୨୨୦ ଓଏଏସ୍ ଅଫିସରଙ୍କ ବଦଳି…

ରାଜ୍ୟ ସରକାର ଶନିବାର ବିଳମ୍ବିତ ସନ୍ଧ୍ୟାରେ ୨୨୦ଜଣ ଓଏଏସ୍ ଅଫିସରଙ୍କ ବଦଳି କରିଛନ୍ତି । ଏହି ବଦଳି ନିର୍ଦ୍ଦେଶ ସହ ସମସ୍ତ ଅଫିସରଙ୍କୁ ବିଭାଗ ଦ୍ୱାରା ସେଣ୍ଟ୍ରାଲୀ ରିଲିଭ୍ କରାଯାଇଛି ଓ ୨୫ତାରିଖ ସୁଦ୍ଧା ନିଜର ନୂଆ ସ୍ଥାନରେ ଯୋଗ ଦେବାକୁ ସରକାର ତାଗିଦ୍ କରିଛନ୍ତି । ଯଦିଓ ଦୁର୍ଗାପୂଜା…

ଆକାଶର ରଙ୍ଗ ହୋଇଗଲା ଗୋଲାପୀ, ସ୍ଥାନୀୟ ଲୋକେ ଭୟଭୀତ…

ନୂଆଦିଲ୍ଲୀ: ପ୍ରକୃତିର ସୌନ୍ଦର୍ଯ୍ୟ ଦେଖି‌ଲେ ଲୋକେ ଖୁସି ହୋଇଯାଆନ୍ତି। ପ୍ରକୃତିର ସୌନ୍ଦର୍ଯ୍ୟକୁ ନେଇ କବି ଓ ଗାଳ୍ପିକ ଅନେକ କବିତା ଓ ଗପ ଲେଖିଛନ୍ତି। ନିକଟରେ ଆକାଶରେ ପ୍ରକୃତିର ଏକ ସୁନ୍ଦର ଦୃଶ୍ୟ ଦେଖିବାକୁ ମିଳିଥିଲା। ଯାହାର ଫଟୋ ସୋସିଆଲ ମିଡିଆରେ…

ମହୁଆ ବିବାଦ: ଟିଏମସି କହିଲା ତଦନ୍ତ ରିପୋର୍ଟ ଆସୁ

ଟଙ୍କା ନେଇ ସଂସଦରେ ପ୍ରଶ୍ନ କରିବା ଅଭିଯୋଗରେ ତ୍ରୁଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରାଙ୍କ ଅଡୁଆ ଦିନକୁ ଦିନ ବଢ଼ିବାରେ ଲାଗିଛି। ଏବେ ଏହି ମାମଲାରେ ଟିଏମ୍‌ସି ମହୁଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଟାନ ଗ୍ରହଣ କରିବାକୁ ସଜବାଜ ହେଉଥିବା ଜଣାପଡିଛି। କେବଳ ସେତିକି ନୁହେଁ…

ସମ୍ବଲପୁରରେ ଝାଡାବାନ୍ତି ଆତଙ୍କ; ଜଣେ ମୃତ, ୪୩ରୁ ଅଧିକ ଆକ୍ରାନ୍ତ…

ସମ୍ବଲପୁର: ସମ୍ବଲପୁରରେ ଝାଡାବାନ୍ତି ଆତଙ୍କ । ସମ୍ବଲପୁରରେ ମହାନଗର ନିଗମ ଅନ୍ତର୍ଗତ ହୀରାକୁଦ ନିକଟସ୍ଥ ମହମ୍ମଦପୁର ଗାଁରେ ଝାଡାବାନ୍ତି ଆକ୍ରାନ୍ତରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୪୩ ଜଣ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । କିନ୍ତୁ ଏହି ଅଭିଯୋଗକୁ ଖଣ୍ଡନ କରିଛି ଜିଲ୍ଲା…

ଏନ୍‌କାଉଣ୍ଟର ଭୟ, ଗାଡ଼ିରେ ବସିବାକୁ ମନା କଲେ ଆଜମ ଖାନ୍‌…

ସମାଜବାଦୀ ପାର୍ଟି ନେତା ଆଜମ ଖାନ୍‌ଙ୍କୁ ଘାରିଲା ଏନ୍‌କାଉଣ୍ଟର ଭୟ। ପୁଲିସ ଗାଡ଼ିରେ ବସିବାକୁ ସଫା ସଫା ମନା କରିଦେଲେ ଆଜମ ଖାନ୍‌। ଅନ୍ୟ ଜେଲ୍‌କୁ ସ୍ଥାନାନ୍ତର ବେଳେ ଏଭଳି କିଛି ଡ୍ରାମା ଦେଖାଇଛନ୍ତି ଏହି ନେତା। ଦୁଇଟି ଜାଲ୍‌ ଜନ୍ମ ପ୍ରମାଣପତ୍ର ମାମଲାରେ ଆଜମ…

‘ଇଣ୍ଡିଆ’ ମେଣ୍ଟରୁ ଓହରିବ ସମାଜବାଦୀ ପାର୍ଟି! ଅଖିଲେଶଙ୍କ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା…

