Sign in
Sign in
Recover your password.
A password will be e-mailed to you.
କାମିଆ ଜାନି ପ୍ରସଙ୍ଗରେ ବିଜେପିକୁ କଡ଼ା ଜବାବ ଦେଲା ବିଜେଡି…
ଭୁବନେଶ୍ବର: କାମିଆ ଜାନି ପ୍ରସଙ୍ଗରେ ବିଜେପିକୁ କଡ଼ା ଜବାବ ଦେଲା ବିଜେଡି। ବିଜେଡି ବିଧାୟକ ସୁଧୀର ସାମଲ କହିଛନ୍ତି, ସେମାନେ ଯେତେବେଳେ ଅଯୋଧ୍ୟାରେ ନେଇ ତାଙ୍କ ବ୍ରାଣ୍ଡ ଆମ୍ବାସଡର କରିଥିଲେ, ସେତେବେଳେ କଣ ହିନ୍ଦୁତ୍ୱ କ୍ଷର୍ଣ୍ଣ ହେଉନଥିଲା କି। ତେଣୁ ସେମାନେ ବୁଝିବା…
ଜାନୁୟାରୀ ୬ରେ L1 ପଏଣ୍ଟରେ ପହଞ୍ଚିବ ଆଦିତ୍ୟ…
ସୂର୍ଯ୍ୟଙ୍କ ଅଧ୍ୟୟନ ପାଇଁ ଇସ୍ରୋ ପକ୍ଷରୁ ପଠାଯାଇଥିବା ଆଦିତ୍ୟ ସୋଲାର ଅବଜରଭେଟୋରୀ ୨୦୨୪ ଜାନୁୟାରୀ ୬ରେ L1 ପଏଣ୍ଟରେ ପହଞ୍ଚିବ। ଇସ୍ରୋ ମୁଖ୍ୟ ଡ. ଏସ୍. ସୋମନାଥ ଏହା କହିଛନ୍ତି। ସେ କହିଛନ୍ତି ଯେ ଆସନ୍ତା ୬ରେ ଆଦିତ୍ୟକୁ L1 ପଏଣ୍ଟରେ ଇନ୍ସର୍ଟ କରାଯିବ।…
ପ୍ରତି ବୁଥରୁ ୫୦ ପ୍ରତିଶତରୁ ଅଧିକ ଭୋଟ୍ ବିଜେପିର ଲକ୍ଷ୍ୟ: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ…
ଭୁବନେଶ୍ବର: ପ୍ରତି ବୁଥରୁ ୫୦ ପ୍ରତିଶତରୁ ଅଧିକ ଭୋଟ୍ ହାସଲ କରିବା ବିଜେପିର ଲକ୍ଷ୍ୟ ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି। ସେ ଆହୁରି କହିଛନ୍ତି, ଗତ ୧୦ ବର୍ଷ ଧରି ଏକ ସ୍ଥିର ସରକାର ଥିବାରୁ ଦେଶର ବିକାଶ ଦିଗରେ ଆଗକୁ ବଢ଼ି ଚାଲିଛି।…
କୁସ୍ତି ମହାସଂଘକୁ ଚଳାଇବ ସ୍ୱତନ୍ତ୍ର କମିଟି…
ଭାରତୀୟ କୁସ୍ତି ସଂଘର ନବ ନିର୍ବାଚିତ ସଦସ୍ୟଙ୍କୁ ଆଜି କ୍ରୀଡ଼ା ମନ୍ତ୍ରଣାଳୟ ନିଲମ୍ବିତ କରିବା ପରେ ଏହାକୁ ନେଇ ଚର୍ଚ୍ଚା ଜାରି ରହିଛି। ବିବାଦ ବଢ଼ୁଥିବା ବେଳେ ଏବେ ଭାରତୀୟ କୁସ୍ତି ମହାସଂଘକୁ ଚଳାଇବ ଗୋଟିଏ ସ୍ୱତନ୍ତ୍ର ପ୍ୟାନେଲ। ଭାରତୀୟ ଅଲିମ୍ପିକ୍ସ ଆସୋସିଏସନ…
100ଫୁଟ ଲମ୍ବର ସାଣ୍ଟା କ୍ଳସ ନିର୍ମାଣ କରି ୱାର୍ଲଡ ରେକର୍ଡସ ବୁକ ଅଫ ଇଣ୍ଡିଆ ରେକର୍ଡ ହାସଲ କଲେ ସୁଦର୍ଶନ ପଟ୍ଟନାୟକ
ପୁରୀ : ପୁରୀ ବେଳା ଭୂମିରେ ବାଲୁକା କଳା ନିର୍ମାଣ କରି ୱାର୍ଲଡ ରେକର୍ଡସ ବୁକ ଅଫ ଇଣ୍ଡିଆ ରେକର୍ଡ ହାତେଇଛନ୍ତି ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ l ପବିତ୍ର ବଡ ଦିନ ଵା କ୍ରୀଷ୍ଟମାସ ଅବସରରେ ପୁରୀ ବ୍ଲୁ ଫ୍ଲାଗ ବୀଚ ଠାରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ…
