Sign in
Sign in
Recover your password.
A password will be e-mailed to you.
୨୦୩୫ ସୁଦ୍ଧା ନିଜସ୍ବ ମହାକାଶ କେନ୍ଦ୍ର ସ୍ଥାପନ କରିବ ଭାରତ
ନୂଆଦିଲ୍ଲୀ: ଚନ୍ଦ୍ରରେ ସଫଳ ଅବତରଣ ପରେ ଭାରତୀୟ ମହାକାଶ ଏଜେନ୍ସି (ଇସ୍ରୋ) ଏବେ ଗଗନଯାନ ଅଭିଯାନ ଆରମ୍ଭ କରିଛି, ଯାହାର ପ୍ରସ୍ତୁତି ଖୁବ୍ ଦ୍ରୁତ ଗତିରେ ଚାଲିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଅଧ୍ୟକ୍ଷତାରେ ବୁଧବାର ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ…
ଚାଲିଗଲା ପୁଅର ଜୀବନ, ମାଆ ଗୁରୁତର
ଭୁବନେଶ୍ବର: ୫୭ ନମ୍ବର ଜାତୀୟ ରାଜପଥ ଖୋର୍ଦ୍ଧାର ଭାଲିଆବାଡ଼ି ଛକରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଟ୍ୟାଙ୍କର ଓ ସ୍କୁଟି ମଧ୍ୟରେ ଧକ୍କା ହେବା ଫଳରେ ଜଣେ ୫ ବର୍ଷୀୟ ନାବାଳକର ମୃତ୍ୟୁ ହୋଇଥିବା ବେଳେ ତାଙ୍କ ମା’ ଗୁରୁତର ଭାବେ ଆହତ ହୋଇଥିଲେ।
ସୂଚନା…
ଅଳ୍ପକେ ବର୍ତ୍ତିଗଲା କଂଗ୍ରେସ ସରକାର! ମହୀଶୂର ଯିବା ଯୋଜନାରେ ଥିଲେ ୨୦ ବିଧାୟକ
ନୂଆଦିଲ୍ଲୀ :କର୍ଣ୍ଣାଟକାରେ କ୍ଷମତାସୀନ କଂଗ୍ରେସ ସରକାରରେ ସମ୍ଭାବ୍ୟ ବିଦ୍ରୋହ ଅଳ୍ପକେ ଟଳି ଯାଇଛି। ରାଜ୍ୟର ପୂର୍ତ୍ତ ବିଭାଗ ମନ୍ତ୍ରୀ ସତୀଶ ଜାରକିହୋଲି ସୋମବାର କଂଗ୍ରେସର ପ୍ରାୟ ୨୦ ଜଣ ବିଧାୟକଙ୍କୁ ସାଙ୍ଗ ଧରି ମହୀଶୂର ଯିବାକୁ ଯୋଜନା କରିଥିଲେ।
ଏଥିପାଇଁ ବସ୍…
ଭିଏତନାମରେ ଉଦଘାଟନ ହେଲା ଜାତିର ପିତା ମାହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି
ହାନୋଇ : ବର୍ହିବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଭିଏତନାମର ହୋ ଚି ମିନହରେ ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ଉଦଘାଟନ ସମାରୋହରେ ସାମିଲ ହୋଇଛନ୍ତି।ଏହି କାର୍ଯ୍ୟକ୍ରମରେ ସମ୍ବୋଧିତ କରି ଜୟଶଙ୍କର କହିଛନ୍ତି, ମହାତ୍ମା ଗାନ୍ଧୀଙ୍କ ପ୍ରତିମୂର୍ତ୍ତିର…
ସୀମାନ୍ତରେ ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ, ୮ ଲକ୍ଷ ଇନାମି ମାଓବାଦୀ ନିହତ, ବହୁ ମାଓ ସାମଗ୍ରୀ…
ମାଲକାନଗିରି,: ୧୭।୧୦ ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡର ବୀଜାପୁର ଜିଲ୍ଲାରେ ଆଜି ପୁଣି ପୋଲିସ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । ଯେଉଁଥିରେ ପୋଲିସ ଗୁଳିରେ ଜଣେ ୮ ଲକ୍ଷ ଇନାମି ମାଓବାଦୀ ନିହତ ହୋଇଥିବା ବେଳେ ସେଠାରୁ ଅନେକ ମାଓ ସାମଗ୍ରୀ, ବନ୍ଧୁକ ଓ ଗୋଳା ବାରୁଦ ଜବତ!-->…
