Sign in
Sign in
Recover your password.
A password will be e-mailed to you.
ଆବାସିକ କଲୋନୀ ପାଇଁ ୪୨୯ଟି ରାସ୍ତା ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭୁବନେଶ୍ୱର, ବାଲିଅନ୍ତା ଓ ଜଟଣୀ ବ୍ଲକର ଆବାସିକ କଲୋନୀ ଗୁଡିକ ପାଇଁ ୩୯ କୋଟି ୨୫ ଲକ୍ଷ ଟଙ୍କାର ୪୨୯ଟି ରାସ୍ତା ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଗତ ଅଗଷ୍ଟ ମାସ ୨୩ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ 5T ସଚିବ…
କ୍ୟାବିନେଟ୍ ବୈଠକରେ ଯୋଗ ଦେଲେନି କି ସିନ୍ଦେ, ଫଡ଼ନାବିସଙ୍କ ସହ ଦିଲ୍ଲୀ ଗଲେନି ପାୱାର…
ପୁଣି ଗୋଳମାଳିଆ ହେଉଛି ମହାରାଷ୍ଟ୍ର ରାଜନୀତି। ଶିବସେନା, ଏନସିପି ଏବଂ ବିଜେପିର ମିଳିତ ଭାବେ ଗଠନ ହୋଇଥିବା ରାଜ୍ୟ ସରକାରରେ ଘଡ଼ିକେ ଘୋଡ଼ା ଛୁଟୁଛି। ପୁଣି ଦଳରେ ଆଉ ଏକ ବିବାଦ ଘନଉଥିବା ଚର୍ଚ୍ଚା ହେଉଛି। କାରଣ ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ, ଉପ…
ପାସ କରିନଥିବା ଛାତ୍ରଛାତ୍ରୀ ପାଇଛନ୍ତି ପିଏମ୍ଏସ୍ ଯୋଜନାର ଲାଭ, ସିଏଜି ଖୋଲିଲେ ଦୁର୍ନୀତିର ଚିଠା…
ଭୁବନେଶ୍ୱର: ଓଡ଼ିଶାରେ ପ୍ରତ୍ୟକ୍ଷ ଲାଭ ହସ୍ତାନ୍ତର (ଡିବିଟି) ଅଧୀନରେ ମାଟ୍ରିକ୍ ପରବର୍ତ୍ତୀ ଛାତ୍ରବୃତ୍ତି (ପିଏମ୍ଏସ୍) ଯୋଜନାର କାର୍ଯ୍ୟ କାରିତାରେ ଦୁର୍ନୀତି ଓ ଜାଲିଆତି ନେଇ ସନ୍ଦେହ ପ୍ରକାଶ କରିଛନ୍ତି ଭାରତର ମହାଲେଖା ନିୟନ୍ତ୍ରକ (ସିଏଜି)। ସିଏଜି ଜାଣିବାକୁ ପାଇଛନ୍ତି ଯେ…
ବିଦେଶୀ ଜାହାଜ ଅଟକାଇବା ପାଇଁ ବସାଇଥିବା ଯନ୍ତାରେ ପଡ଼ିଲା ଚୀନା ବୁଡ଼ାଜାହାଜ; ୫୫ ମୃତ…
ନୂଆଦିଲ୍ଲୀ: ବିଦେଶୀ ବୁଡ଼ାଜାହାଜ ଧରିବା ପାଇଁ ପୀତ ସାଗରରେ (ୟେଲୋ ସି’) ବସାଯାଇଥିବା ଯନ୍ତାରେ ଚୀନ୍ର ଗୋଟାଏ ଆଣବିକ ଶକ୍ତି ଚାଳିତ ବୁଡ଼ାଜାହାଜ ପଡ଼ିଯିବାରୁ ପ୍ରାୟ ୫୫ଜଣ ଚୀନା ନାବିକଙ୍କର ମୃତ୍ୟୁ ଘଟିଥିବା କଥା ‘ଦି ମିରର୍’ ରିପୋର୍ଟ କରିଛି। ଇଂଲଣ୍ଡ୍ ଗୁଇନ୍ଦାଙ୍କ ଗୋପନୀୟ…
ଧର୍ମଗଡକୁ ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ ବନ୍ଦ…
ଧର୍ମଗଡ଼: ଆଜି ୧୨ ଘଣ୍ଟିଆ ଧର୍ମଗଡ଼ ବନ୍ଦ । ଧର୍ମଗଡକୁ ଜିଲ୍ଲା ମାନ୍ୟତା ଦାବି କରି ୧୨ ଘଣ୍ଟିଆ ବନ୍ଦ ଡାକରା ଦେଇଛି ଜିଲ୍ଲା ଗଠନ କ୍ରିୟାନୁଷ୍ଠାନ କମିଟି । ଆଜି ସକାଳ ୬ଟାରୁ ସଂଧ୍ୟା ୬ଟା ପର୍ୟ୍ୟନ୍ତ ଧର୍ମଗଡ଼ ଉପଖଣ୍ଡ ବନ୍ଦ ଡାକରା ଦିଆଯାଇଛି । ଫଳରେ ଯାତାୟତ ବାଧାପ୍ରାପ୍ତ ହୋଇଛି…
