Sign in
Sign in
Recover your password.
A password will be e-mailed to you.
କନ୍ଧ ଗୌଡ ସମାଜ ବିକାଶ ପରିଷଦର ସାଧାରଣ ବୈଠକ
ଫୁଲବାଣୀ : ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ହରଭଙ୍ଗା ବ୍ଲକର ଏକତାଳ ଠାରେ କନ୍ଧ ଗୌଡ ସମାଜ ବିକାଶ ପରିଷଦ ବୌଦ୍ଧର ଏକ ସାଧାରଣ ବୈଠକ ସଭାପତି ସୁରେଶନ ମାଝୀ ଙ୍କ ସଭାପତିତ୍ବରେ ଅନୁଷ୍ଠିତ ହୋଇଯାଇଛି l ଏହି ବୈଠକରେ କନ୍ଧମାଳ ଜିଲ୍ଲାର ଜାଗ୍ରତ କନ୍ଧମାଳ ଓଡିଶାର ପ୍ରତିଷ୍ଠାତା ତଥା ବରିଷ୍ଠ ଆଇନଜିବି!-->…
ମାଲକାନଗିରି ଇତିହାସରେ ଯୋଡ଼ିହେଲା ନୂତନ ଫର୍ଦ୍ଦ, ଆରମ୍ଭ ହେଲା ଲକ୍ଷ୍ମୀ ବସ୍ ଯୋଜନା
ଚାଲିଲା ୩୬ଟି ବସ୍, ଜିଲ୍ଲାର ୧୧୧ଟି ପଞ୍ଚାୟତକୁ ଯୋଡିବ ଲକ୍ଷ୍ମୀ
ମାଲକାନଗିରି : ମାଲକାନଗିରି ଜିଲ୍ଲା ମୋର ଅତି ପ୍ରିୟ ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା!-->!-->!-->…
ଜିଲ୍ଲାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩…
ସୁନ୍ଦରଗଡ଼: ଚିନ୍ତା ବଢ଼ାଇଲାଣି ସ୍କ୍ରବ୍ ଟାଇଫସ। ପୁଣି ଦିନକରେ ସୁନ୍ଦରଗଡ଼ରେ ୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ୫୧ ନମୁନାରୁ ୭ ପଜିଟିଭ ଚିହ୍ନଟ ହୋଇଥିବା ଜଣାଯାଇଛି। ଏବେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪୦୩ରେ ପହଞ୍ଚିଛି। ଏନେଇ ଜିଲ୍ଲା ମୁଖ୍ୟ…
କୀଟନାଷକ ମେଡ଼ିସିନ ଖାଇ ଆତ୍ମହତ୍ୟା କଲେ ବୃଦ୍ଧ।…
ଦାରିଙ୍ଗବାଡି,୧୨/୧୦, ଦାରିଙ୍ଗବାଡି ଥାନା ଅନ୍ତର୍ଗତ ମାଣ୍ଡୂବାଡ଼ି ଗ୍ରାମର ଜଣେ ୫୬ ବର୍ଷୀୟ ବୃଦ୍ଧ କୀଟନାଷକ ମେଡ଼ିସିନ ଖାଇ ଆତ୍ମହତ୍ୟା କରିଛନ୍ତି । ମୃତ ବୃଦ୍ଧ ଜଣକ ହେଲେ ମାଣ୍ଡୂବାଡ଼ି ଗ୍ରାମର କାଳୀଚରଣ ନାୟକ(୫୬) । କାଳୀ ଚରଣ ଗୁରୁବାର ଦିନ ଅପରାହ୍ନ ୪ ଘଣ୍ଟିକା ସମୟରେ ପରିବାର!-->!-->!-->…
ଫୁଲବାଣୀ ସରକାରୀ ଶିଳ୍ପ ତାଲିମ୍ ଅନୁଷ୍ଠାନ ପାଇଁ ସମ୍ମାନ ଆଣିଲେ ଛାତ୍ରୀ ସଙ୍ଗୀତା ପ୍ରଧାନ…
ଫୁଲବାଣୀ : କନ୍ଧମାଳ ଜିଲ୍ଲା ସଦର ମହକୁମା ସ୍ଥିତ ସରକାରୀ ଶିଳ୍ପ ତାଲିମ୍ ଅନୁଷ୍ଠାନ ପାଇଁ ସମ୍ମାନ ଆଣିଲେ ଛାତ୍ରୀ ସଙ୍ଗୀତା ପ୍ରଧାନ ।ଏହି ଅନୁଷ୍ଠାନରେ ପ୍ଲମ୍ବର୍ ଟ୍ରେଡରେ ପଢୁଥିବା ଛାତ୍ରୀ ସଙ୍ଗୀତା ପ୍ରଧାନ ଅଲ୍ ଇଣ୍ଡିଆ ଟ୍ରେଡ୍ ଟେଷ୍ଟ - ୨୦୨୩ ରେ ସର୍ବଭାରତୀୟ ସ୍ତରରେ ସର୍ବୋଚ୍ଚ!-->…
