Sign in
Sign in
Recover your password.
A password will be e-mailed to you.
ଆତ୍ମସମର୍ପଣ କଲେ ୬୩ ହାର୍ଡକୋର ମାଓବାଦୀ
ମାଲକାନଗିରି : ୬୩ ହାର୍ଡକୋର ମାଓବାଦୀଙ୍କ ଆତ୍ମସମର୍ପଣ । ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ ଦାନ୍ତେୱାଡ଼ା ଏସପିଙ୍କ ପାଖରେ ୬୩ ମାଓବାଦୀ ଆତ୍ମସମର୍ପଣ କରିଛନ୍ତି । ସେମାନଙ୍କ ମଧ୍ୟରେ ୧୮ ଜଣ ମହିଳା ଥିବାବେଳେ ୪୫ ଜଣ ପୁରୁଷ ମାଓବାଦୀ ଅଛନ୍ତି । ସମସ୍ତ ଆତ୍ମସମର୍ପଣ ମାଓବାଦୀ!-->…
ସ୍କୁଲରେ କବାଡି ଖେଳୁଥିବା ବେଳେ ଛାତ୍ର ମୃତ
ଯୋଡ଼ା: ମୋ ନାତିକୁ ଫେରାଇ ଦିଅ । କୁଆଡ଼େ ଗଲୁରେ ମୋ ଘରର କୂଳ ନନ୍ଦନ । ବୁଢ଼ୀ ମା’ଟା କାନ୍ଦି କାନ୍ଦି ବାହୁନି ହେଉଛି । ସେପଟେ ମା’ ବି କାନ୍ଦି କାନ୍ଦି ଧୈର୍ଯ୍ୟହରା । କାନ୍ଦି କାନ୍ଦି ତଳେ ଲୋଟି ପଡ଼ୁଛି ମା’ । ମୋ ପୁଅ ମୋ ପୁଅ କହି କୋହ ସମ୍ଭାଳି ପାରୁନି । କଣ ଦୋଷ ଥିଲା ମୋ ପୁଅର ।!-->…
ଦନ୍ତା ଆକ୍ରମଣରେ ଦୁଇ ଯୁବକ ମୃତ
କରଞ୍ଜିଆ : ଗୋଠଛଡା ଦନ୍ତା ଆକ୍ରମଣରେ ଦୁଇ ଯୁବକଙ୍କ ମୃତ୍ୟୁ । ଦୁଇଜଣଙ୍କ ମୃତ୍ୟୁ ପରେ ମୃତଦେହକୁ ଜଗି ରହିଛି ନରହନ୍ତା ଦନ୍ତାହାତୀ । ଏଭଳି ଏକ ହୃଦୟ ବିଦାରକ ଦୃଶ୍ୟ ଦେଖିବାକୁ ମିଳିଛି ଓଡିଶା ଓ ଝାଡ଼ଖଣ୍ଡ ସୀମାନ୍ତ ବେଣୀସାଗର ଗାଁରେ । ଗତକାଲି ବିଳମ୍ବିତ ରାତିରେ ହାତୀକୁ ଦେଖିବାକୁ ଘରୁ!-->…
ନିର୍ମାଣଧିନ ପୋଲ ମାଟି ଭୁଶୁଡି ଦମ୍ପତି ମୃତ, ୧୨ ଘଣ୍ଟା ପରେ ମୃତଦେହ ଉଦ୍ଧାର
ବାଲିଗୁଡା: ୧୨ ଘଣ୍ଟା ପରେ ମାଟି ତଳୁ ଉଦ୍ଧାର ହେଲା ମୃତଦେହ । ମୁଣ୍ଡ ବିହୀନ ମୃତ ଦେହ ଉଦ୍ଧାର କଲା ରେସକ୍ୟୁ ଟିମ୍ । ଗତକାଲି କନ୍ଧମାଳ ଜିଲ୍ଲା ବାଲିଗୁଡା କଟାରିସାହି ନିକଟରେ ଥିବା ଜାଡାବାନ୍ଦା ଘାଟରେ ନିର୍ମାଣଧିନ ବ୍ରିଜରେ ମାଟି ଭୁଶୁଡି ପୋତି ହୋଇଯାଇଥିଲେ ଦମ୍ପତି ।
ଗତକାଲି!-->!-->!-->…
ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ
ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ଏନ ଏ ସି ବଡଗାଁ ସ୍ଥିତ ପିଏମଶ୍ରୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ପଦ୍ମିନୀ ପ୍ରଧାନଙ୍କ ନେତୃତ୍ୱରେ ଅନୁଷ୍ଠିତ ଉତ୍ସବରେ ମୁଖ୍ୟଅତିଥି ଭାବେ ଆଇଟିଡିଏ!-->!-->!-->…
ଭାରସାମ୍ୟ ହରାଇ ନଦୀ ମଧ୍ୟକୁ ଖସିଲା କାର
