Sign in
Sign in
Recover your password.
A password will be e-mailed to you.
ଭିଜିଲାନ୍ସ ଜାଲରେ ପଞ୍ଚାୟତ GRS, ନେଉଥିଲେ ୪ ହଜାର ଟଙ୍କା ଲାଞ୍ଚ…
ଅନୁଗୁଳ : ଭିଜିଲାନ୍ସ ଜାଲରେ ପଞ୍ଚାୟତ GRS । ଛେଣ୍ଡିପଦା ବ୍ଲକ ମାଛକୁଟା ପଞ୍ଚାୟତ GRS ଯଦୁମଣି ମାଝୀ ଭିଜିଲାନ୍ସ ହାତରେ ଧରା ପଡିଛନ୍ତି । ଘର କରେଇଦେବା ପାଇଁ ୪ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି । ସୂଚନା ଅନୁସାରେ ପ୍ରଧାନମନ୍ତ୍ରୀ ଆବାସ…
ବିଧାନସଭାରେ ଉପସ୍ଥାପିତ ହେଲା ୨୮ ହଜାର ୨୦୦ କୋଟି ଟଙ୍କାର ଅତିରିକ୍ତ ବଜେଟ…
ଭୁବନେଶ୍ବର: ଆଜି ବିଧାନସଭାରେ ଉପସ୍ଥାପିତ ହେଲା ୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ। ୨୮ ହଜାର ୨୦୦ କୋଟି ଟଙ୍କାର ବ୍ୟୟବରାଦ ରହିଛି। ପୂର୍ଵରୁ ରାଜ୍ୟ ସରକାର ଘୋଷଣା କରିଥିବା ଯୋଜନାରେ ଅର୍ଥ ବରାଦ କରିଛନ୍ତି। ମେଟ୍ରୋ ପାଇଁ ୨୧୦ କୋଟି,ଲକ୍ଷ୍ମୀ ଯୋଜନା ପାଇଁ ୫୫୬ କୋଟି,ଆମ…
ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି…
ଭୁବନେଶ୍ୱର: ରାଜ୍ୟର କିଛି ଅଞ୍ଚଳରେ ପ୍ରବଳ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଓ ବଜ୍ରପାତ ହେବା ନେଇ ଆଶଙ୍କା ରହିଛି। ଏନେଇ ପୂର୍ବାନୁମାନ କଲା ପାଣିପାଗ ବିଭାଗ। ଆଇଏମଡି ଅନୁଯାୟୀ, ଶୁକ୍ରବାର ଏବଂ ଶନିବାର ସକାଳ ୮.୩୦ ପର୍ଯ୍ୟନ୍ତ ଝାରସୁଗୁ଼ଡ଼ା, ସୁନ୍ଦରଗଡ଼,…
ଗଞ୍ଜାମ ଜିଲ୍ଲାରେ ଛତୁଆ କେଳେଙ୍କେରି :କୋମଳ ମୋତି ଶିଶୁମାନଙ୍କ ଜୀବନ ସହ ଚାଲିଛି ଖେଳ… !
ପାପ ର ଭାଗିଦାରୀ ହେବେ କି ଅଧିକାରୀ..!
