Sign in
Sign in
Recover your password.
A password will be e-mailed to you.
‘ଆମ ଓଡିଶା ନବୀନ ଓଡିଶା’ର ବିକାଶ ଠାରୁ ବହୁ ଦୂରରେ ପରମପଙ୍ଗା ପଞ୍ଚାୟତର ତିନୋଟି ଗ୍ରାମ
ବାଲିଗୁଡା : ସଂସୃତିର ପ୍ରସାର ଓ ଆଧୁନିକ ଭିର୍ତ୍ତି ଭୂମିର ଉନ୍ନତି ଗାଁ ଗୁଡିକୁ ବିକାଶର ଶିଖରରେ ପହଞ୍ଚାଇବ ବୋଲି ମାନ୍ୟବର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହୁଥିବା ବେଳେ କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡର ଅନେକ ଗ୍ରାମବାସୀ ମୌଳିକ ସୁବିଧାରୁ ବଞ୍ଚିତ । ନା ଅଛି ରାସ୍ତା, ନା ପାନୀୟ!-->…
ବିହାରରେ ଲାଗୁ ହେବ ୭୫% ସଂରକ୍ଷଣ ବ୍ୟବସ୍ଥା..!
ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟର ଅନୁସୂଚିତ ଜାତି, ଅନୁସୂଚିତ ଜନଜାତି, ଅନ୍ୟ ପଛୁଆ ବର୍ଗ ଓ ଅତ୍ୟନ୍ତ ପଛୁଆ ବର୍ଗଙ୍କ ପାଇଁ ୬୫% ସଂରକ୍ଷଣ ବ୍ୟବସ୍ଥା ଲାଗୁ କରିବାକୁ ପ୍ରସ୍ତାବ ଦେଇଛନ୍ତି। ସଂରକ୍ଷଣ ବ୍ୟବସ୍ଥା ୫୦%ରୁ ଅଧିକ ହୋଇପାରିବ ନାହିଁ ବୋଲି…
କନ୍ଧମାଳ ଜିଲ୍ଲା ଫୁଲବାଣୀ ରେଳପଥ ସଂଯୋଗକୁ କେନ୍ଦ୍ର ସରକାରଙ୍କ ପ୍ରତ୍ୟାଖାନର ପ୍ରତିବାଦ…
ଫୁଲବାଣୀ : ସାମାଜିକ ସଂଗଠନ ଜାଗ୍ରତ କନ୍ଧମାଳ ଓଡିଶା ପକ୍ଷରୁ ସାଧାରଣ ସମ୍ପାଦକ ତଥା ବରିଷ୍ଠ ଆଇନଜୀବୀ ସତ୍ୟ ନାରାୟଣ ବେହେରା, ଓ ବି ସି ସଭାପତି ରମେଶ ଚନ୍ଦ୍ର ପ୍ରଧାନଙ୍କ ନେତୃତ୍ବରେ ମହା ମହିମ ରାଷ୍ଟ୍ରପତି,ପ୍ରଧାନ ମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ଯରେ କନ୍ଧମାଳ ଜିଲ୍ଲାର!-->…
ବନ୍ଧୁକ ମୁନରେ ଶିକ୍ଷୟିତ୍ରୀଙ୍କଠାରୁ ଲୁଟ୍…
ଆନନ୍ଦପୁର : ବନ୍ଧୁକ ମୁନରେ ଶିକ୍ଷୟିତ୍ରୀଙ୍କଠାରୁ ଲୁଟ୍। ଆନନ୍ଦପୁର ସୋସୋ ଥାନା ଆମ୍ବଗଡ଼ିଆ ଛକ ନିକଟରେ ଏଭଳି କିଛି ଘଟଣା ଦେଖିବାକୁ ମିଳିଛି । ଜଣେ ଶିକ୍ଷୟିତ୍ରୀ ସ୍କୁଲରୁ ସ୍କୁଟି ଯୋଗେ ଫରୁଥିବାବେଳେ କିଛି ଦୁର୍ବୁତ୍ତ ତାଙ୍କୁ ଅଟକାଇଥିଲେ । ଏବଂ…
ପୁଲିସ ମହାନିର୍ଦେଶକଙ୍କୁ ଭେଟି ଫେରାଦ ହେଲା ବିଜେପି…
କଟକ: ବରଗଡ଼ ଅମ୍ବାଭୋନା ଥାନାରେ ଭଙ୍ଗାରୁଜା ଘଟଣାରେ ପୁଲିସ ମହାନିର୍ଦେଶକଙ୍କୁ ଭେଟି ଫେରାଦ ହେଲା ବିଜେପି। ଦଳର ବରିଷ୍ଠ ନେତା ଗୋଲକ ମହାପାତ୍ରଙ୍କ ନେତୃତ୍ବରେ ମନୋଜ ମହାପାତ୍ର, ତେଜେଶ୍ବର ପରିଡ଼ା, କଟକ ନଗର ସଭାପତି ଲଲାଟେନ୍ଦୁ ବଡ଼ୁ, ଶ୍ରୀତମ ଦାସ, ଦିଲୀପ ମଲ୍ଲିକ ଓ…
