ରାଜଧାନୀରେ ୨୪ ଘଣ୍ଟାରେ ୩ ହତ୍ୟାକାଣ୍ଡ…

ଭୁବନେଶ୍ୱର:୨୪ ଘଣ୍ଟାରେ ତିନି ତିନୋଟି ହତ୍ୟାକାଣ୍ଡ । ଆଉ କେଉଁଠି ନୁହେଁ ଖୋଦ ରାଜଧାନୀ ଭୁବନେଶ୍ୱର ଛାତିରେ । ୨ ଜଣ ମହିଳା ଓ ଜଣେ ଶିଶୁକନ୍ୟାଙ୍କୁ ନିର୍ମମ ହତ୍ୟା । ଯେମିତି ରାଜଧାନୀରେ ଅସୁରକ୍ଷିତ ନାରୀ ।  ଗତକାଲି ୩ ବର୍ଷର ଝିଅକୁ ବଳାତ୍କାର ହତ୍ୟା ପରେ ଜଣେ ମହିଳାଙ୍କୁ …

ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଆଲୋଚନା କଲେ ଆମେରିକାର ବିଦେଶ ମନ୍ତ୍ରୀ

ୱେଷ୍ଟ୍‌ ବ୍ୟାଙ୍କ: ଆମେରିକାର ବିଦେଶ ମନ୍ତ୍ରୀ ଏଣ୍ଟୋନି ବ୍ଲିଙ୍କେନ ଆଜି ଅଚାନକ ଇସ୍ରାଏଲ ଅଧିକୃତ ୱେଷ୍ଟ୍‌ ବ୍ୟାଙ୍କ ଗସ୍ତ କରି ପାଲେଷ୍ଟାଇନ ରାଷ୍ଟ୍ରପତି ମହମୁଦ ଅବ୍ବାସଙ୍କୁ ଭେଟିଛନ୍ତି। ପାଲେଷ୍ଟାଇନକୁ ନେଇ ଆମେରିକାର ଆଭିମୁଖ୍ୟରେ ହଠାତ୍‌ ଏଭଳି ପରିବର୍ତ୍ତନ ସମସ୍ତଙ୍କୁ ବିସ୍ମିତ…

କାନ୍ଦି ପକାଇଲେ କଂଗ୍ରେସ ବିଧାୟକ, କହିଲେ- ବିଜେପି କରୁଛି ଫେକ୍‌ MMS

ଛତିଶଗଡ଼ରେ ଆଜି ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି । କିନ୍ତୁ ଏହା ପୂର୍ବରୁ ରାଜ୍ୟରେ ବିଜେପି ଓ କଂଗ୍ରେସ ମଧ୍ୟରେ ଆରମ୍ଭ ହେଲାଣି ଆରୋପ ପ୍ରତ୍ୟାରୋପ । ନିର୍ବାଚନ ପୂର୍ବରୁ ଭିଲାଇ ବିଧାନସଭା ଆସନ ନିମନ୍ତେ କଂଗ୍ରେସ ପ୍ରାର୍ଥୀ ଦେବେନ୍ଦ୍ର ଯାଦବଙ୍କ ନାଁରେ ଘୁରି…

ବସୁଧା ସଚେତନତା ରଥର ଶୁଭାରମ୍ଭ…

ଛତ୍ରପୁର : ପଞ୍ଚାୟତରାଜ ଓ ପାନୀୟଜଳ ବିଭାଗ ପକ୍ଷରୁ ଗ୍ରାମାଞ୍ଚଳରେ ପାଣିର ସୁବିଧା ପହଞ୍ଚାଇବା , ନଳକୂପ ମରାମତି ତଥା ଜଳ ବଞ୍ଚାଅ, ଜୀବନ ବଞ୍ଚାଅ ର ବାର୍ତ୍ତା ନେଇ ଛତ୍ରପୁର ବ୍ଲକ ପରିସରରୁ ଦୁଇଟି ବସୁଧା ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଯାହାଫଳରେ ଏହାକୁ ନେଇ କିଛି ଅସନ୍ତୋଷ

ଐତିହାସିକ ବାଲିଯାତ୍ରାରେ ପ୍ରଥମ ଥର ପାଇଁ ଦେଖିବାକୁ ମିଳିବ ଟନେଲ ଆକ୍ୱାରିୟମ

କଟକ: ବାଲିଯାତ୍ରାରେ ମିଳିବ ବ୍ୟାଙ୍କକର ମଜା। କାରଣ ଐତିହାସିକ ବାଲିଯାତ୍ରାରେ ପ୍ରଥମ ଥର ପାଇଁ ଆସୁଛି ୱାଟର ଟନେଲ ଆକ୍ୱାରିୟମ। ୨୦୦ ଫୁଟ ଲମ୍ବ ଏବଂ ୬୦ ଫୁଟ ଚଉଡ଼ା ଏହି ଆକ୍ୱାରିୟମରେ ମଜା ଉଠାଇପାରିବେ ଲୋକେ। ୩୬୦ ଡିଗ୍ରୀ ଦୃଶ୍ୟ ସହିତ ମିଳିବ ବିଦେଶୀ…