ଅନୁଭବଙ୍କ ବିବାହ ବିଚ୍ଛେଦ ଆବେଦନ ଖାରଜ…
କଟକ: ସିନେ ଦମ୍ପତ୍ତି ବର୍ଷା-ଅନୁଭବଙ୍କ ପାରିବାରିକ ବିବାଦ ଆଜି ସମ୍ପୂର୍ଣ୍ଣ ଭାବେ ଭିନ୍ନ ମୋଡ଼ ନେଇଛି | କୋର୍ଟ ଲଢେଇରେ ଅନୁଭବଙ୍କୁ ଝଟକା ଲାଗିଛି | ଅଭିନେତା ତଥା ସାଂସଦ ଅନୁଭବ ଦାଖଲ କରିଥିବା ଛାଡପତ୍ର ପିଟିସନକୁ. କଟକ ଫାମିଲି କୋର୍ଟ ଖାରଜ କରିଦେଇଛନ୍ତି | ତେବେ କେବଳ ଅନୁଭବ…
ରାଜଧାନୀରୁ ଆଉ ୮୬ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ…
ଭୁବନେଶ୍ଵର: ଥମୁନି ଡେଙ୍ଗୁ ଆତଙ୍କ । ବିଶେଷ କରି ରାଜଧାନୀରେ ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢିବାରେ ଲାଗିଛି । ରାଜଧାନୀ ଭୁବନେଶ୍ୱରେ ଡେଙ୍ଗୁ ନିଜର କାୟା ବିସ୍ତାର କରିବାରେ ଲାଗିଛି । ଆଜି ପୁଣି ଗୋଟିଏ ଦିନରେ ୮୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହା ପରେ ମୋଟ୍…
ଜେଲରେ ଚନ୍ଦ୍ରବାବୁ ନାଇଡୁଙ୍କୁ ଜେରା କରିବ ସିଆଇଡି…
ଜେଲରେ ଜେରା ହେବେ ଚନ୍ଦ୍ରବାବୁ ନାଇଡୁ। ତାଙ୍କୁ ଜେରା କରିବାକୁ ଆଜି ଦୁର୍ନୀତି ନିରୋଧ ଶାଖା(ଏସିବି)ର ଗୋଟିଏ କୋର୍ଟ ସିଆଇଡିକୁ ଅନୁମତି ଦେଇଛନ୍ତି। ଆନ୍ଧ୍ର ପ୍ରଦେଶ ଦକ୍ଷତା ବିକାଶ ନିଗମରେ ହୋଇଥିବା କୋଟି କୋଟି ଟଙ୍କା ଦୁର୍ନୀତି ମାମଲାରେ ସିଆଇଡି ଚନ୍ଦ୍ରବାବୁଙ୍କୁ…
ପୁଣି ଖୋଲିଲା ହୀରାକୁଦର ୧୬ଟି ଗେଟ, ୨୨ଟି ଗେଟ ଦେଇ ବର୍ଷା ଜଳ ନିଷ୍କାସିତ…
ସମ୍ବଲପୁର: ଉପର ମୁଣ୍ଡାରେ ଜାରି ରହିଛି ଲଗାଣ ବର୍ଷା । ବର୍ଷା ଯୋଗୁଁ ହୀରାକୁଦ ଡ୍ୟାମର ଜଳସ୍ତର ବଢିବାକୁ ଲାଗିଛି । ଏହାକୁ ଦୃଷ୍ଟିରେ ରଖି ପୁଣି ଥରେ ଡ୍ୟାମର ଗେଟ ଖୋଲିବା ପାଇଁ ନିଷ୍ପତ୍ତି ନେଇଛନ୍ତି ହୀରାକୁଦ କତୃପକ୍ଷ । ଗତକାଲି ୬ଟି ଗେଟ ଖୋଲାଯାଇଥିବା ବେଳେ ଆଜି ଆଉ ୧୬ଟି ଗେଟ…
ବିଜେପି ସହ ହାତ ମିଳାଇଲେ କୁମାରସ୍ୱାମୀ…
ଯାହା ଆଶା କରାଯାଉଥିଲା ସେଇଆ ହେଲା। ବିଜେପି ସହ ଶେଷରେ ହାତ ମିଳାଇଛନ୍ତି କର୍ଣ୍ଣାଟକାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଡିଏସ ନେତା ଏଚଡି କୁମାରସ୍ୱାମୀ। ଆଜି ସେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓ ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କୁ ଭେଟିଥିଲେ।…
ପାକିସ୍ତାନକୁ ଓଟିପି ସେୟାରିଂ ମାମଲାରେ ଆଉ ଜଣେ ଗିରଫ…
ଭୁବନେଶ୍ୱର: ପାକିସ୍ତାନ ଗୁଇନ୍ଦା ସଂସ୍ଥାକୁ ଓଟିପି ସେୟାରିଂ ମାମଲାରେ ଆଉ ଜଣେ ଗିରଫ। ଆସାମରୁ ମହମ୍ମଦ ଇକବାଲ ହୁସେନଙ୍କୁ ଗିରଫ କଲା ଏସଟିଏଫ୍ (STF)। କୋର୍ଟରେ ହାଜର ପରେ ୫ ଦିନିଆ ରିମାଣ୍ଡରେ ଆଣିଲା ଏସଟିଏଫ। ଓଟିପି ବିକ୍ରି କରି ମାସକୁ ୫୦ରୁ ୬୦ ହଜାର ରୋଜଗାର କରୁଥିଲା…