ଡେରାସରେ ଜବରଦଖଲ ଅଭିଯୋଗ ପରେ କାର୍ଯ୍ଯାନୁଷ୍ଠାନ ପାଇଁ ସରକାରଙ୍କ ନିର୍ଦ୍ଦେଶ…

ଭୁବନେଶ୍ୱର: ଡେରାସ କ୍ଷୁଦ୍ର ଜଳସେଚନ ପ୍ରକଳ୍ପରେ ବେଆଇନ ଜବରଦଖଲ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ ଏ ନେଇ ଏକ ଚିଠି ଲେଖିବା ପରେ ରାଜ୍ୟ ସରକାର ଏହାକୁ ଗ୍ରହଣ କରିଛନ୍ତି। ଆଉ ପ୍ରଶାସନ ପକ୍ଷରୁ ତହସିଲଦାର ଓ ନିର୍ବାହୀ ଯନ୍ତ୍ରୀଙ୍କୁ…

ମୋଦୀ-ବାଇଡେନ୍ ବୈଠକ ପରେ ଦୁଇ ଦେଶ ଜାରି କଲେ ମିଳିତ ବିବୃତ୍ତି…

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ଜୋଶେଫ ଆର. ବାଇଡେନଙ୍କ ମଧ୍ୟରେ ମଙ୍ଗଳବାର ନୂଆଦିଲ୍ଲୀରେ ଦ୍ୱିପାକ୍ଷିକ ସମ୍ପର୍କ ଓ ଆଞ୍ଚଳିକ ଓ ବୈଶ୍ୱିକ ପ୍ରସଙ୍ଗ ଉପରେ ଆଲୋଚନା ହୋଇଛି। ଏହାପରେ ଦୁଇ ଦେଶ ମିଳିତ ବିବୃତ୍ତି ଜାରି କରିଛନ୍ତି। ଜୁନ୍ 2023ରେ…

ଆଠଗଡ଼ ଥାନାରୁ ଚମ୍ପଟ ମାରିଲା ଆସାମୀ…

ଆଠଗଡ଼  : ଆଠଗଡ଼ ଥାନାରୁ ଚମ୍ପଟ ମାରିଲା ଆସାମୀ । କିଛି ଦିନ ତଳେ ବହୁ ଚର୍ଚ୍ଚିତ ଆମ୍ବୃତ ମଣୋହି ପାଟଣା ଗ୍ରାମ ବୋମା ମାଡ଼ ଘଟଣାରେ ଫେରାର ରହିଥିଲା ଏହି ଆସାମୀ। ଖବର ପାଇ ଗତକାଲି ବିଳମ୍ବିତ ରାତିରେ ଉଠାଇ ଆଣିଥିଲା ଆଠଗଡ଼ ପୋଲିସ୍। କିନ୍ତୁ ରାତି ପହିଲା…

୩୦୦ ମୃତ, ବଢିପାରେ ମୃତକଙ୍କ ସଂଖ୍ୟା

ନୂଆଦିଲ୍ଲୀ : ମରକ୍କୋରେ ଶକ୍ତିଶାଳୀ ଭୂମିକମ୍ପ । ରିକ୍ଟର ସ୍କେଲରେ ୬.୮ ତୀବ୍ରତାର ଭୂକମ୍ପ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ମାରାକେଶର ଦକ୍ଷିଣ-ପଶ୍ଚିମର ୭୧ କିଲୋମିଟର ଦୂରରେ କେନ୍ଦ୍ରୀଭୂତ । ଆମେରିକାର ଭୂତତ୍ତ୍ବ ସର୍ବେକ୍ଷଣ ସଂସ୍ଥା ପକ୍ଷରୁ ଏହି ସୂଚନା…

କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ: ଜଳିଗଲା ୪୦ରୁ ଉର୍ଦ୍ଧ୍ବ କଣ୍ଟେନର…

କଟକ:କଟକ ଜଗତପୁର ଅନ୍ତର୍ଗତ ନଜରପୁର ଗାଁରେ ଭୟାବହ ଅଗ୍ନିକାଣ୍ଡ  । ଗାଁର ପିଡିଏସ୍‌ କିରାସିନି ପମ୍ପ ପଛପଟେ ମୁଖାର୍ଜୀ କ୍ୟାମ୍ପସ୍‌ ପଡ଼ିଆରେ ଏଲ୍‌ ଆଣ୍ଡ ଟି ଠିକାସଂସ୍ଥା ନିର୍ମାଣ କରିଥିବା ୪୦ଟି ଅସ୍ଥାୟୀ ଘରେ ନିଆଁ ଲାଗି ପାଉଁଶ ହୋଇଯାଇଛି। ଅଗ୍ନିକାଣ୍ଡରେ…

