ଗଞ୍ଜାମରେ ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ : ୨୭,୪୩୨ଟି ମାମଲାର ସମାଧାନ

ଛତ୍ରପୁର : ୯/୫/୨୬ : ଆଜି ଗଞ୍ଜାମ ଜିଲ୍ଲା କୋର୍ଟ ପରିସର, ବ୍ରହ୍ମପୁର ସହିତ ଜିଲ୍ଲାର ସମସ୍ତ ଅଦାଲତରେ ୨୦୨୬ ମସିହାର ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଥିଲା । ଏହି ଲୋକ ଅଦାଲତରେ ମୋଟ ୨୭,୪୩୨ଟି ମାମଲାର ଆପୋଷ ସମାଧାନ କରାଯାଇଥିବା ବେଳେ ସମୁଦାୟ ରୁ. ୩,୩୫,୦୭,୫୭୮ /-

ଥାନା ଆଗରେ ଦେହରେ ପେଟ୍ରୋଲ ଢାଳି ଆତ୍ମାହୁତି ଉଦ୍ୟମ

ଗୋପ:ପୁଣି ସାମ୍ନାକୁ ଆସିଛି ପୁଲିସ୍‌ର ନିଷ୍କ୍ରିୟତା । ନ୍ୟାୟ ନମିଳିବାରୁ ଶେଷରେ ଥାନା ସମ୍ମୁଖରେ ନିଜ ଦେହରେ ପେଟ୍ରୋଲ ଢାଳି ଆତ୍ମହତ୍ୟା ଉଦ୍ୟମ କଲେ ଜଣେ ଦୋକାନୀ। ଏଭଳି କିଛି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ପୁରୀ ଜିଲ୍ଲା ଗୋପ ଥାନା ସମ୍ମୁଖରେ। ମିଳିଥିବା ସୂଚନା ଅନୁଯାୟୀ ଗୋପ ଥାନା

ସମୁଦ୍ରରେ ତେଲ ମାଫିଆଙ୍କ ରାଜୁତି, ମାଛଧରା ବୋଟ୍ ସାହାଯ୍ୟରେ ହେଉଛି ଚୋରା କାରବାର

ପାରାଦ୍ଵୀପ : ଗଭୀର ସମୁଦ୍ରରେ ଚାଲିଛି ଚୋରା ତେଲ ମାଫିଆଙ୍କ ରାଜୁତି ।  ଚୋରା ତେଲ ବ୍ୟବସାୟ ର ମୁଖ୍ୟ ମାଧ୍ୟମ ସାଜିଛି ମାଛଧରା ବୋଟ୍ ।  ଏକ ସ୍ବତନ୍ତ୍ର ସିଣ୍ଡିକେଟ କାମ କରୁଥିବା ସଂଦେହ କରାଯାଉଛି। ପାରାଦ୍ଵୀପ ବନ୍ଦରକୁ ଆସୁଥିବା ଜାହାଜରୁ ତେଲ କାଢ଼ି ମାଛଧରା ବୋଟ ମାଧ୍ୟମରେ ଆଣି ଏହାକୁ

ରାଜ୍ୟରେ ସ୍ଥାପନ ହେବ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ : ଆଇନ ମନ୍ତ୍ରୀ

ଭୁବନେଶ୍ୱର : ଓଡ଼ିଶାରେ ହେବ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ । ରାଜ୍ୟରେ ଏସବୁ କୋର୍ଟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ଯୋଜନା ରହିଛି ବୋଲି କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଦିନକୁ ଦିନ ବଢ଼ୁଥିବା ସାଇବର ଠକେଇ ଏବଂ ଅପରାଧ ରୋକିବା

ହରିଣକୁ ପିଟି ପିଟି ମାରିଦେଲେ ଶିକାରୀ, ତଦନ୍ତ କରୁଛନ୍ତି ରେଞ୍ଜର

ସୋରଡ଼ା : ସୋରଡ଼ାରେ ଘଟିଯାଇଛି ଏକ ଅଭାବନୀୟ ଘଟଣା  ଗଞ୍ଜାମ ଜିଲ୍ଲା ଉତ୍ତର ଘୁମୁସର ବନଖଣ୍ଡ ସେଣ୍ଟ୍ରାଲ ରେଞ୍ଜ ଅଧୀନ ଖପରାଗଣ୍ଡା ଶିବାନୀ ରାଇସ ମିଲ ନିକଟରେ ଗୋଟିଏ ହରିଣକୁ ଅସାଧୁ ବ୍ୟକ୍ତି ମାରିଦେଇଥିବା ଅଭିଯୋଗ ହୋଇଛି  ।  ଗାଁ ନିକଟ ଜଙ୍ଗଲରେ ଅଧିକାଂଶ ସମୟରେ ହରିଣ, ସମ୍ବର ଦେଖା

