ସୁନା ଦୋକାନରୁ ସଶସ୍ତ୍ର ଡକାୟତି, ନେଇଗଲେ ୨୫ ଲକ୍ଷ ଟଙ୍କାର ଅଳଙ୍କାର…

ସମ୍ବଲପୁର : ସମ୍ବଲପୁର ସଦର ଥାନା ଅନ୍ତର୍ଗତ ମାନେଶ୍ଵର ଛକ ନିକଟରେ ଥିବା ଏକ ସୁନା ଦୋକାନରୁ ଆଜି ସଶସ୍ତ୍ର ଡକାୟତି ହୋଇଛି। ଡକାୟତମାନେ ପ୍ରାୟ ୨୫ ଲକ୍ଷ ଟଙ୍କା ସୁନା ଓ ରୁପା ଅଳଙ୍କାର ନେଇଯାଇଥିବା ଅଭିଯୋଗ ହୋଇଥିବା ବେଳେ ସଦର ଥାନା ପୁଲିସ୍ ଘଟଣାର ତଦନ୍ତ କରୁଛି। ସୁନା ଦୋକାନ…

ଯାଂଚ ବେଳେ ଧରାପଡିଲେ ଡ୍ରାଇଭର, ମଦ ପିଇ ଚଳାଉଥିଲେ ବସ, ଭୁବନେଶ୍ୱରରୁ ହାଇଦ୍ରାବାଦ ଯାଉଥିଲା ବସ…

ଛତ୍ରପୁର : ଗଂଜାମ ଜିଲ୍ଲା TXରେ ରାଜ୍ୟରେ ସବୁଠି ଅଧିକ ଲୋକ ସଡକ ଦୃର୍ଘଟଣାରେ ମୃତ୍ୟୁ ହୋଇଥାନ୍ତି । ଏହାକୁ ରୋକିବା ନେଇ କଡାକାଡି ଯାଂଚ କରାଯାଉଛି । ଗଞ୍ଜାମ ଏସପି ଜଗମୋହନ ମିନା ନିଜ ନିଜ ଅଚଂଳର ଥାନା ଅଧିକାରୀମାନଙ୍କୁ ମଧ୍ୟ କଡାକାଡି ଯାଂଚ ପାଇଁ ନିର୍ଦ୍ଦେଶ ଦେଇଛନ୍ତି । ବିଶେଷକରି

ମଧ୍ୟପ୍ରଦେଶ, ଛତିଶଗଡ଼ ଓ ତେଲେଙ୍ଗାନାରେ ଜିତିବ କଂଗ୍ରେସ: ରାହୁଲ

ନୂଆଦିଲ୍ଲୀ: ଆଗାମୀ ବିଧାନସଭା ନିର୍ବାଚନକୁ ନେଇ ରାଜନେତାଙ୍କ ମଧ୍ୟରେ ଆରମ୍ଭ ହେଲାଣି ଅଙ୍କ କସା। କିଏ କେଉଁ ଆସନରେ ଜିତିବ ସେନେଇ ଅନୁମାନ ମଧ୍ୟ କଲେଣି ଅନେକ ରାଜନେତା। ଏହାରି ଭିତରେ କଂଗ୍ରେସ ନେତା ତଥା ଦଳର ଲୋକସଭା ସଦସ୍ୟ ରାହୁଲ ଗାନ୍ଧୀ ରବିବାର ରାଜଧାନୀ…

ହୋଟେଲ୍‌ରେ ଗ୍ୟାସ୍ ଲିକ୍ ହୋଇ ଅଗ୍ନିକାଣ୍ଡ, ୩ ଗୁରୁତର

ବାଲେଶ୍ୱର ଜିଲ୍ଲା ବସ୍ତା ଥାନା ଅନ୍ତର୍ଗତ ଅମର୍ଦ୍ଦା ରୋଡ୍ ସ୍ଥିତ ନନା ହୋଟେଲ୍‌ରେ ଗ୍ୟାସ୍‌ ଲିକ୍‌ରୁ ଅଗ୍ନିକାଣ୍ଡ ଘଟି ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବସ୍ତା ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଅଗ୍ନିଶମ ବିଭାଗ କର୍ମଚାରୀମାନେ ପହଞ୍ଚି ନିଆଁ…

ଆଇସିଏମଆରର ନୂଆ ଷ୍ଟଡି: ପ୍ରଭାବହୀନ ହେଉଛି ଆଂଟିବାୟୋଟିକ…

ମୁମ୍ବାଇ: ଆଇସିଏମଆରର ନୂତନ ଷ୍ଟଡିରେ ଏକ ଚିନ୍ତାଜନକ ତଥ୍ୟ ସମ୍ମୁଖକୁ ଆସିଛି । ନିମୋନିଆ ଓ ସେପ୍ସସିସ ପରି ରୋଗ ପାଇଁ ବ୍ୟବହାର କରାଯାଉଥିବା ଆଂଟିବାୟୋଟିକ ଏବେ ପ୍ରଭାବହୀନ ହେଉଛି । ଆଂଟିବାୟୋଟିକର ଭୂଲ ପ୍ରୟୋଗ ଏହାର ଏକ କାରଣ ଭାବେ ବିବେଚନା କରାଯାଉଛି । ଆଂଟିଭାଇରାଲ ଓ ଆଂଟିଫଂଗଲ…

