Sign in
Sign in
Recover your password.
A password will be e-mailed to you.
ଚଳିତ ପାର୍ବଣ ଋତୁରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଦାୟ କରାଯିବନି ଗ୍ରାଉଣ୍ଡ ରେଣ୍ଟ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର: ଚଳିତ ବର୍ଷ ପାର୍ବଣ ସମୟରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ସାର୍ବଜନୀନ ପୂଜା ଉତ୍ସବ ପାଇଁ ଗ୍ରାଉଣ୍ଡ ରେଣ୍ଟ ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ବିଭିନ୍ନ ପୂଜା ସମିତି ଓ ସ୍ଥାନୀୟ ବିଧାୟକମାନଙ୍କ…
ଓଏଏସ୍ ଅଫିସର ସଂଗ୍ରାମ କେଶରୀ ଜେନା ଗିରଫ…
ଓଏଏସ୍ ଅଫିସର ସଂଗ୍ରାମ କେଶରୀ ଜେନାଙ୍କୁ ଆଜି ଗିରଫ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ତାଙ୍କୁ ଗିରଫ କରାଯାଇଛି। ସେ ତାଙ୍କ ଆୟ ତୁଳନାରେ ୧୯୭% ଅଧିକ ସମ୍ପତ୍ତି ଠୁଳ କରିଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି। ପୂର୍ବରୁ…
କଟକ ତାଳଦଣ୍ଡା କେନାଲରେ ବୁଡ଼ିଗଲେ ମାଛ ବ୍ୟବସାୟୀ!
କଟକ ତାଳଦଣ୍ଡା କେନାଲରେ ଛତ୍ରବଜାରର ଜଣେ ମାଛ ବ୍ୟବସାୟୀ ବୁଡ଼ି ଯାଇଥିବା ଅଭିଯୋଗ ହୋଇଛି। ତାଙ୍କ ନାଁ ହରିଶ୍ଚନ୍ଦ୍ର ଦାସ। ହରିଶ୍ଚନ୍ଦ୍ର ଆଜି ଅପରାହ୍ନ ପ୍ରାୟ ୪ଟା ବେଳେ କେନାଲକୁ ଧୋଇ ହେବାକୁ ଯାଇଥିବାବେଳେ ନିଖୋଜ ହୋଇଯାଇଥିବା ତାଙ୍କ ପୁଅ ପୁଲିସ ନିକଟରେ…
ବିଶ୍ୱକର୍ମା ଜୟନ୍ତୀରେ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ…
ନୂଆଦିଲ୍ଲୀ: ବିଶ୍ୱକର୍ମା ଜୟନ୍ତୀ ଅବସରରେ ‘ପିଏମ୍ ବିଶ୍ୱକର୍ମା’ ଯୋଜନାର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ । ପାରମ୍ପରିକ ଶିଳ୍ପରେ ନିୟୋଜିତ କାରିଗର ମାନଙ୍କୁ ସହାୟତା ପ୍ରଦାନ କରିବା ଏବଂ ସେମାନଙ୍କର ଦକ୍ଷତା ବୃଦ୍ଧି କରିବା ଏହି ଯୋଜନାର…
ରାଜ୍ୟର ଏହି ସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା…
ଭୁବନେଶ୍ୱର: ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ବୁଧବାର ସୃଷ୍ଟି ହୋଇଥିବା ସୁଦୃଶ୍ୟ ଲଘୁଚାପ ଏବେ ପୂର୍ବ ମଧ୍ୟପ୍ରଦେଶ ଓ ପଡ଼ୋଶୀ ରାଜ୍ୟରେ ସକ୍ରିୟ ରହିଛି। ଆମ ରାଜ୍ୟରେ ଏହାର ସିଧା ପ୍ରଭାବ ନରହିବା କାରଣରୁ ଆଜିଠାରୁ ଧୀରେ ଧୀରେ ବର୍ଷା କମ୍ ହେବ। ରାଜ୍ୟର…
