ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୩ ଅନୁଷ୍ଠିତ

ଫୁଲବାଣୀ : କନ୍ଧମାଳ ଜିଲ୍ଲା ଆଇନ ସେବା ପ୍ରାଧୀକରଣ ତରଫରୁ ଜିଲ୍ଲା ଏବଂ ଦୌରା ଜଜ୍ ସତ୍ୟପୀର ମିଶ୍ରଙ୍କ ଅଦାଲତରେ ଆଜି ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ୨୦୨୩ ଅନୁଷ୍ଠିତ ହୋଇଯାଇଛି ।ପ୍ରାପ୍ତ ତଥ୍ୟରୁ ଜଣାପଡ଼ିଛି ଯେ, ପ୍ରାକ୍ ମକଦ୍ଦମା ମାମଲାଗୁଡ଼ିକ ମଧ୍ୟରୁ ୧୭ଟି ଅର୍ଥ ଅସୁଲି ମାମଲାର

ଜି-୨୦ରେ ଭାରତକୁ ବଡ଼ ସଫଳତା…

ନୂଆଦିଲ୍ଲୀ : ଦିଲ୍ଲୀରେ ଚାଲିଥିବା ଜି-୨୦ ଶିଖର ସମ୍ମିଳନର ଅଧକ୍ଷତା କରୁଥିବା ଭାରତକୁ ମିଳିଛି ବଡ଼ ସଫଳତର। ନୂଆଦିଲ୍ଲୀ ଲିଡର୍ସ ସମ୍ମିଳନୀ ଘୋଷଣାପତ୍ରକୁ ମିଳିଛି ଜି-୨୦ର ମଞ୍ଜୁରୀ। ଭାରତ ପକ୍ଷରୁ ପ୍ରସ୍ତୁତ କରାଯାଇଥିବା ଘୋଷଣାପତ୍ରରେ ସବୁ ରାଷ୍ଟ୍ର ସହମତି…

ବ୍ରହ୍ମପୁର ଠାରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ…

ବ୍ରହ୍ମପୁର (୯/୯) : ବ୍ରହ୍ମପୁର ସ୍ଥିତ ଜିଲ୍ଲା ଖାଉଟି ବିବାଦ ସମାଧାନ ଆୟୋଗ ଠାରେ ଜିଲ୍ଲା ଉପଭୋକ୍ତା ବିବାଦ ସମାଧାନ ଆୟୋଗର ଅଧ୍ୟକ୍ଷ ଶ୍ରୀ ସତୀଶ କୁମାର ପାଣିଗ୍ରାହୀଙ୍କ ଅଧ୍ୟକ୍ଷତାରେ ଚଳିତ ବର୍ଷର ତୃତୀୟ ତ୍ତମ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି ଏଥିରେ ୧୦ ଗୋଟି ମାମଲା

ଫୁଲବାଣୀ ଠାରେ ମୁଁ ବି ମିତା କାର୍ଯ୍ୟକ୍ରମ…

ଫୁଲବାଣୀ : ମୁଁ ବି ମିତା '' କାର୍ଯ୍ୟକ୍ରମକୁ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟର ସଦ୍‌ଭାବନା ସଭାଗୃହରେ ଜିଲ୍ଲା ନିର୍ବାଚନ ଅଧିକାରୀ ଏବଂ କନ୍ଧମାଳ ଜିଲ୍ଲାପାଳ ଆଶିଷ ଇଶ୍ଵର ପାଟିଲ୍ ଶୁଭାରମ୍ଭ କରିଥିଲେ । ଜିଲ୍ଲାପାଳ ଶ୍ରୀ ପାଟିଲ୍ ଯୁବ ଭୋଟର ମାନେ ଯେପରି ଅଧିକରୁ ଅଧିକ ସଂଖ୍ୟକ ଭୋଟର

ରୋଗୀ କଲ୍ୟାଣ ସମିତି ପରିଚାଳନା କମିଟି ବୈଠକ ଅନୁଷ୍ଠିତ…

ଫୁଲବାଣୀ : ସ୍ଥାନୀୟ ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ କନ୍ଧମାଳ ସାଂସଦ ଅଚ୍ୟୁତାନନ୍ଦ ସାମନ୍ତଙ୍କ ଅଧ୍ୟକ୍ଷତାରେ ଜିଲ୍ଲା ସ୍ୱାସ୍ଥ୍ୟ ମିଶନ ଓ ଜିଲ୍ଲା ସ୍ବାସ୍ଥ୍ୟ ସମିତି ପରିଚାଳନା କମିଟି ବୈଠକ ଏବଂ କନ୍ଧମାଳ ଜିଲ୍ଲା ପରିଷଦର ଅଧ୍ୟକ୍ଷା ସୁଶ୍ରୀ ନନ୍ଦିନୀ ମଲ୍ଲିକଙ୍କ ଅଧ୍ୟକ୍ଷତାରେ

ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ…

ଫୁଲବାଣୀ : ଚକାପାଦ ବ୍ଳକ ଅନ୍ତର୍ଗତ ଶଙ୍କରାଖୋଲ ଠାରେ ଅବସ୍ଥିତ ଆଞ୍ଚଳିକ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ଜାତୀୟ ସେବା ଯୋଜନା ଓ ଯୁବ ରେଡକ୍ରସର ମିଳିତ ସହଯୋଗରେ ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଟିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ସରପଞ୍ଚ ଜାନକୀ ପ୍ରଧାନ, ପୂର୍ବତନ

ଆଜିଠୁ ଜି-୨୦ ଶିଖର ସମ୍ମିଳନୀ; ଭାରତ ମଣ୍ଡପମ୍‌ରେ ଏକାଠି ହେବେ ବିଶ୍ୱସ୍ତରୀୟ ନେତା…

ଆଜିଠାରୁ ନୂଆଦିଲ୍ଲୀରେ ଆରମ୍ଭ ହେଉଛି ଜି-୨୦ ଶିଖର ସମ୍ମିଳନୀ। ବିଭିନ୍ନ ରାଷ୍ଟ୍ରର ରାଷ୍ଟ୍ରପତି ଏବଂ ରାଷ୍ଟ୍ରମୁଖ୍ୟମାନେ ଆସି ପହଞ୍ଚି ସାରିଥିବା ବେଳେ ଆଜି ବିଶ୍ୱ ମଞ୍ଚରେ ବିଭିନ୍ନ ପ୍ରସଙ୍ଗରେ ହେବ ଗୁରୁତ୍ୱପୂର୍ଣ୍ଣ ଆଲୋଚନା। ନୂଆଦିଲ୍ଲୀର ଭାରତ ମଣ୍ଡପମ୍‌ରେ ଏକାଠି ହେବେ ବିଶ୍ୱର ବଡ଼ ବଡ଼…

ଜଳସେଚନ ଜମି ଜବରଦଖଲ ଅଭିଯୋଗ, ହସ୍ତକ୍ଷେପ ପାଇଁ ମୁଖ୍ଯମନ୍ତ୍ରୀଙ୍କୁ ସାଂସଦଙ୍କ ଅନୁରୋଧ…

ଭୁବନେଶ୍ୱର: ରାଜଧାନୀ ଉପକଣ୍ଠରେ ଥିବା ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପକୁ ଜମି ଜବରଦଖଲ ଯୋଗୁଁ ବାଧାପ୍ରାପ୍ତ ହୋଇଥିବା ଅଭିଯୋଗ ଆସିବାର ଗୋଟିଏ ଦିନ ପରେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ଗରିବ ଚାଷୀଙ୍କ ସ୍ୱାର୍ଥରେ…

୧୮୧ ମୋବାଇଲ ପ୍ରାଣୀ ଚିକିତ୍ସା ୟୁନିଟର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ…

ଭୁବନେଶ୍ୱର: ଘର ମୁହଁରେ ପହଞ୍ଚିବ ପ୍ରାଣୀ ଚିକିତ୍ସା । ଭ୍ରାମ୍ୟମାଣ ଗାଡ଼ିରେ ଗୃହପାଳିତ ପଶୁଙ୍କୁ ଚିକିତ୍ସା ସେବା ଯୋଗାଇ ଦିଆଯିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୮୧ଟି ଭେଟେରିନାରି ମୋବାଇଲ ୟୁନିଟ୍‌ ଗାଡ଼ିର ଶୁଭାରମ୍ଭ କରିଛନ୍ତି। ଶୁକ୍ରବାର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏକ…

ଆସନ୍ତା ୧୧ ରୁ ବଜ୍ରପାତ ସହ ପ୍ରବଳ ବର୍ଷା ସମ୍ଭାବନା…

ଭୁବନେଶ୍ବର : ଚଳିତ ମାସ ୧୧ ଓ ୧୨ ତାରିଖରେ ରାଜ୍ୟରେ ବଜ୍ରପାତ ସହିତ ପ୍ରବଳ ବର୍ଷା ସମ୍ଭାବନା ଥିବାନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ପରବର୍ତ୍ତୀ ସମୟରେ ବର୍ଷା ପରିମାଣ ବୃଦ୍ଧି ପାଇବା ସମ୍ଭାବନା ରହିଛି। ରାଜ୍ୟରେ ଦକ୍ଷିଣ-ପଶ୍ଚିମ…