ହିଞ୍ଜିଳିକାଟୁରେ ବିଶ୍ଵକର୍ମା ପୂଜା ପାଳିତ…

ହିଞ୍ଜିଳିକାଟୁ (୧୭/୯) : ହିଞ୍ଜିଳିକାଟୁ ର ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଦେବଶିଳ୍ପୀ ବିଶ୍ଵକର୍ମା ପୂଜାଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଗଂଜାମ ଜିଲ୍ଲା ବିଶ୍ବକର୍ମା ସମାଜ ପୂର୍ବଖଣ୍ଡ ତାଲୁକା ସଭାପତି ଅଜୟ କୁମାର ମହାରଣା ଙ୍କ ଅଧ୍ୟକ୍ଷତାରେ ବିଶ୍ବକର୍ମା ସମାଜ ର ହିଂଜିଳି କାଟୁ କଲେଜ ରୋଡ

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନ ପାଳନ କଲେ ଶୁଭେଛୁ…

ରାଜନଗର : କେନ୍ଦ୍ରାପଡା ଜିଲ୍ଲା କୃଷକ ମୋର୍ଚ୍ଚା ତରଫରୁ ମୋଦିଜି ଙ୍କ 74ତମ ଜନ୍ମଦିବସ ରବିବାର ଦିନ ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନଗର ଚନ୍ଦ୍ରମଉଳି ଶୈବ ପୀଠରେ ଦୀପଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇ ଅଛି । ବିଜେପି ନେତା ଅଜୟ କୁମାର ଵେହେରାଙ୍କ ସଂଯୋଜନାରେ ଆୟୋଜିତ ଏହି

ଆଜି ପାଳନ ହେଉଛି ପବିତ୍ର ବିଶ୍ୱକର୍ମା ପୂଜା…

ଚଳିତ ବର୍ଷ ସେପ୍ଟେମ୍ବର ୧୭ ତାରିଖ ଅର୍ଥାତ୍ ଆଜିର ଦିନରେ ପୂରା ଦେଶରେ ବିଶ୍ୱକର୍ମା ଜୟନ୍ତୀ ପାଳନ ହେଉଛି । ଏହି ଦିନ ଶିଳ୍ପକାରମାନେ ଭଗବାନ ବିଶ୍ୱକର୍ମାଙ୍କ ପୂଜା କରିଥାନ୍ତି । ସମସ୍ତ ଶିଳ୍ପ ଓ ଶିଳ୍ପୀଙ୍କର କୂଳଦେବତା ହେଉଛନ୍ତି ବିଶ୍ୱକର୍ମା । ପ୍ରତ୍ୟକ ବର୍ଷ ଭାଦ୍ରବ ମାସ କନ୍ୟା…

ଭାରତ ଏସିଆ କପ ଚାମ୍ପିୟନ, ୮ମ ଥର ପାଇଁ ଭାରତ ଏସିଆ କପ୍‌ ବିଜୟୀ; ୫୦ ରନ୍‌ରେ ଶ୍ରୀଲଙ୍କା ଅଲ୍‌ଆଉଟ୍‌

କଲମ୍ବୋ: ଏସିଆ କପ୍‌-୨୦୨୩ ନିଜ ନାଁରେ କରିଛି ଭାରତ। ୧୯ ଦିନର ଏହି ଟୁର୍ନାମେଣ୍ଟରେ ୧୩ଟି ମ୍ୟାଚ୍ ଖେଳାଯାଇଥିଲା। ଫାଇନାଲରେ ଶ୍ରୀଲଙ୍କାକୁ ଶୋଚନୀୟ ଭାବେ ୧୦ ଓ୍ବିକେଟରେ ପରାସ୍ତ କରି ୮ମ ଥର ପାଇଁ ଟାଇଟଲ ହାତେଇଛି ଟିମ୍ ଇଣ୍ଡିଆ। କମ୍‌ ରନ୍‌ର ଟାର୍ଗେଟକୁ ପିଛା କରି…

ପୁରୀରେ ଶୁଭାରମ୍ଭ ହେଲା ବିଶ୍ଵକର୍ମା ଯୋଜନା…

ପୁରୀ: ଶୁଭାରମ୍ଭ ହୋଇଛି ପିଏମ ବିଶ୍ଵକର୍ମା ଯୋଜନା । ଏହି ଯୋଜନା ମାଧ୍ୟମରେ କୌଳିକ ବୃତ୍ତିଗତଙ୍କୁ ମିଳିବ ବିଶ୍ୱକର୍ମା ପରିଚୟ । ୫% ସୁଧ ହାରରେ ୨ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଋଣ ଯୋଗାଇଦେବେ କେନ୍ଦ୍ର ସରକାର । ଏଥିପାଇଁ ୫ ବର୍ଷରେ ୧୩ ହଜାର କୋଟି ଖର୍ଚ୍ଚ…