ସ୍ୱାମୀ ଅନ୍ୟ ମହିଳାଙ୍କ ସହ ରହିବା ନେଇ ପତ୍ନୀ କରିଥିବା ଅଭିଯୋଗର ପିଟିସନ ଖାରଜ
ନୂଆଦିଲ୍ଲୀ : ଦିଲ୍ଳୀ ହାଇକୋର୍ଟ ଏକ ମାମଲାରେ ସ୍ୱାମୀ ଅନ୍ୟ ମହିଳାଙ୍କ ସହ ରହିବା ନେଇ ପତ୍ନୀ କରିଥିବା ଅଭିଯୋଗର ପିଟିସନକୁ ଖାରଜ କରିଦେଇଛନ୍ତି । ଏଥିସହ ସ୍ୱାମୀ ଅନ୍ୟ ମହିଳାଙ୍କ ସହ ରହିବାକୁ ମଧ୍ୟ ଅପରାଧ ବୋଲି ମାନି ନାହାଁନ୍ତି, ଜାଣନ୍ତୁ କାହିଁକି ?…
ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ବାଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି
ପୁରୀ: ଦୂର ହୋଇଛି ମହାପ୍ରଭୁଙ୍କ ନୀତିକାନ୍ତିକୁ ନେଇ ହୋଇଥିବା ଅଚଳାବସ୍ଥା । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ହସ୍ତକ୍ଷେପ ପରେ ସ୍ବାଭାବିକ ହେଲା ମହାପ୍ରଭୁଙ୍କ ନୀତିକାନ୍ତି । ନୀତିକାନ୍ତିକୁ ନେଇ ସୃଷ୍ଟି ହୋଇଥିବା ଅଚଳାବସ୍ଥା ଦୂର ହୋଇଛି । ମହାପ୍ରଭୁଙ୍କ ବଡ଼…
ବେଆଇନ ବନ୍ଧୁକ ରଖିବା ମାମଲାରେ ଦୋଷୀ ସାବ୍ୟସ୍ତ ହେଲେ ଜୋ ବାଇଡେନ୍ଙ୍କ ପୁଅ ହଣ୍ଟର୍
ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ଙ୍କ ପୁଅ ହଣ୍ଟର୍ ବାଇଡେନ୍ଙ୍କ ପାଇଁ ଅଡ଼ୁଆ ବଢ଼ିଛି। ବେଆଇନ ଭାବେ ବନ୍ଧୁକ ରଖିବା ମାମଲାରେ ତାଙ୍କୁ ଦୋଷୀ ସାବ୍ୟସ୍ତ କରାଯାଇଛି। ଏହା ପ୍ରଥମ ଥର ଯେ ଆମେରିକାର କୌଣସି ବର୍ତ୍ତମାନର ରାଷ୍ଟ୍ରପତିଙ୍କ ପୁଅଙ୍କ ବିରୋଧରେ ଆପରାଧିକ…
ସ୍ୱାଭିମାନ ଅଞ୍ଚଳରେ ଦୁ୍ର୍ନୀତି କଥା ଉଠାଇଲେ ଅପରାଜିତା
ମାଲକାନଗିରି //ଭୁବନେଶ୍ୱର: ସ୍ୱାଭିମାନ ଅଞ୍ଚଳରେ ଉଠାଇଲେ ଦୁ୍ର୍ନୀତି କଥା । କହଲେ ବିଜେଡି ସରକାରର ଭ୍ରଷ୍ଟାଚାରର କଥା । ମୁଖ୍ୟମନ୍ତ୍ରୀଙ୍କ ଉପରେ ବର୍ଷିଲେ । ପୁଣି ଧୃତରାଷ୍ଟ୍ର ବୋଲି କହି ମୁଖ୍ୟମନ୍ତ୍ରୀଙ୍କୁ ଆକ୍ଷେପ କଲେ ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ।
ସାଂସଦ ଆଜି ସକାଳୁ…
ସ୍ୱିଗି କି ଜମାଟୋ ନୁହେଁ, ମା ହାତର ସ୍ୱାଦିଷ୍ଟ ଖାଦ୍ୟ ଖାଇବେ ପିଲା: କେରଳ ହାଇକୋର୍ଟ
କେରଳ ହାଇକୋର୍ଟ ଜଷ୍ଟିସ ପି.ବି କୁନ୍ହିକୃଷ୍ଣନ ପିଲାମାନଙ୍କ ପାଇଁ ରନ୍ଧା ଖାଦ୍ୟ ଉପରେ ଗୁରୁତ୍ୱ ଦେଇଛନ୍ତି । ସ୍ୱିଗି କି ଜମାଟୋରୁ ଖାଦ୍ୟ ଅର୍ଡର ନ କରି ଅଭିଭାବକମାନଙ୍କୁ ହାତ ତିଆରି ଖାଦ୍ୟ କରି ପିଲାମାନଙ୍କୁ ଖୁଆଇବା ପାଇଁ କହିଛନ୍ତି । ରେଷ୍ଟୁରାଣ୍ଟରୁ ଖାଦ୍ୟ…