ରଘୁବର ଦାସ ହେବେ ଓଡ଼ିଶାର ରାଜ୍ୟପାଳ

ନୂଆଦିଲ୍ଲୀ : ଝାରଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସଙ୍କୁ ମିଳିଛି ନୂଆ ଦାୟିତ୍ୱ। ସେ ଓଡ଼ିଶାର ରାଜ୍ୟପାଳ ହେବେ। ତାଙ୍କୁ ଆଜି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଏହି ପଦରେ ନିଯୁକ୍ତ କରିଛନ୍ତି। ଏବେ ଓଡ଼ିଶାର ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ କାର୍ଯ୍ୟ…

ବଢ଼ିଲା ଆପ୍‌ ନେତା ସତ୍ୟେନ୍ଦ୍ର ଜୈନ୍‌ଙ୍କ ଜାମିନ ଅବଧି

ନୂଆଦିଲ୍ଲୀ : ବଢ଼ିଲା ଆପ୍‌ ନେତା ତଥା ଦିଲ୍ଲୀର ପୂର୍ବତନ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କ ଜାମିନ ଅବଧି। ସୁପ୍ରିମକୋର୍ଟ ସତ୍ୟେନ୍ଦ୍ର ଜୈନଙ୍କ ମଧ୍ୟବର୍ତ୍ତୀକାଳୀନ ଜାମିନକୁ ନଭେମ୍ବର ୬ ଯାଏ ବୃଦ୍ଧି କରିଛନ୍ତି। ସ୍ୱାସ୍ଥ୍ୟଗତ ସମସ୍ୟା ଓ ତାଙ୍କ ମେଡିକାଲ…

ପ୍ରଫେସର ଗଣେଶୀ ଲାଲ୍‌ଙ୍କୁ ଭୁଲିପାରିବେନି ଓଡ଼ିଶାବାସୀ

ଭୁବନେଶ୍ବର: ୨୦୧୮ ମେ’ ୨୫ରେ ଓଡ଼ିଶାର ୨୫ତମ ରାଜ୍ୟପାଳ ଭାବେ ପ୍ରଫେସର ଗଣେଶୀ ଲାଲ୍‌ ନିଯୁକ୍ତ ହୋଇଥିଲେ। ରାଷ୍ଟ୍ରପତିଙ୍କ ଦ୍ବାରା ନିଯୁକ୍ତି ପାଇବାର ୪ ଦିନ ପରେ ଅର୍ଥାତ୍‌ ମେ’ ୨୯ରେ ତତ୍‌କାଳୀନ ଓଡ଼ିଶାର ଭାରପ୍ରାପ୍ତ ରାଜ୍ୟପାଳ ସତ୍ୟପାଲ୍‌ ମଲ୍ଲିକଙ୍କଠାରୁ…

କ୍ୟାପିଟାଲ ହସ୍ପିଟାଲରେ ହେବ ନାର୍କୋ ଟେଷ୍ଟ…

ଭୁବନେଶ୍ବର : କୌଣସି ଅଭିଯୁକ୍ତ କିମ୍ବା ଅପରାଧୀର ନାର୍କୋ ଟେଷ୍ଟ ପାଇଁ ଆଉ ମୁମ୍ବାଇ କିମ୍ବା ରାଜ୍ୟ ବାହାରକୁ ଯିବାକୁ ପଡ଼ିବ ନାହିଁ। ଏଣିକି ଭୁବନେଶ୍ୱରରେ ବି ହୋଇପାରିବ ନାର୍କୋ ଟେଷ୍ଟ। ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲରେ ନାର୍କୋ ଆନାଲିସିସ ଟେଷ୍ଟ କରାଯିବ। ତା’ପୁଣି ଆସନ୍ତା…

ଟୋଲ୍‌ପ୍ଲାଜାରେ ଫାଙ୍କା ଗୁଳି ଚାଳନା, ଧରାପଡ଼ିଲେ ୪

ପିପିଲି : ପୁରୀ-ଭୁବନେଶ୍ବର ୩୧୭ ନମ୍ବର ଜାତୀୟ ରାଜପଥରେ ପିପିଲି ନିକଟରେ ଅବସ୍ଥିତ ଟୋଲ୍‌ ପ୍ଲାଜାରେ ଆଜି ଗୁରୁବାର ଭୋର୍‌ରୁ ପଇସା ନେଣଦେଣକୁ ନେଇ ଫାଙ୍କା ଗୁଳି ଚାଳନା ହୋଇଛି। ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ। ଗୋଟିଏ କାର୍‌ରେ ଡ୍ରାଇଭର ସମେତ ୭…

