ଗଞ୍ଜେଇ ଚୋରା ଚାଲାଣ ବେଳେ, ୪ ଜଣ ଗିରଫ…

ଭୁବନେଶ୍ବର : ଥମୁନି ନୀଳ ଜହର କାରବାର  । ଚୋରା ଚାଲାଣ ବେଳେ  ଗଞ୍ଜେଇ ଜବତ କରିବା ସହ ୪ ଜଣଙ୍କୁ ଗିରଫ କରିଛି ଚନ୍ଦକା ପୋଲିସ  । କୌଣସି  ବିଶେଷ ସୂତ୍ରରୁ ଖବର ପାଇ ପୋଲିସ ପିତାପାଲି-ବାରଙ୍ଗ ରୋଡରେ ଚଢାଉ କରିଥିଲା  । ଫଳରେ ୬୬ କେଜିର ଗଞ୍ଜେଇ ଜବତ କରିବା ସହ ଘଟଣାରେ ୪ ଜଣଙ୍କୁ…

ଫ୍ରିଜ୍‌ରୁ ବାହାରିଲା ଗୋଡ଼ହାତ ବନ୍ଧା ହୋଇଥିବା ଅନ୍ତଃସତ୍ତ୍ବା ମଡେଲ୍‌ଙ୍କ ଶବ…

ଲସ୍‌ ଏଞ୍ଜେଲେସ୍‌: ହାତଗୋଡ଼ ଓ ମୁହଁ ବନ୍ଧାଯାଇଥିବା ଅବସ୍ଥାରେ ଏକ ଆପାର୍ଟମେଣ୍ଟ୍‌ରେ ଥିବା ଫ୍ରିଜ୍‌ ଭିତରୁ ଉଦ୍ଧାର କରାଯାଇଥିବା ଜଣେ ମଡେଲ୍‌ଙ୍କ ଶବର ବ୍ୟବଚ୍ଛେଦ ରିପୋର୍ଟ ଶୁକ୍ରବାର ଦିନ ପ୍ରକାଶ କରାଯାଇଥିବା କଥା ‘ନ୍ୟୁୟର୍କ ପୋଷ୍ଟ୍‌’ ରିପୋର୍ଟ କରିଛି। ୩୧…

ସମ୍ପର୍କୀୟ ପରିଚୟ ଦେଇ ଚୂନ ଲଗାଇଦେଲା ସାଇବର ଠକ…

ଯାଜପୁର : ସମ୍ପର୍କୀୟ ଭାବେ ପରିଚୟ ଦେଇ ଲକ୍ଷ ଲକ୍ଷ ଟଙ୍କା ଚୁନ ଲଗାଉଥିଲା ସାଇବର ଠକ । ଠକକୁ ଗିରଫ କରିଛି ଯାଜପୁର ପୋଲିସ୍ । ଫୋନରେ ଏମିତି ଭାବରେ କଥା କହୁଥିଲା କି ଯେମିତି ଅତି ନିକଟ ସମ୍ପର୍କୀୟ । ଏମିତି କରି ଅନେକ ଲୋକଙ୍କ ଟଙ୍କା ଲୁଟିଥିବା ଅଭିଯୋଗ ହୋଇଛି ।…

୧୫୦ ଅଣ୍ଡର ଗ୍ରାଉଣ୍ଡ ଟାର୍ଗେଟକୁ ଧ୍ୱଂସ କଲା ଇସ୍ରାଏଲ…

ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ବିରୋଧରେ ନିଜର ଆକ୍ରମଣକୁ ଜୋରଦାର କରିଛି ଇସ୍ରାଏଲ। ଗାଜା ଷ୍ଟ୍ରିପରେ ଏବେ ଇସ୍ରାଏଲ ସ୍ଥଳଭାଗରେ ହମଲା କରୁଥିବା ବେଳେ ଆକାଶ ପଥରେ ମିସାଇଲ ମାଡ଼ କରିବାକୁ ମଧ୍ୟ ପଛାଇ ନାହିଁ। ଶୁକ୍ରବାର ରାତିରେ ଇସ୍ରାଏଲ ସେନା ପକ୍ଷରୁ ଗାଜାରେ…

ନଭେମ୍ବର ୧ରୁ କଳାହାଣ୍ତିରେ ଗଡି଼ବ ‘ଲକ୍ଷ୍ମୀ ବସ୍’…

କଳାହାଣ୍ଡି: ବିକାଶ ପଥରେ ଆଗଉଛି ଓଡି଼ଶା। ଗାଁ ସହ ଯୋଡି଼ ହେଉଛି ସହର। ଏଣିକି ଦୁର୍ଗମ ଅଞ୍ଚଳରୁ ଆହୁରି ସହଜ ହେବ ଯାତ୍ରା। କାହିଁକିନା ମାଲକାନଗିରି, ଗଜପତି ପରେ ଏବେ କଳହାଣ୍ତି ଜିଲ୍ଲାରେ ଗଡି଼ବ ‘ଲକ୍ଷ୍ମୀ ବସ୍‌’। ଆସନ୍ତା ନଭେମ୍ବର ୧ରୁ କଳାହାଣ୍ତିରେ…

