Sign in
Sign in
Recover your password.
A password will be e-mailed to you.
୧୫୦ ଅଣ୍ଡର ଗ୍ରାଉଣ୍ଡ ଟାର୍ଗେଟକୁ ଧ୍ୱଂସ କଲା ଇସ୍ରାଏଲ, ଅନେକ ହମାସ ସଦସ୍ୟ ମୃତ
ନୂଆଦିଲ୍ଲୀ : ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସ ବିରୋଧରେ ନିଜର ଆକ୍ରମଣକୁ ଜୋରଦାର କରିଛି ଇସ୍ରାଏଲ। ଗାଜା ଷ୍ଟ୍ରିପରେ ଏବେ ଇସ୍ରାଏଲ ସ୍ଥଳଭାଗରେ ହମଲା କରୁଥିବା ବେଳେ ଆକାଶ ପଥରେ ମିସାଇଲ ମାଡ଼ କରିବାକୁ ମଧ୍ୟ ପଛାଇ ନାହିଁ। ଶୁକ୍ରବାର ରାତିରେ ଇସ୍ରାଏଲ ସେନା…
ଭୁବନେଶ୍ୱରରେ ରୋଜଗାର ମେଳାର ଦଶମ ପର୍ଯ୍ୟାୟରେ ୧୭୬ ଜଣଙ୍କୁ ନିଯୁକ୍ତିପତ୍ର ଦେଲେ କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବିଶେଷ ନୀତି ଓ ପ୍ରଭାବଶାଳୀ ପଦକ୍ଷେପ କାରଣରୁ ଆଜି ଦେଶରେ ବେରୋଜଗାରୀ ହ୍ରାସ ପାଇବା ସହ କର୍ମନିଯୁକ୍ତିରେ ମହିଳା ମାନଙ୍କ ଭାଗିଦାରୀ ବଢିଛି ବୋଲି ଶନିବାର ଭୁବନେଶ୍ୱର ଠାରେ ‘ରାଷ୍ଟ୍ରୀୟ ରୋଜଗାର ମେଳା’ ଦଶମ…
ଅମୃତ କଳସ ଧରି ବିଜେପିର ଶୋଭାଯାତ୍ରା
ଭୁବନେଶ୍ବର : ଅମୃତ କଳସ ଧରି ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି ବିଜେପି କାର୍ଯ୍ୟକର୍ତ୍ତା। ୩୧୪ ବ୍ଲକରୁ ୩୧୪ ଅମୃତ କଳସ ଧରି ବିଜେପିର ୬୩୦ କାର୍ଯ୍ୟକର୍ତ୍ତା ଦିଲ୍ଲୀ ଅଭିମୁଖେ ବାହାରିଛନ୍ତି। ବିଜେପି ରାଜ୍ୟ କାର୍ଯ୍ୟାଳୟ ଠାରୁ ମାଷ୍ଟର କ୍ୟାଣ୍ଟିନ ଯାଏ ଶୋଭାଯାତ୍ରା କରି…
UNGAର ଭୋଟ୍ରୁ ଦୂରେଇ ରହିଲା ଭାରତ, ପ୍ରିୟଙ୍କା କହିଲେ- ଲଜ୍ଜାଜନକ
ନୂଆଦିଲ୍ଲୀ : ଇସ୍ରାଏଲ୍ ଓ ହମାସ ମଧ୍ୟରେ ଲାଗିଥିବା ଯୁଦ୍ଧ ଉପରେ ବିରାମ ଲଗାଇବା ନେଇ ଜାତିସଂଘରେ ଶୁକ୍ରବାର ଏକ ପ୍ରସ୍ତାବ ଆଗତ କରାଯାଇଛି। ଏହାକୁ ବହୁମତରେ ପାରିତ କରାଯାଇଥିଲା। ହେଲେ ଭାରତ ଏହି ଭୋଟିଂରୁ ଦୂରେଇ ରହିଥିଲା। ଏବେ ଏହାକୁ ନେଇ ଅସନ୍ତୋଷ ବ୍ୟକ୍ତ…
କେରଳ ରାଲିରେ ହମାସ ନେତା, କାର୍ଯ୍ୟାନୁଷ୍ଠାନ ଦାବି
ତ୍ରିଭେନ୍ଦ୍ରମ : ଇସ୍ରାଏଲ ଓ ହମାସ ଗାଜା ଷ୍ଟ୍ରିପ୍ରେ ଯୁଦ୍ଧ ଜାରି ରହିଛି। ହମାସ ଆତଙ୍କବାଦୀଙ୍କୁ ସମୂଳେ ଧ୍ୱଂସ କରିବା ପାଇଁ ଇସ୍ରାଏଲ ଗାଜା ଉପରେ ଚାରିପେଟ ଆକ୍ରମଣକୁ ଜୋରଦାର କରିଛି। ଏହି ଯୁଦ୍ଧକୁ ନେଇ ଭାରତରେ ଅନେକ ଲୋକେ ପାଲେଷ୍ଟାଇନ୍ର ସମର୍ଥନ କରୁଛନ୍ତି।…
