Sign in
Sign in
Recover your password.
A password will be e-mailed to you.
ଦୀର୍ଘ ୪ ଘଣ୍ଟାର ପରିଶ୍ରମ ପରେ ୬୦ ଫୁଟ୍ ତଳୁ ଉଦ୍ଧାର ହେଲା ସ୍ୱରାଜ
ଆଠମଲ୍ଲିକ: ଆଠମଲ୍ଲିକ ବ୍ଲକ କଳା ମାଟି ଗାଁରେ ଘଟିଥିଲା ଅଘଟଣ । ୬୦ ଫୁଟ ତଳେ ଫଶି ରହିଥିଲା ନାବାଳକ । କେନାଲର ପାଣି ଦେଖିବାକୁ ଆସି ଭୁଲରେ ସାଇଫନ ଭିତରେ ଖସିପଡିଥିଲା ନାବାଳକଟି । ତୁରନ୍ତ ଖବର ମିଳିବା ପରେ…
ଆସନ୍ତା ୭ରେ ଇଣ୍ଡୋନେସିଆ ଯିବେ ପ୍ରଧାନମନ୍ତ୍ରୀ ମୋଦି
ଇଣ୍ଡୋନେସିଆ ଯିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେପ୍ଟେମ୍ବର ୭ରେ ହେବାକୁ ଥିବା ୨୦ତମ ଏସିୟାନ-ଭାରତ ଶିଖର ସମ୍ମିଳନୀ (ASEAN-India Summit 2023) ଏବଂ ୧୮ତମ ପୂର୍ବ ଏସିଆ ଶିଖର ସମ୍ମିଳନୀ ପାଇଁ…
ସାତକୋଶିଆ ଅଭୟାରଣ୍ୟରୁ ୨ ହାତୀର ମୃତଦେହ ଉଦ୍ଧାର
ଅନୁଗୁଳ: ସାତକୋଶିଆ ବନ୍ୟପ୍ରାଣୀ ଅଭୟାରଣ୍ୟରୁ ୨ଟି ହାତୀର ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ସାତକୋଶିଆ ଅଭୟାରଣ୍ୟର ଜଗନ୍ନାଥପୁର ଗାଁ ନିକଟ ଜଙ୍ଗଲରେ ହାତୀ ଦୁଇଟିର ମୃତଦେହ ପଡ଼ିଥିବା ସ୍ଥାନୀୟ ଲୋକ…
INDIA ଶବ୍ଦକୁ ନେଇ ହଙ୍ଗାମା! G-20 ଡିନର ପାଇଁ ‘ପ୍ରେସିଡେଣ୍ଟ୍ ଅଫ୍ ଭାରତ’ ନାମରେ ପଠାଗଲା ନିମନ୍ତ୍ରଣ ପତ୍ର
‘ପ୍ରେସିଡେଣ୍ଟ୍ ଅଫ୍ ଭାରତ’ ନାମରେ ପଠାଗଲା ନିମନ୍ତ୍ରଣ ପତ୍ର। ରାଷ୍ଟ୍ରପତି ଭବନ ତରଫରୁ ସେପ୍ଟେମ୍ବର ୯ରେ ଜି୨୦ ଡିନର ପାଇଁ ‘ପ୍ରେସିଡେଣ୍ଟ୍ ଅଫ୍ ଇଣ୍ଡିଆ’ ଜାଗାରେ ‘ପ୍ରେସିଡେଣ୍ଟ୍ ଅଫ୍ ଭାରତ’ ନାମରେ…
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର: ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ
ଭୁବନେଶ୍ୱର:ଉତ୍ତରପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରର ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଏ ନେଇ ମଙ୍ଗଳବାର ସୂଚନା ଦେଇଛି ଭାରତୀୟ…
