ବ୍ଲକ୍ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟସ୍ ପ୍ରତିଯୋଗିତା ଉଦଯାପିତ

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ାରେ ବ୍ଲକ ସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟସ୍ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେଶ୍ୱର ମାଝି ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ଜଳନ କରି ଆନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l

କନ୍ଧମାଳ ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ‘ ଉତ୍ସାହ ‘ ଉଦଯାପିତ…

ଫୁଲବାଣୀ: କନ୍ଧମାଳ ଜିଲ୍ଲାରେ ଥିବା ଶିଶୁ ଯତ୍ନ ଅନୁଷ୍ଠାନର ଛାତ୍ରଛାତ୍ରୀଙ୍କୁ ନେଇ ଜିଲ୍ଲାସ୍ତରୀୟ କ୍ରୀଡା ପ୍ରତିଯୋଗିତା ' ଉତ୍ସାହ ' ଅନୁଷ୍ଠିତ ହୋଇଯାଇଛି। ଫୁଲବାଣୀ ସ୍ଥିତ କନ୍ଧମାଳ ଷ୍ଠାଡିୟମରେ ଅନୁଷ୍ଠିତ ଦୌଡକୁଦ,ଫୁଟବଲ,କ୍ୟାରମ୍, ଚେସ ପ୍ରଭୃତି ବିଭିନ୍ନ ପ୍ରତିଯୋଗିତାରେ ୧୩

ଚିନ୍ତା ବଢ଼ାଇଲେଣି ଚକଡ଼ା, ଗଣ୍ଠି ପୋକ…

ଚମ୍ପୁଆ : କେନ୍ଦୁଝର ଜିଲା ଚମ୍ପୁଆ କୃଷି ଜିଲା ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ଚକଡ଼ା ଓ ଗଣ୍ଠି ପୋକ ଚାଷୀଙ୍କ ଚିନ୍ତାର କାରଣ ସାଜିଛି। ଦିନକୁ ଦିନ ଏହି ରୋଗ ଧାନକ୍ଷେତକୁ ଉଜାଡ଼ି ଦେଉଥିବା ବେଳେ ରୋଗ ପ୍ରତିରୋଧକ ପାଇଁ କୃଷି ବିଭାଗ ପକ୍ଷରୁ କରାଯାଉଥିବା ଉଦ୍ୟମ ସଫଳ ହୋଇପାରୁନାହିଁ।…

ପ୍ରତି ପଞ୍ଚାୟତ ପାଇବେ ୫୦ ଲକ୍ଷ ଟଙ୍କା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର  : ରାଜ୍ୟ ସରକାରଙ୍କର ଗ୍ରାମାଭିମୁଖୀ ମହତ୍ତ୍ୱାକାଂକ୍ଷୀ ଯୋଜନା ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ମାଧ୍ୟମରେ ନୂଆ ସଶକ୍ତ ଓଡ଼ିଶା ଗଠନର ଭିତ୍ତିଭୂମି ସୁଦୃଢ଼ କରିବା ପାଇଁ ଆରମ୍ଭ ହୋଇଛି ଅଭିଯାନ। ଏହି କାର୍ଯ୍ୟକ୍ରମର ଫୋକସ୍‌ ହେବ ପ୍ରତି ପଞ୍ଚାୟତ, ପ୍ରତି ଗାଁ। ଗୁରୁବାର…

ଏଥର ରାଜଧାନୀରେ ୧୮୮ ଦୁର୍ଗା ମେଢ; ଜଗିବେ ୩୧ ପ୍ଲାଟୁନ ଫୋର୍ସ, ବ୍ଲକିଂ, ଚେକିଂ କଡ଼ାକଡ଼ି…

ଭୁବନେଶ୍ବର : ଆରମ୍ଭ ହେଲାଣି ପାର୍ବଣ ଋତୁ। ଜମିଲାଣି ଭିଡ଼ । ଦଶହରା ବେଳେ କଡ଼ା ସୁରକ୍ଷାରେ ରହିବ ରାଜଧାନୀ । ଶାନ୍ତିଶୃଙ୍ଖଳାର ସହ ପୂଜା ନିମନ୍ତେ ସୁରକ୍ଷା ଦାୟିତ୍ୱରେ ରହିବେ ୩୧ ପ୍ଲାଟୁନ ଫୋର୍ସ । ଚଳିତ ବର୍ଷ ରାଜଧାନୀର ୧୮୮ ଟି ସ୍ଥାନରେ ହେବ ଦୁର୍ଗାପୂଜା । ଏଥିନିମନ୍ତେ ୨୦ରୁ ୨୫…

