Sign in
Sign in
Recover your password.
A password will be e-mailed to you.
ବିଜେପିର ୩୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା…
ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ନିଜର ସମସ୍ତ ୩୬ଟି ସାଂଗଠନିକ ଜିଲ୍ଲାର ସଭାପତିଙ୍କ ନାଁ ଘୋଷଣା କରିଛି । ବିଜେପି ରାଜ୍ୟ ସଭାପତି ଦାୟିତ୍ୱ ନେବା ପରେ ମନମୋହନ ସାମଲଙ୍କ ଅନୁମୋଦନରେ ଆଜି ଏହି ଜିଲ୍ଲା ସଭାପତି ତାଲିକା ଜାରି ହୋଇଛି । କାଁ ଭାଁ କିଛି ଜିଲ୍ଲାକୁ…
୮ ତାରିଖକୁ ଘୁଞ୍ଚିଲା ଟୁଟୁ ନାୟକଙ୍କ ଜାମିନ ଆବେଦନର ଶୁଣାଣି…
ଭୁବନେଶ୍ବର: ମହିଳା ସାମ୍ବାଦିକ ଦେବସ୍ମିତା ରାଉତଙ୍କୁ ମାଡ଼ ମାରିବା, ଅସଦାଚରଣ କରିବା ଅଭିଯୋଗରେ ଗିରଫ ପ୍ରଯୋଜକ ଟୁଟୁ ଓରଫ୍ ସଞ୍ଜୟ ନାୟକଙ୍କ ଜାମିନ ଆବେଦନର ଶୁଣାଣି ଘୁଞ୍ଚିଛି। ୮ ତାରିଖରେ ପରବର୍ତ୍ତୀ ଶୁଣାଣି ହେବ ବୋଲି ଜଣାଯାଇଛି। ଅପଡେଟ୍ କେସ ଡାଏରି ଓ…
ପରୀକ୍ଷା ହଲ୍ରେ ପ୍ରବେଶ ପାଇଁ ମଙ୍ଗଳସୂତ୍ର, ପାଦ ମୁଦି ଓହ୍ଲାଇଲେ ମହିଳା ପରୀକ୍ଷାର୍ଥୀ
ମଙ୍ଗଳସୂତ୍ର, ପାଦ ଝୁଣ୍ଟିଆ ହେଉଛି ସଧବା ନାରୀର ଲକ୍ଷଣ । ଏହାକୁ ଜବରଦସ୍ତି ଓହ୍ଲାଇବାକୁ ବାଧ୍ୟ କରିବା କୌଣସି ଅପରାଧଠୁ କମ୍ ନୁହେଁ। ଏପରି ଏକ ଘଟଣା ବାଙ୍ଗାଲୁରୁରେ ଘଟିଛି।
ବାଙ୍ଗାଲୁରୁରେ ପବ୍ଲିକ ସର୍ଭିସ କମିଶନ ପରୀକ୍ଷା ଚାଲିଥିବା ବେଳେ ଏପରି ଏକ ଘଟଣା ଘଟିଥିବା…
ନିଆଁରେ ପୋଡ଼ି ହୋଇ ସ୍ୱାମୀ-ସ୍ତ୍ରୀ ଗୁରୁତର, ଡାକ୍ତରଖାନାରେ ଭର୍ତ୍ତି…
ସୁନ୍ଦରଗଡ଼: ନିଆଁରେ ପୋଡ଼ି ହୋଇ ସ୍ୱାମୀ-ସ୍ତ୍ରୀ ଗୁରୁତର। ଏଭଳି ଅଭାବନୀୟ ଘଟଣା ଘଟିଛି ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଞ୍ଚଳରେ। ଗୁରୁତର ଅବସ୍ଥାରେ ସ୍ବାମୀ ଶିବାଜୀ ଲାକ୍ରା ଓ ସ୍ତ୍ରୀ ଅନିତା ଲାକ୍ରା ରାଉରକେଲା ସରକାରୀ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…
ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ପ୍ରଦାନରେ ବିଳମ୍ବ ଯୋଗୁଁ ଜନ ଅସନ୍ତୋଷ ବୃଦ୍ଧି : ତୁରନ୍ତ ପ୍ରଦାନ ପାଇଁ ଦାବୀ…
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ କୋଟଗଡ ବ୍ଲକ ଶ୍ରୀରାମପୁର ପଞ୍ଚାୟତ ରେ ହରିଶ୍ଚନ୍ଦ୍ର ଯୋଜନା ଅର୍ଥ ପ୍ରଦାନରେ ବିଳମ୍ବ ଯୋଗୁଁ ଜନ ଅସନ୍ତୋଷ ବୃଦ୍ଧି ପାଇଛି l ଶ୍ରୀରାମପୁର ଗ୍ରାମ ପଞ୍ଚାୟତ ର ହିତାଧିକାରୀଙ୍କୁ ଶବ ସତ୍କାର ପାଇଁ ସଙ୍ଗେ ସଙ୍ଗେ ମିଳୁନି ସରକାରୀ!-->…