ସଂଧ୍ୟାରେ ଭୁବନେଶ୍ବର ଓ କଟକ ମଧ୍ୟକୁ ଟ୍ରକ ମନା
କଟକ/ ଭୁବନେଶ୍ବର: ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରର ଟ୍ରାଫିକ ସମସ୍ୟା ବଢ଼ିବାରେ ଲାଗିଛି । ବିଶେଷ କରି ସନ୍ଧ୍ୟା ସମୟରେ ରାଜଧାନୀର ବିଭିନ୍ନ ଟ୍ରାଫିକ ପୋଷ୍ଟରେ ନାହିଁ ନଥିବା ଭିଡ଼ ଦେଖିବାକୁ ମିଳୁଛି । ତେଣୁ…
ବିଏସଏଫ ୱେଷ୍ଟର୍ଣ୍ଣ କମାଣ୍ଡ ଦାୟତ୍ୱ ନେଲେ ଓଡ଼ିଶା କ୍ୟାଡର ଆଇପିଏସ ଯୋଗେଶ ବାହାଦୂର ଖୁରାନିଆ
ଭୁବନେଶ୍ୱର: ୧୯୯୦ ବ୍ୟାଚର ଓଡ଼ିଶା କ୍ୟାଡର ଆଇପିଏସ ଅଫିସର ଯୋଗେଶ ବାହାଦୂର ଖୁରାନିଆ ହେଲେ ବର୍ଡର ସିକ୍ୟୁରିଟି ଫୋର୍ସ (ବିଏସଏଫ) ଚଣ୍ଡିଗଡର ସ୍ପେଶାଲ ଡାଇରେକ୍ଟର ଜେନେରାଲ ।
ବିଏସଏଫ ୱେଷ୍ଟର୍ଣ୍ଣ…
ସ୍ୱାମୀ ବିରୋଧରେ ଥାନାରେ ଅଭିଯୋଗ କରିବାକୁ ଯାଇଥିବା ମହିଳା ଗଣଦୁଷ୍କର୍ମର ଶିକାର
ସ୍ୱାମୀର ଅସହ୍ୟ ଯନ୍ତ୍ରଣା ସହି ନ ପାରି ଥାନାରେ ଅଭିଯୋଗ ପାଇଁ ଯାଇଥିବା ମହିଳାଙ୍କୁ ଗଣଦୁଷ୍କର୍ମ । ସବୁବେଳେ ମାରପିଟ କରୁଥିବା ସ୍ୱାମୀ ବିରୋଧରେ ଅଭିଯୋଗ ନେଇ ଥାନାକୁ ଯାଇଥିଲେ ମହିଳା । ହେଲେ ସେଠାରେ…
ଶପଥ ନେଲେ ହାଇକୋର୍ଟର ୨ ବିଚାରପତି
କଟକ:ଶପଥ ନେଲେ ହାଇକୋର୍ଟର ଦୁଇ ବିଚାରପତି । ହାଇକୋର୍ଟ ମୁଖ୍ୟ ବିଚାରପତି ଶୁଭାଶିଷ ତାଳପତ୍ର ମଙ୍ଗଳବାର ଦୁଇ ବିଚାରପତି ଶିବଶଙ୍କର ମିଶ୍ର ଏବଂ ଆନନ୍ଦ ଚନ୍ଦ୍ର ବେହେରାଙ୍କୁ ଶପଥପାଠ କରାଇଛନ୍ତି ।…
ପାଟନା ୟୁନିଭରସିଟିର ଉଦ୍ଘାଟନ ସମାରୋହରେ ପଡିଗଲେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର
ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ପାଟନା ୟୁନିଭରସିଟିରେ ଏକ ଉଦ୍ଘାଟନୀ କାର୍ଯ୍ୟକ୍ରମରେ ଗୋଡ ଖସିଯିବାରୁ ପଡିଯାଇଛନ୍ତି । ପାଟନା ୟୁନିଭରସିଟିରେ ଏକ କାର୍ଯ୍ୟକ୍ରମର ଉଦଘାଟନ ସମୟରେ ଗୋଡ ଖସିଯିବାର ନୀତିଶ…