ଚିକିଟୀ ବିଜ୍ଞାପିତ ଅଞ୍ଚଳ ପରିଷଦରେ ଭାରତୀୟ ସ୍ୱଚ୍ଛତା ସଚେତନାରେ ଯୋଗ ଦେଲେ ସ୍କୁଲ ଛାତ୍ରଛାତ୍ରୀ

ଚିକିଟୀ : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଚିକିଟୀ ବିଜ୍ଞାପିତ ଅଞ୍ଚଳ ଦିନକୁ ଦିନ ତାର ଜନମଙ୍ଗଳ ଅଭିଯାନ ବଜାଇ ରଖିଥିବା ବେଳେ ଆଜି ପୂର୍ବାହ୍ନରେ ପ୍ଲାଷ୍ଟିକ ମୁକ୍ତ ଅଭିଯାନ କୁ ଆରମ୍ଭ କରିବା ପୂର୍ବରୁ ଏକ ସଚେତନା ରାଲି ଛାତ୍ର, ଛାତ୍ରୀ ମାନକୁ ଧରି ଆରମ୍ଭ କରିଥିଲେ। ଏହି ରାଲି ପରିଷଦର

ସ୍ଵଳ୍ପ ସଞ୍ଚୟ ଅଭିକର୍ତ୍ତାଙ୍କ ଆର୍ଥିକ ସାକ୍ଷରତା ଶିବିର

ବ୍ରହ୍ମପୁର : ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ସ୍ଵଳ୍ପ ସଞ୍ଚୟ ଓ ଆର୍ଥିକ ସେବା ବିଭାଗ ତରଫରୁ ସ୍ଥାନୀୟ ରାଜସ୍ବ ଡାକ ବଙ୍ଗଳା ସମ୍ମିଳନୀ କକ୍ଷରେ ଆଜି ସ୍ଵଳ୍ପ ସଞ୍ଚୟ ଅଭିକର୍ତ୍ତାଙ୍କ ନିମନ୍ତେ ଏକ ଆର୍ଥିକ ସାକ୍ଷରତା ଶିବିର ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମରେ ପ୍ରଥମେ ଅତିରିକ୍ତ

ନକଲି ବିଦେଶୀ ମଦ ବେପାରୀଙ୍କୁ କାବୁକଲା ଚିକିଟୀ ଅବକାରୀ ବିଭାଗ

ଚିକିଟୀ : ଗଞ୍ଜାମ ଜିଲ୍ଲା ଅନ୍ତର୍ଗତ ଚିକିଟୀ ଅବକାରୀ ଥାନା ଅଧିନସ୍ତ ଧାନଘର ନିକଟରୁ ନକଲି ବିଦେଶୀ ମଦ ବେପାରୀଙ୍କୁ ଅବକାରୀ ବିଭାଗର ଓଆଇସି ଦଣ୍ଡ ଶବର, ଏଏସଆଇ ଲଷ୍ମୀ ରେଡ୍ଡୀ ଓ ଡ଼ି ଏସ ପି ବିଜୟ କୁମାର ଧlରୁଆଙ୍କ ମିଳିତ ଉଦ୍ୟମରେ ଚଳଚ୍ଚିତ୍ର ଢ଼ଙ୍ଗରେ ବେପାରୀଙ୍କୁ କାବୁ କରିଥିଲେ।

ଓଡିଶା ମିଳିତ ବିଦ୍ୟାଳୟ ପାଚିକା ସହାୟିକା ସଂଘର ବିକ୍ଷୋଭ ପ୍ରଦର୍ଶନ…

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ବ୍ଲକର୍ ଓଡିଶା ମିଳିତ ବିଦ୍ୟାଳୟ ପାଚିକା ସହାୟିକା ସଂଘ ପକ୍ଷରୁ ଏକ ସ୍ମାରକ ପତ୍ର ମୁଖ୍ୟମନ୍ତ୍ରୀ, ଓଡିଶା ସରକାରଙ୍କ ଉଦ୍ଦେଶ୍ୟରେ ବିଇଓଙ୍କ ଜରିଆରେ ଏକ ୧୨ ଦଫା ଦାବି ପତ୍ର ପ୍ରଦାନ କରାଯାଇଛି l ଦାବୀପତ୍ରରେ ଉଲ୍ଲେଖ ରହିଛି ପାଚିକା ମାନେ ଏହି

କୋଇକୋଣ୍ଡା ଆଶ୍ରମ ବିଦ୍ୟାଳୟରେ ଆମେ ଜାଣିବା ଆମେ ଜିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ…

କାଲିମେଳା : ଓଡ଼ିଶା ସରକାରଙ୍କ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ମାଲକାନଗିରି ଜିଲ୍ଲା କାଲିମେଳା ବ୍ଲକ ମହାରାଜପାଲ୍ଲୀ ପଞ୍ଚାୟତ କୋଇକୋଣ୍ଡା ଆଶ୍ରମ ବିଦ୍ୟାଳୟରେ ଆଜି ଆମେ ଜାଣିବା ଆମେ ଜିଣିବା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅନନ୍ତପାଲ୍ଲୀ ଏସ ଏସ ଡ଼ି

