କଲେକ୍ଟର ଅଫିସରୁ ଚୋରି…

ନବରଙ୍ଗପୁର : ଏ ଚୋର ମାନଙ୍କ ସାହସକୁ ମାନିବାକୁ ପଡିବ । ମଦ ନିଶା ଠୁ ବେଶି ନିଶା ଏ ଚୋରି ନିଶା । ଚୋରି ନିଶାରେ ଚୂର ହୋଇ ଚୋର ଚୋରିକଲା କଲେକ୍ଟର ଅଫିସରୁ । କଲେକ୍ଟର ଅଫିସର କମ୍ପ୍ୟୁଟର ମନିଟର ସିପିୟୁ ଚୋରି କରିନେଲା ଚୋର । ଚୋରି କଲା ତାହା ପୁଣି…

ଫାଶୀଦଣ୍ଡ ପାଇଥିବା ୮ ପୂର୍ବତନ ନୌସେନା ଅଧିକାରୀଙ୍କ ପରିବାରକୁ ଭେଟିଲେ ଏସ୍‌. ଜୟଶଙ୍କର

କତାରରେ ଫାଶୀ ଦଣ୍ଡ ପାଇଥିବା ଭାରତୀୟ ନୌସେନାର ୮ ଜଣ ପୂର୍ବତନ ଅଧିକାରୀଙ୍କ ପରିବାରକୁ ଭେଟିଲେ ବୈଦେଶିକ ମନ୍ତ୍ରୀ ଏସ୍‌.ଜୟଶଙ୍କର। ପୂର୍ବତନ ନୌସେନା ଅଧିକାରୀମାନଙ୍କୁ ମୁକ୍ତ ସୁନିଶ୍ଚିତ କରିବା ପାଇଁ ଭାରତ ସବୁ ପ୍ରୟାସ ଜାରି ରଖିବ ବୋଲି ସେ କହିଛନ୍ତି। ଏନେଇ…

ଆଞ୍ଚଳିକ ଲୋକ ସଂଗଠନ ଓ ମାନବ ଅଧିକାର ସଂଗଠନ ତରଫରୁ ୧୧ଦଫା ଦାବିପତ୍ର ସହ ଜିଲ୍ଲାକୁ ମରୁଡି ଘୋଷଣା ଦାବି…

ମାଲକାନଗିରି : ମାଲକାନଗିରି ଜିଲ୍ଲା ରେ ସୋମବାର ଦିନ ମାଲକାନଗିରି ମାନ ଅଧିକାର,ଆଞ୍ଚଳିକ ଲୋକ ସଂଗଠନର ସଭାପତି ଏରା ପଡିଆମୀଙ୍କ ନେତୃତ୍ବରେ ୧୧ଦଫା ଦାବି ସମ୍ବଳିତ ସ୍ମାରକ ପତ୍ର ମାଲକାନଗିରି ଅତିରିକ୍ତ ଜିଲ୍ଲାପାଳ ବେଦବର ପ୍ରଧାନଙ୍କ ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ

ପୁରୀରେ ମହାପ୍ରଭୂଙ୍କୁ ଦର୍ଶନ କଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ…

ପୁରୀ: ପୁରୀରେ ମହାପ୍ରଭୂଙ୍କୁ ଦର୍ଶନ କଲେ ନବନିଯୁକ୍ତ ରାଜ୍ୟପାଳ ରଘୁବର ଦାସ। ଆସନ୍ତାକାଲି ନୂଆ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ । ତେଣୁ ତା ପୂର୍ବରୁ ପୁରୀ ଯାଇ ମହାପ୍ରଭୁଙ୍କ ଆଶିଷ ଭିକ୍ଷା କରିଛନ୍ତି। ମହାପ୍ରଭୂଙ୍କୁ ଦର୍ଶନ କରିବା ପରେ…

ଦୁର୍ନୀତି ବିରୋଧରେ ଲଢ଼ିବା ପାଇଁ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ…

ଦୁର୍ନୀତି ବିରୋଧରେ ଲଢ଼ିବା ପାଇଁ ଓଡ଼ିଶାବାସୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଆହ୍ବାନ । ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ପାଳନ ଅବସରରେ ଏହି ଆହ୍ବାନ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଲୋକସେବା ଭବନରେ ଆୟୋଜିତ ରାଜ୍ୟସ୍ତରୀୟ ସମାରୋହରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଦୁର୍ନୀତି…

