Sign in
Sign in
Recover your password.
A password will be e-mailed to you.
ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମାର ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଲେ ଓଡ଼ିଆ ପୁଅ
ଭଦ୍ରକ: ଓଡିଶା ପାଇଁ ଗୌରବ ଆଣିଲେ ଚାନ୍ଦବାଲି ପୁଅ ଚିତ୍ତରଂଜନ ତ୍ରିପାଠୀ । ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମାର ନିର୍ଦ୍ଦେଶକ ଭାବେ ପାଇଲେ ନିଯୁକ୍ତି । ଅଭିନେତା, ପ୍ରଯୋଜକ ଓ ନିର୍ଦ୍ଦେଶକ ତଥା ନାଟ୍ୟକର୍ମୀ ଚିତ୍ତରଂଜନ ତ୍ରିପାଠୀ ଦିଲ୍ଲୀସ୍ଥିତ ନ୍ୟାସନାଲ ସ୍କୁଲ ଅଫ୍ ଡ୍ରାମାର…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲଢିବେ ଲୋକସଭା ନିର୍ବାଚନ…
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଲୋକସଭା ନିର୍ବାଚନ ଲଢିବେ। ଜାତୀୟ ଗଣମାଧ୍ୟମ ପିଟିଆଇକୁ ସାକ୍ଷାତକାର ଦେବା ଅବସରରେ ଏହା କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏଥର ପ୍ରତ୍ଯକ୍ଷ ନିର୍ବାଚନ ମଇଦାନକୁ ଓହ୍ଲାଇବେ ଧର୍ମେନ୍ଦ୍ର। ଓଡ଼ିଶାରୁ ସେ ଲୋକସଭା…
କଲେଜ ହଷ୍ଟେଲରୁ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର…
ଭୁବନେଶ୍ୱର:ରାଜଧାନୀରେ ରହି ମେଡିକାଲ ପଢୁଥିଲେ । ଏକ ଘରୋଇ କଲେଜରେ ପଢୁଥିଲେ । ଆଜି ତାଙ୍କର ମୃତ ଦହେ ବନ୍ଦ କୋଠରୀରୁ ଉଦ୍ଧାର କରାଯାଇଛି । ଛାତ୍ରୀ ଜଣକ ଡେଣ୍ଟାଲ ବିଭାଗର ୨ ବର୍ଷର ଛାତ୍ରୀ ଥିଲେ ।
ସେ ପଶ୍ଚିମବଙ୍ଗ ହୁଗୁଳି ଜଲ୍ଲାରୁ ଆସି ଏଠାରେ ହଷ୍ଟେଲରେ ରହି ମେଡିକାଲ…
ଶକ୍ତିପୀଠରେ ଚାଲିଛି ମା’ଙ୍କ ମାଁ କନକଦୁର୍ଗା ଙ୍କ ଷୋଡଷ ଉପଚାର ପୂଜା ଆରମ୍ଭ
ହିଞ୍ଜିଳିକାଟୁ ୬!୧୦ ହିଞ୍ଜିଳିକାଟୁ ମୁନିସୀପାଲଟି ଓ ବ୍ଳକ ର ସମସ୍ତ ଶକ୍ତି ପୀଠରେ ଆରମ୍ଭ ହୋଇଛି ଶାରଦୀୟ ପାର୍ବଣ ପୂଜା । ସମ୍ପୁର୍ଣ୍ଣ ରୀତିନୀତିର ସହ ମାଁଙ୍କର ଷୋଡଶ ଉପଚାରରେ ପୂଜା କରାଯାଉଥିବା ବେଳେ ପ୍ରତିଦିନ ଭିନ୍ନ ଭିନ୍ନ ବେଶରେ ଦର୍ଶନ ଦେଉଛନ୍ତି ମାଁ । ଅନ୍ୟ ପୀଠ ଭଳି ହିଞ୍ଜିଳି!-->…
ଏସୀୟ କ୍ରୀଡ଼ା ୨୦୨୩: ହକିରେ ଭାରତ ଜିତିଲା ସ୍ୱର୍ଣ୍ଣ
ଡିଫେଣ୍ଡିଂ ଚାମ୍ପିୟନ ଜାପାନକୁ ହରାଇ ଏସିଆନ ଗେମ୍ସ ହକିରେ ଭାରତ ଜିତିଛି ସ୍ୱର୍ଣ୍ଣ। ଭାରତୀୟ ପୁରୁଷ ଟିମ ଆଜି ଫାଇନାଲରେ ୨୦୧୮ର ଚାମ୍ପିୟନ ଜାପାନକୁ ୫-୧ ଗୋଲରେ ମାତ ଦେଇଛି। ଏହି ସ୍ୱର୍ଣ୍ଣ ପଦକ ଲଢ଼େଇରେ ଭାରତ ପାଇଁ ଗୋଲ କରିଛନ୍ତି ଓଡ଼ିଆ ପୁଅ ଅମିତ ରୋହିଦାସ। ତାଙ୍କ ବ୍ୟତୀତ ଦଳର…
