ପାଚେରୀ ପାଖରୁ ନବଜାତ ଶିଶୁ କନ୍ୟା ଉଦ୍ଧାର…

ସମ୍ବଲପୁର: ଯୁଗ ବଦଳୁଛି କିନ୍ତୁ ବଦଳୁନି ମଣିଷର ମାନସିକତା । ଏବେବି ପୁଅ ଓ ଝିଅ ମଧ୍ୟରେ ଫରକ ଦେଖୁଛି । ପୁଣି ଅଲୋଡା ହୋଇଛି ଶିଶୁ କନ୍ୟା । ସମ୍ବଲପୁର ଜିଲ୍ଲା କୁଚିଣ୍ଡା ନିକଟ ଖଣ୍ଡୋକଟା ଗ୍ରାମର ଦିଲ୍ପୀପ ସାହୁ ନାମ ବ୍ୟକ୍ତିଙ୍କ ଘର ପାଚେରୀ ନିକଟରୁ ଏକ ନବଜାତ ଶିଶୁ…

ରସୁଲଗଡ ଛକରେ ଦୁର୍ବ୍ୟବହାର କରୁଥିବା ବ୍ୟକ୍ତିକୁ ମହିଳାଙ୍କ ଚପଲ ମାଡ…

ଭୁବନେଶ୍ୱର : ବ୍ୟକ୍ତିଙ୍କ ଗାଲ ପାଚିଗଲା ଚପଲ ମାଡରେ । ଗୁମ୍‌ ଗାମ୍‌ ଖାଲି ବସାଉଥିଲେ ଦୁଇ ମହିଳା। ମହିଳା ଦୁଇଜଣ ବ୍ୟକ୍ତିଙ୍କୁ ଏମିତି ଭାବେ ମାଡ ମାରିଲେ ଯେ ସଙ୍ଗେ ସଙ୍ଗେ ଲୋକ କଣ ହେଇଛି ବୋଲି ଜାଣିବାକୁ ରୁଣ୍ଡ ହୋଇଗଲେ । ଚାହୁଁ ଚାହୁଁ ରସୁଲଗଡ ଛକରେ ଭିଡ…

ହମାସର ଆକ୍ରମଣକୁ ନିନ୍ଦା କରୁଛୁ, କିନ୍ତୁ ପାଲେଷ୍ଟାଇନ ଲୋକଙ୍କ ସମସ୍ୟାର ସମାଧାନ ହେଉ : କଂଗ୍ରେସ

ନୂଆଦିଲ୍ଲୀ: ଇସ୍ରାଏଲ ଉପରେ ହମାସର ଆକ୍ରମଣର ଦିନକ ପରେ ତାହାକୁ ନେଇ କଂଗ୍ରେସର ବୟାନ ଆସିଛି । କଂଗ୍ରେସ ପକ୍ଷରୁ ବରିଷ୍ଠ ନେତା ଜୟରାମ ରମେଶ କହିଛନ୍ତି ଯେ ଇସ୍ରାଏଲ ଉପରେ ହମାସର ଆକ୍ରମଣକୁ ନିନ୍ଦା କରୁଛୁ, କିନ୍ତୁ ପାଲେଷ୍ଟାଇନ୍ ଲୋକଙ୍କ ଚିନ୍ତାକୁ ଆଲୋଚନା ମାଧ୍ୟମରେ…

ଘରୋଇ କୋଚିଂ ସେଣ୍ଟରରେ ନାବାଳକ ଉପରକୁ ଛୁରାମାଡ଼

ବାରିପଦା: ସାମନ୍ୟ ବଚସାରୁ ତୁମୂଳକାଣ୍ଡ । ଘରୋଇ କୋଚିଂ ସେଣ୍ଟର୍ ଛୁରାମାଡ଼ । ଦଶମ ଶ୍ରେଣୀ ଛାତ୍ରର ଛୁରା ମାଡରେ ନବମ ଶ୍ରେଣୀ ଛାତ୍ର ଗୁରୁତର । ବାରିପଦା ସହର ସ୍ଥିତ ବିସିସି ବା ବିକର୍ତନ କୋଚିଂ ସେଣ୍ଟର ନାମକ ଏକ ଘରୋଇ ଆବାସିକ ବିଦ୍ୟାଳୟରେ ଘଟିଛି ଏହି…

ଇସ୍ରୋ ଜାରି କଲା ‘ଗଗନଯାନ’ର ଫଟୋ…

ବେଙ୍ଗାଲୁରୁ: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ପକ୍ଷରୁ ଶନିବାର ‘ଗଗନଯାନ ମିଶନ୍‌’ ପାଇଁ ଉଦ୍ଦିଷ୍ଟ ମହାକାଶ ଯାନର ଚିତ୍ର ସାର୍ବଜନୀନ କରାଯାଇଛି। ୨୦୨୪ ଡିସେମ୍ବରରେ ଇସ୍ରୋ ମହାକାଶକୁ ପ୍ରଥମ ଥର ମଣିଷ ପଠାଇବ ଏବଂ ଏହି ଯାନରେ ୨ କିମ୍ବା ୩ ମହାକାଶଚାରୀ ଯାତ୍ରା କରିବା ସହ…

