ଶବ ସତ୍କାର କରିବାକୁ ଯାଇ ନିଜେ ପାଲଟି ଗଲେ ଶବ

ଉମେରକୋଟ // ଝରୀଗାଁ : ଆସିଲା ଅକାଳ ମୃତ୍ୟୁ । ଶ୍ମଶାନକୁ ଯାଇଥିଲେ ଶବ ସତ୍କାର ପାଇଁ କିନ୍ତୁ ନିଜେ ପାଲଟିଗଲେ ଶବ । ମୃତ୍ୟୁ ଯେ କାହା ଭାଗ୍ୟରେ କେତେବେଳେ ଆସେ ତାହା କହିବା ମୁସ୍କିଲ । ଆଉ ଜଣେ ଜୀବିତ ବ୍ୟକ୍ତି ମୃତ ବ୍ୟକ୍ତିଙ୍କ ଶବ ସତ୍କାର ପାଇଁ ଯାଇଥିବା ସମୟରେ ସେଠାରେ ନିଜେ ଶବ

ପଦାରେ ପଡିଲା ବିଜେଡିର ଗୋଷ୍ଠି କନ୍ଦଳ: ମହେଶ୍ୱର ଓ ଶୁଭାଶିଷ ଗୋଷ୍ଠି ମୁହାଁମୁହିଁ

ପୁରୀ : ବିଜୁ ଜନତା ଦଳ ପକ୍ଷରୁ ଏକ କର୍ମୀ ସମ୍ମିଳନୀ ଚାଲିଥିବା ବେଳେ ବିଜୁ ଜନତା ଦଳର ଦୁଇ ଗୋଷ୍ଟିର ସମର୍ଥକଙ୍କ ମଧ୍ୟରେ ମୁହାଁମୁହିଁ ହୋଇଥିବା ସୂଚନା ମିଳିଛି । ମିଳୁଥିବା ସୂଚନା ଅନୁଯାୟୀ, ପୁରୀ ପୈାରସଂସ୍ଥା ଅନ୍ତର୍ଗତ ୨୧ ନମ୍ବର ୱାର୍ଡର କିଛି ବିଜେଡି କର୍ମୀ ଓ ସମର୍ଥକଙ୍କୁ ନେଇ

ଜାତିଗତ ଜନଗଣନାକୁ ନେଇ ଇଣ୍ତିଆ ମେଣ୍ଟରେ ଫାଟ..!

ବିରୋଧୀ ମେଣ୍ଟ ଇଣ୍ଡିଆର ତୃତୀୟ ବୈଠକରେ ମତ ପାର୍ଥକ୍ୟ ଦେଖିବାକୁ ମିଳିଛି। ବିହାର ଓ ବେଙ୍ଗାଲୁରୁ ପରେ ମୁମ୍ବାଇରେ ସବୁ ଦଳ ଏକାଠି ଥିବା ସମସ୍ତଙ୍କୁ ଜଣାଇବାକୁ ଚେଷ୍ଟା କରିଛନ୍ତି ସତ, କିନ୍ତୁ ପ୍ରଥମଥର ପାଇଁ ମେଣ୍ଟରେ ଫାଟ ଦେଖିବାକୁ ମିଳିଛି। ମୁମ୍ବାଇ ବୈଠକରେ ନିର୍ବାଚନୀ ସଂକଳ୍ପ

ମେଡିକାଲ ଓ ଇଞ୍ଜିନିୟରିଂ ପଢ଼ୁଥିବା ଅନୁସୂଚିତ ଜାତି ଓ ଜନଜାତି ଛାତ୍ରଛାତ୍ରୀଙ୍କ ଫି’ ଦେବେ ସରକାର

ଭୁବନେଶ୍ୱର: SC\ST ଛାତ୍ରଛାତ୍ରୀଙ୍କ ଉଚ୍ଚଶିକ୍ଷାର ସବୁ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର । ମାଗଣାରେ ମେଡିକାଲ ଓ ଇଞ୍ଜିନିୟରିଂ ପଢିପାରିବେ SC\ST ଛାତ୍ରଛାତ୍ରୀ । ମୁଖ୍ୟମନ୍ତ୍ରୀ ମେଧାବୀ ଛାତ୍ର ପ୍ରୋତ୍ସାହନ ଯୋଜନାରେ ସମସ୍ତ ଟଙ୍କା ଖର୍ଚ୍ଚ ହେବ । ଏହି ଯୋଜନା ମେଧାବୀ

ଇଣ୍ଡିଆ ମେଣ୍ଟ: ମୋଦି-ଆଦାନୀ ସମ୍ପର୍କକୁ ନେଇ ବର୍ଷିଲେ ରାହୁଲ ଗାନ୍ଧି

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଶିଳ୍ପପତି ଗୌତମ ଆଦାନୀଙ୍କ ମଧ୍ୟରେ ଗୁପ୍ତ ସମ୍ପର୍କ ଥିବା ଦାବି ପୁଣିଥରେ ବର୍ଷିଛନ୍ତି ରାହୁଲ ଗାନ୍ଧି। ମୁମ୍ବାଇରେ ଅନୁଷ୍ଠିତ ବିରୋଧୀ ମେଣ୍ଟ ଇଣ୍ଡିଆ ବୈଠକରେ ରାହୁଲ ଗାନ୍ଧି ସମ୍ବୋଧନ କରିବା ବେଳେ ଅଭିଯୋଗ କରିଛନ୍ତି ଯେ ପ୍ରଧାନମନ୍ତ୍ରୀ ଓ ବିଜେପି