ମାଲକାନଗିରି, ୯।୧ : ମାଲକାନଗିରି ଜିଲ୍ଲାରେ ଏକ କାର ଦୁର୍ଘଟଣା ଘଟି ସପ୍ତଧାରା ନଦୀ ମଧ୍ୟକୁ ଖସି ପଡିଥିବା ଦେଖିବାକୁ ମିଳିଛି। ଆଜି ମଧ୍ୟାନ୍ନ ଏକ ଟା ସମୟ ରେ ଜୟପୁର ଆଡୁ ଆସୁଥିବା ଏକ ଟି ୟୁ ଭି ଗାଡି ନମ୍ବର ଓଡ଼ି ୩୦ ଏଫ ୧୯୮୯ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇ ସପ୍ତଧାରା ନଦୀ!-->…
ଅଜଣା ଗାଡି ଧକ୍କାରେ ଦୁଇ ଯୁବକ ମୃତ
ଖୋର୍ଦ୍ଧା: ମାଡ଼ିଗଲା ଗାଡ଼ି, ଚାଲିଗଲା ୨ ଜୀବନ । ଖୋର୍ଦ୍ଧା ସଦରଥାନା ୧୬ ନମ୍ବର ଦଧିମାଛଗାଡିଆ ଛକ ନିକଟରେ ଅଜଣା ଗାଡି ଧକ୍କାରେ ଦୁଇ ଯୁବକ ମୃତ । ମୃତ ଯୁବକ ଦୁଇ ଜଣ ବିକାଶ ବରାଳ ଓ ଶୁଭ୍ରାଂଶୁ ସୁନ୍ଦରାୟ । ଆଜି ସକାଳ ବାଣପୁର ସାନହନ୍ତୁଆରୁ ଭୂବନେଶ୍ବର!-->…
ଜାନୁଆରୀରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର: ପଞ୍ଚାୟତିରାଜ ମନ୍ତ୍ରୀ
ଭୁବନେଶ୍ୱର: ସୁଲଭ ଗୃହ ନିର୍ମାଣ ପାଇଁ ପ୍ରୋତ୍ସାହନ ସ୍ୱରୂପ ଓଡ଼ିଶା ସରକାର ଜାନୁଆରୀ ମାସରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା (PMAY) ଅଧୀନରେ ପ୍ରାୟ ୧୦ ଲକ୍ଷ ହିତାଧିକାରୀଙ୍କୁ ପକ୍କା ଘର ହସ୍ତାନ୍ତର କରିବେ। ଏନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାୟକ ଶୁକ୍ରବାର ଦିନ କହିଛନ୍ତି।
!-->!-->!-->…
‘ବିକଶିତ ଗାଁ, ବିକଶିତ ଓଡ଼ିଶା’ ନିୟମରେ ପରିବର୍ତ୍ତନ
ଭୁବନେଶ୍ବର: ‘ବିକଶିତ ଗାଁ, ବିକଶିତ ଓଡ଼ିଶା’ରେ ବଡ ପରିବର୍ତ୍ତନ କଲେ ରାଜ୍ୟ ସରକାର । ଏଥିରେ ଗ୍ରାମସଭାର ଭାଗୀଦାରି ବୃଦ୍ଧି କରାଯାଇଛି । ଏହି ଯୋଜନାରେ ନିର୍ମାଣ ହେଉଥିବା ପ୍ରକଳ୍ପରେ କୌଣସି ପ୍ରକାର କ୍ଷତିର ଭରଣା ସମ୍ପୃକ୍ତ ସଂସ୍ଥା କରିବ । ୧୦ ଲକ୍ଷ ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପ!-->…
ସାଧାରଣତନ୍ତ୍ର ଦିବସ ପରେଡ୍ ପାଇଁ ଦିଲ୍ଲୀ ଗଲେ ନବରଙ୍ଗପୁର ମହାବିଦ୍ୟାଳୟର ୬ ଛାତ୍ର
ନବରଙ୍ଗପୁର: ଦିଲ୍ଲୀରେ ଆସନ୍ତା ସାଧାରଣତନ୍ତ୍ର ଦିବସ (ଆରଡି) ପରେଡ୍ ପାଇଁ ମନୋନୀତ ହୋଇଛନ୍ତି ନବରଙ୍ଗପୁର କଲେଜର ୬ଜଣ ଛାତ୍ର। ସେମାନେ ହେଲେ ଯୁକ୍ତ ୩ ପଦାର୍ଥ ବିଜ୍ଞାନ ଛାତ୍ର ତଥା କମ୍ପାନି କ୍ୱାର୍ଟରମାଷ୍ଟର ସର୍ଜେଣ୍ଟ ଆଦର୍ଶ ପ୍ରତ୍ୟୁଷ କର୍କରା, ଯୁକ୍ତ ୩ ରାଜନୀତି ବିଜ୍ଞାନ ଛାତ୍ର ଓ!-->…