ବଟେଶ୍ୱର ଶିବ ମନ୍ଦିରରେ ସୋମନାଥ ସ୍ୱାଭିମାନ ପର୍ବ ପାଳିତ

ଛତ୍ରପୁର : ଅଖଣ୍ଡ ଆସ୍ଥାର ୧୦୦୦ ବର୍ଷ ଓ ସୋମନାଥ ମନ୍ଦିର ପୁନଃନିର୍ମାଣର ୭୫ ବର୍ଷ ପୂର୍ତ୍ତି ଅବସରରେ ଆଜି ସମଗ୍ର ଦେଶରେ ଯଶସ୍ବୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ୱରେ "ସୋମନାଥ ସ୍ୱାଭିମାନ ପର୍ବ" ପାଳନ କରାଯାଇଛି । ଏହି ଅବଲୋକନରେ ଗଞ୍ଜାମ ବ୍ଲକର କଣ୍ଟିଆଗଡ ସ୍ଥିତ

ଦକ୍ଷିଣ-ପଶ୍ଚିମ ମୌସୁମୀ ପାଇଁ ପାଗ ଅନୁକୂଳ !

ଭୁବନେଶ୍ଵର:ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ସମ୍ଭାବନା। ଏ ନେଇ ‘ଏକ୍ସ’ରେ ସୂଚନା ଦେଲେ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ। ଚଳିତ ସପ୍ତାହର ଶେଷ ଆଡ଼କୁ ଦକ୍ଷିଣ ବଙ୍ଗୋପସାଗରକୁ ଛୁଇଁବା ଆଶା। ଆଣ୍ଡାମାନ ସାଗର, ଆଣ୍ଡାମାନ ଓ ନିକୋବର ଦ୍ୱୀପପୁଞ୍ଜ ଆସିବା

ବାଲିଅନ୍ତା ସୌମ୍ୟରଞ୍ଜନ ହତ୍ୟା ଘଟଣା ; କମିଶନରେଟ ପୁଲିସକୁ ଘେରିଲା କଂଗ୍ରେସ

ଭୁବନେଶ୍ୱର : ରାଜ୍ୟରେ ଗୋଟିଏ ସପ୍ତାହ ଧରି ଆଇନଶୃଙ୍ଖଳା ପରିସ୍ଥିତି ବିପର୍ଯ୍ୟୟ ହୋଇ ପଡ଼ିଛି। ଗୋଟିଏ ସପ୍ତାହ ମଧ୍ୟରେ କଣାସ, ବାଲିଅନ୍ତା, ବାଲିପାଟଣା ଭିଡ଼ ହତ୍ୟା ଘଟିଛି। ତେବେ ବାଲିଅନ୍ତା ସୌମ୍ୟରଞ୍ଜନଙ୍କ ହତ୍ୟା ଘଟଣାରେ ଆଜି କମିଶନରେଟ ପୁଲିସ କାର୍ଯ୍ୟାଳୟ ଘେରାଉ କରିଛି ରାଜ୍ୟ

ପିକଅପ-ବାଇକ ଧକ୍କା: ଦୁଇ ମୃତ, ଜଣେ ଗୁରୁତର

କୁଚିଣ୍ଡା : ମର୍ମନ୍ତୁଦ ସଡ଼କ ଦୁର୍ଘଟଣା  । ସମ୍ବଲପୁର ଜିଲ୍ଲା ମହୁଲପାଲି ଥାନା କୁସୁମୀ ଫାଣ୍ଡି ଅନ୍ତର୍ଗତ ପେଟ୍ରୋଲ ପମ୍ପ ନିକଟରେ  ଅଘଟଣ । ଏକ ପିକ ଅପ ସାଙ୍ଗେ ବାଇକ ଧକ୍କା ହେବାରୁ ଘଟଣା ସ୍ଥଳରେ ଜଣେ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି ।  ଅନ୍ୟ ଜଣେ ଚିକିତ୍ସାଧୀନ ଅବସ୍ଥାରେ କୁଚିଣ୍ଡା

୪ ଘଣ୍ଟାର ଅପରେଶନ୍ ପରେ କଲଭର୍ଟରୁ ଭାଲୁକୁ କାବୁ କଲା ବନବିଭାଗ

ନବରଙ୍ଗପୁର : ଦୀର୍ଘ ୪ ଘଣ୍ଟାର ଅପରେଶନ୍ ପରେ ଯନ୍ତାରେ ପଡିଲା ଭାଲୁ । ନବରଙ୍ଗପୁର ରେଞ୍ଜ ଦେଉଳା ଗାଁ ନିକଟ ଏକ କଲଭର୍ଟରୁ ଭାଲୁକୁ ବନବିଭାଗ କାବୁ କରିନେଇଛି । ନବରଙ୍ଗପୁର ଫରେଷ୍ଟର ଲକିମାଝୀଙ୍କ ନେତୃତ୍ବରେ ୧୫ଜଣ ବନବିଭାଗର କର୍ମଚାରୀ ଭାଲୁକୁ କାବୁରେ ସଫଳ ହୋଇଛନ୍ତି ।

