ଓପିଟିସିଏଲ ଟେକ୍ ଟାୱାରର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱରସ୍ଥିତ ସହିଦ ନଗରରେ ଓପିଟିସିଏଲ୍ ଟେକ୍ ଟାୱାର (ଓଡ଼ିଶା ପାୱାର ଟ୍ରାନ୍ସମିଶନ କର୍ପୋରେସନ ଲିଃ) ଲୋକାର୍ପଣ କରିଛନ୍ତି। ୫୫ କୋଟି ଟଙ୍କାରେ ନିର୍ମିତ ହୋଇଛି ଏହି ଟେକ ଟାୱାର। ବହୁ ମହଲା ବିଶିଷ୍ଟ…

କଳାଉତ୍ସବ ସହ ଚିକିଟୀରୁ ସୁରଭି ୨୦୨୩ ଛୁଟିଲା ଜିଲ୍ଲାକୁ

ଚିକିଟୀ : ଗଞ୍ଜାମ ଜିଲ୍ଲା ଚିକିଟୀ ବ୍ଲକ ଅନ୍ତର୍ଗତ ସମସ୍ତ ସରକାରୀ ବିଦ୍ୟାଳୟ ମହାବିଦ୍ୟାଳୟ , ସରକାରୀ ସ୍ୱୀକୃତ ପ୍ରାପ୍ତ ବିଦ୍ୟାଳୟ ମାନଙ୍କରୁ ପ୍ରତିଯୋଗୀ ଆସି ବ୍ଲକ ସ୍ତରୀୟ କଳା ଉତ୍ସବର ପାରମ୍ପରିକ ରାଗ ଆଧାରିତ କଣ୍ଠ ସଙ୍ଗୀତ , ଲୋକଗୀତ,ବାଦ୍ୟ ଓ ସ୍ୱର ଯନ୍ତ୍ର , ଲୋକ ନୃତ୍ୟ ଓ ନାଚ,

ଓଡ଼ିଆ ଝିଅ ସଂଧ୍ୟା ଦଳେଇ ହେଲେ ମିସେସ୍‌ ଏସିଆ ୱାର୍ଲଡ-୨୦୨୩…

ରାୟଗଡ଼ା: ରାୟଗଡାର ଝିଅ ଡ.ସଂଧ୍ୟା ଦଳେଇ ଥାଇଲାଣ୍ଡର ବ୍ୟାଙ୍ଗକକ୍‌ରେ ଅନୁଷ୍ଠିତ ମିସେସ ଏସିଆ ୱାର୍ଲଡ-୨୦୨୩ ପ୍ରତିଯୋଗିତାରେ ବିଜୟିନୀ ହୋଇଛନ୍ତି। ଏହି କାର୍ଯ୍ୟକ୍ରମକୁ ମୁମ୍ବାଇ ଗ୍ଲୋବାଲ ଇଣ୍ଟରନେସନାଲ ବ୍ୟୁଟି ପେଜିଏଣ୍ଟ ତରଫରୁ ଆୟୋଜନ କରାଯାଇଥିଲା। ଡ.ସଂଧ୍ୟା ଦିଲ୍ଲୀରେ ଅନୁଷ୍ଠିତ…

ଅକ୍ଟୋବର ୨୦ରେ ବସ୍‌ ଧର୍ମଘଟ ଡାକରା ଦେଲା ଘରୋଇ ମାଲିକ ସଂଘ

ଭୁବନେଶ୍ବର: ଶାରଦୀୟ ନବରାତ୍ରି ଆରମ୍ଭ ହୋଇଯାଇଥିବା ବେଳେ ଆଗାମୀ ୨୦ ତାରିଖ ଠାରୁ ୨୯ ଯାଏଁ ବିଦ୍ୟାଳୟଗୁଡ଼ିକ ଛୁଟି ହେବ। ଅନ୍ୟାନ୍ୟ ସରକାରୀ ଓ ଘରୋଇ କାର୍ଯ୍ୟାଳୟଗୁଡ଼ିକ ମଧ୍ୟ ପୂଜା ସମୟରେ ଅବକାଶ ରହିବ।…

କବାଲି କାର୍ଯ୍ୟକ୍ରମରେ ଟଙ୍କା ଉଡ଼ାଇ ଚର୍ଚ୍ଚାରେ ମନ୍ତ୍ରୀ ସାରଦା ନାଏକ…

ସୁନ୍ଦରଗଡ: ଏବେ ଚର୍ଚ୍ଚାରେ ବିଜେଡି ମନ୍ତ୍ରୀ । କବାଲି କାର୍ଯ୍ୟକ୍ରମରେ ଟଙ୍କା ଉଡାଇ ଚାରିଆଡେ ସମାଲୋଚିତ ହୋଇଛନ୍ତି ଶ୍ରମମନ୍ତ୍ରୀ ସାରଦା ନାଏକ । କବାଲି ପରିବେଷଣ କରୁଥିଲେ କବାଲି ଗାୟକ ରାଇସ ଅନିସ । କବାଲିର ତାଳେ ତାଳେ ଝୁମୁଥିଳେ ମନ୍ତ୍ରୀ । ଆଉ ତା’ ପରେ ଉଡାଇବାକୁ ଲାଗିଲେ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ…