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌, ଜଳିଗଲେ ଉଭୟ ଗାଡ଼ି…

ଭଦ୍ରକ : ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌। ପରେ ଉଭୟ ବାଇକ୍‌ ଓ ଟ୍ରକ୍‌ ଜଳି ଯାଇଥିଲେ। ବାଇକ୍‌ରେ ବସିଥିବା ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଘଟଣାଟି ଘଟିଛି ଭଦ୍ରକର ବରପଦାରେ। ବରପଦା ପ୍ରାଥମିକ ସ୍ୱାସ୍ଥ୍ୟ କେନ୍ଦ୍ର ସମ୍ମୁଖରେ…

ଅଜଣା ରୋଗରେ ପୀଡ଼ିତ ହୋଇ ୧୦ଜଣ ମୃତ୍ୟୁ ବରଣ କରିଥିବା ଅଭିଯୋଗ…!

କେନ୍ଦୁଝର : ଗାଁ ମଶାଣୀରେ ଲିଭୁନି ଜୁଇ! ଗାଁ ଲୋକଙ୍କ ଭିତରେ ଭୟର ବାତାବରଣ ଖେଳି ଯାଇଛି। ଏ ଭୟ ଜୀବନ ପାଇଁ। କାରଣ ମାସେରେ ଗଲାଣି ୧୦ ମୁଣ୍ଡ।। ଆହୁରି ଅନେକ ଅସୁସ୍ଥ ହୋଇ ଘରେ ରହି ଚିକିତ୍ସିତ ହେଉଛନ୍ତି। ହେଲେ ଦୁଃଖର ବିଷୟ ଆଜି ପର୍ଯ୍ୟନ୍ତ ଗାଁରେ ପହଞ୍ଚି ପାରିନି ମେଡ଼ିକାଲ୍‌…

୨୫ରୁ ଉପକୂଳ ଓଡ଼ିଶାରେ ବଢ଼ିବ ବର୍ଷାର ପରିମାଣ…

ଭୁବନେଶ୍ୱର: ଗତକାଲି (ବୁଧବାର) ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି (ଅକ୍ଟୋବର ୧୯, ୨୦୨୩, ଗୁରୁବାର) ସକାଳ ୮ଟା ୩୦ ସୁଦ୍ଧା ସେହି ଅଞ୍ଚଳରେ ସମୁଦ୍ର ମଧ୍ୟସ୍ଥ ବାୟୁମଣ୍ଡଳର ତଳଭାଗରେ ସକ୍ରିୟ ରହିଛି। ତେବେ, ଏହା କ୍ରମଶଃ…

ଅନ୍ତରାଜ୍ୟ ବ୍ୟାଙ୍କ ଠକେଇ : ବନ୍ଧା ହେଲେ ୩ ଠକ…

ଭୁବନେଶ୍ବର: ଓଡ଼ିଶା ପୁଲିସର କ୍ରାଇମବ୍ରାଞ୍ଚ ସ୍ପେସଲ ଟାସ୍କ ଫୋର୍ସ (ଏସ୍‌ଟିଏଫ୍‌) ବଡ଼ଧରଣର ଅନ୍ତରାଜ୍ୟ ବ୍ୟାଙ୍କ ଆକାଉଣ୍ଟ ସ୍କାମର ପର୍ଦାଫାସ କରିଛି। ଏସ୍‌ଟିଏଫ୍‌ ୩ ଜଣ ଆନ୍ତରାଜ୍ୟ ଠକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ ହେଲେ ଶେଖ ହାପିଜୁଲ, ଶେଖ ଜାହାଙ୍ଗୀର ଓ ଶେଖ…

ମାସକୁ ୧୦୦୦ ଗଣ୍ଠିବାତ, ଅଟୋଇମ୍ୟୁନ୍‌ ରୋଗୀ ଏମ୍‌ସ ଭୁବନେଶ୍ୱରକୁ ଆସୁଛନ୍ତି : କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ

ଭୁବନେଶ୍ୱର: ବିଭିନ୍ନ ଗଣ୍ଠିବାତ (ଆର୍ଥ୍ରାଇଟିସ୍) ଏବଂ ଅଟୋଇମ୍ୟୁନ୍‌ ରୋଗରେ ପୀଡ଼ିତ ପ୍ରାୟ ଏକ ହଜାରରୁ ଅଧିକ ରୋଗୀ ପ୍ରତ୍ୟେକ ମାସ ଏମ୍‌ସ ଭୁବନେଶ୍ୱର ଜେନେରାଲ ମେଡିସିନ୍(ଭେଷଜ) ବିଭାଗ ଓପିଡିକୁ ଚିକିତ୍ସା ନିମନ୍ତେ ଆସୁଛନ୍ତି। ଏହି ରୋଗରେ ପୀଡ଼ିତ ପ୍ରାୟ ୫୦ରୁ ଅଧିକ ରୋଗୀଙ୍କୁ…