଟା ସମୟରେ ଓଡ଼ଗାଁ ପଟୁ ଆସୁଥିବା ଏକ ବୋଲେରୋ ବେଲଗୁଣ୍ଠା-ଜଗନ୍ନାଥପ୍ରସାଦ ରୋଡ଼୍ ତହସିଲ୍ ଛକ ନିକଟରେ ଏକ ବଜାଜ୍ ଡ଼ିସକଭରୀ ମୋଟରସାଇକେଲ୍ କୁ ଧକ୍କା ଦେଇଥିଲା I ଫଳରେ ମୋଟରସାଇକେଲ୍ ରେ ବସିଥିବା ଦୁଇ ଜଣ ଗୁରୁତର ଆହତ ହୋଇଥିଲେ I ଉଭୟଙ୍କୁ!-->!-->!-->…
ପୂର୍ବ ଶତ୍ରୁତାକୁ ନେଇ ତିର୍ତ୍ତୋଲରେ ବିଭତ୍ସ ହତ୍ୟା…
ପୁରୀ: ପୂର୍ବ ଶତ୍ରୁତାକୁ ନେଇ ତିର୍ତ୍ତୋଲରେ ବିଭତ୍ସ ହତ୍ୟା । ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ଥାନା ସାଇଲୋ ପଞ୍ଚାୟତ ହିତରଣ ଗାଁରେ ଦୁଇ ଜଣଙ୍କୁ ଟାଙ୍ଗିଆରେ ହାଣି ହତ୍ୟା କଲା ଯୁବକ । ଘଟଣାସ୍ଥଳରେ ଜଣେ ମୃତ୍ୟୁବରଣ କରିଥିବା ବେଳେ ଅନ୍ୟ ଜଣେ ଗୁରୁତର ଅବସ୍ଥାରେ…
ଗୁଣାତ୍ମକ ସେବା ସୁନିଶ୍ଚିତ କରିବାକୁ ‘ଗୁଣବତ୍ତା ମାସ’ ପାଳନ କରୁଛି ଟିପିଏସ୍ଓଡିଏଲ୍…
ବ୍ରହ୍ମପୁର,: ଟିପି ସଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ୍ ଲିମିଟେଡ୍ (ଟିପିଏସ୍ଓଡିଏଲ୍) ନିଜର ଉତ୍କର୍ଷ ଯାତ୍ରାକୁ ଜାରି ରଖି 'ଗୁଣବତ୍ତା ମାସ' ପାଳନ କରୁଛି । ମାସ ବ୍ୟାପୀ ଗୁଣବତ୍ତା ମାସ କାର୍ଯ୍ୟକ୍ରମ ଜରିଆରେ କମ୍ପାନୀ ଗୁଣାତ୍ମକ ସେବା ପ୍ରଦାନ କ୍ଷେତ୍ରରେ ନିଜର ପ୍ରତିବଦ୍ଧତାକୁ!-->!-->!-->…
ରୋଜଗାରିଆ ପୁଅ ର ଚିକିତ୍ସା ପାଇଁ ବାପା ର ଆକୁଳ ନିବେଦନ…
ବ୍ରହ୍ମପୁର: ୭-୨୧ ଧରାକୋଟ ବ୍ଲକର ବରଡାବିଲି ପଞ୍ଚାୟତର କହିରାପଲ୍ଲୀ ଗ୍ରାମର ସର୍ଜନ ଗୌଡ଼ ଏବଂ ନର୍ମଦା ଗୌଡ଼ ଙ୍କର ଚାରି ପୁଅ ମଧ୍ୟରେ ଏକ ମାତ୍ର ରୋଜଗାରିଆ ପୁଅ ହେଉଛନ୍ତି ସୁନିଲ । ବୟସ ୩୨ ବର୍ଷ । ସ୍ତ୍ରୀ ଲିଟି,ପୁଅ ରାଜକୁମାର ଓ ଝିଅ ସୁହାନି ଙ୍କୁ ନେଇ ସୁନିଲ ଙ୍କ ଛୋଟିଆ ପରିବାର ।!-->…
ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରୁ ବଞ୍ଚିତ ବିଲାବାଡି ପଞ୍ଚାୟତ…
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ବ୍ଲକ୍ର ବିଲାବାଡ଼ି ସରପଞ୍ଚଙ୍କ ନେତୃତ୍ୱରେ ପଞ୍ଚାୟତର ଶତାଧିକ ଲୋକ ରାସ୍ତା, ବିଜୁଳି ଓ ପାନୀୟ ଜଳ ସମସ୍ୟାର ସମାଧାନ ପାଇଁ ଜିଲ୍ଲାପାଳଙ୍କ ନିକଟରେ ଗୁହାରି କରିଛନ୍ତି l ବିଲାବାଡ଼ି ସରପଞ୍ଚ ରବିନ୍ଦ୍ର ଭୁକ୍ତ କହିଛନ୍ତି, ଦିର୍ଘବର୍ଷ ଧରି!-->!-->!-->…