ଆସନ୍ତାକାଲି ଜନ୍ମମାଟିରେ ପହଞ୍ଚିବ ସହିଦ ସରୋଜ ଦାସଙ୍କ ପାର୍ଥିବ ଶରୀର…
କାମାକ୍ଷାନଗର: ଆସନ୍ତାକାଲି ପହଞ୍ଚିବ ସିକ୍କିମର ପ୍ରଳୟଙ୍କାରୀ ବନ୍ୟାରେ ସହିଦ ହୋଇଥିବା ଓଡିଆ ଯବାନ ସରୋଜ ଦାସଙ୍କ ପାର୍ଥିବ ଶରୀର । ଏନେଇ ସୂଚନା ମିଳିବା ପରେ ଗ୍ରାମରେ ଶେଷକୃତ୍ୟ ସମ୍ପର୍ଣ୍ଣ ପାଇଁ ଚାଲିଛି ପ୍ରସ୍ତୁତି। ବଡ ଭାଇ ମନୋଜ କୁମାର ଦାସଙ୍କୁ…
ଖଡ଼ଗେ-ରାହୁଲଙ୍କୁ ଭେଟିଲେ ଏନସିପି ସୁପ୍ରିମୋ ଶରଦ ପାୱାର…
ନୂଆଦିଲ୍ଲୀ: ଇଣ୍ଡିଆ ମେଣ୍ଟର ତିନି ପ୍ରମୁଖ ନେତା ଆଜି ପୁଣି ଥରେ ଏକାଠି ନଜର ଆସିଛନ୍ତି। ଏନସିପି ମୁଖ୍ୟ ଶରଦ ପାୱାର ଶୁକ୍ରବାର କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ଏବଂ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଭେଟିଛନ୍ତି। ସୂତ୍ରରୁ ପ୍ରକାଶ ଯେ ବିରୋଧୀ ଦଳର ମିଳିତ ମଞ୍ଚ…
ମାଆ ଓ ଦୁଇ ଶିଶୁ ଗୁରୁତର
ସୁବଣ୍ଣର୍ପୁର: ସୁବର୍ଣ୍ଣପୁର ଜିଲ୍ଲା ସଦର ମହକୁମାରେ ମର୍ମନ୍ତୁଦ ଦୁର୍ଘଟଣା । ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀଙ୍କ ଗାଡି ଏକ ସ୍କୁଟିକୁ ଧକ୍କା ଦେଇଛି । ଫଳରେ ସ୍କୁଟି ଚାଳକ ମାଆ ଏବଂ ଦୁଇ ଶିଶୁ ଗୁରୁତର ହୋଇଛନ୍ତି । ସୂଚନା ଅନୁସାରେ ସୋନପୁର ସହରର ଏକ ଘରୋଇ ସ୍କୁଲରୁ ପରୀକ୍ଷା ଦେଇ…
ଭାରତର ନିର୍ଦ୍ଦେଶ ପରେ ଅଧିକାଂଶ କୂଟନୀତିଜ୍ଞଙ୍କୁ କୁଆଲାଲମ୍ପୁର ଓ ସିଙ୍ଗାପୁର ପଠାଇଲେ କାନାଡା ସରକାର
ନୂଆଦିଲ୍ଲୀ: କାନାଡ଼ାରେ ଖଲିସ୍ତାନୀ ଆତଙ୍କବାଦୀ ହରଦୀପ ସିଂହ ନିଜାର ହତ୍ୟା ମାମଲା ନେଇ ଭାରତ-କାନାଡ଼ା ସଂପର୍କ ଅତି ତିକ୍ତ ହୋଇଉଠିଛି। ଏହି ହତ୍ୟାରେ ଭାରତର ହାତ ଅଛି ବୋଲି କାନାଡ଼ା ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡ଼ୋ କରି ଆସୁଥିବା ଦାବିକୁ ଭାରତ ସରକାର ଦୃଢ଼ଭାବେ…
ଆଗାମୀ ୨ରୁ ୩ ଦିନ ମଧ୍ୟରେ ଫେରିଯିବ ମୌସୁମୀ…
ରାଜ୍ଯରୁ ଫେରିଯିବ ମୌସୁମୀ । ଆଗାମୀ ୨ରୁ ୩ ଦିନ ମଧ୍ୟରେ ରାଜ୍ୟର କିଛି ଅଞ୍ଚଳରୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରତ୍ୟାବର୍ତ୍ତନ କରିବ । ଏଥିପାଇଁ ପାଗ ସଂପୂର୍ଣ୍ଣ ଅନୁକୂଳ ରହିଛି । ଏନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ସୂଚନା ଦେଇଛି । ଏବେ ରାଜ୍ୟର…