ମହୁଆଙ୍କ ଆବେଦନ ଖାରଜ, ନଭେମ୍ବର ୨ରେ ଏଥିକ୍ସ କମିଟିରେ ହାଜର ହେବାକୁ ନିର୍ଦ୍ଦେଶ
ନୂଆଦିଲ୍ଲୀ : ଲାଞ୍ଚ ନେଇ ସଂସଦରେ ପ୍ରଶ୍ନ ପଚାରିବା ଅଭିଯୋଗରେ ଫସିଥିବା ସାଂସଦ ମହୁଆ ମୋଇତ୍ରାଙ୍କ ଆବେଦନ ଖାରଜ ହୋଇଛି। ତାଙ୍କୁ ଲୋକସଭାର ଏଥିକ୍ସ କମିଟି ନିକଟରେ ନଭେମ୍ବର ୨ରେ ହାଜର ହେବାକୁ କୁହାଯାଇଛି। ପୂର୍ବରୁ କମିଟି ତାଙ୍କୁ ଅକ୍ଟୋବର ୩୧ରେ ହାଜର ହେବାକୁ…
୩ ପିଲାଙ୍କ ସମେତ ପରିବାର ୬ ଜଣଙ୍କୁ ବିଷ ଦେବା ପରେ ନିଜେ ଝୁଲି ପଡ଼ିଲେ
ଅହମ୍ମଦାବାଦ : ଗୁଜରାଟରୁ ଆସିଛି ଅତ୍ୟନ୍ତ ବିଚଳିତ କରିବା ଭଳି ଖବର। ଗୋଟିଏ ପରିବାର କରିଛନ୍ତି ସାମୂହିକ ଆତ୍ମହତ୍ୟା। ଜଣେ ବ୍ୟକ୍ତି ପ୍ରଥମେ ନିଜ ବାପା, ମା’, ପତ୍ନୀ ଓ ୩ ପିଲାଙ୍କୁ ବିଷ ପିଆଇ ଦେଇଥିଲେ। ଏହାପରେ ନିଜେ ମଧ୍ୟ ବେକରେ ଦୌଡ଼ି ବାନ୍ଧି ଝୁଲି ପଡ଼ିଛନ୍ତି।…
୨୦ କୋଟି ଦିଅ ନଚେତ୍ ମାରି ପକାଇବୁ
ମୁମ୍ବାଇ: ଇ-ମେଲ୍ ମାଧ୍ୟମରେ ‘ରିଲାଏନ୍ସ୍ ଇଣ୍ଡଷ୍ଟ୍ରିଜ୍’ର ଅଧ୍ୟକ୍ଷ ମୁକେଶ ଅମ୍ବାନି ହତ୍ୟା ଧମକ ପାଇଥିବା କଥା ଆଜି ମୁମ୍ବାଇ ପୁଲିସ କହିଛି।
୨୦ କୋଟି ଟଙ୍କା ନ ଦେଲେ ତାଙ୍କୁ ହତ୍ୟା କରାଯିବ ବୋଲି ଜଣେ ଅଜ୍ଞାତ ବ୍ୟକ୍ତିଙ୍କଦ୍ବାରା ମୁକେଶ ଅମ୍ବାନିଙ୍କ…
ଇସ୍ରାଏଲ୍କୁ ସତର୍କ କଲେ ଇରାନ୍ ମନ୍ତ୍ରୀ
ନ୍ୟୁୟର୍କ: ଲେବାନନ୍ରେ ସଶସ୍ତ୍ର ସଙ୍ଗଠନ ପ୍ରସ୍ତୁତ ହୋଇ ରହିଛନ୍ତି ଓ ସେମାନେ ଯେକୌଣସି ମୁହୂର୍ତ୍ତରେ ଭୟାବହ କାଣ୍ଡ ଘଟାଇ ପାରନ୍ତି ବୋଲି ଇରାନ୍ର ବୈଦେଶିକ ମନ୍ତ୍ରୀ ହୋସେନ୍ ଅମିର୍-ଅବ୍ଦୋଲ୍ଲାହିଆନ୍ ଗଣମାଧ୍ୟମ ‘ମର୍ଣ୍ଣିଙ୍ଗ୍ ଏଡିସନ୍’ର ପ୍ରତିନିଧି…
ଘରେ ପଶି ୨୪ ବର୍ଷୀୟ ଯୁବତୀଙ୍କୁ ଗୁଳି ମାରି ହତ୍ୟା କଲେ ଅଜ୍ଞାତ ଦୁର୍ବୃତ୍ତ, ପ୍ରେମିକର ଭାଇ ଗିରଫ
ନୂଆଦିଲ୍ଲୀ: ଶୁକ୍ରବାର ଦିନ ଦିଲ୍ଲୀର ଜୈତପୁର ଅଞ୍ଚଳରେ ଦୁଇଜଣ ଅଜ୍ଞାତ ଦୁର୍ବୃତ୍ତ ବଳପୂର୍ବକ ଘରେ ବସି ଜଣେ ୨୪ ବର୍ଷୀୟ ଯୁବତୀଙ୍କୁ ଗୁଳି ମାରି ହତ୍ୟା କରିଥିବା କଥା ପୁଲିସ କହିଛି।
ଚିକିତ୍ସା ନିମନ୍ତେ ତାଙ୍କୁ ତୁରନ୍ତ ଡାକ୍ତରଖାନାକୁ ନିଆଯାଇଥିଲା କିନ୍ତୁ, ସେ…