ମାଥିଲିର ଧୁଙ୍ଗିଆପୁଟରେ ମୁଖ୍ୟ ଶିବିର ସହ ଜିଲ୍ଲାର ବିଭିନ୍ନ ପଞ୍ଚାୟତରେ ଅଭିଯୋଗ ଶୁଣାଣି ଅନୁଷ୍ଠିତ

ମାଲକାନଗିରି : ଜିଲ୍ଲାପାଳ ପ୍ରଥମେଶ ଅରବିନ୍ଦ ରାଜେଶିର୍କେଙ୍କ ନିର୍ଦ୍ଦେଶକ୍ରମେ ମାଲକାନଗିରି ଜିଲ୍ଲାର ସମସ୍ତ ବ୍ଲକରେ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟ ଶିବିରଟି ମାଥିଲି ବ୍ଲକର ଧୁଙ୍ଗିଆପୁଟ ଗ୍ରାମ ପଞ୍ଚାୟତରେ ଅନୁଷ୍ଠିତ ହୋଇଥିବା ବେଳେ ଅତିରିକ୍ତ ଜିଲ୍ଲାପାଳ

୧୨ରେ ଦ୍ୱିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱଶର୍ମା

ଆସାମ: ଆଗାମୀ ମେ ୧୨ରେ ଦ୍ଵିତୀୟ ଥର ପାଇଁ ଆସାମର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ହିମନ୍ତ ବିଶ୍ୱ ଶର୍ମା। ନୂତନ ମନ୍ତ୍ରୀ ପରିଷଦର ସଦସ୍ୟମାନଙ୍କ ସହିତ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ନେବେ ହିମନ୍ତ।ଆସାମ ବିଧାନସଭା ନିର୍ବାଚନରେ ଏନଡିଏ ​​ମେଣ୍ଟର ବିପୁଳ ବିଜୟ ପରେ ଲଗାତାର ଦ୍ୱିତୀୟ ଥର ପାଇଁ

ନିର୍ବାଚନ ପୂର୍ବରୁ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କଲେ ଯୋଗୀ ସରକାର

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସରକାର ରବିବାର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ କରିଛନ୍ତି। ୨୦୨୭ ବିଧାନସଭା ନିର୍ବାଚନ ପୂର୍ବରୁ ଅନେକ ବିଧାୟକଙ୍କୁ ନୂତନ ମନ୍ତ୍ରୀ ମଣ୍ଡଳରେ ସାମିଲ କରି ଦଳକୁ ମଜବୁତ କରିଛନ୍ତି ଯୋଗୀ। ମନ୍ତ୍ରୀ ଭାବରେ ଶପଥ ନେଇଥିବା

କଂଗ୍ରେସ ସୁବିଧାବାଦୀ, କେବଳ ବିଶ୍ୱାସଘାତକତା କରିବା ଜାଣିଛି: ପ୍ରଧାନମନ୍ତ୍ରୀ ମୋଦୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ବେଙ୍ଗାଲୁରୁରେ ଦି ଆର୍ଟ ଅଫ୍ ଲିଭିଂ ଫାଉଣ୍ଡେସନର ୪୫ତମ ବାର୍ଷିକୀ ସମାରୋହରେ ଯୋଗଦେଇ କଂଗ୍ରେସ ଦଳକୁ କଡ଼ା ସମାଲୋଚନା କରିଛନ୍ତି। ସେ କହିଛନ୍ତି, କଂଗ୍ରେସ ସୁବିଧାବାଦୀ। କେବଳ ବିଶ୍ୱାସଘାତକତା କରିବା ଜାଣିଛି। ତାମିଲନାଡୁର

ନେପାଳରେ ଭୂମିକମ୍ପ, ତୀବ୍ରତା ୪.୧

ନେପାଳ : ଆଜି ନେପାଳର ପାର୍ବତ୍ୟାଞ୍ଚଳ ଜିଲ୍ଲା ଦାର୍ଚୁଲାରେ ଭୂମିକମ୍ପ ଝଟକା । ଯାହାର ତୀବ୍ରତା ୪.୧ ଥିବା ଜଣାପଡିଛି । ଆଜି ସକାଳ ପ୍ରାୟ ୧୧ଟା ୫୫ ମିନିଟ ସମୟରେ ଭୂକମ୍ପ ଅନୁଭୂତ ହୋଇଥିଲା । ଯାହାର କେନ୍ଦ୍ରସ୍ଥଳ ଦାର୍ଚୁଲା ଜିଲ୍ଲାର ତପୋଭାନ ଅଞ୍ଚଳରେ ଭୂମିଗର୍ଭରେ ଅବସ୍ଥିତ ଥିଲା।