ପୋଖରୀପୁଟ ଝାରପୋଖରୀରେ ବୁଡ଼ି ଦୁଇ ଛାତ୍ରଙ୍କ ମୃତ୍ୟୁ…

ଭୁବନେଶ୍ବର: ପୋଖରୀରେ ବୁଡ଼ି ସଲିଳ ସମାଧି । ପୋଖରୀରେ ବୁଡ଼ି ଦୁଇ ଛାତ୍ରଙ୍କ ମୃତ୍ୟୁ ହୋଇଛି। ଭୁବନେଶ୍ବର ଏୟାରଫିଲ୍ଡ ଥାନା ପୋଖରୀପୁଟ ଝାରପୋଖରୀରେ ଏହି ଘଟଣା ଘଟିଛି। ମୃତକମାନେ ହେଲେ ଗଣ୍ଡମୁଣ୍ଡା ସ୍କୁଲର ରାକେଶ ମହାରଣା ଓ ୟୁନିଟ୍-୮ ବାଳକ ଉଚ୍ଚ ବବିଦ୍ୟାଳୟର ଶୁଭମ…

ନାଗପୁରରେ ପ୍ରବଳ ବର୍ଷା, ୫ ଜଣଙ୍କର ମୃତ୍ୟୁ…

ମହାରାଷ୍ଟ୍ର: ମହାରାଷ୍ଟ୍ର ନାଗପୁରରେ ପ୍ରବଳ ବର୍ଷା। ବର୍ଷା ଯୋଗୁଁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛି । ବସ୍‌ ଡିପୋ ଏବଂ ଘରେ ଲୋକମାନେ ଫସିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ଏନଡିଆରଏଫ ଟିମ୍‌ ନିୟୋଜିତ ହୋଇଛି । ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫିଡନବିସ୍‌ ନାଗପୁର…

ବିଜେପି ପକ୍ଷରୁ ୧୦୫ ତମ “ମନ୍ କୀ ବାତ୍” କାର୍ଯ୍ୟକ୍ରମ ଶ୍ରବଣ…

ବ୍ରହ୍ମପୁର, ୨୪/୯ : ଭାରତୀୟ ଜନତା ପାର୍ଟି ପକ୍ଷରୁ ବ୍ରହ୍ମପୁର ବିଧାନସଭା ଅନ୍ତର୍ଗତ ଗୋସାଇଁନୂଆଗାଁ ମଣ୍ଡଳ ଠାରେ ଆଜି ଯଶସ୍ୱୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୧୦୫ ତମ "ମନ୍ କୀ ବାତ୍" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଗୋସାଇଁନୂଆଗାଁ ମଣ୍ଡଳ ସଭାପତି କୃଷ୍ଣ ଚନ୍ଦ୍ର

ନୀଳ ଗାଡ଼ିଆରେ ମହିଳାଙ୍କର ମୃତଦେହ ଉଦ୍ଧାର…

ପୁରୀ: ପୁରୀ ଜିଲ୍ଲା ତାଳବଣିଆରେ ଅଘଟଣ। ତାଳବଣିଆ ମଝୀ ଜଙ୍ଗଲର ନୀଳ ଗାଡ଼ିଆରେ ଏକ ମୃତଦେହ ଭାସୁଥିବା ପରିଲକ୍ଷିତ ହୋଇଛି। ଭାସୁଥିବା ମୃତଦେହଟି ଏକ ମହିଳାଙ୍କର ବୋଲି ଆନୁମାନ କରାଯାଉଛି। କିନ୍ତୁ ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ମିଳିପାରିନାହିଁ। ତେବେ ଏହି…

ଖଲିସ୍ତାନୀ ବିରୋଧରେ ଭାରତ ସରକାରଙ୍କ ବଡ ପଦକ୍ଷେପ, OCI କାର୍ଡ ହେବ ରଦ୍ଦ, ଭାରତରେ ପ୍ରବେଶ ନିଷେଧ…

ଖଲିସ୍ତାନୀଙ୍କ ବିରୋଧରେ ଭାରତ ସରକାର କଡ଼ା କାର୍ଯ୍ୟାନୁଷ୍ଠାନ ନେବା ଆରମ୍ଭ କରିଦେଇଛନ୍ତି । ଏହି କ୍ରମରେ ଭାରତ ସରକାର ଆମେରିକା, ବ୍ରିଟେନ, କାନାଡା ଏବଂ ଅଷ୍ଟ୍ରେଲିଆରେ ଥିବା ସମସ୍ତ ଖଲିସ୍ତାନୀ ଆତଙ୍କବାଦୀଙ୍କୁ ଚିହ୍ନଟ କରି ଓସିଆଇ କାର୍ଡ ରଦ୍ଦ କରିବା ସହିତ…