ଭୁଜାଲି ଚୋଟରେ ଜଣେ ମୃତ, ଜଣେ ଗୁରୁତର

ଝାରସୁଗୁଡା : ଝାରସୁଗୁଡା ଜିଲ୍ଲା ବେଲପାହାଡ଼ ଫାଟକରେ ଭୁଜାଲି ମାଡ଼ରେ ଜଣେ ମୃତ ଜଣେ ଗୁରୁତର । ଉଭୟ ବେଲପାହାଡ଼ ଜୁନାଡିହି କଲେଜ ପଡାର ବୋଲି ଜଣା ପଡ଼ିଛି । ମୃତକ ଜଣକ ରାହୁଲ ମହତ, ଆହତ ଜଣକ ଆକାଶ ସାହୁ ବୋଲି ଜଣା ପଡିଛି l ଚାରିଜଣ ଅଜଣା ଯୁବକ ଏକ

ଟଙ୍କା ନଦେବାରୁ ବେଙ୍ଗାଳୁରୁରେ ପ୍ରବାସୀ ଶ୍ରମିକଙ୍କୁ ପିଟି ପିଟି ହତ୍ୟା

ଭଦ୍ରକ : ଟଙ୍କା ନଦେବାରୁ ଯୁବକଙ୍କୁ ପିଟି ପିଟି ହତ୍ୟା ଅଭିଯୋଗ । ସାଙ୍ଗମାନେ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ । ବେଙ୍ଗାଳୁରୁ ହ୍ୱାଇଟ ଫିଲଡ ଅଞ୍ଚଳରେ ଘଟିଛି ଘଟଣା । ମୃତକ ଭଦ୍ରକ ଜିଲ୍ଲା ବାସୁଦେବପୁର ଅଞ୍ଚଳର ନାରାୟଣ ମଲ୍ଲିକଙ୍କ ପୁଅ ନିରାକାର

ଘୋଷଯାତ୍ରା ପ୍ରସ୍ତୁତି: ଶେଷ ପର୍ଯ୍ୟାୟରେ ତିନି ରଥର ଚକ ନିର୍ମାଣ ସହ ଯୋଜା ଓ ମୁହାଁଟ ଚଉପଟ କାମ

ପୁରୀ : ମହାପ୍ରଭୁଙ୍କ ଘୋଷଯାତ୍ରା ଲାଗି ଜୋରସୋରରେ ଚାଲିଛି ରଥନିର୍ମାଣ କାମ । ତିନି ରଥର ଚକ ନିର୍ମାଣ ସହ ତିନି ରଥର ଯୋଜା ଓ ମୁହାଁଟ ଚଉପଟ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି । ଭୋଇ ସର୍ଦ୍ଦାର ରବି ଭୋଇଙ୍କ ନେତୃତ୍ବରେ ତିନି ରଥର ଭୋଇ ସେବକମାନେ ନିର୍ମାଣ ଶେଷ ହୋଇଥିବା ଚକ

ଯୁବକଙ୍କୁ ଅଧ କିଲୋମିଟର ଘୋଷାଡ଼ି ନେବା ପରେ ଖୁଣ୍ଟରେ ବାନ୍ଧି ନିସ୍ତୁକ ମାଡ଼

ସୁନ୍ଦରଗଡ଼: ସୁନ୍ଦରଗଡ଼ ଭଷ୍ମା ଥାନା ଅଞ୍ଚଳରେ ବର୍ବରତା ! । ଯୁବକଙ୍କୁ ଘୋଷାଡ଼ି ନେଇ ଖୁଣ୍ଟରେ ବାନ୍ଧି ନିର୍ଧୁମ ଛେଚିଲେ । ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ଥାନା ଅଞ୍ଚଳରେ ବର୍ବର ଘଟଣା ଘଟିଛି। ମୃତ୍ୟୁ ମୁଖରୁ ଫେରି ଆସିଛନ୍ତି ମଣ୍ଟୁ ଶତନାମୀ । କୌଣସି କଥାକୁ ନେଇ ୨ ତାରିଖ ରାତି

ସକାଳ ୯ଟା ପୂର୍ବରୁ ଥାନାରେ ହେବ ବ୍ରିଫିଂ ପରେଡ୍, ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ବର: ଡିଜିପିଙ୍କ ନିର୍ଦ୍ଦେଶ ସମସ୍ତ ଥାନାରେ ସକାଳ ୯ଟା ପୂର୍ବରୁ ଦୈନିକ “ବ୍ରିଫିଂ ପରେଡ୍” ବାଧ୍ୟତାମୂଳକ । ଏଣିକି ପ୍ରତିଦିନ ସକାଳ ୯ଟା ପୂର୍ବରୁ ସମସ୍ତ ଥାନାରେ ବ୍ରିଫିଂ ପରେଡ୍ ଅନୁଷ୍ଠିତ ହେବ । ଅପରାଧ ନିୟନ୍ତ୍ରଣ, ସାଧାରଣ ଲୋକଙ୍କ ସହ ପୋଲିସର ସମନ୍ୱୟ ଏବଂ ପୋଲିସିଂ