ରାଜ୍ୟଗୁଡ଼ିକୁ ବଡ଼ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ…
ଦେଶର ରାଜଧାନୀ ଦିଲ୍ଲୀର ବାୟୁ ପ୍ରଦୂଷଣ ଏବେ ସାଂଘାତିକ ସ୍ଥିତିରେ ରହିଛି। ଏହି ପ୍ରଦୂଷଣ ଗୋଟିଏ ରାଜନୀତିକ ଯୁଦ୍ଧର ରୂପ ନେବା ଉଚିତ ନୁହେଁ। ପ୍ରଦୂଷିତ ବାୟୁ ହେଉଛି ଲୋକଙ୍କ ସ୍ୱାସ୍ଥ୍ୟର ହତ୍ୟାକାରୀ। ପ୍ରତିବର୍ଷ ଶୀତ ଋତୁରେ ପଞ୍ଜାବ, ହରିୟାଣା, ଉତ୍ତର ପ୍ରଦେଶ…
ପ୍ରିୟଙ୍କା ଗାନ୍ଧିଙ୍କୁ ଫୁଲ ବିହୀନ ତୋଡ଼ା ଉପହାର…
ପ୍ରିୟଙ୍କା ଗାନ୍ଧି ଭଦ୍ରାଙ୍କୁ ଫୁଲ ବିହୀନ ବୁକେ(ଫୁଲତୋଡ଼ା) ଉପହାର। ବୁକେରେ ଫୁଲ ନଥିବା ଦେଖି ହସକୁ ରୋକି ପାରିଲେନି ପ୍ରିୟଙ୍କା। ମଧ୍ୟ ପ୍ରଦେଶ ନିର୍ବାଚନୀ ରାଲିରେ ଏପରି ଏକ ବ୍ୟଙ୍ଗାତ୍ମକ ଘଟଣା ଦେଖିବାକୁ ମିଳିଛି।
ଆଗକୁ ମଧ୍ୟ ପ୍ରଦେଶ ବିଧାନସଭା ନିର୍ବାଚନ…
ବାଜି ଲଗେଇ ଗୁଲୁଗୁଲା ଖାଇଲେ, ଜୀବନ ହାରିଲେ…
ବାରିପଦା:ଖାଇବା ପ୍ରତିଯୋଗିତାରେ ଭାଗ ନେବା ହେଲା କାଳ । ଅଧିକ ଖାଇ ପ୍ରତିଯୋଗିତା ଜିତିବା ଆଶାରେ ଜଣେ ବ୍ୟକ୍ତି ପ୍ରାଣ ହରାଇଛନ୍ତି । ମୃତ ବ୍ୟକ୍ତିଙ୍କ ଘର ମୟୂରଭଞ୍ଜ ଜିଲ୍ଲାରେ । ଗତ ରବିବାର ଦିନ ମୋରଡା ବ୍ଲକର ଦାନ୍ତିଆମୁହାଁ ଗାଁରେ ଗୁଲୁଗୁଲା ଖାଇବା ପ୍ରତିଯୋଗିତା…
ଇସ୍ରାଏଲ-ହମାସ ଯୁଦ୍ଧ ବନ୍ଦ ପାଇଁ ଭାରତ କରୁ ଉଦ୍ୟମ : ଇରାନ୍…
ନୂଆଦିଲ୍ଲୀ : ମଧ୍ୟପୂର୍ବରେ ଚାଲିଥିବା ଇସ୍ରାଏଲ-ହମାସ୍ ଯୁଦ୍ଧ ମଧ୍ୟରେ ସୋମବାର ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ଆଲୋଚନା କରିଛନ୍ତି ଇରାନ ରାଷ୍ଟ୍ରପତି ଇବ୍ରାହିମ ରଇସି । ଏହି ଯୁଦ୍ଧ ବନ୍ଦ କରିବାକୁ ଭାରତ ସରକାର ଉଦ୍ୟମ କରନ୍ତୁ ବୋଲି ଇରାନ…
ଆମ୍ବାଗଡ ବୁଡୁ ପାତ୍ର ହତ୍ୟା ମାମଲା: ୮ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ…
ବ୍ରହ୍ମପୁର; ଦୀର୍ଘ ୬ ବର୍ଷ ପରେ ବ୍ରହ୍ମପୁର ଆମ୍ବାଗଡ ବୁଡୁ ପାତ୍ର ହତ୍ୟା ମାମଲାରେ ଅଭିଯୁକ୍ତକୁ ଦଣ୍ଡାଦେଶ । ୮ ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଛନ୍ତି ବ୍ରହ୍ମପୁର ଏଡିଜେ-୧ କୋର୍ଟ । ଗତ ୨୦୧୭ ମସିହାରେ ବୁଡୁ ପାତ୍ରଙ୍କୁ ହତ୍ୟା କରାଯାଇଥିଲା ।
ସୂଚନା…