ସାଇବର ଅପରାଧ ବିରୁଦ୍ଧରେ ଏକ ବଡ଼ ସଫଳତା

ରାଉରକେଲା, ୩୦ ଜୁନ୍ (ନିସର୍ତ୍ତ ନ୍ୟୁଜ): ସାଇବର ଅପରାଧ ବିରୁଦ୍ଧରେ ରାଉରକେଲା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଆଇନ ପ୍ରବର୍ତ୍ତନ ଅଧିକାରୀଙ୍କ ମିଛ ପରିଚୟ ଦେଇ ଜଣେ ରାଉରକେଲା ବାସିନ୍ଦାଙ୍କ ଠାରୁ ୧୪.୩୬ ଲକ୍ଷ ଟଙ୍କା ଠକେଇ ସହିତ ଜଡିତ ଏକ "ଡିଜିଟାଲ ଗିରଫ" (ଡିଜିଟାଲ ଆରେଷ୍ଟ) ସାଇବର…

ବଢିଲା ରବି ଧାନ ସଂଗ୍ରହ ଅବଧି, ଚାଷୀଙ୍କୁ ଆଶ୍ୱସ୍ତୀ

ଭୁବନେଶ୍ୱର: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ୨୦ ଲକ୍ଷ ମେଟ୍ରିକ୍ ଟନ ଧାନ ସଂଗ୍ରହ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ ସରକାର। ଏଯାଏ ୧୮.୭୯ ଲକ୍ଷ ମେଟ୍ରିକ୍ ଟନ ଧାନ ସଂଗ୍ରହ…

ଚଢା ଦରରେ ସାର ବିକ୍ରି ବିରୋଧରେ ରାଇଘରରେ କୃଷକଙ୍କ ତୀବ୍ର ପ୍ରତିବାଦ

ଉମରକୋଟ / ରାଇଘର : ନବରଙ୍ଗପୁର ଜିଲ୍ଲାର ରାଇଘର ବ୍ଲକ ଅଞ୍ଚଳରେ ସାରର ଅଭାବ ଏବଂ ଚଢା ଦରରେ ସାର ବିକ୍ରି ହେଉଥିବା ଅଭିଯୋଗକୁ ନେଇ କୃଷକମାନଙ୍କ ମଧ୍ୟରେ ଅସନ୍ତୋଷ ତୀବ୍ର ରୂପ ଧାରଣ କରିଛି। ଚାଷ ଋତୁ ଆରମ୍ଭ ହୋଇଥିବା ବେଳେ ଆବଶ୍ୟକୀୟ ସାର ଯଥେଷ୍ଟ ପରିମାଣରେ ଉପଲବ୍ଧ ନହେବା ଓ କେତେକ…

ପେଟ୍ରୋଲ ଢାଳି ନାବାଳିକାକୁ ପୋଡିବାକୁ ଉଦ୍ୟମ

ଭଦ୍ରକ: ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତରେ ଅଭାବନୀୟ ଘଟଣା। ବିବାହିତ ପୁରୁଷର ଏକତରଫା ପ୍ରେମରୁ ଉନ୍ମତ୍ତ କାଣ୍ଡ। ନାବାଳିକାକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ। ଉକ୍ତ ଯୁବକକୁ ଧରି ପୋଲିସରେ ଜିମା ଦେଲେ ଗ୍ରାମବାସୀ। ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର ଜଣେ ୧୫ ବର୍ଷୀୟା…

ବଜ୍ରାଘାତରେ ଗୋଟିଏ ଗାଈ ଏବଂ ଗୋଟିଏ ବଳଦ ମୃତ

ବିରମିତ୍ରପୁର : ସୁନ୍ଦରଗଡ ଜିଲ୍ଲାର କୁଆଁରମୁଣ୍ଡା ବ୍ଲକ ଅନ୍ତର୍ଗତ ଅଣ୍ଡାଳି ଜାମ୍ବାହାଲ ପଞ୍ଚାୟତ ଅଧିନସ୍ତ ଦୁଲହପୁର ବାସୁବେଡା ଖଡିଆ ଟୋଲୀର ମହେଶ ବାଘୱାରଙ୍କ ଗତ କାଲି ରାତ୍ର ପ୍ରାୟ ୧୦ ଘଟିକା ସମୟରେ ବଜ୍ରାଘାତରେ ଗୋଟିଏ ଗାଇ ଏବଂ ଗୋଟିଏ ବଳଦର ମୃତ୍ୟୁ ଘଟିଛି | ମହେଶ ବାଘୱାର ଆଜି…

