ଏପ୍ରିଲରୁ ଓଡ଼ିଶାରେ ପ୍ରଥମ ପର୍ଯ୍ୟାୟ ଜନଗଣନା

ଭୁବନେଶ୍ବର: ଆସନ୍ତା ଏପ୍ରିଲରୁ ଓଡ଼ିଶାରେ ଆରମ୍ଭ ହେବ ପ୍ରଥମ ପର୍ଯ୍ୟାୟ ଜନଗଣନା । ଏନେଇ ଜନଗଣନା ନିର୍ଦ୍ଦେଶକ ନିଖିଲ ପୱନ କଲ୍ୟାଣ ସୂଚନା ଦେଇଛନ୍ତି । ରାଜ୍ୟସ୍ତରୀୟ ଜନଗଣନା ସମନ୍ୱୟ କମିଟି ବୈଠକ ଆଜି ଅନୁଷ୍ଠିତ ହେଉଥିବା ବେଳେ ଏହି ସୂଚନା ଦିଆଯାଇଛି । ୨୦୨୭ ଫେବୃଆରୀରେ ହେବ ଦ୍ୱିତୀୟ

ଆସିକା ସୁବର୍ଣ୍ଣେସ୍ୱର ବେଆଇନ ବାଲିଘାଟ ଉପରେ ବିଜେଡ଼ି ନେତାଙ୍କ ପକ୍ଷରୁ ଚଢ଼ାଉ, ଟ୍ରାକ୍ଟର ମାଫିଆ ଛୁ …..!

ପ୍ରଶାସନ ବଟି ଖାଇ ଚୁପ ବିରୋଧି ଦଳ କରୁଛିକାମ …..!ବ୍ରହ୍ମପୁର : ଆସିକା ଠାରେ ଥିବା ବେଆଇନ ବାଲି ଘାଟ ଉପରେ ବିରୋଧି ଦଳ ମାନଙ୍କ ପକ୍ଷରୁ ଘନ ଘନ ଚଢ଼ାଉ ଜାରି ରହିଛି। ସୋମବାର ଦିନ ରାତ୍ର ସମୟରେ କଂଗ୍ରେସ ନେତ୍ରୀଙ୍କ ପକ୍ଷରୁ କେନ୍ଦୁପଦର ବେଆଇନ ବାଲି ଘାଟ ଉପରେ ଚଢ଼ାଉ କରି ଜେସିବି

ପୁଲିସ ଡାକି ଧାନ ଦଲାଲକୁ ଧରାଇଲେ ବିଧାୟକ

ଟିଟିଲାଗଡ଼: ବଲାଙ୍ଗୀର ଜିଲା ପ୍ରଶାସନ ଡିସେମ୍ବର ୫ରୁ ଧାନ ମଣ୍ଡି ଖୋଲି ଚାଷୀଙ୍କ ଧାନ କ୍ରୟ କରିବ ବୋଲି ଘୋଷଣା କରିଥିଲା। ହେଲେ ଡିସେମ୍ବର ୨୦ ତାରିଖରେ ମଣ୍ଡି ଖୋଲିଲା। ଯାହାକୁ ନେଇ ଚାଷୀ ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ଅନେକ ଚାଷୀ ଦଲାଲର ଶିକାର ମଧ୍ୟ ହୋଇଛନ୍ତି।

ରଣପୁର ମହୋତ୍ସବ “ଅର୍ଜୁନ”ର ଦ୍ୱିତୀୟ ସନ୍ଧ୍ୟାରେ ମନ ମୋହିଲା ବରଗଡ଼ର ଦୂଲଦୁଲି

ନୟାଗଡ଼,(ନିସର୍ତ୍ତ) : ରଣପୁର ମହୋତ୍ସବ “ଅର୍ଜୁନ”ର ଦ୍ୱିତୀୟ ସନ୍ଧ୍ୟା ଦର୍ଶକମାନଙ୍କ ପାଇଁ ଏକ ସ୍ମରଣୀୟ ଓ ଆନନ୍ଦମୟ ଅନୁଭୂତି ନେଇଆସିଲା। ଆଲୋକ, ସଙ୍ଗୀତ ଓ ସଂସ୍କୃତିର ସମନ୍ୱୟରେ ସମଗ୍ର ପରିବେଶ ଉତ୍ସବମୟ ହୋଇଉଠିଥିଲା । ସନ୍ଧ୍ୟାର କାର୍ଯ୍ୟକ୍ରମରେ ଓଡ଼ିଶାର ଲୋକନୃତ୍ୟ, ଲୋକସଙ୍ଗୀତ,

ବାଲିଗୁଡାରେ ଉପଖଣ୍ଡ ସ୍ତରୀୟ ୭୭ତମ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ବୈଠକ

ବାଲିଗୁଡା (ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲ୍ଲା ବାଲିଗୁଡା ଠାରେ ଉପଖଣ୍ଡ ସ୍ତରୀୟ ୭୭ ତମ ସାଧାରଣତନ୍ତ୍ର ଦିବସ ପାଳନ ନିମନ୍ତେ ଏକ ପ୍ରସ୍ତୁତି ବୈଠକ ଉପଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସ୍ଥାନୀୟ ଉପଜିଲ୍ଲାପାଳ ଶ୍ରୀମତୀ ପ୍ରଣିତା ଦାସ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ

ଆଖୁ କ୍ଷେତରେ ଲାଗିଲା ନିଆଁ, ଲକ୍ଷାଧିକ ଟଙ୍କାର କ୍ଷତିଗ୍ରସ୍ତ ହେଲେ ଚାଷୀ

ମାଲକାନଗିରି : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ସଦର ପଂଚାୟତ ର ଏମଭି-୩୧ ଗ୍ରାମର ପ୍ରତାପ ବିଶ୍ୱାସଙ୍କ ଚାଷ ଜମିରେ ସେ ଆଖୁ ଚାଷ କରିଥିବା ବେଳେ ଅଚାନକ ଲାଗିଲା ନିଆଁ, ଚାଷୀ କ୍ଷତିଗ୍ରସ୍ତ ହେବା ସହ କ୍ଷତିପୂରଣ ନିମନ୍ତେ ପ୍ରଶାସନ ନିକଟରେ କଲେ ନିବେଦନ। ମିଳିଥିବା ସୂଚନାନୁଯାୟୀ

୧ ରୁ ୫ ଫେବୃଆରି ମଧ୍ୟରେ ହେବ ଜିଲ୍ଲାସ୍ତରୀୟ ମାଲ୍ୟବନ୍ତ ମହୋତ୍ସବ-୨୦୨୫

ମାଲକାନଗିରି : ସର୍ବ ସମ୍ମତି ଓ ନିଷ୍ପତ୍ତି କ୍ରମେ ପାଳନ ହେବାକୁ ଯାଉଛି ବହୁ ପ୍ରତିକ୍ଷୀତ ଲୋକ ମହୋତ୍ସବ ମାଲ୍ୟବନ୍ତ-୨୦୨୫ । ଆଜି ଜିଲ୍ଲାପାଳ ତଥା ଜିଲ୍ଲା ସଂସ୍କୃତି ପରିଷଦ ଅଧ୍ୟକ୍ଷ ସୋମେଶ କୁମାର ଉପାଧ୍ୟାୟ ଙ୍କ ଅଧ୍ୟକ୍ଷତାରେ ମାଲ୍ୟବନ୍ତ ମହୋତ୍ସବ-୨୦୨୫ ଆୟୋଜନ ନିମନ୍ତେ ତାରିଖ

ନବରଙ୍ଗପୁର ଜିଲ୍ଲାର ଆଠଟି ସରକାରୀ ବିଦ୍ୟାଳୟରେ ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର…

ମୁଖ୍ୟମନ୍ତ୍ରୀଙ୍କ ସହ ଆଭାସୀ ମାଧ୍ୟମରେ ଛାତ୍ରଛାତ୍ରୀ ଓ ଶିକ୍ଷକଙ୍କ ଭାବବିନିମୟ ଉମରକୋଟ / ରାଇଘର : ରାଜ୍ୟର ପ୍ରାଥମିକ ଶିକ୍ଷାକୁ ଅଧିକ ସୁଦୃଢ଼, ଗୁଣମାନସମ୍ପନ୍ନ ଓ ଆଧୁନିକ କରିବା ଦିଗରେ ଓଡ଼ିଶା ସରକାରଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଅନ୍ତର୍ଗତ ନବରଙ୍ଗପୁର ଜିଲ୍ଲାର ଆଠଟି

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ ମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବଡ ମହାସ୍ନାନ କରାଯାଇଛି। ବୁଧବାର ଶ୍ରୀମନ୍ଦିର ଭିତର କାଠ ନିକଟରେ ବାନ୍ତି ପଡ଼ିଥିବାରୁ ମହାପ୍ରଭୁଙ୍କ ମହାସ୍ନାନ କରାଯାଇଛି । ମିଳିଥିବା ସୂଚନା ଅନୁସାରେ, ଭିତର କାଠ ନିକଟରେ ବାନ୍ତି ପଡ଼ିଥିବା ନେଇ ସେବାୟତ ଦେଖିଥିଲେ । ଏହାପରେ ଗାରଦଙ୍କୁ ସୂଚନା

ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ, ୪ ମାସ ହେଲା କମ୍ପାନୀ ଦେଉନି ଦରମା

ବ୍ରହ୍ମପୁର: ଉଜବେକିସ୍ତାନରେ ଫସିଛନ୍ତି ଶତାଧିକ ଓଡ଼ିଆ । ପ୍ରାୟ ୧୫୦ରୁ ଅଧିକ ଓଡ଼ିଆ ଫସି ସେଠାରେ ଫସି ରହିଛନ୍ତି । ସେଥିରୁ ଗଞ୍ଜାମର କେବଳ ୧୦ଜଣ ଇଞ୍ଜିନିୟର ଥିବା ଅନୁମାନ କରାଯାଉଛି । ଆଙ୍ଗିୟୁଲରେ ଏଣ୍ଟର ଇଂଜିନିୟର କମ୍ପାନୀ ସାମ୍ନାରେ ୫ଦିନରୁ ଅଧିକ ହେଲା