Sign in
Sign in
Recover your password.
A password will be e-mailed to you.
ରାଜ୍ୟରେ ହେବ ୧୧୮ ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟ, ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର : ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟର ଭିତ୍ତିପ୍ରସ୍ତର ସ୍ଥାପନ । ପ୍ରଥମ ପର୍ଯ୍ୟାୟରେ ୧୧୮ ଟି ଗୋଦାବରୀଶ ମିଶ୍ର ଆଦର୍ଶ ବିଦ୍ୟାଳୟର ଭିତ୍ତିପ୍ରସ୍ତର । ବାଣପୁରର ବିଶେଷ କାର୍ଯ୍ୟକ୍ରମରେ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ । ଏଥିପାଇଁ ବାର ହଜାର କୋଟିର!-->…
ଚିଲିକାର ସୁରକ୍ଷା ଓ ବିକାଶ ପାଇଁ ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କଲା IIT ମାଡ୍ରାସ
ଚିଲିକା : ବଦଳିବ ଚିଲିକାର ରୂପ । ମୁହାଣ ଖୋଲିବ, ବଢ଼ିବ ମାଛ ସଂଖ୍ୟା । ମାଷ୍ଟର ପ୍ଲାନ୍ ପ୍ରସ୍ତୁତ କଲା IIT ମାଡ୍ରାସ । ଓଡ଼ିଶାର ଗର୍ବ ଚିଲିକା ହ୍ରଦର ସୁରକ୍ଷା ଓ ବିକାଶ ପାଇଁ ଏକ ବଡ଼ ଯୋଜନା ପ୍ରସ୍ତୁତ ହୋଇଛି । IIT ମାଡ୍ରାସ ସହାୟତାରେ ଏହି ନୂଆ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ!-->…
ଦୁଇ ଦିନ ପରେ ମିଳିଲା ନିଖୋଜ ମହିଳାଙ୍କ ମୃତଦେହ
ଅନୁଗୁଳ : ପାଲଲହଡ଼ାରେ ନିର୍ମମ ହତ୍ୟା । ନିଖୋଜ ମହିଳାଙ୍କ ମୃତଦେହ ଉଦ୍ଧାର । ଅନୁଗୁଳ ପାଲଲହଡା ସୁସଭନାଳୀ ଗାଁ ରୁ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି । କେହି ଦୁର୍ବୃତ୍ତ ପଥରରେ ଛେଚିବା ପରେ ମାରାଣାସ୍ତ୍ରରେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ମୃତକ ଜନ ମୁଣ୍ଡା । ଦୁଇ ଦିନ ହେବ ସେ!-->…
୨ ଘଣ୍ଟା ଓପିଡି ବନ୍ଦ କରି ଆନ୍ଦୋଳନ ଜାରି ରଖିଛି ଡାକ୍ତର ସଂଘ, ରୋଗୀ ସେବା ପ୍ରଭାବିତ
ଭୁବନେଶ୍ବର: ଓଡ଼ିଶା ଅତ୍ୟାବଶ୍ୟକ ସେବା (ରକ୍ଷଣାବେକ୍ଷଣ) ଆଇନ, ୧୯୮୮ (ଏସମା) ଅନୁଯାୟୀ ଡାକ୍ତରଙ୍କ ଧର୍ମଘଟକୁ ନିଷେଧ କରାଯିବା ପରେ ମଧ୍ୟ ଜିଦରେ ଅଟଳ ଡାକ୍ତର ସଂଘ।
ସରକାରୀ ଡାକ୍ତରମାନେ ବୁଧବାର ଦୁଇ ଘଣ୍ଟା ପାଇଁ ଓପିଡି ସେବାକୁ ସ୍ଥଗିତ ରଖି ସେମାନଙ୍କର ଆନ୍ଦୋଳନ ଜାରି ରଖିଛନ୍ତି।!-->!-->!-->…
କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ମନା
ପଟ୍ଟାମୁଣ୍ଡାଇ: ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ଭିତରକନିକା ମନା। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଭିତରକନିକା ବନ୍ଦ ରହିବ। ଭିତରକନିକା ସଂଲଗ୍ନ ନଦୀ ନାଳରେ ହେବ ଗଣନା। ଏନେଇ ସୂଚନା ଦେଇଛନ୍ତି ରାଜନଗର DFO। କୁମ୍ଭୀର ଗଣନା ସମୟରେ ନଦୀରେ ବୋଟ ଚଳାଚଳ!-->…
