Sign in
Sign in
Recover your password.
A password will be e-mailed to you.
ନିର୍ବାଚନ ସମୟରେ ଲଲିପପ ଆଉ ମିଥ୍ୟା ପ୍ରତିଶ୍ରୁତି ଦେବାକୁ ଆସୁଛନ୍ତି ରାହୁଲ-ପ୍ରିୟଙ୍କା: ଅନୁରାଗ ଠାକୁର…
ଭୋପାଳ,୭।୧୦ : କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ କଡ଼ା ସମାଲୋଚନା କରି କେନ୍ଦ୍ର ମନ୍ତ୍ରୀ ଅନୁରାଗ ଠାକୁର ଅଭିଯୋଗ କରିଛନ୍ତି କ୍ଷମତା ହାତେଇବା ପାଇଁ ତାଙ୍କର ମିଥ୍ୟା ପ୍ରତିଶ୍ରୁତି ବିଫଳ ହୋଇଛି। ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ ଭଦ୍ରାଙ୍କ ମଧ୍ୟପ୍ରଦେଶ…
ରାହୁଲ ୨୦୨୪ରେ ଦେଶର ନେତୃତ୍ୱ ନେବେ, ତାଙ୍କ ଲୋକ ପ୍ରିୟତା ନେଇ ଭୟଭୀତ ଭାଜପା: ଶିବକୁମାର…
ବେଙ୍ଗାଲୁରୁ,୭।୧୦ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ପୋଷ୍ଟରକୁ ନେଇ ଚାଲିଥିବା ବିବାଦ ମଧ୍ୟରେ କର୍ନାଟକର ଉପମୁଖ୍ୟମନ୍ତ୍ରୀ ଡି.କେ ଶିବକୁମାର କହିଛନ୍ତି ଆସନ୍ତା ୨୦୨୪ ନିର୍ବାଚନରେ ରାହୁଲ ଦେଶର ନେତୃତ୍ୱ ନେବେ। ତାଙ୍କର…
‘ବିଜୟଶଙ୍କରଙ୍କୁ ପୁଲିସ ଡାକୁନାହିଁ,ମୋତେ ଡାକି ହାରାସ କରୁଛି; ମୁଁ ଡିପ୍ରେସନକୁ ଆସିଗଲିଣି’…
ଭୁବନେଶ୍ବର : ତିର୍ତ୍ତୋଲ ବିଜେଡି ବିଧାୟକ ବିଜୟଶଙ୍କର ଦାସଙ୍କ ପାଇଁ ବଢ଼ିଛି ଅଡୁଆ। ଆଜି କଟକସ୍ଥିତ ସବରେଜିଷ୍ଟ୍ରାର ଅଫିସରେ ବିଜୟଶଙ୍କରଙ୍କ ନାଁରେ ଅଭିଯୋଗ କରିଛନ୍ତି ତାଙ୍କ ପ୍ରେମିକା ସୋମାଲିକା। ତାଙ୍କ ପରିବର୍ତ୍ତେ ଅନ୍ୟ ଯୁବତୀଙ୍କୁ ବିବାହ ପାଇଁ ବିଜୟଶଙ୍କର ଆବେଦନ କରିବା ପରେ ସେ…
ଯୁକ୍ତ ଦୁଇ ପରୀକ୍ଷାର୍ଥୀଙ୍କ ପାଇଁ ଖୁସି ଖବର, CHSE ପ୍ରକାଶ କଲା କୋଶ୍ଚିନ ବ୍ୟାଙ୍କ…
ଭୁବନେଶ୍ବର : ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଦେବାକୁ ପ୍ରସ୍ତୁତ ହେଉଥିବା ଛାତ୍ରଛାତ୍ରୀଙ୍କ ପାଇଁ ଆସିଛି ଖୁସି ଖବର। ପ୍ରଥମ ଥର ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ପ୍ରକାଶ କରିଛି କୋଶ୍ଚିନ ବ୍ୟାଙ୍କ।ଛାତ୍ରଛାତ୍ରୀମାନେ କୋଶ୍ଚିନ ବ୍ୟାଙ୍କରୁ ପ୍ରଶ୍ନ ନେଇ ପରୀକ୍ଷା ପାଇଁ!-->…
ମା’ ତାରାତାରିଣୀ, ଦକ୍ଷିଣକାଳୀଙ୍କ ଷୋଡ଼ଶ ଉପଚାର ପୂଜା ଆରମ୍ଭ…
ପୁରୁଷୋତ୍ତମପୁର (୭ା୧୦) : ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀ ଓ ଦକ୍ଷିଣ କାଳୀଙ୍କ ପୀଠରେ ଶାରଦୀୟ ପୂଜା ଶୁକ୍ରବାର ଆରମ୍ଭ ହୋଇଛି। ଏହା ଷୋହଳ ଦିନ ଧରି ଚାଲିବ। ପ୍ରଥମ ଦିନ ମା’ ତାରାତାରିଣୀ ଦୁଇ ଭଉଣୀଙ୍କ ପ୍ରତିମାକୁ ସ୍ନାନବେଦୀକୁ ଅଣାଯାଇଥିଲା। ଋଷିକୁଲ୍ୟା ନଦୀରେ…