ଗଟାଙ୍ଗି ଆଶ୍ରମ ବିଦ୍ୟାଳୟରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡା ବ୍ଲକ ଅନ୍ତର୍ଗତ ଗଟାଙ୍ଗି ସ୍ଥିତ ସରକାରୀ ଆଶ୍ରମ ବିଦ୍ୟାଳୟ ଠାରେ ପିତାମାତା ସହାଭାଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ଏହି ସଭାରେ ଗୋଷ୍ଠୀ ସାମାଜିକ ସୁରକ୍ଷା ଅଧିକାରୀ ଦିନେଶ କୁମାର କହଁର ଅଧ୍ୟକ୍ଷତା କରିଥିବା ବେଳେ ମୁଖ୍ୟ ଅତିଥି ଭାବେ

ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ରକ୍ତଦାନ ଶିବିର ଆୟୋଜନ : ୩୦ ୟୁନିଟ୍ ରକ୍ତ ସଂଗୃହିତ…

ବାଲିଗୁଡା : କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ସ୍ଥିତ ଆଦିବାସୀ ମହାବିଦ୍ୟାଳୟ ପରିସରରେ ଥିବା ଜାତୀୟ ସେବା ଯୋଜନା ଆନୁକୂଲ୍ୟରେ ଶନିବାର ଏକ ରକ୍ତଦାନ ଶିବିର ଆୟୋଜନ କରାଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଅଧ୍ୟକ୍ଷ କାର୍ତ୍ତିକ ଚନ୍ଦ୍ର ସି, ଯୁବ ରେଡକ୍ରସ୍ କନ୍ଧମାଳ ଜିଲ୍ଲା ସଂଯୋଜକ

ରୋଟାରୀ କ୍ଲବ ପକ୍ଷରୁ ମା ଓ ଶିଶୁ ସୁରକ୍ଷା ସଚେତନତା…

ଫୁଲବାଣୀ : ଫୁଲବାଣୀ ରୋଟାରୀ କ୍ଲବ ପକ୍ଷରୁ ଲୁହୁରୁବାଲିସ୍ଥିତ ଅଙ୍ଗନବାଡି କେନ୍ଦ୍ର ପରିସରରେ ଶନିବାର ଆଜି ମା ଓ ଶିଶୁ ର ଯତ୍ନ ସମ୍ପର୍କିତ ଏକ ସଚେତନତା ଶିବିର ଅନୁଷ୍ଠିତ ହୋଇଥିଲା l ରୋଟାରୀ କ୍ଲବ ସଭାନେତ୍ରୀ ବୀରାଜିନି ମହାପାତ୍ର ଙ୍କ ସଭାପତିତ୍ଵ ରେ ଅନୁଷ୍ଠିତ ସଭାରେ ସମ୍ପାଦିକା

ଆଦର୍ଶ ଟାଉନ ଥାନା ର ନୂତନ ଆଇଆଇସିଙ୍କୁ ସ୍ଵାଗତ ଜଣାଇଲେ ହୋମଗାର୍ଡ ସଂଘ କର୍ମକର୍ତ୍ତା…

ଫୁଲବାଣୀ : କନ୍ଧମାଳ ଜିଲ୍ଲା, ଫୁଲବାଣୀ ସ୍ଥିତ ଆଦର୍ଶ ଟାଉନ୍ ଥାନାର ନୂତନ ଆଇଆଇସି ଭାବରେ କନକ କୁମାର ମାଝି ଯୋଗ ଦେଇଛନ୍ତି । ଏହି ପରିପ୍ରେକ୍ଷୀରେ କନ୍ଧମାଳ ଜିଲ୍ଲା ପଞ୍ଜୀକୃତ ହୋମଗାର୍ଡ ସଂଘ ଏବଂ ମାନବାଧିକାର ମିସନ କନ୍ଧମାଳ ଜିଲ୍ଲା ଶାଖାର ସମସ୍ତ କର୍ମକର୍ତ୍ତାଙ୍କ ଆଲୋଚନା ପ୍ରକାରେ

ନାଗପୁରରେ ପ୍ରବଳ ବର୍ଷା, ଜଳବନ୍ଦୀ ହୋଇ ରହିଛନ୍ତି ଅନେକ ଲୋକ…

ମହାରାଷ୍ଟ୍ର ନାଗପୁରରେ ପ୍ରବଳ ବର୍ଷା। ବର୍ଷା ଯୋଗୁଁ ଲୋକେ ନାହିଁ ନଥିବା ସମସ୍ୟାର ସମ୍ମୁଖୀନ ହେଉଛି । ବସ୍‌ ଡିପୋ ଏବଂ ଘରେ ଲୋକମାନେ ଫସିଛନ୍ତି । ଉଦ୍ଧାର କାର୍ଯ୍ୟ ପାଇଁ ଏନଡିଆରଏଫ ଟିମ୍‌ ନିୟୋଜିତ ହୋଇଛି । ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫିଡନବିସ୍‌ ନାଗପୁର…