ପ୍ରଦୂଷଣ କଟକଣା ନ ମାନିଲେ ୫ ହଜାର ଜରିମାନା
ଭୁବନେଶ୍ବର: ଚାରିଆଡ଼େ ବଢିଚାଲିଛି ବାୟୁ ପ୍ରଦୁଷଣ । ଯାହାର ମୁକାବିଲା କରିବା ପାଇଁ ସବୁ ରାଜ୍ୟର ସରକାର ସଜାଗ ହୋଇଯାଇଛନ୍ତି । ଏବେ ଓଡ଼ିଶାର ରାଜଧାନୀ ଭୁବନେଶ୍ୱର ଏବଂ କଟକ ପାଇଁ ବାୟୁ ପ୍ରଦୂଷଣ ପାଇଁ କଟକଣା ଜାରି କରାଯାଇଛି । ଏବଠୁ ସ୍ଥିତି ନିୟନ୍ତ୍ରଣରେ ରଖିଲେ କିଛି ସୁଧାର!-->…
ଡେଟିଂ ଆପ୍ ମାଧ୍ୟମରେ କୋଟି କୋଟି ଟଙ୍କା ଠକେଇ
ନୂଆଦିଲ୍ଲୀ: ଯଦି ଆପଣ ମୋବାଇଲ୍ ଡେଟିଂ ଆପ୍ ମାଧ୍ୟମରେ ନୂତନ ସମ୍ପର୍କ ଖୋଜୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଏକ ସତର୍କବାଣୀ। ଡିଜିଟାଲ୍ ବନ୍ଧୁତା, ବିଶ୍ୱାସ ଏବଂ ଭାବନାର ଆଳ ଦେଖାଇ, ଏକ ସଂଗଠିତ ସାଇବର ଠକେଇ ରାକେଟ ସାରା ଦେଶରେ କାର୍ଯ୍ୟ କରୁଥିଲା, ଯାହା ଶହ ଶହ ଲୋକଙ୍କୁ ସେମାନଙ୍କ!-->…
ସୋନିଆ ଗାନ୍ଧୀ ଅସୁସ୍ଥ; ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି
ନୂଆଦିଲ୍ଲୀ: ଆଜି ସକାଳେ ବରିଷ୍ଠ କଂଗ୍ରେସ ନେତ୍ରୀ ତଥା ପୂର୍ବତନ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ହଠାତ୍ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ତୁରନ୍ତ ଦିଲ୍ଲୀର ସାର୍ ଗଙ୍ଗାରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ନେତାମାନେ ହସ୍ପିଟାଲରେ ପହଞ୍ଚିବା ଆରମ୍ଭ କରିଛନ୍ତି। ତଦାରଖ ପାଇଁ ଡାକ୍ତରଙ୍କ ଏକ!-->…
ପୂର୍ବତନ କେନ୍ଦ୍ରମନ୍ତ୍ରୀ ସୁରେଶ କଲମାଡିଙ୍କ ପରଲୋକ
ପୁଣେ: ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ସୁରେଶ କଲମାଡିଙ୍କର ଦେହାନ୍ତ ଘଟିଛି। ଆଜି ସକାଳେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ସେ ଅସୁସ୍ଥ ଥିଲେ। ମହାରାଷ୍ଟ୍ରର ପୁଣେର ଦୀନନାଥ ମଙ୍ଗେସକର ହସ୍ପିଟାଲରେ ତାଙ୍କ!-->…
ବାଂଲାଦେଶରେ ପୁଣି ଜଣେ ହିନ୍ଦୁ ଯୁବକଙ୍କୁ ହତ୍ୟା
ନୂଆଦିଲ୍ଲୀ: ବାଂଲାଦେଶରେ ପୁଣି ଜଣେ ହିନ୍ଦୁଙ୍କୁ ହତ୍ୟା କରାଯାଇଛି। ଯାହାକି ଦେଶରେ ଗତ ୨୪ ଘଣ୍ଟାରେ ଦ୍ଵିତୀୟ ଘଟଣା। ମୃତକ ଶରତମଣି ଚକ୍ରବର୍ତ୍ତୀ(୪୦) ବୋଲି ଜଣାପଡିଛି। ସୋମବାର ରାତି ପ୍ରାୟ ୧୦ଟା ସମୟରେ ନରସିଙ୍ଗଡି ଜିଲ୍ଲାରେ ଶରତମଣିଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ କରାଯାଇଛି।!-->…