ଥାଲପତି ବିଜୟଙ୍କ ବଡ଼ ଘୋଷଣା, ମିଳିବ ୨୦୦ ୟୁନିଟ ମାଗଣା ବିଜୁଳି

ତାମିଲନାଡୁ : ବିଜୟଙ୍କ ବଡ଼ ଘୋଷଣା । ମୁଖ୍ୟମନ୍ତ୍ରୀ ପଦ ସମ୍ଭାଳିବା ପରେ ପରେ ବଡ଼ ଘୋଷଣା କଲେ ଥାଲାପତି ବିଜୟ । ଜନତାଙ୍କୁ ମିଳିବ ୨୦୦ ୟୁନିଟ ମାଗଣା ବିଜୁଳି । ସେହିପରି ମହିଳାଙ୍କ ପାଇଁ ମଧ୍ୟ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ଘୋଷଣା କରିଛନ୍ତି । ମହିଳାଙ୍କ

ଫ୍ଲୋରିଡାରେ ବୋଟ୍ ବିସ୍ଫୋରଣ, ୧୧ ଆହତ

ଆମେରିକା : ଆମେରିକାର ଫ୍ଲୋରିଡାରେ ମିଆମି ବିଚ୍ ନିକଟରେ ଥିବା ଏକ ଲୋକପ୍ରିୟ ପର୍ଯ୍ୟଟନ ସ୍ଥଳ ହାଉଲୋଭର ସ୍ୟାଣ୍ଡବାରରେ ବୋଟ୍ ବିସ୍ଫୋରଣ ହୋଇଛି । ଡଙ୍ଗାରୁ ଗ୍ୟାସ୍ ଲିକ୍ ହେବା ପରେ ବିସ୍ଫୋରଣ ଘଟିଥିବା ଜଣାପଡିଛି । ସୂଚନାନୁଯାୟୀ, ଲୋକପ୍ରିୟ ପର୍ଯ୍ୟଟନସ୍ଥଳ ହାଉଲୋଭର

ତାମିଲନାଡୁରେ ବିଜୟଙ୍କ ଯୁଗ, ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ

ତାମିଲନାଡୁ : ତାମିଲନାଡୁରେ ବିଜୟଙ୍କ ଯୁଗ । ତାମିଲନାଡୁ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଥାଲପତି ବିଜୟ । ୧୯୭୬ ପରେ ପ୍ରଥମ ଅଣଦ୍ରାବିଡ ମୁଖ୍ୟମନ୍ତ୍ରୀ ଭାବେ ନେଲେ ଶପଥ । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ଉପସ୍ଥିତ ଅଛନ୍ତି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ।

ସୁନ୍ଦରଗଡ଼ରେ ଦୁଇ ବାଇକ୍ ମୁହାଁମୁହିଁ ଧକ୍କା : ୩ ଗୁରୁତର, ସମାଜସେବୀଙ୍କ ତତ୍ପରତାରେ ବଞ୍ଚିଲା ଜୀବନ

ବିରମିତ୍ରପୁର : ସୁନ୍ଦରଗଡ଼ ଜିଲ୍ଲା ରାଏବଗା ଥାନା ଅଞ୍ଚଳରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଯାଇଛି। କୁରଲୁଖମନ PWD ୨୮ ନମ୍ବର ରାସ୍ତା ଉପରେ ଦୁଇଟି ବାଇକ୍ ମଧ୍ୟରେ ଜୋରଦାର ଧକ୍କା ହେବା ଫଳରେ ତିନି ଜଣ ବ୍ୟକ୍ତି ଗୁରୁତର ଭାବେ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ବଡ଼ମାଳ

ଆତଙ୍କୀ ଆକ୍ରମଣ ଆଶଙ୍କା: ଦିଲ୍ଲୀରେ ହାଇଆଲର୍ଟ

ନୂଆଦିଲ୍ଲୀ : ଦିଲ୍ଲୀରେ ହାଇ ଆଲର୍ଟ ଜାରି କରାଯାଇଛି । ସମ୍ଭାବ୍ୟ ଆତଙ୍କବାଦୀ ଆକ୍ରମଣକୁ ଦୃଷ୍ଟିରେ ରଖି ଅନେକ ଅଞ୍ଚଳକୁ, ସରକାରୀ କାର୍ଯ୍ୟାଳୟ ଏବଂ ଜନଗହଳି ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ସୂଚନାନୁଯାୟୀ, ପ୍ରମୁଖ ସରକାରୀ କୋଠା, ରାଜନୈତିକ କାର୍ଯ୍ୟାଳୟ,