ଅତ୍ୟଧିକ ଉତ୍ତେଜିତ ହେବାରୁ ଏଏସଆଇ ଏଲିଶ ଲୁଗୁନଙ୍କ ମୃତ୍ୟୁ, ସୂଚନା ଦେଲେ ରାଉରକେଲା ଏସପି…

ରାଉରକେଲା: ଉଦିତନଗର ଥାନା ଏଏସଆଇ ଏଲିଶ ଲୁଗୁନଙ୍କ ପୋଷ୍ଟମର୍ଟମ ରିପୋର୍ଟ ଯାଞ୍ଚ ହୋଇ ଭୁବନେଶ୍ୱର ଏମ୍ସରୁ ଆସିଥିବା ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ରାଉରକେଲା ଏସପି ମିତ୍ରଭାନୁ ମହାପାତ୍ର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଅତ୍ୟଧିକ ଉତ୍ତେଜିତ ହେବାରୁ ଏଲିଶ ଲୁଗୁନଙ୍କ ମୃତ୍ୟୁ…

ଅଫିସ ନ ଆସିଲେ ଯିବ ଚାକିରି..! କର୍ମଚାରୀଙ୍କୁ ଚେତାବନୀ ଦେଲା ଆମାଜନ

ଓ୍ବାଶିଂଟନ,୨୧।୧୦: ବିଶ୍ୱର ଅଗ୍ରଣୀ ଇ-କମର୍ସ କମ୍ପାନୀ ଆମାଜନ ଏହାର ୱାର୍କ ର୍ଫମ ଅଫିସ ପଲିସି ସମ୍ବନ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରୁଛି। କମ୍ପାନୀ ନିକଟ ଅତୀତରେ କହିଛି ଯେ ମ୍ୟାନେଜରମାନେ ସେହି କର୍ମଚାରୀଙ୍କୁ ବରଖାସ୍ତ କରିବା ଉଚିତ ଯେଉଁମାନେ ଅଫିସକୁ ଫେରିବା…

ୟେମେନରୁ ଇସ୍ରାଏଲ ଉପରେ ଆକ୍ରମଣ ପଣ୍ଡ: କ୍ଷେପଣାସ୍ତ୍ର, ଡ୍ରୋନ୍‌ ଖସାଇଲା ଆମେରିକା…

ନୂଆଦିଲ୍ଲୀ: ୟେମେନରୁ ଇସ୍ରାଏଲ ଉପରକୁ ଛଡ଼ାଯାଇଥିବା ୩ଟି କ୍ଷେପଣାସ୍ତ୍ର ଏବଂ ଅନେକ ଡ୍ରୋନ୍‌କୁ ଆମେରିକା ନୌସେନାର ଯୁଦ୍ଧ ଜାହାଜ ଖସାଇ ଦେଇଛି। ଉତ୍ତର ଲୋହିତ ସାଗରରେ ଆମେରିକା ନୌସେନାର ଏକ ଯୁଦ୍ଧଜାହାଜ ୟେମେନର ହାଉଥି ବାହିନୀ ଦ୍ବାରା ଛଡ଼ାଯାଇଥିବା ୩ଟି…

ବୋମାବର୍ଷା ଭିତରେ ଶାନ୍ତି ସମ୍ମିଳନୀ: ଇଜିପ୍ଟରେ ଆଜି କଥାବାର୍ତ୍ତା…

କାଇରୋ : ଇସ୍ରାଏଲ ଓ ହମାସ ଆତଙ୍କବାଦୀଙ୍କ ମଧ୍ୟରେ ଯୁଦ୍ଧ ଅଧିକ ଭୟଙ୍କର ହେବାରେ ଲାଗିଛି। ଗାଜା ସ୍ଥିତି ଅତି ଜଟିଳ ହୋଇପଡ଼ିଥିବା ବେଳେ କୌଣସି ସହାୟତା ପହଞ୍ଚି ପାରୁନଥିବାରୁ ଅକଥନୀୟ ଯନ୍ତ୍ରଣାରେ ଲୋକେ ଛଟପଟ ହେଉଛନ୍ତି। ୬ଟି ହସ୍ପିଟାଲରେ ଆଜିଠାରୁ ସେବା ବନ୍ଦ ହୋଇଯାଇଛି। ଏଭଳି…

ସୃଷ୍ଟି ହେଲା ବାତ୍ୟା ‘ତେଜ’, ବୁଧବାର ସକାଳେ କରିବ ଲ୍ୟାଣ୍ଡ୍ ଫଲ୍…

ନୂଆଦିଲ୍ଲୀ : ଆରବ ସାଗରରେ ସୃଷ୍ଟି ହେଲା ବାତ୍ୟା ‘ତେଜ’। ଦକ୍ଷିଣ-ପୂର୍ବ ଏବଂ ଦକ୍ଷିଣ-ପଶ୍ଚିମ ଅଞ୍ଚଳରେ ସୃଷ୍ଟି ଲଘୁଚାପ ବାତ୍ୟାର ରୂପ ନେଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଅଧିକ ଘନୀଭୂତ ହୋଇ ଭୀଷଣ ବାତ୍ୟାର ରୂପ ନେବା ନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ…

