ରାସ୍ତା ଉପରେ ଜଳିଗଲା ବିଏମସି ସଫେଇ ଗାଡି, ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର…

ଭୁବନେଶ୍ବର: ରାସ୍ତା ଉପରେ ହୁତ ହୁତ ହୋଇ ଜଳିଗଲା ବିଏମସି ଗାଡି  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି ରାଜଧାନୀର ନୟାପଲ୍ଲୀ ଅଞ୍ଚଳରେ । ରାସ୍ତା ସଫା କରୁଥିବାବେଳେ ହଠାତ୍ ସଫେଇ ଗାଡିରେ ନିଆଁ ଲାଗି ଯାଇଥିଲା । ଗାଡିରେ ନିଆଁ ଲାଗି ଯାଇଥିବା ଦେଖି ଡ୍ରାଇଭର ଜଣ ତୁରନ୍ତ ଗାଡିରୁ…

ପରଲୋକରେ ଶ୍ରୀମନ୍ଦିରର ପୂର୍ବତନ ପ୍ରଶାସକ ରବୀନ୍ଦ୍ର ନାରାୟଣ ମିଶ୍ର…

ଭୁବନେଶ୍ୱର: ପବିତ୍ର ଜନ୍ମାଷ୍ଟମୀରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅନ୍ୟତମ ପରମ ଭକ୍ତ ଓ ଜଗନ୍ନାଥ ସଂସ୍କୃତିର ବିଶିଷ୍ଟ ଗବେଷକ ରବୀନ୍ଦ୍ର ନାରାୟଣ ମିଶ୍ରଙ୍କ ପରଲୋକ। ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ୮୭ ବର୍ଷ ବୟସରେ ତାଙ୍କର…

ମିଲେଟ୍ ଖାଦ୍ୟ ସଂସ୍କୃତିର ପୁନରୁଦ୍ଧାର ଓ ଚାଷକୁ ପ୍ରୋତ୍ସାହନ

ଭୁବନେଶ୍ୱର: ଭୁବନେଶ୍ୱର ଜନତା ମଇଦାନରେ ଆଗାମୀ ନଭେମ୍ବର ୯ ଓ ୧୦ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି ଆନ୍ତର୍ଜାତିକ ମିଲେଟ୍ ସମ୍ମିଳନୀ। ଏହି ମିଲେଟ୍ ସମ୍ମିଳନୀକୁ ସଫଳତାର ସହ ଆୟୋଜନ ନିମନ୍ତେ ରାଜ୍ୟସ୍ତରୀୟ ପରିଚାଳନା କମିଟି ବୈଠକ ମୁଖ୍ୟ ଶାସନ ସଚିବ…

ବେନାମୀ ଚିଠା ଲେଖି କମିସନରେଟ ପୋଲିସ ର ସିପାହୀ ସସ୍ପେଣ୍ଡ…

ଭୁବନେଶ୍ୱର : ଏସ୍ ଏସ ବଟାଲିଅନ , କମିସନରେଟ ପୋଲିସ ଭୁବନେଶ୍ୱର ର ସିପାହୀ ନମ୍ୱର 187 ଶ୍ରୀ ଦୀପକ କୁମାର ମହାରଣା ଉଚ୍ଚ ପାହ୍ୟାର ଅଫିସରଙ୍କ ନାମରେ ଅନେକ ଦିନ ହେଲା ବେନାମୀ ପିଟିସନ ଲେଖି ଆସୁଥିଲେ। ଗତ ଅଗଷ୍ଟ ମାସରେ ଆଦିଶିନାଲ ଡିସିପି (ସିକୁରିଟି ) ଲୋକସେବା ଭବନ ର ଶ୍ରୀ ସୁଜିତ୍ ଦଳାଇ

ବାଲିଗୁଡ଼ା: ଦୁଇ ମାଂସ ବ୍ୟବସାୟୀଙ୍କୁ ଅପହରଣ ଘଟଣାରେ ୧୦ ଜଣ ଗିରଫ

ବାଲିଗୁଡ଼ା:: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବସଷ୍ଟାଣ୍ଡ ନିକଟସ୍ଥ ବନ୍ଧଛକ ବୁଡ଼ାଗୁଡା ରାସ୍ତା ନିକଟରୁ ମଙ୍ଗଳବାର ସନ୍ଧ୍ୟା ୬ଟା ସମୟ ରେ ଦୁଇଟି ଗାଡ଼ିରେ କିଛି ଦୁର୍ବୃତ୍ତ ଆସି ହାଟପଦା ସାହିର ମାଂସ ବ୍ୟବସାୟୀ ହେମନ୍ତ ଗଣ୍ଡା ଓ ପଣ୍ଡିତ ମାଝୀ ଙ୍କୁ ଉଠାଇ ଅପହରଣ କରିନେଇଥିଲେ। ଏହି