ଯଦି ମୁଁ ମରିଯାଏ, ଦୟାକରି ଆମ ଝିଅର ଯତ୍ନ ନେବ…

ହାଲୋ ଶୁଣ…ମୋ ଶରୀରରେ ଗୁଳି ବାଜିଛି । ପ୍ରବଳ ରକ୍ତ ବୋହୁଛି । ମୁଁ ଆଉ ବଞ୍ଚିନପାରେ । ଯଦି ମୁଁ ମରିଯାଏ, ଦୟାକରି ଆମ ଝିଅର ଯତ୍ନ ନେବ । ଏମିତି କିଛି ଶେଷଥର ପାଇଁ ଭିଡିଓ କଲ୍ କରି ନିଜ ପତ୍ନୀଙ୍କୁ କହିଥିଲେ ସହିଦ ଡିଏସପି ହୁମାୟୁନ ଭଟ୍ଟ । ତାପରେ ସବୁ କିଛି…

କନ୍ଦରପୁର ଡକାୟତି ଘଟଣା: ଆଉ ୬ ଅଭିଯୁକ୍ତ ଗିରଫ…

କଟକ: କମିସନରେଟ ପୁଲିସ କଟକ କନ୍ଦରପୁର ଡକାୟତି ଘଟଣାର ପର୍ଦାଫାଶ କରିଛି। ଏହି ମାମଲା ଡକାୟତ ଗ୍ୟାଙ୍ଗର ମୁଖ୍ୟ ଅଭିଯୁକ୍ତ ମନୋଜ ମହାରଣା ଓରଫ ମଙ୍ଗୁକୁ ଦୁଇ ଦିନ ତଳେ ପୁଲିସ ଏନକାଉଣ୍ଟର କରିଥିବା ବେଳେ ଆଜି ଏହି ଗ୍ୟାଙ୍ଗର ଅନ୍ୟ ୬ ଜଣ ଅଭିଯୁକ୍ତଙ୍କୁ ଗିରଫ କରିବାରେ…

ଆତଙ୍କବାଦୀଙ୍କୁ ଖୋଜି ବାହାର କରିବ ଏହି ନୂତନ ଡ୍ରୋନ, ନିୟୋଜିତ ହେଲା ହେରୋନ୍ ମାର୍କ-୨

ଶ୍ରୀନଗର: ଅନନ୍ତନାଗର କୋକେରନାଗ ଜଙ୍ଗଲରେ ଆଜି ବି ଜାରି ରହିଛି ଏନକାଉଣ୍ଟର। ଆଜି ଷଷ୍ଠ ଦିନ ହେବ ଏହି ଅଞ୍ଚଳରେ ଏନକାଉଣ୍ଟର ଚାଲିଛି। କୁହାଯାଉଛି ଉକ୍ତ ଅଞ୍ଚଳରେ ୨ ଜଣ ଆତଙ୍କବାଦୀ ଲୁଚି ରହିଥିବାର ଅନୁମାନ କରାଯାଉଛି। ଏହି ଆତଙ୍କବାଦୀଙ୍କୁ ଖୋଜିବା ଲାଗି…

ଆଉ ଏକ ଜୀବନ ନେଲା ସ୍କ୍ରବ୍ ଟାଇଫସ୍…

ଭୁବନେଶ୍ଵର: ସାରା ରାଜ୍ୟରେ ଅହେତୁକ ଭାବେ ବୃଦ୍ଧି ହେବାରେ ଲାଗିଛି ସ୍କ୍ରବ୍ ଟାଇଫସ୍ ସଂକ୍ରମିତଙ୍କ ସଂଖ୍ୟା । ଏହାରି ଭିତରେ ଏହି ରୋଗରେ ଗତକାଲି ଆଉ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ମୋଟ୍ ୬ ଜଣଙ୍କର ଜୀବନ ହାନି ହେଲାଣି । ସେପଟେ ସୁନ୍ଦରଗଡ଼ରେ ଆଜି ପୁଣି ୧୧…

ରାଜ୍ୟରେ ନାହିଁ ବନ୍ୟା ସ୍ଥିତି: ଜଳସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ…

ଭୁବନେଶ୍ବର: ରାଜ୍ୟରେ ବନ୍ୟା ସ୍ଥିତିକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ । କହିଛନ୍ତି ରାଜ୍ୟରେ ବନ୍ୟା ସ୍ଥିତି ନାହିଁ । ଉପରମୁଣ୍ଡରେ ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣି ଜମୁଛି । ଆଉ…