କଟକ ସହରର ରାସ୍ତାଘାଟ ଓ ଡ୍ରେନ୍ ସମସ୍ୟାକୁ ନେଇ ହାଇକୋର୍ଟ କ୍ଷୁବ୍ଧ…

କଟକ : ବର୍ଷ ବର୍ଷ ଧରି ବିପର୍ଯ୍ୟସ୍ତ ଅବସ୍ଥାରେ ଥିବା କଟକ ସହରର ରାସ୍ତାଘାଟ ଓ ଡ୍ରେନ୍ ସମସ୍ୟାକୁ ନେଇ ହାଇକୋର୍ଟ କ୍ଷୁବ୍ଧ। ଏଥିପାଇଁ ସହରବାସୀ ଭୋଗୁଥିବା ସମସ୍ୟା ଓ ଏହାକୁ ନେଇ ବିଭିନ୍ନ ସଂସ୍ଥାର ଆଭିମୁଖ୍ୟ ଉପରେ ବିଚାର କରି ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି ଉଚ୍ଚ ନ୍ୟାୟାଳୟ।…

ଗଛ କାଟି ଖାନ୍‌ନଗର ରିଂରୋଡ୍‌ ପ୍ରଶସ୍ତୀକରଣ…

କଟକ : ଏବେ ଉନ୍ନତୀକରଣ ନାମରେ କଟାଚାଲିଛି ବହୁ ପୁରୁଣା ଗଛ। ରିଙ୍ଗରୋଡକୁ ୬ ଟିକିଆ କରିବା ନାମରେ ବର, ଚାକୁଣ୍ଡା, ଆମ୍ବ, ଓସ୍ତ ଭଳି ବହୁ ବଡ଼ ବଡ଼ ଗଛ କାଟି ଦିଆଯାଇଛି। ବର୍ଷବର୍ଷ ଧରି ପଥଚାରୀଙ୍କୁ ଛାଇ ଦେଉଥିବା ଗଛଗୁଡ଼ିକ କଟାହୋଇଯିବା ପରେ ରିଙ୍ଗରୋଡରେ ଏବେ ଟିକେ…

ପୂଜା ମଣ୍ଡପରେ ଲାଗିବ ବିଦ୍ୟୁତ୍‌ ମିଟର…

କଟକ : ଚଳିତବର୍ଷ ପ୍ରତ୍ୟେକ ପୂଜା ମଣ୍ଡପରେ ବିଦ୍ୟୁତ୍‌ ମିଟର ଲଗାଯିବ। ଏନେଇ ବିଦ୍ୟୁତ୍‌ ବିତରକ କମ୍ପାନୀ ଟାଟା ପାୱାର୍‌ ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ୍‌ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିଷ୍ପତ୍ତି ହୋଇଛି । ଏହାକୁ ନେଇ ପୂଜା କମିଟି କର୍ମକର୍ତ୍ତାମାନଙ୍କ ମଧ୍ୟରେ…

ଦେଢ଼ ବର୍ଷର ପୁଅକୁ ହତ୍ୟା କଲା ନୃଶଂସ ବାପା: ବନ୍ଧା ହେଲା ଅଭିଯୁକ୍ତ

ରାଉରକେଲା: ନୃଶଂସ ବାପାର ଉନ୍ମତ୍ତ କାଣ୍ଡ। ପାରିବାରିକ କଳହକୁ କେନ୍ଦ୍ରକରି ଟାଙ୍ଗିଆରେ ହାଣି ନିଜର ଦେଢ଼ ବର୍ଷର ପୁଅକୁ ହତ୍ୟା କଲା ବାପା। ପତ୍ନୀ ଓ ଦୁଇ ପଡ଼ୋଶୀ ଗୁରୁତର। ଅଭିଯୁକ୍ତ ବୁଧେଶ୍ୱର ସିଂହ ଗିରଫ। ଗୁରତର ଆହତ ହେଉଛନ୍ତି ପତ୍ନୀ ପ୍ରମିଳା ସିଂ, ଦୁଇ…

ଫାଇଲିନ ଯିବାର ୧୦ ବର୍ଷ ବିତିଗଲାଣି, ଇଙ୍ଗିନାଠି ପଞ୍ଚାୟତର ଏକର ଏକର ଚାଷ ଜମିରୁ ଉଠିପାରନି ବାଲି

ବ୍ରହ୍ମପୁର : ବାତ୍ୟା ‘ଫାଇଲିନ’ ଯିବାର ୧୦ ବର୍ଷ ବିତିଗଲାଣି। କିନ୍ତୁ ଗଞ୍ଜାମ ଜିଲ୍ଲା ବେଲଗୁଣ୍ଠା ବ୍ଲକ୍ ଇଙ୍ଗିନାଠି ପଞ୍ଚାୟତର ୭ଟି ଗାଁରେ ଦେଢ଼ ଶହ ଏକରରୁ ଅଧିକ ଜମିରେ ଏଯାଏଁ ଚାଷ କରିପାରୁ ନାହାନ୍ତି ଚାଷୀ। କାରଣ ଜମିଗୁଡ଼ିକରେ ପ୍ରାୟ ୫ ଫୁଟ ଉଚ୍ଚର ବାଲି ଜମି…

