ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦରେ ଡଷ୍ଟବିନ କିଣାରେ ଦୁର୍ନୀତିର ଗନ୍ଧ… !

ବ୍ରହ୍ମପୁର : ଆସିକା ବିଜ୍ଞାପିତ ଅଞ୍ଚଳ ପରିଷଦ ଏବେ ପାଲଟିଛି ଦୁର୍ନୀତି ର ଗନ୍ତାଘର ବୋଲିପ୍ରତି ଆଲୋଚନା ହେଉଛି।ପ୍ରତି ୱାର୍ଡ ରେ ଡଷ୍ଟବିନ ପ୍ରତେକ ଘର କୁ ଦିଆଯିବ ବୋଲି କୁଆଡ଼େ ମିଥ୍ୟା ବିଲ ହେଇଥିବା ନେଇ ଚର୍ଚ୍ଚା ହେଉଛି। ପ୍ରତି ୱାର୍ଡ଼ ରେ ଡ୍ରିଲ ମେସିନ ଦ୍ୱାରା ଖୋଳା ଯାଇ ସେଠାରେ…

ଇଟାଭାଟି ମାଫିଆଙ୍କ କବ୍ଜାରେ ପ୍ରଶାସନ, ପାଉଛି ପ୍ରଦୂଷଣ ଵୃଦ୍ଧି

ରାଜନଗର : ରାଜ୍ୟରେ ପୋଡାଇଟା ତିଆରିକୁ ମାନ୍ୟଵର ଅଦାଲତ ବାରଣ କରିଥିବା ଵେଳେ ସ୍ଥାନୀୟ ତହସିଲଦାର ଓ ଆର ଆଇ ଇଟାଭାଟି ମାଫିଆଙ୍କ ସଲାସୁତରାରେ ନିରଵତା ଅବଲମ୍ବନ କରି, ସ୍ଥାନ ପରିବେଶ ପ୍ରଦୂଷଣକୁ ଲକ୍ଷ ନକରି , ବେନିୟମ ଭାବେ କୋଇଲା ପୋଡା ଇଟାଭାଟି ଛତୁଫୁଟିଲା ପରି ଗଢା ଚାଲିଛି। ଏପରିକି…

ସ୍କୁଲ ଆସିଲେନି ଶିକ୍ଷକ, ଛାତ୍ରଛାତ୍ରୀ ଫାଟକ ବାହାରେ ବସି ପଢିଲେ ପାଠ

ଦାରିଙ୍ଗବାଡ଼ି,୫/୧୨, କନ୍ଧମାଳ ଜିଲ୍ଲା ଦାରିଙ୍ଗବାଡ଼ି ବ୍ଲକ ଅନ୍ତର୍ଗତ ବଡ଼ାବାଙ୍ଗା ପଞ୍ଚାୟତ ଅଧିନସ୍ତ ଡିଡ୍ରବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅନୁପସ୍ଥିତି କୁ ନେଇ ଅଭିଭାବକ ଓ ସ୍କୁଲ ଛାତ୍ରଛାତ୍ରୀଙ୍କ ଅଭିଯୋଗ ହୋଇଛି। ଡ଼ିଡ୍ରବାଡ଼ି ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଥମ ରୁ…

ହିଞ୍ଜିଳିକାଟୁରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର…

ହିଞ୍ଜିଳିକାଟୁ ୫/୧୨: ହିଞ୍ଜିଳିକାଟୁ ପଞ୍ଚାୟତ ସମିତି ପରିସରଠାରେ ମଙ୍ଗଳବାର ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମକୁ ହିଞ୍ଜିଳିକାଟୁ ବ୍ଲକ ଅଧ୍ୟକ୍ଷା ସରସ୍ବତୀ ସେଠି, ବିଡିଓ ସୁବ୍ରତ କୁମାର ଜେନା, ହିଞ୍ଜିଳିକାଟୁ ପୌରପରିଷଦ ଅଧ୍ୟକ୍ଷ ସୁବାସ…

ରାଜ୍ୟ କ୍ୟାବିନେଟ ବୈଠକରେ ୧୦ ପ୍ରସ୍ତାବକୁ ମୋହର…

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟ କ୍ୟାବିନେଟ୍‍ର ଗୁରୁତ୍ୱପୂର୍ଣ୍ଣ ବୈଠକ ଶେଷ ହୋଇଛି। ରାଜ୍ୟ କ୍ୟାବିନେଟରେ ୧୦ଟି ପ୍ରସ୍ତାବ ଉପରେ ମୋହର ଲାଗିଥିବା ସୂଚନା ମିଳିଛି। ଏଥି ସହିତ ଆଜିର କ୍ୟାବିନେଟ୍ ବୈଠକରେ ଗୋପାଳପୁରରେ ଶିଳ୍ପ କରିଡର…