ଢିପ ଜମି ଫାଟିଲାଣି, ଚାଷୀଙ୍କୁ ମିଳୁନି ପାଣିପମ୍ପ୍…
କେନ୍ଦ୍ରାପଡ଼ା : ଚଳିତବର୍ଷ କେନ୍ଦ୍ରାପଡ଼ାରେ ବର୍ଷା ପରିମାଣ କମ୍ ରହିଛି। ଜିଲାର ପ୍ରାୟ ୩୧ ହଜାର ହେକ୍ଟର ଜମି ଢିପ ହୋଇଥିବାରୁ ମରୁଡ଼ି ଅବସ୍ଥାକୁ ଆସିଛି। ଏହି ସମୟରେ ପାଣିର ଆବଶ୍ୟକତା ଅଛି। ଚାଷୀଙ୍କୁ ସବ୍ସିଡିରେ ପାଣିପମ୍ପ୍ ଯୋଗାଇ ଦେବାକୁ ରାଜ୍ୟ ଓ କେନ୍ଦ୍ର ସରକାର ଯୋଜନା…
ଆସନ୍ତାକାଲି ଆନ୍ତଃମନ୍ତ୍ରିସ୍ତରୀୟ ବୈୖଠକ…
ଭୁବନେଶ୍ବର: ଆସନ୍ତାକାଲି ଲୋକସେବା ଭବନଠାରେ ଆନ୍ତଃ ମନ୍ତ୍ରିସ୍ତରୀୟ ବୈଠକ ଅନୁଷ୍ଠିତ ହେବ। ଏନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ଅର୍ଥମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ଖାଦ୍ୟ ଯୋଗାଣ, ସମବାୟ ଓ ଉଚ୍ଚଶିକ୍ଷା…
ସୂଚନା ଅଧିକାର ଦିବସ ପାଳିତ :ସୂଚନା ଅଧିକାର ଆଇନ ଏବେ ଯୁବକ, କିନ୍ତୁ ତାହାର କାର୍ଯ୍ୟକାରିତାରେ ପରିପକ୍ବତା…
ଭୁବନେଶ୍ୱର: ସୂଚନା ଅଧିକାର ଆଇନ କାର୍ଯ୍ୟକାରୀ ହେବା ୧୮ ବର୍ଷ ବିତିଲା ଏବଂ ଏହା ୧୯ ବର୍ଷରେ ପାଦ ଥାପିଲା। ସୂଚନା ଅଧିକାର ଆଇନ ଏବେ ଯୁବକ, କିନ୍ତୁ ତାହାର କାର୍ଯ୍ୟକାରିତାରେ ପରିପକ୍ବତା ଆସିନାହିଁ। ଏହି ଅଭିଯାନର ମୂଳ ଉଦ୍ଦେଶ୍ୟ ହେଉଛି ଲୋକମାନଙ୍କୁ ବିଶେଷ କରି ଯୁବକମାନଙ୍କୁ ପ୍ରଶ୍ନ!-->…
ଆରିଜ ଖାନଙ୍କ ମୃତ୍ୟୁଦଣ୍ଡ ଆଜୀବନକୁ ବଦଳିଲା…
ନୂଆଦିଲ୍ଲୀ : ବହୁ ଚର୍ଚ୍ଚିତ ୨୦୦୮ ମସିହା ବାଟଲା ହାଉସ ଏନକାଉଣ୍ଟର ଘଟଣାରେ ଦୋଷୀ ସାବ୍ୟସ୍ତ ହୋଇଥିବା ଆରିଜ ଖାନକୁ ବଡ଼ ଆଶ୍ୱସ୍ତି ମିଳିଛି। ତାକୁ ତଳ କୋର୍ଟ ଏନକାଉଣ୍ଟର ଘଟଣାରେ ମୃତ୍ୟୁ ଦଣ୍ତରେ ଦଣ୍ଡିତ କରିଥିଲେ। କିନ୍ତୁ ଆଜି ଦିଲ୍ଲୀ ହାଇକୋର୍ଟ ମୃତ୍ୟୁଦଣ୍ଡକୁ ବଦଳାଇ ଆଜୀବନ କରି…
ରାସ୍ତାରେ ଉଡ଼ିଲା ଟଙ୍କା…ସବୁ ଚିରାଫଟା…
ଭୁବନେଶ୍ବର: ଭୁବନେଶ୍ୱର ରିଜର୍ଭ ବ୍ୟାଙ୍କ ଅଫ୍ ଇଣ୍ଡିଆ ସମ୍ମୁଖ ରାସ୍ତାରେ ବୁଧବାର ଚିରାଫଟା ୫ ଶହ, ୨ ଶହ ଓ ୧୦୦ ଟଙ୍କିଆ ଉଡ଼ିଥିଲା। ଯାତାୟାତ କରୁଥିବା ଲୋକେ ଏତେ ପରିମାଣର ଟଙ୍କା ପଡ଼ିଥିବା ଦେଖି ଗହଳି ଜମାଇ ଥିଲେ। ପରେ ରିଜର୍ଭ ବ୍ୟାଙ୍କକୁ ଚିରାଫଟା ଟଙ୍କା ବଦଳ ପାଇଁ ଆସିଥିବା ସାଧାରଣ…