ଇଜିପ୍ଟ ପୁଲିସ ଗୁଳିରେ ଇସ୍ରାଏଲର ୨ ପର୍ଯ୍ୟଟକ ମୃତ

ଇସ୍ରାଏଲ-ପାଲେଷ୍ଟାଇନ ଯୁଦ୍ଧ ମଧ୍ୟରେ ଦୁଇ ପର୍ଯ୍ୟଟକ ମୃତ। ଆଜି ଇଜିପ୍ଟର ଆଲେକ୍ସଜାଣ୍ଡାରିଆ ସହରର ଜଣେ ପୁଲିସ କର୍ମଚାରୀ ଇସ୍ରାଏଲ୍ ପର୍ଯ୍ୟଟକଙ୍କ ଉପରେ ଗୁଳି ଚଳାନା କରିଥିଲେ। ଏଥିରେ ଅତି କମରେ ଦୁଇଜଣ ଇସ୍ରାଏଲ୍ ଏବଂ ଜଣେ ଇଜିପ୍ଟ ନାଗରିକଙ୍କ ମୃତ୍ୟୁ ଘଟିଥିବା…

ପାର୍ବଣରେ CMC ଅଞ୍ଚଳରେ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ…

ଭୁବନେଶ୍ୱର : ଆଉ କିଛିଦିନ ପରେ କଟକ ବିଭିନ୍ନ ଗଳିକନ୍ଦିରେ ମା’ଙ୍କର ପୂଜାରେ ଝଲସି ଉଠିବ । ସତେ ଯେମିତି ରୌପ୍ୟ ନଗରୀ ନୂଆ ରୂପରେ ସଜେଇ ହେବ । ବର୍ଷର ଏଇ ଦିନଟିକୁ ଖୁସିର ସହିତ ଉପଭୋଗ କରିବା ପାଇଁ କଟକବାସୀ ବର୍ଷ ସାରା ଉତ୍ସୁକତାର ସହିତ ଦିନ ଗଣୁଥାନ୍ତି ।…

ଭିଆଇପି ଦର୍ଶନକୁ ନେଇ କେନ୍ଦ୍ର ମନ୍ତ୍ରୀଙ୍କ ହଙ୍ଗାମା…

ନୂଆଦିଲ୍ଲୀ: ଭିଆଇପି ଦର୍ଶନକୁ ମନ୍ଦିରରେ ହଙ୍ଗାମା କଲେ କେନ୍ଦ୍ର ମନ୍ତ୍ରୀ | ଶନିବାର ଅପରାହ୍ନରେ କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ ବି.ଏଲ୍ ବର୍ମା ମଥୁରାର ବାଙ୍କେ ବିହାରୀ ମନ୍ଦିରରେ ପହଞ୍ଚିଥିଲେ। ଯେତେବେଳେ ଦାୟିତ୍ୱରେ ଥିବା ସିକ୍ୟୁରିଟି ଗାର୍ଡ ତାଙ୍କୁ ମନ୍ଦିରର ପ୍ରସ୍ଥାନ ଦ୍ୱାରରେ…

ଅନୁଗୁଳ-ଗଜପତି ପାଇଁ ୪ ନେତାଙ୍କୁ ବିଜେଡି ପର୍ଯ୍ୟବେକ୍ଷକ ଦାୟିତ୍ବ…

ଭୁବନେଶ୍ବର: ଅନୁଗୁଳ ଓ ଗଜପତି ଜିଲ୍ଲା ପାଇଁ ୪ ନେତାଙ୍କୁ ବିଜେଡିର ନୂଆ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ବ ଦିଆଯାଇଛି । ଅନୁଗୁଳ-ଆଠମଲ୍ଲିକ ବିଧାନସଭା ନିର୍ବାଚନ ମଣ୍ଡଳୀରେ ଚିନ୍ମୟ ସାହୁଙ୍କୁ ଦାୟିତ୍ବ ଦିଆଯାଇଛି । ନେଫୁ ଦାସ ଛେଣ୍ଡିପଦା-ପାଲଲହଡ଼ା ବିଧାନସଭା…

ସିକିମ୍‌ ମୃତ୍ୟୁ ସଂଖ୍ୟା ୬୮, ପଶ୍ଚିମବଙ୍ଗରୁ ସର୍ବାଧିକ ମୃତଦେହ ଉଦ୍ଧାର…

ଗାଙ୍ଗଟକ୍‌: ସିକିମ୍‌ ଜଳ ପ୍ରଳୟର ଧ୍ବଂସାବଶେଷ ତଳୁ ମୃତଦେହ ସନ୍ଧାନ ଓ ଉଦ୍ଧାର ଅଭିଯାନ ଚତୁର୍ଥ ଦିନରେ ପହଞ୍ଚିଛି। ଏଥିସହ ମୃତ୍ୟୁ ସଂଖ୍ୟା ୬୮ ଛୁଇଁଛି। ସିକିମ୍‌ରୁ ୨୬ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ତିସ୍ତା ନଦୀ ଅବବାହିକାର ପଶ୍ଚିମବଙ୍ଗ ଏବଂ ବାଂଲାଦେଶରୁ ୩୨ରୁ…