‘ପିଡିଏ’ କଥା କହିଲେ ‘ଇଣ୍ଡିଆ’ ମେଣ୍ଟ କଥା ଭୁଲିଗଲେ ଅଖିଲେଶ ଯାଦବ। ଲଗାତର ତିନି ଦିନ ଧରି କଂଗ୍ରେସକୁ ସମାଲୋଚନା ପରେ ଏବେ ସାମାଜବାଦୀ ପାର୍ଟି ଅଧ୍ୟକ୍ଷ ଅଖିଲେଶ ଯାଦବଙ୍କ ଏକ ଟ୍ୱିଟ୍‌କୁ ନେଇ ଚର୍ଚ୍ଚା ଜୋର ଧରିଛି। ବୁଝାପଡୁଛି ଯେ, ‘ଇଣ୍ଡିଆ’ ମେଣ୍ଟରେ ଆଉ ନ…

ବାକି ଟଙ୍କା ଆଦାୟକୁ କେନ୍ଦ୍ରକରି ହତ୍ୟା ଅଭିଯୋଗ

ଗୁଣପୁର: ବାକି ଟଙ୍କା ଆଦାୟକୁ କେନ୍ଦ୍ର କରି ଗୁଣପୁର ସହରରେ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଛି। ଗତ ୬ ମାସ ମଧ୍ୟରେ ସହରରେ ଏହା ତୃତୀୟ ହତ୍ୟାକାଣ୍ଡ । ଗତକାଲି ସନ୍ଧ୍ୟାରେ ଗଜପତି ଜିଲ୍ଲା ପାରଳାଖେମୁଣ୍ଡି କଟିକା ସାହିର ଠିକାଦାର ଅଶୋକ କୁମାର ବରାଡ଼ଙ୍କ ଶବକୁ ଉପଖଣ୍ଡ ଡାକ୍ତରଖାନାରେ ଠାବ…

ଶୀତ ପୂର୍ବରୁ ବଢ଼ିଲା ପ୍ରଦୂଷଣ, ଲାଗିଲା କଟକଣା…

ନୂଆଦିଲ୍ଲୀ : ପୁଣି ବିଷ ବଳୟରେ ରାଜଧାନୀ। ଶୀତ ପୂର୍ବରୁ ବଢ଼ିଲାଣି ପ୍ରଦୂଷଣ। ଅଳ୍ପ ଶୀତ ପଡିବା ପରେ ଦିଲ୍ଲୀରେ ବଢ଼ିଛି ପ୍ରଦୂଷଣ। ଯୁଆଡେ ଦେଖିବ ଖାଲି ଧୂଆଁଳିଆ ଦେଖା ଯାଉଛି। ଚାରିଆଡେ ଧୂଆଁର ଚାଦର ଢ଼ାଙ୍କି ହେଲା ଭଳି ମନେ ହେଉଛି। ସକାଳୁ ଗାଡି ମଟର ଚଳାଚଳ କରିବା ବି ମୁସକିଲ ହୋଇଛି।…

ପୁଣି ଆତଙ୍କ ଖେଳାଇଲେ ଅବସରପ୍ରାପ୍ତ ଯବାନ, ଏସ୍‌ଆଇ ଓ କନଷ୍ଟେବଲଙ୍କୁ ହାଣିଲେ…

ବାଙ୍କୀ : ପୁଣି ଆତଙ୍କ ଖେଳାଇଲା ହରିରାଜପୁରର ଅବସରପ୍ରାପ୍ତ ଯବାନ ସରୋଜ ଦାସ । ଗିରଫ କରିବାକୁ ଯାଇଥିବାବେଳେ ସରୋଜ ବାଙ୍କୀ ଥାନା ଏସଆଇଙ୍କୁ ଆକ୍ରମଣ କରିଛି । ସରୋଜ ଆଜି ସକାଳେ କାତି ଧରି ଆଦିମାତା ଛକ ନିକଟରେ ଆତଙ୍କ ଖେଳାଇଥିବା ବେଳେ ତାଙ୍କୁ କାବୁ କରିବାକୁ…

ଚୀନ୍‌ LACରେ ତିଆରି କରିଛି ହେଲିପ୍ୟାଡ୍‌ ଓ ଅନେକ ରାସ୍ତା

ସୁଧୁରୁନି ଚୀନ୍‌। ବାରମ୍ବାର ଦେଖାଉଛି ନିଜ ଦାଦାଗିରି। ବାସ୍ତିବକ ନିୟନ୍ତ୍ରଣ ରେଖାରେ ଚଲାଇଛି ନିଜର ମନମାନି। ଏଲ୍‌ଏସିକୁ ଲାଗି ତିଆରି କରିଛି ଏକାଧିକ ସୁଦୃଢ଼ ରାସ୍ତା। କେବଳ ସେତିକି ନୁହେଁ ହେଲିପ୍ୟାଡ୍‌ ଓ ବିମାନ ବନ୍ଦର ମଧ୍ୟ ତିଆରି କରିଛି ଚୀନ୍‌। ଏନେଇ ଆମେରିକାର…