ଛତ୍ରପୁର ନୂତନ ଥାନାଧିକାରୀଙ୍କ ଦାୟିତ୍ୱ ଗ୍ରହଣ…

ଛତ୍ରପୁର :ଗଞ୍ଜାମ ପୋଲିସଜିଲ୍ଲା ମୁଖ୍ୟାଳୟ ଛତ୍ରପୁର ସଦର ଆଦର୍ଶ ଥାନାର ନୂତନ ଥାନା ଅଧିକାରୀ ଭାବେ ନିରୋଦ କୁମାର ଦାସ ଅବସ୍ଥାପିତ ହୋଇ ବୁଧବାର ତାଙ୍କ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ଏହି ସ୍ଥାନରେ ଥିବା ଆଇ.ଆଇ.ସି. ସତ୍ୟରଞ୍ଜନ ପ୍ରଧାନ ଭୁବନେଶ୍ୱର କମିଶନରରେଟ୍ ପୋଲିସ

ଫୁଲବାଣୀ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ ଉତ୍ସବ ପାଳିତ…

ଫୁଲବାଣୀ: ସ୍ଥାନୀୟ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ଜନ୍ମାଷ୍ଟମୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l ପ୍ରଧାନ ଆଚାର୍ଯ୍ୟ ରାଜେନ୍ଦ୍ର ପାଢ଼ୀ ଅତିଥି ପରିଚୟ ପ୍ରଦାନ କରିଥିଲେ ।ସହ-ପ୍ରଧାନ ଆଚାର୍ଯ୍ୟା ବୈଜୟନ୍ତୀ ସାମନ୍ତରାୟଙ୍କ ସଂଯୋଜନାରେ ଏହି ପୂଜନ

ସ୍ଵାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀଙ୍କ ୧୫ତମ ଶ୍ରାଦ୍ଧବାର୍ଷିକୀ ପାଳିତ…

ଫୁଲବାଣୀ: ଆଜି ପବିତ୍ର ଜନ୍ମାଷ୍ଟମୀ ସହ ଜଲେଶପଟା ଗୁରୁକୁଳ କନ୍ୟା ଆଶ୍ରମର ବ୍ରହ୍ମଲୀନ ବେଦାନ୍ତ କେଶରୀ ସ୍ଵାମୀ ଲକ୍ଷ୍ମଣା ନନ୍ଦ ସରସ୍ବତୀଙ୍କ ୧୫ତମ ଶ୍ରାଦ୍ଧବାର୍ଷିକୀ । ଏହି ଅବସରରେ କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ଥାନା ଅନ୍ତର୍ଗତ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ପରିସରରେ ବହୁ

କଂଗ୍ରେସରୁ ପ୍ରାର୍ଥୀ ହେବେ ନାହିଁ ସୁର ରାଉତରାୟଙ୍କ ସାନପୁଅ ମନ୍ମଥ

ଭୁବନେଶ୍ୱର:ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ ଆଗାମୀ ନିର୍ବାଚନ ଲଢିବେ । କିନ୍ତୁ କଂଗ୍ରେସରୁ ନୁହେଁ । ପ୍ରାୟ ୬ ଥର ବିଧାୟକ ଭାବେ ନିର୍ବାଚିତ ହୋଇଥିବା ବିଧାୟକ ସୁର ରାଉତରାୟ ୭ ମାସ ପୂର୍ବରୁ  ରାଜନୀତିରୁ ସନ୍ୟାସ ନେବେ ବୋଲି ଘୋଷଣା କରିଥିଲେ ।…

ପୁରୀରେ ଡକାୟତି ଯୋଜନା ପଣ୍ଡ, ୫ଜଣ ଗିରଫ…

ପୁରୀ: ପୁରୀରେ ଡକାୟତି ଯୋଜନା ପଣ୍ଡ । ୫ଜଣଙ୍କୁ ଗିରଫ କଲା ବାସେଳୀ ସାହି ଥାନା ପୋଲିସ । ଗିରଫ ଅଭିଯୁକ୍ତଙ୍କ ନାମରେ ପୂର୍ବରୁ ବିଭିନ୍ନ ଥାନାରେ ମାମଲା ରହିଛି । ଏନେଇ ସାମ୍ବାଦିକ ସମ୍ମିଳନୀକରି ସୂଚନା ଦେଇଛି ବାସେଳୀ ସାହି ଥାନା ପୋଲିସ । ସୂଚନା ଅନୁସାରେ,…