Sign in
Sign in
Recover your password.
A password will be e-mailed to you.
ଦିନକ ପୂର୍ବରୁ ସରିଲା ମୌସୁମୀ ଅଧିବେଶନ, ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହ ମୁଲତବୀ…
ଭୁବନେଶ୍ବର : ସରିଲା ମୌସୁମୀ ଅଧିବେଶନ । ଦିନକ ପୂର୍ବରୁ ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଗୃହକୁ ମୁଲତବୀ କରାଯାଇଛି । ମୌସୁମୀ ଅଧିବେଶନ ବେଶ ସରଗରମ ରହିଥିଲା । ଗତ ୨୨ରୁ ବିଧାନସଭା ଅଧିବେଶନ ଆରମ୍ଭ ହୋଇଥିଲା । ୨୮ ହଜାର ୨୦୦ କୋଟି ଟଙ୍କାର ବଜେଟ୍ ଉପସ୍ଥାପନ…
କେନ୍ଦ୍ରାପଡ଼ା ରସାବଳିକୁ ଜିଆଇ ମାନ୍ୟତା…
ଭୁବନେଶ୍ବର: କେନ୍ଦ୍ରାପଡା ସହ ସାରା ଓଡିଶା ପାଇଁ ଖୁସି ଖବର। କେନ୍ଦ୍ରାପଡ଼ାର ପ୍ରସିଦ୍ଧ ମିଠା ରସାବଳିକୁ ମିଳିଲା ଜିଆଇ ଟ୍ୟାଗ ମାନ୍ୟତା। କେନ୍ଦ୍ରାପଡ଼ା ମିଷ୍ଟାନ୍ନ ରସାବଳି ସଂଘର ଆବେଦନକୁ ମଞ୍ଜୁରୀ କରାଯିବା ସହ ଜିଆଇ ମାନ୍ୟତା ପ୍ରଦାନ କରାଯାଇଛି। ଗୁଣବତ୍ତା ଓ ମାନ ଯାଞ୍ଚ ପରେ…
ଜଳେଶ୍ୱର ଜିକେ ଭଟ୍ଟର ମେଡିକାଲରେ ପଶିଲା ପାଣି
ଜଳେଶ୍ବର: ହସ୍ପିଟାଲରେ ଲହଡି ଭାଙ୍ଗୁଛି ପାଣି । ରୋଗୀ ସେବା ବାଧାପ୍ରାପ୍ତ । ବାଲେଶ୍ବର ଜିଲ୍ଲା ଜଳେଶ୍ବର ବ୍ଳକ ଜିକେ ଭଟ୍ଟର ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ବର୍ଷା ପାଣି ଲହଡି ଭାଙ୍ଗୁଛି । ହନ୍ତସନ୍ତ ହେଉଛନ୍ତି ରୋଗୀ । ଲଘୁଚାପ ପ୍ରଭାବରେ ଗତକାଲି ରାତିରୁ ପ୍ରବଳ…
ଔଷଧ ଅଭାବ ହେତୁ ନୁହେଁ; ରୋଗୀ ଶେଷ ପର୍ଯ୍ୟାୟରେ ଆସୁଥିବାରୁ ମୃତ୍ୟୁ ହୋଇଛି: ମହାରାଷ୍ଟ୍ର ହସ୍ପିଟାଲ୍…
ମୁମ୍ବାଇ: ମହାରାଷ୍ଟ୍ରର ନାଣ୍ଡେଡ଼ ଜିଲ୍ଲା ସରକାରୀ ହସ୍ପିଟାଲ୍ରେ ପୁଣି ୭ ଜଣଙ୍କର ମୃତ୍ୟୁ ଘଟି ମୃତକଙ୍କ ସଂଖ୍ୟା ୩୧ରେ ପହଞ୍ଚିଛି। ହସ୍ପିଟାଲ୍ରେ ଔଷଧ ଅଭାବରୁ ମୃତ୍ୟୁ ହେଉଥିବା ଅଭିଯୋଗ ହୋଇଥିବା ବେଳେ ଏହାକୁ ଖଣ୍ଡନ କରିଛନ୍ତି ଡାକ୍ତରଖାନା…
୨୦୨୪ ନିର୍ବାଚନ ଓଡ଼ିଶାରେ ଫୁଲ୍ ଦମରେ ଲଢ଼ିବ ବିଜେପି : ଅନୁରାଗ ଠାକୁର…
ଭୁବନେଶ୍ୱର: ଏଥର ଓଡ଼ିଶାରେ ଫୁଲ ଦମରେ ଲଢିବ ବିଜେପି । ଭଲ ଫଳ ମଧ୍ୟ କରିବ । ଦଳୀୟ କର୍ମକର୍ତ୍ତାଙ୍କ ଦମରେ ଲଢିବ ବିଜେପି । ଓଡ଼ିଶାରେ ମୋଦିଙ୍କ ଲୋକପ୍ରିୟତା ବଢୁଛି । ଓଡ଼ିଶାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯେତିକି ଗୁରୁତ୍ୱ ଦେଉଛନ୍ତି ଏବଂ ଦେଇଛନ୍ତି ୭୫ ବର୍ଷ ମଧ୍ୟରେ…
