Sign in
Sign in
Recover your password.
A password will be e-mailed to you.
ଠକେଇର ନୂଆ ଫର୍ମୁଲା, ଗର୍ଭବତୀ କରାଇଲେ ମିଳିବ ୧୩ ଲକ୍ଷ ଟଙ୍କା…
ସାଇବର ଠକେଇ କଥା ପ୍ରାୟ ସମସ୍ତେ ଜାଣିଥିବେ। କିନ୍ତୁ ଏବେ ସାମ୍ନାକୁ ଆସିଛି ଠକେଇର ଏକ ନୂଆ ଫର୍ମୁଲା। ଯୁବକମାନଙ୍କୁ ଫସାଇବା ପାଇଁ ସାଇବର ଠକମାନେ ଆପଣାଇଛନ୍ତି ନୂଆ ଫଣ୍ଡା। ମହିଳାଙ୍କୁ ଗର୍ଭବତୀ କରାଇବାକୁ ଯୁବକଙ୍କୁ ଲକ୍ଷ ଲକ୍ଷ ଟଙ୍କାର କରୁଥିଲେ ଅଫର। ବିହାରରୁ…
୨୦୨୪ରେ ଆଉ ୩ଟି ‘ସ୍ପାଇ ସାଟେଲାଇଟ୍’ ଛାଡ଼ିବା ଓ ଆଣବିକ ଶକ୍ତି ବୃଦ୍ଧି ପାଇଁ ପ୍ରତିଜ୍ଞା କଲେ କିମ୍ ଜୋଙ୍ଗ୍ ଉନ୍
ପ୍ୟୋଙ୍ଗ୍ୟାଙ୍ଗ୍: ଯୁଦ୍ଧ ପାଇଁ ପ୍ରସ୍ତୁତି ଚଳାଇଛନ୍ତି ବୋଲି ‘ୱାର୍କର୍ ପାର୍ଟି ଅଫ୍ କୋରିଆ’ର ବର୍ଷାନ୍ତ ସମ୍ମିଳନୀରେ ଉତ୍ତର କୋରିଆର ନେତା କିମ୍ ଜୋଙ୍ଗ୍ ଉନ୍ ସ୍ପଷ୍ଟ କରି କହିବା ସହିତ ନବବର୍ଷରେ ଆଉ ୩ଟି ସାଟେଲାଇଟ୍ ଉତ୍କ୍ଷେପଣ କରିବା ଓ ଆଣବିକ…
ଚଳନ୍ତା ଗାଡ଼ିର ଡ୍ରାଇଭରଙ୍କ ଉପରେ ଗୁଳିମାଡ଼…
ସୁନ୍ଦରଗଡ଼ : ଚଳନ୍ତା ଗାଡ଼ିର ଡ୍ରାଇଭରଙ୍କ ଉପରେ ଗୁଳିମାଡ଼। ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଡ୍ରାଇଭର ଭର୍ତ୍ତି। ସୁନ୍ଦରଗଡ଼ କୁତ୍ରା ଥାନା କିରିଙ୍ଗସିରାରେ ହୋଇଛି ଗୁଳିମାଡ଼। ପିକଅପ ଭ୍ୟାନ ଚଳାଇ ସୁବାସ ନାୟକ ନାମକ ଯୁବକ ଯାଉଥିବା ବେଳେ ତାଙ୍କ ଉପରେ ଫାୟାରିଂ…
ଦୁର୍ନୀତି, ଭ୍ରଷ୍ଟାଚାର, ବ୍ୟଭିଚାର ମୁକ୍ତ ଓ ସମୃଦ୍ଧଶୀଳ ଓଡ଼ିଶା ଗଠନ ହେଉଛି ନୂତନ ବର୍ଷର ଆହ୍ୱାନ: ବିଜେପି
ଭୁବନେଶ୍ୱର: ସରିଲା ବର୍ଷ ୨୦୨୩ । ରାତି ପାହିଲେ ଇଂରାଜୀ ନୂଆବର୍ଷ-୨୦୨୪ । ଏନେଇ ସମଗ୍ର ରାଜ୍ୟବାସୀଙ୍କୁ ଆନ୍ତରିକ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏବଂ ବିରୋଧୀ ଦଳ ନେତା ଜୟନାରାୟଣ ମିଶ୍ର ।
ଏହି ଅବସରରେ ମନମୋହନ ସାମଲ…
ଘାଟିରେ ଓଲଟିଲା ପିକନିକ ବସ, ୪୫ରୁ ଅଧିକ ଯାତ୍ରୀ ଆହତ…
ବ୍ରହ୍ମପୁର : ଘାଟିରେ ଓଲଟିଲା ପିକନିକ ବସ। ଗଞ୍ଜାମ ଜିଲ୍ଲା ତପ୍ତପାଣି ଘାଟିରେ ପିକନିକ ବସ ଓଲଟି ୪୫ରୁ ଅଧିକ ଯାତ୍ରୀ ଆହତ। ୭ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସେମାନଙ୍କୁ ବ୍ରହ୍ମପୁର ଏମକେସିଜିକୁ ସ୍ଥାନାନ୍ତର କରାଯାଇଛି । ଯାଜପୁର ଜିଲ୍ଲା ଦଶରଥପୁରୁ ଜିରାଙ୍ଗ, ଦାରିଙ୍ଗିବାଡି…