ସିକିମ ବୁଲିବାକୁ ଯାଇ ଢେଙ୍କାନାଳ ଯୁବକ ନିଖୋଜ, ଖୋଜି ଆଣିବାକୁ ଗୁହାରି…
ଢେଙ୍କାନାଳ: ସିକିମ ବୁଲିବାକୁ ଯାଇ ନିଖୋଜ ହୋଇ ଯାଇଛନ୍ତି ଢେଙ୍କାନାଳ ଯୁବକ । ନିଖୋଜ ଯୁବକଜଣକ ହେଲେ ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ସିମିନଇ ଗାଁର ୨୬ ବର୍ଷୀୟ ଚନ୍ଦ୍ରଶେଖର ସିଂହ ।
ଚନ୍ଦ୍ରଶେଖର ନିଜ ୭ ଜଣ ସାଙ୍ଗଙ୍କ ସହ ମିଶି ଅକ୍ଟୋବର ୧ତାରିଖରୁ ସିକିମ ବୁଲିବାକୁ ଯାଇଥିଲେ। ହେଲେ…
ଡିସେମ୍ବର ସୁଦ୍ଧା ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସାରିବାକୁ ନିର୍ଦ୍ଦେଶ…
ପୁରୀ : ୫-ଟି ସଚିବ ଭି.କେ. ପାଣ୍ଡିଆନ ଶୁକ୍ରବାର ଭୋରରୁ ପୁରୀ ଆସି ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମେତ ବିଭିନ୍ନ ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି। ଆସନ୍ତା ଡିସେମ୍ବର ସୁଦ୍ଧା ପରିକ୍ରମା କାର୍ଯ୍ୟ ସମ୍ପୂର୍ଣ୍ଣ କରିବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମାରାଥନ ଭାବେ ସେ ଭୋର…
ନବଜାତକଙ୍କ ଫୁଟ୍ ପ୍ରିଣ୍ଟ୍ ନିଆଯିବା ସହ ଟ୍ୟାଗ୍ ଲଗାଯିବ…
ଭୁବନେଶ୍ୱର, ୭।୧୦ : କ୍ୟାପିଟାଲ ହସ୍ପିଟାଲରେ ଶିଶୁ ଅଦଳବଦଳ ଅଭିଯୋଗ ଘଟଣାକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଛି। ଡିଏନ୍ଏ ରିପୋର୍ଟ ଆସିବା ପରେ ଅଭିଯୋଗକାରୀ ପ୍ରାଣକୃଷ୍ଣ ବିଶ୍ୱାଳଙ୍କ ସ୍ତ୍ରୀଙ୍କର ପୁଅ ନୁହେଁ, ଝିଅ ହୋଇଥିବା ସ୍ପଷ୍ଟ ହୋଇଛି। ତେବେ ଏଭଳି ଘଟଣା ପାଇଁ ହସ୍ପିଟାଲ…
ସବୁଜ, ସ୍ଵଚ୍ଛ ଏବଂ ପ୍ଲାଷ୍ଟିକ ମୁକ୍ତ ପୂଜାକୁ ଗୁରୁତ୍ବ…
ଭୁବନେଶ୍ବର: ଚଳିତ ବର୍ଷ ଦଶହରା ପାଇଁ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)ର ପ୍ରସ୍ତୁତି ବୈଠକ ଶନିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଶାନ୍ତି ଶୃଙ୍ଖଳାରେ ଦଶହରା ପୂଜା ଅନୁଷ୍ଠିତ ପାଇଁ ଭୁବନେଶ୍ୱରର ସମସ୍ତ ପୂଜା କମିଟି ସହ ବୈଠକରେ ଆଲୋଚନା ହୋଇଛି। ରାଜଧାନୀର ୧୮୫ଟି ପୂଜା ମଣ୍ଡପରେ…
ବନ କର୍ମଚାରୀଙ୍କୁ ପୁଲିସ କ୍ଷମତା ଦେଇଛନ୍ତି ରାଜ୍ୟ ସରକାର: ବନ୍ୟପ୍ରାଣୀ ପିସିସିଏଫ୍…
ଭୁବନେଶ୍ବର: ବନ କର୍ମଚାରୀଙ୍କୁ ପୁଲିସ କ୍ଷମତା ଦେଇଛନ୍ତି ରାଜ୍ୟ ସରକାର। ଏହା କହିଛନ୍ତି ବନ୍ୟପ୍ରାଣୀ ପିସିସିଏଫ ସୁଶୀଲ କୁମାର ପୋପଲି। ସେ ଆହୁରି କହିଛନ୍ତି, ବନ କର୍ମଚାରୀ ଶିକାରୀ ଓ ସନ୍ଦିଗ୍ଧଙ୍କ ମୋବାଇଲ ଟ୍ରାକିଙ୍ଗ କରିପାରିବେ। ଲୋକେସନ ଟ୍ରାକ ସହ କଲ ଡିଟେଲସ ମଧ୍ୟ ଯାଞ୍ଚ କରିବା…