ଯୁବକଙ୍କ ଅଭାବନୀୟ କାଣ୍ଡ, ବିଷ ପିଇ ମରିବା ପୂର୍ବରୁ କଲେ ଭିଡିଓ…
ବାଲେଶ୍ବର: ଏବେ ଜୀବନ ହାରିବା ଯେମିତି ଏକ ଟ୍ରେଣ୍ଡ ପାଲଟିଛି। ପୁଣି ଆତ୍ମହତ୍ୟା ପୂର୍ବରୁ ଭିଡିଓ କରିବାର ନିଶା ବି କିଛି କମ୍ ନୁହେଁ । ଏବେ ଜଣେ ଯୁବକ ବିଷ ପିଇ ଆତ୍ମହତ୍ୟା କରୁଥିବା ଦୃଶ୍ୟ ସାମାଜିକ ଗଣମାଧ୍ୟମରେ ଘୂରି ବୁଲୁଛି । ଘଟଣା ସ୍ଥାନୀୟ ଅଞ୍ଚଳରେ…
UGC ଜାରି କଲା ନକଲି ବିଶ୍ୱବିଦ୍ୟାଳୟ ତାଲିକା…
ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ ବା ୟୁଜିସି ନକଲି ବିଶ୍ୱବିଦ୍ୟାଳୟର ତାଲିକା ଜାରି କରିଛି । ୟୁଜିସି ରାଜ୍ୟ ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗ ଏବଂ ପ୍ରମୁଖ ସଚିବଙ୍କୁ ରାଜ୍ୟରେ ଥିବା ନକଲି ସଂସ୍ଥା ପ୍ରତି କାର୍ଯ୍ୟାନୁଷ୍ଠାନ ନେବାକୁ କହିଛି । ଦେଶର ଅନେକ ରାଜ୍ୟରେ…
ରାଜ୍ୟର ୫ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା…
ଭୁବନେଶ୍ୱର: ଗତକାଲି (ସୋମବାର) ଦକ୍ଷିଣ-ପଶ୍ଚିମ ଝାଡ଼ଖଣ୍ଡ ଏବଂ ଏହାର ସଂଲଗ୍ନ ଉତ୍ତର ଛତିଶଗଡ଼ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଏବେ ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ଆଖପାଖ ଅଞ୍ଚଳରେ ରହିଛି ଏବଂ ସମୁଦ୍ର ପତନଠାରୁ ୭.୬ କିଲୋମିଟର ଉଚ୍ଚତା ସହିତ ଦକ୍ଷିଣ ଦିଗକୁ…
ରାମସେତୁକୁ ଜାତୀୟ ସ୍ମାରକୀ ଭାବେ ମାନ୍ୟତା ଦେବାକୁ ଆବେଦନ ଖାରଜ କଲେ ସୁପ୍ରିମ୍କୋର୍ଟ…
ନୂଆଦିଲ୍ଲୀ: ରାମସେତୁକୁ ଜାତୀୟ ସ୍ମାରକୀ ଘୋଷଣା କରିବା ଏବଂ ସେହି ସ୍ଥାନରେ ପାଚେରି ନିର୍ମାଣ ପାଇଁ ନିର୍ଦ୍ଦେଶ ଦେବା ପାଇଁ ଆଗତ ହୋଇଥିବା ଆବେଦନର ଶୁଣାଣି କରିବାକୁ ସୁପ୍ରିମ୍କୋର୍ଟ ମନା କରିଦେଇଛନ୍ତି। ତାମିଲନାଡୁର ଦକ୍ଷିଣ-ପୂର୍ବ ଉପକୂଳରେ ଥିବା ପମ୍ବାନ୍…
ମଲରେ ନାବାଳକର ଆଖିବୁଜା ଗୁଳିଚାଳନା, ୪ ମୃତ…
ଥାଇଲାଣ୍ଡ ରାଜଧାନୀ ବ୍ୟାଙ୍କକର ଏକ ବିଳାସପୂର୍ଣ୍ଣ ମଲରେ ଅଘଟଣ। ଜଣେ ୧୪ ବର୍ଷୀୟ ନାବାଳକର ଆଖିବୁଜା ଗୁଳିଚାଳନାରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ କେତେ ଜଣ ଆହତ ମଧ୍ୟ ହୋଇଛନ୍ତି। ଗୁଳି ଶବ୍ଦ ହେବା ପରେ ଅଧିକାଂଶ ଲୋକେ ଭୟରେ…