ଦାରିଙ୍ଗବାଡ଼ିଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ…
ଦାରିଙ୍ଗବାଡ଼ି, ୦୬/୧୧ : କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ସ୍ଥିତ ମିନି ଷ୍ଟାଡିୟମ ଠାରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ ଭରଚୁଆଲ ମାଧ୍ୟମରେ ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି. କେ.ପଣ୍ଡିଆନ କନ୍ଧମାଳ ଜିଲ୍ଲାର ୧୨ଟି ବ୍ଲକରେ!-->…
କର୍ଣ୍ଣାଟକ ମହିଳା ଭୂତତ୍ତ୍ୱ ବିଜ୍ଞାନୀ ହତ୍ୟା ମାମଲା; ପୂର୍ବ ଡ୍ରାଇଭର ଗିରଫ…
କର୍ଣ୍ଣାଟକର ଜଣେ ମହିଳା ସରକାରୀ ଅଫିସରଙ୍କ ହତ୍ୟା ମାମଲାରେ ଜଣେ ଅଭିଯୁକ୍ତ ଗିରଫ। ଆଜି ରାଜ୍ୟ ପୁଲିସ ଅଭିଯୁକ୍ତ ଡ୍ରାଇଭରକୁ ଗିରଫ କରିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ପ୍ରାଥମିକ ସୂଚନାରୁ ଅନୁମାନ କରାଯାଉଛି।
ସୂତ୍ରରୁ ପ୍ରକାଶ ପାଇଥିବା…
ଗର୍ଭବତୀ ମହିଳାଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ…
ଭଦ୍ରକ : ସନ୍ଦେହଜନକ ଅବସ୍ଥାରେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର । ମହିଳା ଜଣକ ଗର୍ଭବତୀ ଥିଲେ ଓ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା ଅଧିନ ନପଙ୍ଗ ଚଣ୍ଡୀ ମା ପଡିଆ ନିକଟରୁ ମୃତଦେହ ଉଦ୍ଧାର କରାଯାଇଛି । ମୃତ…
ଆମେରିକା ସେନା ଏୟାରବେସ୍ ଉପରେ ପାଲେଷ୍ଟାଇନ୍ ସମର୍ଥକ ଆତଙ୍କବାଦୀଙ୍କ ହମ୍ଲା…
ଇସ୍ରାଏଲ ଓ ହମାସ ମଧ୍ୟରେ ଗତ ଏକ ମାସ ହେବା ଯୁଦ୍ଧ ଜାରି ରହିଛି। ଇସ୍ରାଏଲ ଲଗାତର ଗାଜା ପଟ୍ଟି ଉପରେ ଆକ୍ରମଣ କରୁଛି। ଆମେରିକା ଖୋଲାଖୋଲି ଭାବେ ଇସ୍ରାଏଲକୁ ସମର୍ଥନ କରୁଛି। ଏହାରି ଭିତରେ ଆମେରିକା ସେନା ଏୟାରବେସ୍ ଉପରେ ପାଲେଷ୍ଟାଇନ୍ ସମର୍ଥକ ଆତଙ୍କବାଦୀମାନେ…
ଲଣ୍ଡନରେ ଓଡ଼ିଆ ଶିକ୍ଷକଙ୍କୁ ମିଳିଲା ୱାର୍ଲଡ ବୁକ ଅଫ ରେକର୍ଡ ସମ୍ମାନ…
ବାଲେଶ୍ୱର: ଶିକ୍ଷା କ୍ଷେତ୍ରରେ ଅତୁଳନୀୟ ଅବଦାନ ପାଇଁ ବାଲେଶ୍ୱର ଜିଲ୍ଲା ବାହାନଗା ବ୍ଲକର ଶିକ୍ଷକ ପିତାମ୍ବର ଖିଲାରଙ୍କୁ ଲଣ୍ଡନରେ ୱାର୍ଲଡ ବୁକ ଅଫ ରେକର୍ଡସ ଦ୍ୱାରା ସମ୍ମାନିତ କରାଯାଇଛି । ମଣିଷର ସେବା ପାଇଁ ଶିକ୍ଷାର ବିକାଶ ଉପରେ ତାଙ୍କର ଅତୁଳନୀୟ ଅବଦାନ…