ନୋବେଲ ବିଜେତା ମହମ୍ମଦ ୟୁନୁସଙ୍କୁ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ ବାଂଲାଦେଶ କୋର୍ଟ…

ଢାକା: ବାଂଲାଦେଶର ନୋବେଲ ବିଜେତା ଅର୍ଥନୀତିଜ୍ଞ ଡକ୍ଟର ମହମ୍ମଦ ୟୁନୁସଙ୍କୁ ଶ୍ରମ ଆଇନ ଉଲ୍ଲଂଘନ ଅଭିଯୋଗରେ ସୋମବାର ଏକ ଅଦାଲତ ୬ ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ୮୩ ବର୍ଷୀୟ ଅର୍ଥନୀତିଜ୍ଞ ୨୦୦୬ ମସିହାରେ ଦାରିଦ୍ର୍ୟ ବିରୋଧୀ ଅଭିଯାନ ପାଇଁ ନୋବେଲ ଶାନ୍ତି…

“ଆମ ମସଜିଦ ଆମଠାରୁ ଛଡ଼େଇ ନେବେ….ଆଶଙ୍କା ପ୍ରକାଶ କଲେ ଅସଦୁଦ୍ଦିନ ଓଓ୍ବୈସି

ନୂଆଦିଲ୍ଲୀ : ରାମ ମନ୍ଦିର ସମାରୋହ ପାଇଁ ପ୍ରସ୍ତୁତି ଏବଂ ସୁନେହରୀ ମସଜିଦକୁ ନେଇ ଚାଲିଥିବା ବିବାଦ ମଧ୍ୟରେ ଅଲ ଇଣ୍ଡିଆ ମଜଲିସ ଇତ୍ତେହାଦୁଲ ମୁସଲିମିନ (ଏଆଇଏମଆଇଏମ୍ ) ସଭାପତି ଅସଦୁଦ୍ଦିନ ଓୱେସି କହିଛନ୍ତି…

ରାମ ମନ୍ଦିର ପ୍ରାଣ ପ୍ରତି‌ଷ୍ଠା ଦିନ ମୁମ୍ବାଇରେ ଦୀପାବଳି ପାଳିବାକୁ କହିଲେ ମହରାଷ୍ଟ୍ର ମୁଖ୍ୟମନ୍ତ୍ରୀ…

ମୁମ୍ବାଇ: ଅଯୋଧ୍ୟାରେ ରାମ ମନ୍ଦିରର ଉଦଘାଟନ ପାଇଁ ପ୍ରସ୍ତୁତି ଜୋରସୋରରେ ଚାଲିଛି। ଅଯୋଧ୍ୟା ବ୍ୟତୀତ ଅନ୍ୟ ରାଜ୍ୟରେ ମଧ୍ୟ ରାମ ମନ୍ଦିରକୁ ନେଇ ବିଭିନ୍ନ ପ୍ରକାରର ଚର୍ଚ୍ଚା ହେଉଛି। ଏହି କ୍ରମରେ ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜାନୁଆରି ୨୨ ତାରିଖରେ…

ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରକୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଗ୍ୟାଙ୍ଗଷ୍ଟର ଗୋଲ୍ଡି ବ୍ରାରକୁ ଆତଙ୍କବାଦୀ ଘୋଷଣା କଲେ କେନ୍ଦ୍ର ସରକାର। ୟୁଏପିଏ (ବେଆଇନ କାର୍ଯ୍ୟକଳାପ ନିବାରଣ ଆଇନ ୧୯୬୭) ଅନୁଯାୟୀ ସରକାର ତାକୁ ଆତଙ୍କବାଦୀ ଘୋଷଣା କରିଥିବା ଜଣାପଡ଼ିଛି। ଗୃହ ମନ୍ତ୍ରାଳୟ ଦ୍ବାରା ଜାରି ବିଜ୍ଞପ୍ତିରେ କୁହାଯାଇଛି…

ସୁନାମୀ ଯୋଗୁଁ ଜାପାନର ପରମାଣୁ କେନ୍ଦ୍ରକୁ ନେଇ ଚିନ୍ତା…

ନୂଆଦିଲ୍ଲୀ: ଜାପାନରେ ଭୂକମ୍ପର ଝଟକା ଅନୁଭୂତ ହୋଇଛି । ଭୂମିକମ୍ପର ତୁରନ୍ତ ପରେ ସୁନାମି ଆସିଥିଲା, ଯାହା ଫଳରେ ସହର ଭିତରକୁ ପାଣି ପଶିଯାଇଛି। ଏହି ଘଟଣା ପରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ଲହରର ଉଚ୍ଚତା ୧.୩ ଫୁଟ ପର୍ଯ୍ୟନ୍ତ ରହିଛି। ଆଗାମୀ କିଛି ଘଣ୍ଟା ମଧ୍ୟରେ…