ବିଧାନସଭାରେ ମହେଶ୍ଵରଙ୍କ ଶେଷ ଦର୍ଶନ, ଦିଆଗଲା ଗାର୍ଡ ଅଫ ଅନର…

ଭୁବନେଶ୍ଵର: ବିଧାନସଭା ପରିସରରେ ପୂର୍ବତନ ବାଚସ୍ପତି ମହେଶ୍ୱର ମହାନ୍ତିଙ୍କ ମରଶରୀର । ସମସ୍ତ ମନ୍ତ୍ରୀ ଓ ବିଧାୟକ ସେଠାରେ ମହେଶ୍ୱରଙ୍କ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ବିଧାନସଭାରେ ମହେଶ୍ବର ମହାନ୍ତିଙ୍କୁ ଗାର୍ଡ ଅପ୍ ଅନର୍ ଦିଆଗଲା। ପରେ…

ବଙ୍ଗୋପସାଗରରେ ଭୂକମ୍ପ ଝଟକା…

ସକାଳୁ ସକାଳୁ ବଙ୍ଗୋପସାଗରରେ ଭୂକମ୍ପ ଅନୁଭୂତ । ଏହି ଭୂକମ୍ପ ସକାଳ ୫.୩୨ ରେ ହୋଇଥିବା ସୂଚନା ମିଳିଛି । ଏହାର ତୀବ୍ରତା ୪.୨ ରହିଥିଲା । ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ଅନୁଯାୟୀ, ବଙ୍ଗୋପସାଗରର ଖାଡିରେ ୧୦ କିଲୋମିଟର ଗଭୀରରେ ଏହି ଭୂକମ୍ପ ଥିଲା । ଏହି…

ଫସଲ ବୀମାରେ ଠକେଇ, ୧୪ ଅଭିଯୁକ୍ତ ଗିରଫ…

ବଲାଙ୍ଗୀର : ଫସଲ ବୀମାରେ ଠକେଇ । ଜମିପଟ୍ଟା ଜାଲିଆତି କରି ଠକେଇ କରିଥିବା ୧୪ ଅଭିଯୁକ୍ତ ଗିରଫ କରିଛି ବଲାଙ୍ଗିର ସାଇବର ଥାନା ପୋଲିସ । ଅସଲି ଜମିରେ ନକଲି ଚାଷୀଙ୍କ ନାଁ ଦେଇ ଫସଲ ବୀମା ଆବେଦନ କରୁଥିଲେ । କୋଟି କୋଟି ଟଙ୍କା ହଡପ୍ କରୁଥିଲେ । ଏନେଇ କୃଷି ବିଭାଗ ପକ୍ଷରୁ ଅଭିଯୋଗ…

ଗଞ୍ଜାମ ପୋଲିସ ଜିଲ୍ଲାର ଅପରାଧ ସମୀକ୍ଷା ବୈଠକ…

ଛତ୍ରପୁର : ସ୍ଥାନୀୟ ଗଞ୍ଜାମ ଏସପି ଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଗଞ୍ଜାମ ପୋଲିସ ଜିଲ୍ଲାର ଅପରାଧ ସମୀକ୍ଷା ବୈଠକ ଗଞ୍ଜାମ ଏସପି ଜଗମୋହନ ମିନା ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି, ଆଗାମୀ ସାଧାରଣ ନିର୍ବାଚନ କୁ ଦୃଷ୍ଟିରେ ରଖି ଅପରାଧ ନିୟନ୍ତ୍ରଣ ବ୍ୟବସ୍ଥା କୁ ଅଧିକ ସୁଦୃଢ

ସଚେତନତା ଜାରୀ ରହିଲେ କର୍କଟ ମୁକ୍ତ ଭାରତ ସମ୍ଭବ…

ବ୍ରହ୍ମପୁର : ଜାତୀୟ ସ୍ତରରେ କ୍ୟାନ୍ସର ଏକ ଗମ୍ଭୀର ରୋଗ ଭାବେ ଉଭା ହୋଇଛି । ଏହି ରୋଗରେ ଆକ୍ରାନ୍ତ ରୋଗୀ ଏବଂ ମୃତ୍ୟୁ ସଂଖ୍ୟା ପ୍ରତି ବର୍ଷ ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ମଧ୍ୟ କିଛି ବର୍ଷ ମଧ୍ୟରେ ଏହି ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ପିଲାଙ୍କ ଠାରୁ ବୃଦ୍ଧ ପର୍ଯ୍ୟନ୍ତ