ରାତି ଗୋଟାଏରୁ ହେବ ମହାପ୍ରଭୁଙ୍କ ଦର୍ଶନ…
ପୁରୀ: ଇଂରାଜୀ ନୂଆ ବର୍ଷ ପାଇଁ ଚଳଚଞ୍ଚଳ ଶ୍ରୀ କ୍ଷେତ୍ର । ଶ୍ରୀମନ୍ଦିରରେ ଭକ୍ତଙ୍କ ଦର୍ଶନ ବ୍ୟବସ୍ଥାରେ କରାଯାଉଛି ଅନେକ ପରିବର୍ତ୍ତନ। ଆଜି ରାତି ଗୋଟାଏରେ ଶ୍ରୀମନ୍ଦିର ଦ୍ୱାର ଫିଟା ନୀତି କରାଯାଇ ଆରମ୍ଭ ହେବ ଦର୍ଶନ ବ୍ୟବସ୍ଥା। ମିଳିଥିବା ସୂଚନା ମୁତାବକ ଭକ୍ତଙ୍କ…
ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୯ରେ ପହଞ୍ଚିଲା…
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୫ ଜଣ କୋଭିଡ ଆକ୍ରାନ୍ତ ଚିହ୍ନଟ। ୫ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୯ ରେ ପହଞ୍ଚିଲା। ୧୯ ସଂକ୍ରମିତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ବର୍ତ୍ତମାନ ରାଜ୍ୟର ସକ୍ରିୟ ସଂକ୍ରମିତ ସଂଖ୍ୟା ୧୮।
ଏଣେ…
ରାଜ୍ୟ ବିଜେପିର ସଂଯୁକ୍ତା ମୋର୍ଚ୍ଚା ବୈଠକ
ଭୁବନେଶ୍ୱର: ଆଜି ରାଜ୍ୟ ବିଜେପିର ସଂଯୁକ୍ତା ମୋର୍ଚ୍ଚା ବୈଠକ ଅନୁଷ୍ଠିତ ହେଉଛି। ୨୪ ଲଢ଼େଇରେ ମୋର୍ଚ୍ଚାଗୁଡ଼ିକର ଭୂମିକା କ’ଣ ରହିବ। ଲୋକଙ୍କ ପାଖକୁ କେଉଁ ପ୍ରସଙ୍ଗ ନେଇ ବିଜେପି ଯିବ ସେନେଇ ପ୍ରସ୍ତୁତ ହେଉଛି ବ୍ଲୁ ପ୍ରିଂଟ। ରାଜ୍ୟ ବିଜେପିର କୃଷକ ମୋର୍ଚ୍ଚା, ଯୁବ…
ନୂଆବର୍ଷ ଉପଲକ୍ଷେ ବାଲୁକାକଳାରେ ମହାପ୍ରଭୁ ଜଗନ୍ନାଥଙ୍କ ବଡସିଂହାର ବେଶ
ପୁରୀ: ନୂଆବର୍ଷ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକାକଳା ମାଧ୍ୟମରେ ମହାପ୍ରଭୁ ଜଗନ୍ନାଥଙ୍କ ବଡସିଂହାର ବେଶ । ଏହି ବାଲୁକା କଳାକୃତିକୁ ନିର୍ମାଣ କରିଛନ୍ତି ପ୍ରଖ୍ୟାତ ବାଲୁକାଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଓ ତାଙ୍କ ଛାତ୍ରଛାତ୍ରୀ ।
ପୁରୀ ସ୍ୱର୍ଣ୍ଣାଭ…
ଜାନୁଆରୀ ୪ରୁ ଚିଲିକାରେ ବିଦେଶାଗତ ପକ୍ଷୀ ଗଣନା…
ଭୁବନେଶ୍ବର: ଚିଲିକାରେ ଜାନୁୟାରୀ ୪ ତାରିଖରେ ଶୀତକାଳୀନ ପକ୍ଷୀ ଗଣନା କରାଯିବ । ଏଥି ପାଇଁ ବନବିଭାଗ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି । ତେବେ ସକାଳ ୬ଟାରୁ ଗଣନା କାର୍ଯ୍ୟ ଆରମ୍ଭ ହେବ। ଏଥିପାଇଁ ସ୍ୱତନ୍ତ୍ର ଟିମ୍ ନିଯୁକ୍ତ ହେବେ ବୋଲି ଚିଲିକା ବନ୍ୟପ୍ରାଣୀ…