ସଞ୍ଜୟ ସିଂହଙ୍କ ନିଲମ୍ବନକୁ ସମର୍ଥନ ଜଣାଇଥିଲେ ସାକ୍ଷୀ ମଲ୍ଲିକ
କେନ୍ଦ୍ର ସରକାରଙ୍କ ତରଫରୁ କୁସ୍ତିସଂଘର ମାନ୍ୟତା ରଦ୍ଦ ଓ ନବ ନିଯୁକ୍ତ ଅଧ୍ୟକ୍ଷ ସଂଜୟ ସିଂହଙ୍କ ନିଲମ୍ବନ ପରେ କୁସ୍ତିଯୋଦ୍ଧାଙ୍କ ମଧ୍ୟରେ ଖୁସିର ଲହର ଖେଳିଯାଇଛି। ଏହାକୁ ସମର୍ଥନ ଜଣାଇଛନ୍ତି ମହିଳା କୁସ୍ତିଯୋଦ୍ଧା ସାକ୍ଷୀ ମଲ୍ଲିକ। ସରକାରଙ୍କ ତରଫରୁ ନିଆଯାଇଥିବା…
ଆରପାରିରେ ସ୍ବାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକ: ଗଭୀର ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ…
କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ଡେରାବିଶ ବ୍ଲକ ଚାଟରାଚକୋଡା ପଞ୍ଚାୟତ ହଳଦୀବସନ୍ତ ଗାଁର ଶତାୟୁ ସ୍ୱାଧୀନତା ସଂଗ୍ରାମୀ ମାନଗୋବିନ୍ଦ ମଲିକ । ଗତକାଲି ୧୦୩ ବୟସରେ ତାଙ୍କର ପରଲୋକ ଘଟିଛି । ୧୯୨୯ ମସିହାରେ ଜନ୍ମଗ୍ରହଣ କରିଥିଲେ ସ୍ଵର୍ଗତଃ…
କୁଆଡେ ଗଲା ୨ କୋଟି ଚାକିରି? ବେରୋଜଗାରୀକୁ ନେଇ ବର୍ଷିଲେ ଖାଡ଼ଗେ
‘କୁଆଡେ ଗଲା ପ୍ରତିବର୍ଷ ୨ କୋଟି ଚାକିରି ପ୍ରତିଶ୍ରୁତି। ବେରୋଜଗାରୀ ଦେଶର ସବୁଠାରୁ ଜ୍ୱଳନ୍ତ ପ୍ରସଙ୍ଗ।’ ଏଭଳି କିଛି କହି ବିଜେପି ଉପରେ ବର୍ଷିଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାଡ଼ଗେ।
ବିଜେପି ନେତୃତ୍ୱାଧୀନ କେନ୍ଦ୍ର ସରକାରକୁ ଟାର୍ଗେଟ କରି ଖାଡ଼ଗେ…
କିଟ୍ ଓ କିସରେ ଜାତୀୟ ବିଶ୍ୱବିଦ୍ୟାଳୟ ସନ୍ତରଣ ଓ ଯୋଗାସନ ଚାମ୍ପିୟନସିପ୍ ଉଦଯାପିତ
କିଟ୍ ଓ କିସରେ ଜାତୀୟ ବିଶ୍ୱବିଦ୍ୟାଳୟ ସନ୍ତରଣ ଓ ଯୋଗାସନ ଚାମ୍ପିୟନସିପ୍ ଉଦଯାପିତ ହୋଇଯାଇଛି। ଯୋଗାସନ ଚାମ୍ପିୟନସିପରେ ୨ଶହରୁ ଊର୍ଦ୍ଧ୍ୱ ବିଶ୍ୱବିଦ୍ୟାଳୟରୁ ୨ ହଜାର ୫ଶହରୁ ଅଧିକ ପ୍ରତିଯୋଗୀ, ୩ଶହରୁ ଊର୍ଦ୍ଧ୍ୱ କୋଚ ଓ ଅଫିସିଆଲ୍ ଯୋଗ ଦେଇଥିଲେ । ଏହାସହ ସନ୍ତରଣ…
କୁସ୍ତିରୁ ସନ୍ୟାସ ନେଲେ ବ୍ରିଜ ଭୂଷଣ…
ଭାରତୀୟ କୁସ୍ତି ମହାସଂଘ ଉପରେ କ୍ରୀଡା ମନ୍ତ୍ରଣାଳୟ ବଡ ଆକ୍ସନ ନେଇଛି। ଏହା ପରେ କୁସ୍ତି ମହାସଂଘର ପୂର୍ବତନ ଅଧ୍ୟକ୍ଷ ବ୍ରିଜ ଭୂଷଣ ଶରଣ ସିଂହ କୁସ୍ତିରୁ ସନ୍ୟାସ ନେଇଛନ୍ତି। ସେ ଖୋଦ୍ ଏହି ଘୋଷଣା କରିଛନ୍ତି।
ବିଜେପି ସାଂସଦ ବ୍ରିଜଭୂଷଣ ଶରଣ ସିଂହ ଏକ ସାମ୍ବାଦିକ…