ଭାରସାମ୍ୟ ହରାଇ ବିଲ ମଧ୍ୟକୁ ପଶିଲା ବସ୍ : ୧୪ ଆହତ…

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ଥାନା କୁଶାମାଲ ଗାଁରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ଏକ ସରକାରୀ ବସ୍ ବିଲ ଭିତରକୁ ପଶିଯାଇଛି । ଫଳରେ ଏହି ଦୁର୍ଘଟଣାରେ ୧୪ ଜଣ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ଉଦ୍ଧାର କରାଯାଇ ନିକଟସ୍ଥ…

ଶିଖର ଚଣ୍ଡୀ ବସ୍ତିରୁ ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର…

ଭୁବନେଶ୍ବର: ପ୍ରେମୀ ଯୁଗଳଙ୍କ ମୃତଦେହ ଉଦ୍ଧାର । ଭୁବନେଶ୍ୱର ଶିଖର ଚଣ୍ଡୀ ବସ୍ତିରୁ ଉଦ୍ଧାର ହୋଇଛି ମୃତଦେହ । ଫ୍ୟାନରେ ଝୁଲି ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ସନ୍ଦେହ । ମୃତକ ହେଲେ କଳା ରାହାଙ୍ଗର ପିଣ୍ଟୁ ଜେନା ଓ କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇର ଶୁଭସ୍ମିତା ନାୟକ।…

ପୂର୍ବତନ ବିଜେପି ସାଂସଦଙ୍କ ଗମ୍ଭୀର ଆରୋପ- ମୋ’ପୁଅକୁ ଛୁଇଁଲେନି ଡାକ୍ତର, ଚାଲିଗଲା ଜୀବନ

‘ଠିକ୍‌ ସମୟରେ ମୋ’ ପୁଅକୁ ଚିକିତ୍ସା ମିଳିଲା ନାହିଁ। ଡାକ୍ତର ମୋ’ ପୁଅକୁ ଛୁଇଁଲେ ବି ନାହିଁ। ତେଣୁ ଅକାଳରେ ଚାଲିଗଲା ମୋ’ ପୁଅ । ’ ଏପରି କହି ଉତ୍ତରପ୍ରଦେଶର ପିଜିଆଇ ମେଡିକାଲ ପରିସରରେ ମୁଣ୍ଡ ପିଟି କାନ୍ଦୁଥିଲେ ଜଣେ ପୂର୍ବତନ ସାଂସଦ। ଏହି ସାଂସଦଜଣକ ଭୈରା ପ୍ରସାଦ…

ତାଳଚେର କଙ୍କିଳୀ ଗାଁ ପଞ୍ଚାୟତ ଗସ୍ତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…

ତାଳଚେର : ତାଳଚେର ଗସ୍ତ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ତାଳଚେର କଙ୍କିଳୀ ଗାଁରେ ୭୩ ତମ ଶାରଦୀୟ ଦୁର୍ଗାପୂଜା ମହୋତ୍ସବ ତିନି ଦିନ ଧରି ଆୟୋଜିତ ହୋଇଯାଇଛି । ଏଠାରେ ଦେବୀ ମାଆ ୩ ଦିନ ପୂଜା ପାଇଥାନ୍ତି । ପାଇକ ଭାଇ ମାନେ…

ବାଲିଶଙ୍କରା ବ୍ଲକ ପରିସରରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ…

ସୁନ୍ଦରଗଡ଼, ୩୦/୧୦ : ଆଜି ବାଲିଶଙ୍କରା ବ୍ଲକ ପରିସର ରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପ୍ରତ୍ୟୁଷ ଦିବାକର ଏବଂ ଅତିରିକ୍ତ ଜିଲ୍ଲାପାଳ ରବି ନାରାୟଣ ସାହୁ ଯୋଗ ଦେଇ ଅଭିଯୋଗ ଗୁଡ଼ିକର ଶୁଣାଣି କରିଥିଲେ।ଆଜିର ଏହି ଜନ