କାଲି ଇସ୍ରାଏଲ ଯିବେ ବାଇଡେନ
ଜେରୁଜେଲମ୍ : ଆସନ୍ତାକାଲି ଯୁଦ୍ଧ ପ୍ରଭାବିତ ଇସ୍ରାଏଲ୍ ଗସ୍ତ କରିବେ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ । ଆସନ୍ତାକାଲି ବାଇଡେନ ଇସ୍ରାଏଲର ରାଜଧାନୀ ତେଲ ଅବିବରେ ପହଞ୍ଚିବେ ବୋଲି କହିଛନ୍ତି ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିନକେନ୍ । ନିଜ ଗସ୍ତ କାଳରେ…
୨୦ ଅକ୍ଟୋବରରେ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା
ଭୁବନେଶ୍ୱର: ସଂପ୍ରତି ଦକ୍ଷିଣ- ପୂର୍ବ ବଙ୍ଗୋପସାଗର ଓ ତା’ର ପାଶ୍ୱର୍ତ୍ତୀ ଆଣ୍ଡାମାନ ସାଗରରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ଧୀରେ ଧୀରେ ଉତ୍ତର ଉତ୍ତର- ପଶ୍ଚିମ ଦିଗରେ ଗତି କରିବ। ଏବଂ ଏହାର ପ୍ରଭାବରେ ୨୦ ଅକ୍ଟୋବର ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ…
ଏସୀୟ କ୍ରୀଡ଼ାରେ ରୌପ୍ୟ ପଦକ ବିଜେତା କିଶୋର ଜେନାଙ୍କୁ ଦେଢ଼ କୋଟିର ଚେକ୍ ସହ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ନିକଟରେ ଚୀନର ହାଙ୍ଗଝୌ ଠାରେ ଶେଷ ହୋଇଥିବା ଏସୀୟ କ୍ରୀଡ଼ା ୨୦୨୩ରେ ଉଲ୍ଲେଖନୀୟ ପ୍ରଦର୍ଶନ କରି ରୌପ୍ୟ ପଦକ ହାସଲ ସହ ଆଗାମୀ ପ୍ୟାରିସ୍ ଅଲିମ୍ପିକ୍ସ ୨୦୨୪ରେ ନିଜର ସ୍ଥାନ ସୁନିଶ୍ଚିତ କରିଥିବା ଓଡ଼ିଶାର ଜାଭେଲିନ୍ ତାରକା କିଶୋର କୁମାର ଜେନାଙ୍କୁ…
ଭୁବନେଶ୍ୱର କୋର୍ଟ କ୍ୟାମ୍ପସରୁ ଚମ୍ପଟ ମାରିଲା କଏଦୀ
ଭୁବନେଶ୍ବର : ପୁଲିସ୍କୁ ଚକ୍ମା ଦେଇ ଭୁବନେଶ୍ୱର କୋର୍ଟ କ୍ୟାମ୍ପସରୁ ଚମ୍ପଟ ମାରିଲା ବିଚାରାଧୀନ କଏଦୀ। ଚୋରି ମାମଲାରେ ଗିରଫ ହୋଇଥିଲା। ପରିସ୍ରା ଯିବ ବୋଲି କହି ଚମ୍ପଟ ମାରିଥିବା ଜଣାପଡ଼ିଛି। ବର୍ତ୍ତମାନ ସୁଦ୍ଧା କଏଦୀକୁ ଧରିବାରେ ସଫଳ ହୋଇନାହିଁ କମିଶରେଟ୍…
ପୁଣି ଅନିର୍ଦ୍ଧିଷ୍ଟ କାଳ ପାଇଁ ଧାରଣାରେ ବସିଲେ ବିଧାୟକ, ଖଣି ସମ୍ମୁଖରେ ୫ ହଜାର କର୍ମୀଙ୍କ ଆନ୍ଦୋଳନ ଜାରି
କୋଇଡା: ସୁନ୍ଦରଗଡ଼ ଜିଲ୍ଲା କୋଇଡା ଖଣି ମଣ୍ଡଳ ଅନ୍ତର୍ଗତ ଓଏମସି କୁର୍ମିତର ଖଣି ସମ୍ମୁଖରେ ମଙ୍ଗଳବାର ଜୋରଦାର ଧାରଣା ଓ ପ୍ରଦର୍ଶନ ହୋଇଛି। ବଣାଇଁ ବିଧାୟକ ଲକ୍ଷ୍ମଣ ମୁଣ୍ଡାଙ୍କ ନେତୃତ୍ଵରେ ସିଆଇଟିୟୁର ପାଞ୍ଚ ହଜାରରୁ ଉର୍ଦ୍ଧ୍ଵ କର୍ମୀ ଓ ଶ୍ରମିକମାନେ ମଙ୍ଗଳବାର…