ଅକ୍ଟୋବର ୩୧ରେ ସ୍ଥାପନା ହେବ ‘ମୋ ଯୁବା ଭାରତ’ ସଙ୍ଗଠନ: ପ୍ରଧାନମନ୍ତ୍ରୀ ମୋଦୀ…

ନୂଆଦିଲ୍ଲୀ: ଆଉ ମାତ୍ର ଦୁଇ ଦିନ ପରେ ଅର୍ଥାତ୍‌ ଅକ୍ଟୋବର ୩୧ ତାରିଖରେ ଜାତୀୟସ୍ତରୀୟ ସଙ୍ଗଠନ ‘ମୋ ଯୁବା ଭାରତ’ ବା ‘ମାଇଁ ଭାରତ’ ସ୍ଥାପନା କରାଯିବ ବୋଲି ଆଜି ମାସିକ ବେତାର କାର୍ଯ୍ୟକ୍ରମ ‘ମନ୍‌ କୀ ବାତ୍‌’ର ୧୦୬ତମ ସଂସ୍କରଣରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମ‌ୋଦୀ…

ନୂଆବର୍ଷରେ ମେଟ୍ରୋ ପ୍ରକଳ୍ପର ଶିଳାନ୍ୟାସ: ଭି.କେ ପାଣ୍ଡିଆନ୍

ଭୁବନେଶ୍ବର: ଆଜି ମେଟ୍ରୋ ପ୍ରକଳ୍ପର ଅନୁଧ୍ୟାନ କରିଛନ୍ତି ଭି.କେ ପାଣ୍ଡିଆନ୍ । ଗତକାଲି ପୁରୀ ଯାଇ ଶ୍ରୀମନ୍ଦିର ପ୍ରକଳ୍ପ କାର୍ଯ୍ୟ ଅନୁଧ୍ୟାନ କରିଥିବାବେଳେ ଆଜି ଭୋରରୁ ତ୍ରିଶୁଳିଆରେ ପହଞ୍ଚି ଭୁବନେଶ୍ବର-କଟକ ମେଟ୍ରୋ ପ୍ରକଳ୍ପର ସମୀକ୍ଷା କରିଛନ୍ତି…

ପାରିବାରିକ କଳହକୁ କେନ୍ଦ୍ର କରି ଗାଁ ଦାଣ୍ଡରେ ବୁଲିଲା କାତି : କାତି ଚୋଟରେ ଯୁବକ ଗୁରୁତର, ଆକ୍ରମଣକାରୀ ୨ ଭାଇ…

ହିଞ୍ଜିଳିକାଟୁ, ତା ୨୯/୧୦(): କୁମାର ପୂର୍ଣ୍ଣିମା ପାଇଁ ଚାରିଆଡେ ଚାଲିଥିଲା ଆନନ୍ଦ ଉଲ୍ଲାସର ମାହୋଲ। ଗଞ୍ଜାମ ଜିଲ୍ଲାର ପାରମ୍ପରିକ ଜୁଆ ଖେଳରେ ସମସ୍ତେ ମସଗୁଲ ଥିଲେ। ହଠାତ୍ ପାରିବାରିକ କଳହକୁ କେନ୍ଦ୍ର କରି ୨ ଗୋଷ୍ଠୀ ମଧ୍ୟରେ ଆରମ୍ଭ ହୋଇଥିଲା କଥା କଟାକଟି। ପରେ ଉଭୟ ଗୋଷ୍ଠୀଙ୍କ

କାଲିମେଳା ପୋଲିସ କୁ ବଡ଼ ସଫଳତା। ଟ୍ରକ ସହ ୪୯୬ କେଜି ଗଂଜେଇ ଜବତ…

ମାଲକାନଗିରି // କାଲିମେଳା ୨୯/୧୦ କାଲିମେଳା ପୋଲିସ କୁ ବଡ଼ ସଫଳତା,ଟାଟା ଆଇଚର ଟ୍ରକ ସହ ୪୯୬ କେଜି ଗଂଜେଇ ଜବତ ଓ ଡ୍ରାଇଭର ଗିରଫ। ମହାରାଷ୍ଟ୍ର ର ଲାଟୁର ଜିଲ୍ଲା ର ଘାରୋଲା ଚାକୁର ଗ୍ରାମର ଶେଖ ଅଫସର ମେହେବୁବ ଗଞ୍ଜେଇ ଚୋରା ଚାଲାଣ ବେଳେ କାଲିମେଳା ପୋଲିସ ଦ୍ଵାରା ଗିରଫ କରାଯାଇଛି।