ପରମାଣୁ ପ୍ରତିଷ୍ଠାନର ତାଲିକା ବିନିମୟ କଲେ ଭାରତ-ପାକିସ୍ତାନ…

ନୂଆଦିଲ୍ଲୀ: ତିନି ଦଶନ୍ଧିରୁ ଅଧିକ ସମୟ ଧରି ଚାଲି ଆସିଥିବା ଏକ ଦ୍ୱିପାକ୍ଷିକ ଚୁକ୍ତି ଅନୁଯାୟୀ ଭାରତ ଏବଂ ପାକିସ୍ତାନ ସୋମବାର ସେମାନଙ୍କର ପରମାଣୁ ପ୍ରତିଷ୍ଠାନର ଏକ ତାଲିକା ଆଦାନ ପ୍ରଦାନ କରିଛନ୍ତି; ଯେଉଁଥିରେ ଉଭୟ ପକ୍ଷ ପରସ୍ପରର ପରମାଣୁ ପ୍ରତିଷ୍ଠାନ ଉପରେ…

ନୂଆବର୍ଷ ପାର୍ଟି ସାରି ଫେରୁଥିବା ବେଳେ ଅଘଟଣ, ୬ ମୃତ…

ରାଞ୍ଚି : ନୂଆବର୍ଷରେ ଘଟିଲା ଅଘଟଣ। ନ୍ୟୁ-ଇୟର୍‌ ପାଟ ସାରି ଫେରୁଥିବା ବେଳେ ଦୁର୍ଘଟଣାଗ୍ରସ୍ତ ହେଲା କାର୍‌। ଡିଭାଇଡର୍‌ରେ ପିଟି ହୋଇ ଚାଲିଗଲା ୬ ଜଣଙ୍କ ଜୀବନ। ଝାଡ଼ଖଣ୍ଡର ଜାମଶେଦପୁରରେ ଘଟିଛି ଏଭଳି କିଛି ଦୁର୍ଘଟଣା। ସୂଚନା ମୁତାବକ, ଜାମଶେଦପୁରର ବିଷ୍ଣୁପୁର…

କେନାଲ ନିକଟରୁ ମିଳିଲା ଅର୍ଜୁନ ପୁରଷ୍କାର ପ୍ରାପ୍ତ ଓ୍ୱେଟ୍‌ଲିଫ୍ଟରଙ୍କ ମୃତଦେହ

ନୂଆଦିଲ୍ଲୀ : କେନାଲ ନିକଟରୁ ମିଳିଲା ଜଣେ ବରିଷ୍ଠ ପୁଲିସ ଅଧିକାରୀଙ୍କ ମୃତଦେହ। ସନ୍ଦିଗ୍ଧ ଅବସ୍ଥାରେ ୫୪ ବର୍ଷୀୟ ଡେପୁଟି ସୁପରିଟେଣ୍ତେଣ୍ଟ ଅଫ୍ ପୁଲିସ ଦଲବୀର ସିଂହ ଦେଓଲଙ୍କ ମୃତଦେହ ମିଳିଛି। ଦଳବୀର ସିଂହ ଜଣେ ଜଣାଶୁଣା ଓ୍ୱେଟ୍‌ଲିଫ୍ଟର୍‌ ମଧ୍ୟ ଥିଲେ। ତାଙ୍କୁ…

ପ୍ରଭୁ ଶ୍ରୀ ରାମଙ୍କ ନାମରେ ବିଜେପି ନିର୍ବାଚନ ଲଢୁଛି ବୋଲି କହିବା ସମ୍ପୂର୍ଣ୍ଣ ଭୁଲ : ରାମ ମନ୍ଦିର ମୁଖ୍ୟ ପୂଜକ

ଅଯୋଧ୍ୟା : ଆସନ୍ତା ଜାନୁଆରୀ ୨୨ ତାରିଖରେ ଅଯୋଧ୍ୟାରେ ହେବ ରାମଲାଲାଙ୍କ ପ୍ରାଣ ପ୍ରତିଷ୍ଠା ଉତ୍ସବ। ଏହି କାର୍ଯ୍ୟକ୍ରମ ପାଇଁ ଏବେ ଲୋକଙ୍କୁ ନିମନ୍ତ୍ରଣ ପଠାଯାଉଛି। ସମସ୍ତ ରାଜ୍ୟର ମୁଖ୍ୟମନ୍ତ୍ରୀ, ବଡ ବଡ ନେତା, ତଥା ଅଭିନେତାଙ୍କୁ ଆମନ୍ତ୍ରିତ କରାଯାଇଛି। ଏହାରି…

ବିଚ୍‌ ରାସ୍ତାରେ ଦଳିତ ମହିଳାଙ୍କୁ ପିଟିଲା ପୁଲିସ, ଭିଡିଓ ଭାଇରାଲ

ପାଟନା : ରକ୍ଷକ ସାଜିଲା ଆକ୍ରମଣକାରୀ। ଦାଦାଗିରି ଦେଖାଇଲା ପୁଲିସ। ବର୍ବରତାର ସବୁ ସୀମା ଟପିଲା। ବିଚ୍‌ ରାସ୍ତାରେ ଦଳିତ ମହିଳାଙ୍କୁ ପିଟିଲା। ବିହାରର ସୀତାମଢ଼ି ଅଞ୍ଚଳରେ ସର୍ବସମ୍ମୁଖରେ ଜଣେ ଦଳିତ ମହିଳାଙ୍କୁ ଜଣେ ପୁଲିସ କର୍ମଚାରୀ ମାଡ଼ ମାରିଛନ୍ତି। ଏହି ପୂରା…