ବିଗ୍‌ବସ ୧୭ର ଅବୈଧ ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ,୧୯।୧୦: ଆଜିକାଲି ବିଗ୍‌ବସ ସିଜନ ୧୭ ବହୁତ ଉତ୍ସାହର ସହିତ ଚାଲିଛି। କିନ୍ତୁ ନିକଟରେ ଏହି ଶୋ’ ବିଷୟରେ ଏପରି ଖବର ଆସିଛି ଯାହା ପ୍ରଶଂସକଙ୍କୁ ଚକିତ କରିପାରେ। ନିକଟରେ ଦିଲ୍ଲୀ ହାଇକୋର୍ଟ ଏହି ଶୋ’ର ଅବୈଧ ପ୍ରସାରଣ ଉପରେ ପ୍ରତିବନ୍ଧକ ଲଗାଇଛନ୍ତି।…

ପୋକ୍ସୋ କୋର୍ଟର ଐତିହାସିକ ରାୟ: ନାବାଳିକା ବଳାତ୍କାରୀଙ୍କୁ ଫାଶୀ ଦଣ୍ଡାଦେଶ…

ସୁନ୍ଦରଗଡ଼,୧୯।୧୦ : ସୁନ୍ଦରଗଡ଼ ଜିଲା ଟାଉନ୍‌ ଥାନା ଅଞ୍ଚଳରେ ଗତ ୨୦୧୬ ଅକ୍ଟୋବରରେ ଘଟିଥିବା ୪ ବର୍ଷୀୟା ନାବାଳିକାଙ୍କୁ ଅପହରଣ କରି ବଳାତ୍କାର ଏବଂ ହତ୍ୟା ମାମଲାର ଗୁରୁବାର ରାୟ ପ୍ରକାଶ ପାଇଛି। ସୁନ୍ଦରଗଡ଼ ପୋକ୍ସୋ କୋର୍ଟ ଜଜ୍‌ ତଥା ପ୍ରିଜାଇଡିଂ ଅଫିସର ମହେନ୍ଦ୍ର କୁମାର…

ରାହୁଲଙ୍କୁ ଟାର୍ଗେଟ କଲେ କେଟିଆର

ହାଇଦ୍ରାବାଦ,୧୯।୧୦: ତେଲଙ୍ଗାନା ବିଧାନସଭା ନିର୍ବାଚନରେ ଆକ୍ରମଣ ପ୍ରତି ଆକ୍ରମଣ ଜାରି ରହିଛି। ରାହୁଲ ଗାନ୍ଧୀ ତେଲଙ୍ଗାନାର ବିଆରଏସ ସରକାରଙ୍କ ନେତୃତ୍ୱରେ କେ ଚନ୍ଦ୍ରଶେଖର ରାଓ (କେସିଆର) ଦୁର୍ନୀତିରେ ବୁଡି ରହିଥିବା ଅଭିଯୋଗ କରିଛନ୍ତି। ଏଭଳି ପରିସ୍ଥିତିରେ…

ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ ମୋଦି, କହିଲେ ମାନବୀୟ ସହାୟତା ଜାରି ରଖିବୁ

ନୂଆଦିଲ୍ଲୀ : ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ପାଲେଷ୍ଟାଇନ ରାଷ୍ଟ୍ରପତି ମହମୂଦ ଅବ୍ବାସଙ୍କ ସହ ଫୋନରେ କଥା ହୋଇଛନ୍ତି। ଏହି ସମୟରେ ସେ ଗାଜାର ଅଲ-ଅହଲି ହସ୍ପିଟାଲରେ ବିସ୍ଫୋରଣରେ ପ୍ରାଣ ହରାଇଥିବା…

ଗ୍ୟାସ୍‌ ଟାଙ୍କି ଫାଟି ଭୟଙ୍କର ବିସ୍ଫୋରଣ, ଦୁଇ ଗୁରୁତର…

ବାଲେଶ୍ବର : ବାଲେଶ୍ୱର ଜିଲ୍ଲା ନରସିଂହପୁର ପଞ୍ଚାୟତ ପୁରୁଣା ଗାଁରେ ଆଜି ମଧ୍ୟାହ୍ନରେ ଏକ ଗ୍ୟାସ୍‌ ଟାଙ୍କି ଫାଟି ଏକ ଭୟଙ୍କର ବିସ୍ଫୋରଣ ହୋଇଛି। ଏହି ବିସ୍ଫୋରଣରେ ଜଣେ ପୁରୁଷ ଓ ମହିଳା ଗୁରୁତର ହୋଇଥିବା ଜଣାଯାଇଛି। ସେମାନଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ସେମାନଙ୍କ…