ସନ୍ଧ୍ୟା ଧୂପ ପରେ କରାଯିବ ସୁସଜ୍ଜିତ…

ପୁରୀ: ଗତ ମଙ୍ଗଳବାର ଦିନଠାରୁ ଶ୍ରୀମନ୍ଦିରରେ ଶ୍ରୀକୃଷ୍ଣ ଜନ୍ମନୀତି ଆରମ୍ଭ ହୋଇଛି  । ଆଜି ଭାଦ୍ରକୃଷ୍ଣ ଦଶମୀ ତିଥି  । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନଭୋଜି ବେଶ ଅନୁଷ୍ଠିତ ହେବ । ଆଜି ଠାରୁ ଶ୍ରୀଜିଉଙ୍କୁ ବିଭିନ୍ନ ବେଶରେ ସଜିତ କରାଯିବ । ବନଭୋଜି ବେଶ ସହ କୋଳିବିକା ନୀତି,…

ମୋଦିଙ୍କ ଘୋଷଣା, ଆଫ୍ରିକୀୟ ୟୁନିଅନ ହେଲା ଜି-୨୦ର ସଦସ୍ୟ

ଜି-୨୦ ଶିଖର ସମ୍ମିଳନି ଆଜିଠାରୁ ଆରମ୍ଭ ହୋଇଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଶ୍ୱ ନେତାଙ୍କୁ ସ୍ୱାଗତ କରିଛନ୍ତି । ମୋଦି ପ୍ରଥମେ ମରକ୍କୋ ଭୂମିକମ୍ପ ବିଷୟରେ କହି ଦୁଃଖ ପ୍ରକାଶ କରିଛନ୍ତି । ଏହାପରେ ଆଫ୍ରିକୀୟ ୟୁନିଅନକୁ ଅଫିସିଆଲ ଭାବେ ଜି୨୦…

ମେଡିକାଲ ପାଇଖାନାରୁ ଉଦ୍ଧାର ହେଲା ଶିଶୁକନ୍ୟା…

ବଲାଙ୍ଗିର: ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ଡାକ୍ତର ଖାନାରେ ଅଭାବନୀୟ ଘଟଣା । ଅଲୋଡ଼ା ହେଲା ନବଜାତ ଶିଶୁ କନ୍ୟା । ପାଇଖାନାରେ ପଡିଛି ନବଜାତ ଶିଶୁକନ୍ୟା। ଶିଶୁକନ୍ୟାଟିକୁ ଉଦ୍ଧାର କରାଯାଇ ଏସଏନସିୟୁରେ ଭର୍ତ୍ତି କରାଯାଇଛି। କନ୍ୟାଟି କାହାର ଆଉ କେଉଁ…

ଭାରତ ମଣ୍ଡପମର ସ୍ୱାଗତ ସ୍ଥଳରେ ଶୋଭାପାଉଛି ଓଡ଼ିଶାର କାରୁକାର୍ଯ୍ୟପୂର୍ଣ୍ଣ ଐତିହ୍ୟ କୋଣାର୍କ ଚକ୍ର…

ଆଜିଠୁ ନୂଆଦିଲ୍ଲୀରେ ଆରମ୍ଭ ହେଉଛି ଦୁଇ ଦିନିଆ ଜି-୨୦ ସମ୍ମିଳନୀ । ଏଥିପାଇଁ ଭାରତ ମଣ୍ଡପମ୍‌ରେ ପହଞ୍ଚୁଛନ୍ତି ଜଣକ ପରେ ଜଣେ ବିଦେଶୀ ନେତା । ସେମାନଙ୍କୁ ସ୍ୱାଗତ କରୁଛନ୍ତି ଖୋଦ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଆଉ ଭାରତ ମଣ୍ଡପମର ସ୍ୱାଗତ ସ୍ଥଳରେ…

ଅଙ୍ଗନବାଡି ଦିଦିଙ୍କ ଝୁଲନ୍ତା ମୃତ ଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ…

ବାଲେଶ୍ୱର: ଖନ୍ତାପଡା ଥାନା ଅନ୍ତର୍ଗତ ମହାରାଜପୁର ଅଙ୍ଗନବାଡି କେନ୍ଦ୍ରରେ ଶୁକ୍ରବାର ଜଣେ ଅଙ୍ଗନବାଡି କର୍ମୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତକଙ୍କ ନାଁ ପ୍ରଜ୍ଞା ପରିମିତା ଦାସ। ମହିଳାଙ୍କ ବାପାମାଆ ଅଭିଯୋଗ କରିଛନ୍ତି ଯେ ବିସ୍ମିତ ଜଣେ ମଦ୍ୟପ; ସେ ଏବଂ ତାଙ୍କ ବାପାମାଆ…