କୋରାପୁଟ-ରାୟଗଡାରେ ବଢ଼ିବ ବକ୍ସାଇଟ୍ ଉତ୍ପାଦନ କ୍ଷମତା

ଭୁବନେଶ୍ବର : ଓଡ଼ିଶା ଖଣି ନିଗମ (ଓଏମସି) ଦ୍ୱାରା କୋଡ଼ିଙ୍ଗାମାଳି ଖଣି ବିଗତ ଆଠ ବର୍ଷ ଧରି ପରିଚାଳିତ ହୋଇଆସୁଛି । ଯାହାକି ଓଡ଼ିଶାର କୋରାପୁଟ ଏବଂ ରାୟଗଡା ଜିଲ୍ଲାରେ ରହିଛି । ଏଠାରୁ ଉତ୍ପାଦିତ ବକ୍ସାଇଟ୍ ରାଜ୍ୟର ଶିଳ୍ପଗୁଡ଼ିକୁ ଯୋଗାଇ ଦିଆଯାଏ, ଯାହା ଓଡ଼ିଶାର ଶିଳ୍ପ ବିକାଶ

ଚାକିରିରେ ପୁନଃ ନିଯୁକ୍ତି ଦାବିରେ ଟାୱାର ଉପରେ ଚଢ଼ି ଜୀବନ ହାରିବାକୁ ଧମକ ଦେଲେ ଯୁବକ

ଢେଙ୍କାନାଳ: ନ୍ୟାୟ ଦାବିରେ ଟାୱାରରେ ଚଢି ଯୁବକଙ୍କ ଜୀବନ ହାରିବାକୁ ଉଦ୍ୟମ । ଯୁବକ ଜଣଙ୍କ ଢେଙ୍କାନାଳ ଜିଲ୍ଲା ତୁମୁସିଙ୍ଗା ଥାନା ସୋଗର ଗାଁର ରୁଦ୍ରନାରାୟଣ ଦାସ । ଢେଙ୍କାନାଳ ଟାଉନ ଥାନା ଆଗରେ ଥିବା ଟାୱାର ଉପରେ ଚଢ଼ି ହାଇଡ୍ରାମା କରିଛନ୍ତି ଯୁବକ। ଚାକିରି ଓ ଅସୁସ୍ଥ ବାପାଙ୍କ

ବସ-ଟ୍ରକ୍ ମୁହାଁମୁହିଁ : ଜଣେ ମୃତ, ୧୫ରୁ ଊର୍ଦ୍ଧ୍ବ ଆହତ

ବ୍ରହ୍ମପୁର: ବସ ଓ ଟ୍ରକ୍ ମୁହାଁମୁହିଁ ଧକ୍କା । ଦୁର୍ଘଟଣାରେ ଟ୍ରକ୍ ଡ୍ରାଇଭରଙ୍କ ମୃତ୍ୟୁ ହୋଇଥିବା ବେଳେ ୧୫ରୁ ଊର୍ଦ୍ଧ୍ବ ଯାତ୍ରୀ ଆହତ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା କୋଦଳା ଥାନା ଅନ୍ତର୍ଗତ ବାଲିଡାବା ନିକଟରେ ଏପରି ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ ପୋଲସରାରୁ ପୁରୀ ଅଭିମୁଖେ

୧୬ ଲକ୍ଷ ଟଙ୍କା ଲାଞ୍ଚ ନେଇ ସିବିଆଇ ଜାଲରେ CGST ସୁପରିଣ୍ଟେଣ୍ଡେଣ୍ଟ

ବାଲେଶ୍ଵର: ସିବିଆଇ ଜାଲରେ ବାଲେଶ୍ଵର CGST ସୁପରିଣ୍ଟେଣ୍ଡେଣ୍ଟ । ବାଲେଶ୍ୱର କେନ୍ଦ୍ରୀୟ ଜିଏସଟି (CGST) କାର୍ଯ୍ୟାଳୟରେ ଶୁକ୍ରବାର ସିବିଆଇ (CBI) ପକ୍ଷରୁ ଏକ ବଡ଼ଧରଣର ଚଢ଼ାଉ କରାଯାଇଛି । ୧୬ ଲକ୍ଷ ଟଙ୍କାର GST ରିଫଣ୍ଡ ମୁକ୍ତ କରିବା ପାଇଁ ଜଣେ ବ୍ୟବସାୟୀଙ୍କଠାରୁ ୫୦ ହଜାର

ମେ’ ୧୦ ବା ୧୧ ବେଳକୁ ଲଘୁଚାପ !

ଭୁବନେଶ୍ୱର : ବାତ୍ୟା ଦ୍ବନ୍ଦ୍ବ ଭିତରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ମେ ୧୦ ବା ୧୧ ବେଳକୁ ହୋଇପାରେ ଲଘୁଚାପ । ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଆଖପାଖରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ସମୁଦ୍ର ପତ୍ତନରୁ ଦେଢ କିଲୋମିଟର ପର୍ଯ୍ୟନ୍ତ ବ୍ୟାପିଛି ଏହି ଘୂର୍ଣ୍ଣିବଳୟ । ଏନେଇ ବିଶ୍ବ