କମିଲା ସୁନା ଓ ରୁପା ଦର

ଭୁବନେଶ୍ୱର: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁଁ ଗତ କିଛି ମାସ ଧରି ଲଗାତାର ସୁନା ଓ ରୁପାର ମୂଲ୍ୟ ବଢିଚାଲିଥିଲା। ଗ୍ରାହକଙ୍କ ଚିନ୍ତାର ବିଷୟ ପାଲଟିଥିଲା ସୁନା ଦର। ସୁନା ଓ ରୁପା ଦରରେ ଲଗାତାର ଉତ୍ଥାନ-ପତନ ଦେଖିବାକୁ ମିଳୁଛି। କିଛିଦିନ ପୂର୍ବରୁ ରେକର୍ଡ ସ୍ତରରେ ପହଞ୍ଚିଥିବା ସୁନା ଓ ରୁପାର…

ବିଜେଡି ପକ୍ଷରୁ ବିଧାୟକ ରୋହିତ ଯୋଶେଫ୍ ତିର୍କୀଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ବୀରମିତ୍ରପୁର (ନିସର୍ତ୍ତ ନ୍ୟୁଜ): ଓଡ଼ିଶା ବିଧାନସଭାର ନୂତନ କମିଟିରେ ବୀରମିତ୍ରପୁର ବିଧାୟକ ରୋହିତ ଯୋଶେଫ୍ ତିର୍କୀଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ମିଳିଛି। ତାଙ୍କୁ ବିଧାନସଭାର ସ୍ଥାୟୀ କମିଟି-VII, ଭାଷାଗତ ସଂଖ୍ୟାଲଘୁ କମିଟି ଏବଂ ପାଠାଗାର କମିଟିର ସଦସ୍ୟ ଭାବେ ମନୋନୀତ…

ସୁଇମିଂ ପୁଲ୍‌ରେ ବୁଡ଼ି ଯୁବତୀ ମୃତ, ହତ୍ୟା ଅଭିଯୋଗ ଆଣିଲା ପରିବାର

ପୁରୀ: ସୋମବାର ରାତିରେ ପୁରୀର ଏକ ହୋଟେଲରେ ଥିବା ସୁଇମିଂ ପୁଲରେ ଗାଧୋଇବା ବେଳେ ବୁଡ଼ି ଗଲେ ଜଣେ ୨୫ ବର୍ଷୀୟା ଯୁବତୀ। ମୃତକ ହେଲେ ସୁମିତ୍ରା ମହାପାତ୍ର ଓରଫ ମାମା। ସେ ଗୌଡାବାଡା ସାହିର ବାସିନ୍ଦା। ପୁଲିସ ଜିଲ୍ଲା ମୁଖ୍ୟଚିକିତ୍ସାଳୟରେ ଶବ ଜବତ କରି ବ୍ୟବଚ୍ଛେଦ ଲାଗି ସଂରକ୍ଷଣ ଗୃହରେ…

ଖଣ୍ଡଗିରି ହତ୍ୟାକାଣ୍ଡ: ପୁଅ ପରେ ଡାକ୍ତରଖାନାରେ ଆଖି ବୁଜିଲେ ବାପା

ଭୁବନେଶ୍ୱର: ଖଣ୍ଡଗିରି ହତ୍ୟାକାଣ୍ଡ ମାମଲା। AIIMSରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଲେ ବାପା। ପୂର୍ବରୁ ପୁଅ କୃଷ୍ଣ ପାଢ଼ୀର ମୃତ୍ୟୁ ହୋଇଥିବା ବେଳେ ବଞ୍ଚାଇବାକୁ ଯାଇ ବାପା ଗୁରୁତର ହୋଇ ଏମ୍ସରେ ଚିକିତ୍ସା ହେଉଥିଲେ। ତେବେ ଆଜି ଚିକିତ୍ସାଧୀନ ଅବସ୍ଥାରେ କୃଷ୍ଣ ପାଢ଼ୀଙ୍କର ବାପା ଆଖି…