ଇସ୍କନ ଦେଶର ସବୁଠୁ ବଡ ଠକ ସଂଗଠନ : ମାନେକା ଗାନ୍ଧି

ବିଜେପି ସାଂସଦ ମାନେକା ଗାନ୍ଧି ‘ଇଣ୍ଟରନ୍ୟାସନାଲ ସୋସାଇଟି ଫର୍‌ କୃଷ୍ଣ କନସିଓସାନସ ଇସ୍କନ ଉପରେ ଅଭିଯୋଗ କରିଛନ୍ତି । ଇସ୍କନକୁ ଦେଶର ସବୁଠାରୁ ବଡ ଠକ ସଂଗଠନ ବୋଲି କହିଛନ୍ତି ମାନେକା ଗାନ୍ଧି । ମାନେକା ଅଭିଯୋଗ କରିଛନ୍ତି ଯେ, ଇସ୍କନ ନିଜ ଗୋଶାଳାରୁ ଗାଈମାନଙ୍କୁ…

ଚୋରି ମୋବାଇଲ୍ ଭାଗବଣ୍ଟା ବେଳେ ପାଟିତୁଣ୍ଡ, ଜଣେ ନାବାଳକର ମୃତ୍ୟୁ…

ସମ୍ବଲପୁର: ଚୋରି ମୋବାଇଲ ଭାଗବଣ୍ଟାକୁ ନେଇ ସୃଷ୍ଟି ହୋଇଥିବା ଅସନ୍ତୋଷରୁ ଜଣେ ନାବାଳକର ମୃତ୍ୟୁ ହୋଇଛି। ମଙ୍ଗଳବାର ସମ୍ବଲପୁର ସହରରେ ଚୋରି ମୋବାଇଲ ବାଣ୍ଟିବାକୁ ନେଇ ବିବାଦ ଦେଖାଦେବା ପରେ ଏକ ମୋବାଇଲ୍ ଚୋର ଗ୍ୟାଙ୍ଗ୍ ଜଣେ ସଦସ୍ୟଙ୍କୁ ହତ୍ୟା କରିଥିବା ଅଭିଯୋଗ ହୋଇଛି।…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ଗୋଷ୍ଠୀ ମଧ୍ୟରେ ସଂଘର୍ଷ, ୬ ଆହାତ…

ଆଠଗଡ଼: ତିଗିରିଆ ଥାନା ଅନ୍ତର୍ଗତ ଖଣ୍ଡହତା ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ଉଭୟ ଗୋଷ୍ଠୀ ପକ୍ଷରୁ ୬ ଜଣ ଆହାତ ହୋଇଥିବା ସୂଚନା ରହିଛି। ସମସ୍ତ ଆହାତଙ୍କୁ ତିଗିରିଆ ମେଡିକାଲରେ ଭର୍ତ୍ତି କରାଯାଇ ଥିବା ବେଳେ ଦୁଇ ଜଣଙ୍କୁ…

ରାଜ୍ୟର ୨୮ ହଜାର ଗାଁକୁ ଏବେ ବି ପାଇପ୍ ଯୋଗେ ପାଣି ସଂଯୋଗ ହୋଇପାରିନି…

ଭୁବନେଶ୍ୱର: ପାନୀୟ ଜଳ ମନ୍ତ୍ରୀ ପ୍ରଦୀପ କୁମାର ଅମାତ ମଙ୍ଗଳବାର ବିଧାନସଭାରେ କହିଛନ୍ତି ଯେ, ଓଡ଼ିଶାର ୨୮ ହଜାର ଗାଁକୁ ଏଯାବତ ପାଇପ୍ ଯୋଗେ ଜଳ ଯୋଗାଣ ହୋଇପାରିନାହିଁ। କଂଗ୍ରେସ ବିଧାୟକ ନରସିଂହ ମିଶ୍ରଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ସେ କହିଛନ୍ତି, ସେପ୍ଟେମ୍ବର ୨୨ ତାରିଖ…

ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ଜଣ ସ୍କ୍ରବ ଟାଇଫସ୍ ରୋଗୀ ଚିହ୍ନଟ, ୨୫୦ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା…

ସୁନ୍ଦରଗଡ଼: ରାଜ୍ୟରେ ବଢୁଛି ସ୍କ୍ରବ ଟାଇଫସ ଆତଙ୍କ । ସୁନ୍ଦରଗଡ ଜିଲ୍ଲାରେ ବଢ଼ିବାରେ ଲାଗିଛି ସ୍କ୍ରବ ଟାଇଫସ ଆକ୍ରାନ୍ତଙ୍କ ସଂଖ୍ୟା। ବର୍ତ୍ତମାନ ଜିଲ୍ଲାରେ ଆକ୍ରାନ୍ତ ସଂଖ୍ୟ ୨୫୦କୁ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ସୁନ୍ଦରଗଡ଼ ଜିଲ୍ଲାରେ ଆଉ ୬ ଜଣ ସ୍କ୍ରବ…