୨୦୪୦ ସୁଦ୍ଧା ଚନ୍ଦ୍ରରେ ଘର ତୋଳିବାକୁ ନାସାର ଯୋଜନା
ନ୍ୟୁୟର୍କ: ଆମେରିକୀୟ ମହାକାଶ ଏଜେନ୍ସି ନାସା ଚନ୍ଦ୍ରରେ ଘର ନିର୍ମାଣ କରିବାକୁ ଯୋଜନା କରିଛି। କିଛି ବିଶେଷଜ୍ଞ ବିଶ୍ୱାସ କରନ୍ତି ଯେ, ୨୦୪୦ ସୁଦ୍ଧା ଚନ୍ଦ୍ରରେ ଘର ତୋଳିବା ପାଇଁ ନାସା ଯେଉଁ ଲକ୍ଷ୍ୟ ରଖିଛି ତାହା ହାସଲଯୋଗ୍ୟ। ନାସାର ଯୋଜନା ହେଉଛି ଚନ୍ଦ୍ରକୁ ଏକ ଥ୍ରିଡି ପ୍ରିଣ୍ଟର…
କୁଚିଣ୍ଡାରେ ଅଜଣା ଗାଡି ଧକ୍କାରେ ଦୁଇ ମୃତ…
ସମ୍ବଲପୁର: ସମ୍ବଲପୁର କୁଚିଣ୍ଡା ଥାନା ପାରୁଆଭାଡି ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଆଜି ସକାଳେ ଅଜଣା ଗାଡି ଧକ୍କାରେ ଦୁଇ ଜଣ ଙ୍କର ମୃତ୍ୟୁ ଘଟିଛି । ମୃତକ ପାରୁଆଭାଡି ଗାଁର ମୁକ୍ତେଶ୍ବର ଧାନ ଏବଂ ପଣ୍ଡରୀକଟା ଗାଁର ଦଧି ଦର୍କା ବୋଲି ଜଣାପଡିଛି । ସୂଚନା ମୂତାବକ ଏମାନେ ଦୁଇ…
ଗଞ୍ଜାମ ଜିଲ୍ଲାରେ ଗୋଟେ ପରେ ଗୋଟେ ମୁଣ୍ଡ ଗଡୁଛି :ଜିଆରଏସ ଙ୍କୁ ହତ୍ୟା…
ପୁରୁଷୋତ୍ତମପୁର :୪-୧୦ ଗଞ୍ଜାମ ଜିଲ୍ଲାରେ ଥମୁନି ହତ୍ୟାକାଣ୍ଡ ଘଟଣା ଏକ ସପ୍ତାହ ରେ ତିନି ମୁଣ୍ଡ ଗଡ଼ିଲାଣି। ବେଗୁନିଆପଡ଼ା ବ୍ଳକ ବୁରୁଝରି ପଞ୍ଚାୟତର କନିଆରିବାଡିରେ ଜଣକୁ ହତ୍ୟା ରକ୍ତ ଜୁଡୁବୁଡୁ ଅବସ୍ଥାରେ ମୃତ ଦେହ ଉଦ୍ଧାର ହୋଇଛି। ମୃତକ ଜଣକ ହେଉଛନ୍ତି ସୁଶୀଲ କୁମାର ମହାନ୍ତି ସାନ!-->!-->!-->…
ସାଧାରଣ ନିରୀହ ଲୋକଙ୍କ ସହିତ ଖେଳୁଛି ଟାଟା ପାୱାର
ନିମାପଡା ୦୪/୧୦ : ବିଦୂତ୍ ତାର ଲାଗି ବିଭିନ୍ନ ଅଞ୍ଚଳରେ ଲୋକେ ମୃତ୍ୟୁ ମୁଖରେ ପଡ଼ୁଥିବା ଶୁଣିବାକୁ ମିଳୁଥିବା ବେଳେ ତଥାପି ବିଦୁଟ୍ ବିଭାଗ ର ନିଦ ନଭାଙ୍ଗି ବାକୁ ନେଇ ସାଧାରଣ ରେ ଚର୍ଚ୍ଚା ର ବିଷୟ ପାଲଟିଛି।ପୁରୀ ଜିଲ୍ଲା ନିମାପଡ଼ା ରେ ଦେଖିବାକୁ ମିଳିଛି ଏମିତି ଅନେକ ଦୃଶ୍ୟ। ନିମାପଡା!-->…
କେନ୍ଦ୍ର ରେଳ ଓ ବୟନଶିଳ୍ପ ରାଷ୍ଟ୍ର ମନ୍ତ୍ରୀ ଦର୍ଶନା ଯୋରଦଷଙ୍କ ଦୁଇ ଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତ…
ବ୍ରହ୍ମପୁର : କେନ୍ଦ୍ର ରେଳ ଓ ବୟନଶିଳ୍ପ ରାଷ୍ଟ୍ର ମନ୍ତ୍ରୀ ଦର୍ଶନା ଯୋରଦଷଙ୍କ ଦୁଇ ଦିନିଆ ଗଞ୍ଜାମ ଜିଲ୍ଲା ଗସ୍ତ କାର୍ଯ୍ୟକ୍ରମ ରହିଛି । ୪ ତାରିଖ ଦିନ ଖଲ୍ଲିକୋଟ,କଦୋଳା ଏବଂ ପୋଲସରା ଗସ୍ତ କରି ବିଭିନ୍ନ ଦଳୀୟ କାର୍ଯ୍ୟକ୍ରମ ସହ ମୋ' ମାଟି ମୋ' ଦେଶ କାର୍ଯ୍ୟକ୍ରମରେ ଯୋଗ ଦେବେ ।!-->…