ପାର୍ଟନର୍‌ଙ୍କଠାରୁ ପୃଥକ୍‌ ହେଲେ ଇଟାଲିର ପ୍ରଧାନମନ୍ତ୍ରୀ ଜୋର୍ଜା ମେଲୋନି…

ରୋମ୍‌: ସାମ୍ବାଦିକ ତଥା ପାର୍ଟନର୍‌ ଆଣ୍ଡ୍ରିଆ ଜିଆମ୍ବ୍ରୁନୋଙ୍କଠାରୁ ପୃଥକ୍‌ ହୋଇଛନ୍ତି ଶୁକ୍ରବାର ଦିନ ଇଟାଲୀର ପ୍ରଧାନମନ୍ତ୍ରୀ ଜୋର୍ଜା ମେଲୋନି କହିଛନ୍ତି। ‘ଏକ୍ସ୍‌’ କରି ମେଲୋନି ଲେଖିଛନ୍ତି, ପ୍ରାୟ ୧୦ ବର୍ଷ ଧରି ତିଷ୍ଠି ରହିଥିବା ଆଣ୍ଡ୍ରିଆ…

ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି…

ଜୟପୁର: ଭାରତୀୟ ଜନତା ପାର୍ଟି ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ଦ୍ୱିତୀୟ ତାଲିକା ପ୍ରକାଶ କରିଛି। ଏହି ତାଲିକାରେ ବିଜେପି ଏହାର ବହୁ ବଡ ନେତାଙ୍କ ନାମ ମଧ୍ୟ ଘୋଷଣା କରିଛି। ଦଳ ପୂର୍ବତନ ମୁଖ୍ୟମନ୍ତ୍ରୀ ବସୁନ୍ଧରା ରାଜେ ସିନ୍ଧିଆଙ୍କୁ ଝାଲରାରୁ ଟିକେଟ…

ଫେରିନି ୧୦ହଜାର କୋଟି ପୁରୁଣା ୨ହଜାର ଟଙ୍କିଆ ନୋଟ୍‌…

ନୂଆଦିଲ୍ଲୀ,୨୧।୧୦;୨ହଜାର ଟଙ୍କା ନୋଟ୍‌ ଜମା ଓ ଅଦଳବଦଳ ପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ୍‌ ଅକ୍ଟୋବର ୭ତାରିଖ ପର୍ଯ୍ୟନ୍ତି ସମୟ ସୀମା ବୃଦ୍ଧି କରିଥିଲା। ଏହା ପରେ ମଧ୍ୟ ସବୁ ନୋଟ ବ୍ୟାଙ୍କରେ ପହଞ୍ଚି ପାରିନାହିଁ। ଏବେ ବି ବ୍ୟାଙ୍କରେ ନୋଟ ନେଣଦେଣ ଜାରି ରହିଛି। ଏସମ୍ପର୍କରେ ଆରବିଆଇ…

୪ ବର୍ଷ ପରେ ପାକିସ୍ତାନ ଫେରିବେ ନଓ୍ୱାଜ ସରିଫ, ଅଟକିଲା ଗିରଫଦାରୀ…

କରାଚୀ : ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ୱାଜ ସରିଫଙ୍କ ଘର ବାହୁଡ଼ା। ୪ ବର୍ଷ ପରେ ସେ ଆଜି ସ୍ୱଦେଶ ଫେରୁଛନ୍ତି। ସେ ଗତ ୪ ବର୍ଷ ହେଲା ଲଣ୍ଡନରେ ଥିଲେ। ନିର୍ବାଚନର ଠିକ୍‌ ପୂର୍ବରୁ ନୱାଜ ସରିଫଙ୍କ ପ୍ରତ୍ୟାବର୍ତ୍ତନକୁ ନେଇ ରାଜନୀତି ଜୋର ଧରିଛି। ସେ ପୁଣି ଥରେ ରାଜନୀତିକୁ…

ତେଲେଙ୍ଗାନା ଗଠନରେ ସହଯୋଗ କରିଥିଲେ ସୋନିଆ, କାଉଣ୍ଟର କଲା ବିଆରଏସ୍‌….

ହାଇଦ୍ରାବାଦ : ନିର୍ବାଚନ ପାଇଁ ପ୍ରସ୍ତୁତ ହେଉଥିବା ତେଲେଙ୍ଗାନାରେ ଆଜି ଜୋରଦାର ପ୍ରଚାର କରିଛନ୍ତି କଂଗ୍ରେସ ସାଂସଦ ରାହୁଲ ଗାନ୍ଧି। ସ୍ୱତନ୍ତ୍ର ତେଲେଙ୍ଗାନା ପ୍ରଦେଶ ଗଠନରେ ସୋନିଆ ଗାନ୍ଧି ସହଯୋଗ କରିଥିଲେ ବୋଲି ରାହୁଲ ଗାନ୍ଧି କହିଛନ୍ତି। ଗୋଟିଏ ରାଲିରେ ରାହୁଲ କହିଛନ୍ତି, “ଯଦି…