ଆଇଏଏସ ଅଧିକାରୀ ରିଙ୍କୁ ଦୁଗାଙ୍କୁ ବାଧ୍ୟତାମୂଳକ ଅବସର…

ଆଇଏଏସ୍ ଅଧିକାରୀ ରିଙ୍କୁ ଦୁଗାଙ୍କୁ ବାଧ୍ୟତାମୂଳକ ଅବସର ଦେଲେ ସରକାର। ଅଧିକାରୀଙ୍କ କ୍ୟାରିୟର ରେକର୍ଡକୁ ଆଧାର କରି ଏହି ନିଷ୍ପତ୍ତି ନିଆଯାଇଛି। ଗତ ବର୍ଷ ହୋଇଥିଲା ବଦଳି। 1994-ବ୍ୟାଚ୍ AGMUT(ଅରୁଣାଚଳ ପ୍ରଦେଶ, ଗୋଆ, ମିଜୋରାମ, ୟୁନିଅନ୍ ଟେରିଟୋରି)…

ଆଇଏନଏସ ଚିଲିକାରୁ ପାସ୍ ହେଲେ ୨,୮୯୫ ଜଣ ଅଗ୍ନିବୀର…

ଭୁବନେଶ୍ୱର: ଆଇଏନ୍ଏସ୍ ଚିଲିକାରୁ ମଙ୍ଗଳବାର ୪୪୮ ଜଣ ମହିଳାଙ୍କ ସମେତ ୨,୮୯୫ ଜଣ ଅଗ୍ନିବୀର ଉତ୍ତୀର୍ଣ୍ଣ ହୋଇଛନ୍ତି। ଦକ୍ଷିଣ ନୌସେନା କମାଣ୍ଡର ଫ୍ଲାଗ ଅଫିସର କମାଣ୍ଡିଂ-ଇନ୍-ଚିଫ ଭାଇସ ଆଡମିରାଲ ଏମ. ଏ. ହାମ୍ପିହୋଲି ପାସିଂ ଆଉଟ୍ ପରେଡର ସମୀକ୍ଷା କରିଥିଲେ। ଏହି କାର୍ଯ୍ୟକ୍ରମରେ…

ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ

ପୁରୀ : ଆଜି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଳିବାମନ ବେଶ। ଗତକାଲି ଶ୍ରୀମନ୍ଦିରରେ ବାମନ ଜନ୍ମ ନୀତି ସମ୍ପର୍ଣ୍ଣ ହେବା ପରେ ଆଜି ମହାପ୍ରଭୁଙ୍କ ବଳିବାମନ ବେଶ ଅନୁଷ୍ଠିତ ହେବ । ବାମନ ରୂପୀ ବାଳକ ରୂପରେ ମହାପ୍ରଭୁ ରତ୍ନ ସିଂହାସନରେ ଉଭା ହେବେ । ଶ୍ରୀବଳଭଦ୍ର ରାଜବେଶ ଧାରଣ କରିବାକୁ…

ଛତ୍ରପୁର ଡିଷ୍ଟ୍ରିବ୍ୟୁଟର ଆସୋସିଏସନ ପକ୍ଷରୁ ରକ୍ତଦାନ ଶିବିର : ୯୧ୟୁନିଟ ରକ୍ତ ସଂଗ୍ରହ…

ଛତ୍ରପୁର : ବ୍ରହ୍ମପୁର ଭଣ୍ଡାରରେ ରକ୍ତର ଘୋର ଅଭାବକୁ ଦୃଷ୍ଟିରେ ରଖି ଛତ୍ରପୁର ଡିଷ୍ଟ୍ରିବ୍ୟୁଟର ଆସୋସିଏସନ ପକ୍ଷରୁ ଏକ ରକ୍ତଦାନ ଶିବିର ଆୟୋଜନ କରି ଅନ୍ୟ ମାନଙ୍କ ନିମନ୍ତେ ଏକ ଉଦାରଣ ସାଜିଛନ୍ତି । ପ୍ରଥମେ ସଦସ୍ୟ ମାନେ ଆସୋସିଏସନ କୁ ସ୍ୱିକୃତି ପ୍ରାପ୍ତ ପଂଜିକୃତ କରି ସମସ୍ତେ ଏକ

ବନାନୀ କଳାସଙ୍ଗମ ପକ୍ଷରୁ ଛତିଶ ତମ ପ୍ରତିଷ୍ଠା ଦିବସ ପାଳିତ…

ଫୁଲବାଣୀ : ଫୁଲବାଣୀ ର ଅଗ୍ରଣୀ କଳା ଓ ସାଂସ୍କୃତିକ ଅନୁଷ୍ଠାନ ବନାନୀ କଳା ସଙ୍ଗମ ପକ୍ଷରୁ ମଙ୍ଗଳବାର ଚ୍ଛତିଶ ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଥିଲା l ଏହି ଅବସରରେ ବନାନୀ ର ସଭାପତି ତଥା ବରିଷ୍ଠ ସାମ୍ବାଦିକ ଡଃ. ଅରୂପ ଜେନା ଙ୍କ ସଭାପତିତ୍ଵ ରେ ଆୟୋଜିତ ସଭାରେ ମୁଖ୍ୟ ଅତିଥି ଭାବରେ