5T ସଚିବଙ୍କ ଆଜି ଯାଜପୁର ଗସ୍ତର ଶେଷ ଦିନ

ଯାଜପୁର : 5T ସଚିବ ଭି. କେ ପାଣ୍ଡିଆନଙ୍କ ଯାଜପୁର ଜିଲ୍ଲା ଗସ୍ତର ଆଜି ଶେଷ ଦିନ । ମାଆ ବିରଜାଙ୍କ ଦର୍ଶନ କରି କାର୍ଯ୍ୟକ୍ରମ ଆରମ୍ଭ କରିଛନ୍ତି । ଏବେ ବରି ନିର୍ବାଚନ ମଣ୍ଡଳୀର ବ୍ରହ୍ମବରଦା ହାଇସ୍କୁଲ ପଡ଼ିଆରେ ପହଞ୍ଚିଛନ୍ତି ଫାଇଭ ଟି ସଚିବ । ଜନ ଶୁଣାଣିରେ ଯୋଗ ଦେଇଛନ୍ତି । ଛଅ

ଇଣ୍ତିଆ ବୈଠକରେ ହଠାତ୍‌ ପହଞ୍ଚିଲେ କପିଲ ଶିବଲ, ବିରୋଧ କଲେ କଂଗ୍ରେସ ନେତା

ମୁମ୍ବାଇରେ ଅନୁଷ୍ଠିତ ବିରୋଧ ମେଣ୍ଟ ଇଣ୍ଡିଆର ବୈଠକରେ ହଠାତ୍‌ ରାଜ୍ୟସଭା ସାଂସଦ କପିଲ ଶିବଲ ପହଞ୍ଚିବା ସମସ୍ତଙ୍କୁ ଚକିତ କରିଛି। ସେ କଂଗ୍ରେସ ଛାଡ଼ି ସମାଜବାଦୀ ପାର୍ଟିର ସମର୍ଥନରେ ରାଜ୍ୟସଭାକୁ ଯାଇଛନ୍ତି। ତେଣୁ ଆଜି ବିରୋଧୀ ବୈଠକରେ ତାଙ୍କ ଉପସ୍ଥିତିକୁ କଂଗ୍ରେସ ଜୋରଦାର ବିରୋଧ

ଅଟୋ-ଟ୍ରକ ମୁହାଁମୁହିଁ ଧକ୍କା; ୮ ମାସର ଶିଶୁ ସମେତ ୨ ମୃତ, ୪ ଗୁରୁତର

କଟକ: ଅଟୋ-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା। ଏଥିରେ ୮ ମାସର ଶିଶୁ ସମେତ ୨ ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି। ଏହି ଘଟଣା ଘଟିଛି ଆଜି ସକାଳେ କଟକ ଜିଲ୍ଲା ତିଗିରିଆ ଥାନା ଖୁଣ୍ଟୁଣୀ ନରସିଂହପୁର ଠାରେ। ଘଟଣାସ୍ଥଳରୁ ସମସ୍ତ ମୃତାହତଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ

ଆସନ୍ତାକାଲି ଉତ୍‌କ୍ଷେପଣ ହେବ ଆଦିତ୍ୟ L1

ଚନ୍ଦଯାନ-୩ର ସଫଳତା ପରେ ଆସନ୍ତାକାଲି ଇସ୍ରୋ ଆରମ୍ଭ କରିବ ସୌର ମିଶନ । ଶନିବାର ଦିନ ୧୧.୫୦ରେ ଆନ୍ଧ୍ରପ୍ରଦେଶ ଶ୍ରୀହରିକୋଟାରୁ ଉତକ୍ଷେପଣ କରାଯିବ ଆଦିତ୍ୟ L1 । ଏଥିପାଇଁ ଶେଷ ହୋଇଛି ସମସ୍ତ ପ୍ରସ୍ତୁତି ତଥା ରିହର୍ସଅଲ । ଏବେ ଆରମ୍ଭ ହୋଇଗଲାଣି କାଉଣ୍ଟଡାଉନ୍‌ । ପୃଥିବୀଠୁ ସୂର୍ଯ୍ୟ

ପୁଣି ଥରେ ଶ୍ରୀମନ୍ଦିରରେ ଆରମ୍ଭ ହେବ ପାରମାଣିକ ଦର୍ଶନ

ପୁରୀ: ଜଗା ଦର୍ଶନ ପାଇଁ ଟଙ୍କା ଗଣିବେ ଭକ୍ତ । ଶ୍ରୀମନ୍ଦିରରେ ପୁଣି ଥରେ ଆରମ୍ଭ ହେବ ପାରମାଣିକ ଦର୍ଶନ । ବିଭିନ୍ନ ନିଯୋଗ ସହ ଆଲୋଚନା ପରେ ଏସଓପି ଜାରି କରିବ ଶ୍ରୀମନ୍ଦିର ପ୍ରଶାସନ । ଗତକାଲି ବସିଥିବା ଶ୍ରୀମନ୍ଦିର ଅର୍ଥ ସବକମିଟି ବୈଠକରେ ଏନେଇ ନିଷ୍ପତ୍ତି ହୋଇଛି । ଶ୍ରୀମନ୍ଦିର