‘ସାମାଜିକ ଗଣମାଧ୍ୟମରେ ଅନୁଭବ ଅପପ୍ରଚାର କରୁଛନ୍ତି’

କଟକ: ସାମାଜିକ ଗଣମାଧ୍ୟମରେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିରୋଧରେ ସାଂସଦ ତଥା ଅଭିନେତା ଅନୁଭବ ଅପପ୍ରଚାର କରୁଛନ୍ତି। ଆପତ୍ତିଜନକ ଟିପ୍ପଣୀ ଦେଇ ତାଙ୍କ ସମ୍ମାନହାନି କରୁଛନ୍ତି। ସାମାଜିକ ଗଣମାଧ୍ୟମରେ ଅନୁଭବଙ୍କ ଏଭଳି ପୋଷ୍ଟ ଦ୍ୱାରା ତାଙ୍କର ଚରିତ୍ର ସଂହାର କରାଯାଉଛି।…

ଶିଶୁ କଲ୍ୟାଣ କମିଟି ସଦସ୍ୟାଙ୍କୁ ହତ୍ୟା: ଅଭିଯୁକ୍ତ ଡ୍ରାଇଭର ଗିରଫ…

ବ୍ରହ୍ମପୁର: ଗୋଷାଣୀନୂଆ ଗାଁ ଥାନା ଅନ୍ତର୍ଗତ ବିଜିପୁର ନୀଳକଣ୍ଠ ନଗରରେ ଶିଶୁ କଲ୍ୟାଣ କମିଟି ସଦସ୍ୟଙ୍କୁ ସୌଦାମିନୀ ରଥଙ୍କୁ ହତ୍ୟା ଘଟଣାରେ ଡ୍ରାଇଭର ଗିରଫ ହୋଇଛନ୍ତି। ଏନେଇ ପୁଲିସ ସୂଚନା ଦେଇଛି। ‌ତେବେ କେଉଁ କାରଣରୁ ଅଭିଯୁକ୍ତ ଏଭଳି ହତ୍ୟାକାଣ୍ଡ ଭିଆଇଛି, ସେନେଇ ପୁଲିସ…

ଲକ୍ଷ୍ମୀ ଯୋଜନା ସମସ୍ତଙ୍କୁ ବିକାଶ ସହ ଯୋଡ଼ିବ: ମୁଖ୍ୟମନ୍ତ୍ରୀ

ମାଲକାନଗିରି/ଭୁବନେଶ୍ବର: ମାଲକାନଗିରି ମୋର ଅତି ପ୍ରିୟ। ମାଲକାନଗିରି ହିଁ ଓଡିଶା ବିକାଶର ଲଞ୍ଚ ପ୍ୟାଡ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ଆଜି ମାଲକାନଗିରିରେ ମୁଖ୍ୟମନ୍ତ୍ରୀ ଲକ୍ଷ୍ମୀ ବସ୍ ଯୋଜନା ଶୁଭାରମ୍ଭ କରି ଏହା କହିଛନ୍ତି। ଏହି ଅବସରରେ…

ମୁଖ୍ୟମନ୍ତ୍ରୀ ହିମନ୍ତ ଶର୍ମାଙ୍କୁ ହତ୍ୟା ଧମକ…

ଗୁଆହାଟୀ,୧୨।୧୦: ଆସାମର କାମରୂପ ଆଗ୍ୟାଥୁରୀ ଅଞ୍ଚଳରେ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ଏକ ପୋଷ୍ଟର ଲଗାଯାଇଛି। ଏଥିରେ ତାଙ୍କୁ ହତ୍ୟା ଧମକ ଦିଆଯାଇଛି। କିଏ ଏହି ଅଞ୍ଚଳରେ ପୋଷ୍ଟର ରଖିଛି ତାହା ଏ ପର୍ଯ୍ୟନ୍ତ ଜଣାପଡିନାହିଁ। ଖବରପାଇ ଦାଦ୍ରା ପୋଲିସ ଉକ୍ତ…

ଇସ୍ରାଏଲ ଯୁଦ୍ଧ: ୧୦ଭାରତୀୟ ନିବେଶକ ଚିନ୍ତାରେ…

ନୂଆଦିଲ୍ଲୀ,୧୨।୧୦: ଆଜିକୁ ୬ଦିନ ଧରି ପାଲେଷ୍ଟାଇନର ଉଗ୍ରବାଦୀ ଗୋଷ୍ଠୀ ହମାସ ଏବଂ ଇସ୍ରାଏଲ ମଧ୍ୟରେ ସଂଘର୍ଷପୂର୍ଣ୍ଣ ଯୁଦ୍ଧ ଜାରି ରହିଛି। ଏହା ଦ୍ୱାରା ଇସ୍ରାଏଲର ଅର୍ଥନୀତି ମଧ୍ୟ ପ୍ରଭାବିତ ହୋଇଛି। ପ୍ରାୟ ୯୦ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଇସ୍ରାଏଲର ଜିଡିପି ପ୍ରାୟ…