ବାସୁଦେବପୁର: ଅଟକାଇଲେ, ହାଣି ଫେରାର ହୋଇଗଲେ। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଯୁବକଙ୍କୁ ମରଣାନ୍ତକ ଆକ୍ରମଣ। ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ସର୍ତରପୁର ସୁଇସଗେଟ ନିକଟରେ ଯୁବକଙ୍କୁ ଆକ୍ରମଣ ହୋଇଛି। ଆକ୍ରମଣର ଶୀକାର ଯୁବକ ରତିକାନ୍ତ ଦଳାଇ। ଗତକାଲି ରାତିରେ…

କୋଟିପତି ଜେଇଙ୍କ ମାଳ ମାଳ ଘର ଓ ଫ୍ଲାଟ

ଅନୁଗୁଳ: କୋଟିପତି ଜେଇଙ୍କ ମାଳ ମାଳ ଘର ଓ ଫ୍ଲାଟ। ଅନୁଗୁଳ ଜିଲ୍ଲା ପାଲଲହଡା ବିଇଓ ଅଫିସ ଟେକ୍ନିକାଲ କନସଲଟାଣ୍ଟଙ୍କ ଘରେ ରେଡ୍ । ସମଗ୍ର ଶିକ୍ଷା ଅଭିଯାନରେ ପାଲଲହଡ଼ା ବିଇଓଙ୍କ କାର୍ଯ୍ୟାଳୟରେ ଟେକ୍ନିକାଲ…

ରାଜଧାନୀରେ ଆନ୍ଦୋଳନକୁ ଓହ୍ଲାଇବେ କଞ୍ଚା ପରିବା ବ୍ୟବସାୟୀ ମହାସଂଘ…

ଭୁବନେଶ୍ୱର: ରାଜଧାନୀରେ କଞ୍ଚା ପରିବା ବ୍ୟବସାୟୀ ମହାଜନ ସଂଘର ଆନ୍ଦୋଳନ । ୭ ଦଫା ଦାବି ନେଇ ରାଜ୍ୟ ସରକାରଙ୍କ ନିକଟରେ ଦାବି। ଦାବି ପୂରଣ ନହେଲେ ଆସନ୍ତା ୨୦ ତାରିଖରୁ ରାଜଧାନୀର ସବୁଠୁ ବଡ଼ ପରିବା ମାର୍କେଟ ୟୁନିଟ୍ -୧ ହାଟ ବ୍ୟବସାୟୀ ମହାସଂଘ ଆନ୍ଦୋଳନକୁ…

ରତ୍ନଭଣ୍ଡାର ଖୋଲିବା ପ୍ରସଙ୍ଗରେ ଗଜପତିଙ୍କୁ ଭେଟିଲେ ବିଜେପି ପ୍ରତିନିଧି ମଣ୍ଡଳୀ

ରତ୍ନଭଣ୍ଡାରକୁ ନେଇ ତେଜିଲା ରାଜନୀତି । ଗଜପତିଙ୍କୁ ଭେଟି ରତ୍ନଭଣ୍ଡାର ଖୋଲିବା ପାଇଁ ଦାବି ଜଣାଇଲା ବିଜେପି । ଆଜି ଗଜପତି ଦିବ୍ୟ ସିଂହ ଦେବଙ୍କୁ ଭେଟିଥିଲେ  ବିଜେପି ପ୍ରତିନିଧି ମଣ୍ଡଳୀ । ଗଜପତିଙ୍କୁ…

ଜମିଜମା ସମସ୍ୟାର ତୁରନ୍ତ ସମାଧାନ କଲେ ମୁଖ୍ୟମନ୍ତ୍ରୀ: ଉପକୃତ ହେବେ ୩ ଜିଲ୍ଲାର ୨ ଲକ୍ଷ ଚାଷୀ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଐତିହାସକ ନିଷ୍ପତ୍ତି ନେଇ ବିଭିନ୍ନ ସ୍ଥାନରେ ଜମି ସମସ୍ୟାର ସମାଧାନ କରାଯାଇ ଲୋକଙ୍କୁ ପଟ୍ଟା ଦେବାପାଇଁ ନୀତିଗତ ନିଷ୍ପତ୍ତି ନେଇଛନ୍ତି । ପୂର୍ବରୁ ଝାରସୁଗୁଡାର ହୀରାକୁଦ ବନ୍ଧ ବିସ୍ଥାପିତ, ଗଞ୍ଜାମ ସୋରଡା ବ୍ଲକ୍‌, ପୁରୀ…