ବଲାଙ୍ଗିର ତୁଷୁରା ଏୟାରଷ୍ଟ୍ରୀପ ନବୀକରଣ ପାଇଁ ୬୫ କୋଟି ମଂଜୁର

ଭୁବନେଶ୍ବର : ବଲାଙ୍ଗିର ତୁଷୁରା ଏୟାରଷ୍ଟ୍ରୀପର ହେବ ନବୀକରଣ। ଏହି ଏୟାରଷ୍ଟ୍ରୀପର ଆଧୁନିକୀକରଣ ଯୋଜନାକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏଥି ସହିତ ତୁଷୁରା ଏୟାରଷ୍ଟ୍ରୀପର ନବୀକରଣ ପାଇଁ ୬୫ କୋଟି ଟଙ୍କା ମଧ୍ୟ ମଂଜୁର କରିଛନ୍ତି ମୁଖ୍ୟମନ୍ତ୍ରୀ। …

ଆୟ ବର୍ହିଭୁତ ସମ୍ପତ୍ତି ମାମଲା ରୁଜୁରେ ଓଡିଶା ଭିଜିଲାନ୍ସ ଏକ ନମ୍ବର…

ଆୟ ବର୍ହିଭୁତ ସମ୍ପତ୍ତି ମାମଲା ରୁଜୁରେ ଓଡିଶା ଭିଜିଲାନ୍ସ ଏକ ନମ୍ବର। ୨୦୨୨ ମସିହାରେ ଦେଶରେ ସର୍ବାଗ୍ରେ ରହିଛି ଓଡିଶା। ଏନସିଆରବି ତଥ୍ୟ ଅନୁଯାୟୀ ଓଡ଼ିଶାରେ ସର୍ବାଧିକ ମାମଲା ରୁଜ୍ଜୁ ହୋଇଛି। ସାରା ଦେଶରେ ୨୦୨୨ ମସିହାରେ ୩୭୨ଟି ଡିଏ ( ଆୟ ବର୍ହିଭୁତ ସମ୍ପତ୍ତି ଠୁଳ) ମାମଲା ହୋଇଛି।…

ଆସନ୍ତାକାଲି ହେବାକୁ ଥିବା ‘ଇଣ୍ଡିଆ’ ବୈଠକ ସ୍ଥଗିତ…

ଆସନ୍ତାକାଲି ମେଣ୍ଟ ଦଳଗୁଡିକୁ ନେଇ ବସିଥାଆନ୍ତା 'ଇଣ୍ଡିଆ' ବୈଠକ। ହେଲେ କିଛି ଘଣ୍ଟା ପୂର୍ବରୁ ବୈଠକ ବସିବ ନାହିଁ ବୋଲି ସୂଚନା ଆସୁଛି। ମେଣ୍ଟ ଦଳର ବହୁ ବରିଷ୍ଠ ନେତା ଯୋଗଦେବେନି ବୋଲି ମନା କରିବାରୁ ବୈଠକକୁ ସ୍ଥଗିତ ରଖାଯାଇଛି। ଖବର ଅନୁସାରେ, ବିହାର…

ଖାଇକୁ ଖସିଲା କ୍ୟାବ୍‌, ଆଖିବୁଜିଲେ ୭ ପର୍ଯ୍ୟଟକ

କଶ୍ମୀର ବୁଲିବାକୁ ଆସିଥିଲେ। ହେଲେ ଆଉ ଫେରିଲେନି। ଖାଇକୁ ଖସିପଡିଲା କ୍ୟାବ୍‌। ଆଖି ବୁଜିଲେ ୭ ପର୍ଯ୍ୟଟକ। ଜମ୍ମୁ-କଶ୍ମୀରର ଗନ୍ଦରବଲ ଜିଲ୍ଲା ଶ୍ରୀନଗର-ଲେହ ଜାତୀୟ ରାଜପଥରେ ଏଭଳି କିଛି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସୂଚନା ମୁତାବକ, ଜୋଜିଲା ଦରେ ଅଞ୍ଚଳରେ ଏହି ଦୁର୍ଘଟଣା…

ଲ୍ୟାଣ୍ଡଫଲ୍ କଲା ବାତ୍ୟା ‘ମିଗଜୋମ୍’, ଦକ୍ଷିଣ ଓଡିଶାରେ ପ୍ରବଳ ବର୍ଷା

ଭୁବନେଶ୍ବର: ଆନ୍ଧ୍ର ଉପକୂଳ ଛୁଇଁଲା ବାତ୍ୟା ‘ମିଗଜୋମ୍’ । ପ୍ରଚଣ୍ଡ ରୂପ ନେଇ ଦକ୍ଷିଣ ଆନ୍ଧ୍ରର ବାପାଟଲା ନିକଟରେ ଲ୍ୟାଣ୍ଡଫଲ୍ କଲା ‘ମିଗଜୋମ୍’ । ଏହାର ପ୍ରଭାବରେ ରାଜ୍ୟର ଦକ୍ଷିଣ ଓ ଉପକୂଳବର୍ତ୍ତୀ ଅଞ୍ଚଳରେ ଜାରି ରହିଛି ବର୍ଷା । ‘ମିଗଜୋମ୍’ ଘଣ୍ଟା ପ୍ରତି ବେଗ ୧୨ କିମି ବେଗରେ ଉତ୍ତର…