ବଜ୍ରପାତରେ ନଅ ଗାଈଗୋରୁ ମୃତ : ସରକାରୀ ସାହାଯ୍ୟ ଯୋଗାଇଦେବାକୁ ଦାବି…

ବେଲଗୁଣ୍ଠା (୩୧/୦୮) : ଆଜି ଅପରାହ୍ଣରେ ବଜ୍ରପାତରେ ବେଲଗୁଣ୍ଠା ବ୍ଳକ୍ ଅନ୍ତର୍ଗତ ବଡ଼ପଡ଼ା ପଂଚାୟତ ଶିରୀକୋଈ ଗ୍ରାମର ଜୟ ଗୌଡ଼ଙ୍କ ନଅଟି ଗାଈଗୋରୁ ଘଟଣା ସ୍ଥଳରେ ମୃତ୍ୟୁ ବରଣ କରିଥିବା ଖବର ମିଳିଛି I ଖବରରୁ ଜଣାପଡିଛି ଆଜି ଜୟ ପ୍ରତିଦିନ ଭଳି ଗାଈ ଚରାଇବା ପାଇଁ ବଞ୍ଜର ଅଞ୍ଚଳକୁ ଯାଇଥିଲେ

ଫିରିଙ୍ଗିଆ ଓ ଗୋଛାପଡ଼ା ରାସ୍ତାରେ ମାଓ ପୋଷ୍ଟର

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ମାଓ ଅଧୁଷିତ ଫିରିଙ୍ଗିଆ ଥାନା ଅନ୍ତର୍ଗତ ଗୋଛପଡା ରାସ୍ତାର ବିଭିନ୍ନ ସ୍ଥାନରେ ମାଓ ପୋଷ୍ଟର ଲାଗିଥିବା ଦେଖିବାକୁ ମିଳିଛି । ସେହିପରି ଉକ୍ତ ରାସ୍ତାର ଘାଟି ସାହୀ, ମାଝୀପଡ଼ା, ଦରଘ ବାଲି ଆଦି ଅଞ୍ଚଳରେ ବହୁ ସଂଖ୍ୟାରେ ମାଓ ପୋଷ୍ଟର ପଡ଼ିଥିବା ଦେଖିବାକୁ

ଓଁ ଶ୍ରୀ ଇନଷ୍ଟିଚ୍ୟୁଟରେ ରକ୍ତଦାନ ଶିବିର ଆୟୋଜିତ

ବ୍ରହ୍ମପୁର : ଓଁ ଶ୍ରୀ ଇନଷ୍ଟିଚ୍ୟୁଟରେ ଲାଞ୍ଜିଆ ସମିତି ସଭ୍ୟ ତଥା ଆମ୍ବଗଡ ସମବାୟ ସମିତି ର ସଭାପତି କାହ୍ନୁ ଚରଣ ପାତ୍ର ଙ୍କ ଜନ୍ମଦିନ ଅବସରରେ “ଓଡ଼ିଶା ମୋ ପରିବାର ଏବଂ ଜୀବନ ବିନ୍ଦୁ” ଆନୁକୁଲ୍ୟରେ ଏକ ରକ୍ତ ଦାନ ଶିବିର ଆୟୋଜିତ ହୋଇଥିଲା। ବିଭିନ୍ନ ଯୁବକ ବର୍ଗ ତଥା ଛାତ୍ର ଛାତ୍ରୀ

ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ପାଳିଲା ସ୍ୱାୟତ୍ତ ଶାସନ ଦିବସ

ହିଞ୍ଜିଳିକାଟୁ (୩୧/୮) ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି ଗୁରୁବାର ସ୍ବାୟତ୍ତ ଶାସନ ଦିବସ ପାଳନ ମହାଆଡମ୍ବର ସହକାରେ ପାଳନ କରିଛି । ହିଞ୍ଜିଳିକାଟୁ ମ୍ୟୁନିସିପାଲିଟି କାର୍ଯ୍ୟାଳୟ ପରିସରରେ ନିର୍ବାହୀ ଅଧିକାରୀ ଯୁବୁଲି ଚରଣ ବେହେରା ଙ୍କ ସହ ସମସ୍ତ କାଉନସିଲର ଓ କାର୍ଯ୍ୟାଳୟ

ଚଉଦ ଦିନ ହେବ ପିଇଓଙ୍କ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା…

ବେଲଗୁଣ୍ଠା : ନିଖିଳ ଉତ୍କଳ ପଂଚାୟତ ନିର୍ବାହୀ ଅଧିକାରୀ ସଙ୍ଘ, ଭୁବନେଶ୍ୱରଙ୍କ ଆହ୍ୱାନ କ୍ରମେ ସମଗ୍ର ଓଡ଼ିଶାର ପଞ୍ଚାୟତ ନୀର୍ବାହୀ ଅଧିକାରୀ ମାନେ ନିଜର ଦୁଇ ଦଫା ଦାବି ପୂରଣ ପାଇଁ ସମୂହ ଛୁଟିରେ ଯିବା ସହିତ ନିଜ ନିଜର ଜିଲ୍ଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଦୀର୍ଘ ଚଉଦ ଦିନ ଧରି

ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ ଉଦ୍ୟମ

କଟକ: ଲିଫ୍ଟ ଦେବା ବାହାନାରେ ଦୁଷ୍କର୍ମ ଉଦ୍ୟମ। ବିରୋଧ କରିବାରୁ ଗାଡ଼ିରୁ ଠେଲି ହତ୍ୟା ଉଦ୍ୟମ ଅଭିଯୋଗ। ଘଟଣା ଘଟିଛି କଟକ ଚୌଦ୍ବାର ଥାନା ଅଞ୍ଚଳରେ। ଯୁବତୀ ଜଣଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କଟକ ଏସସିବିରେ ଭର୍ତ୍ତି କରାଯାଇଛି। ତାଙ୍କ ଶରୀରରେ ଗଭୀର ଆଘାତ ଲାଗିଛି। ଅଭିଯୋଗ

ଏଣିକି ଏକ୍ସ ରେ କରିପାରିବେ ଅଡିଓ ଓ ଭିଡିଓ କଲ୍

ଆଉ ଏକ ଆକର୍ଷଣୀୟ ଫିଚର୍ ନେଇ ଘୋଷଣା କଲେ ଏଲନ ମସ୍କ। ଏଣିକି ଏକ୍ସ(ପୂର୍ବର ଟ୍ୱିଟର)ରେ କରିପାରିବେ ଅଡିଓ ଓ ଭିଡିଓ କଲ୍। ବିଶ୍ୱର ସବୁଠୁ ଲୋକପ୍ରିୟ ଏହି ମାଇକ୍ରୋବ୍ଲଗିଂ ଆପରେ ବ୍ୟବହାରକାରୀଙ୍କ କଲିଂ ସୁବିଧା ପାଇଁ ଏହି ଫିଚର୍ ଆସୁଛି। ଫୋନ୍ ନଂ ଶେଆର୍ ନ କରି ବି କଲ୍ କରିପାରିବେ

ପ୍ରକାଶ ପାଇଲା ଓଟିଇଟି ରେଜଲ୍ଟ

କଟକ: ଓଡିଶା ଟିଚର ଇଲିଜିବିଲିଟି ଟେଷ୍ଟ-ଓଟିଇଟି ପରୀକ୍ଷା ଫଳ ପ୍ରକାଶିତ। ମାଧ୍ୟମିକ ଶିକ୍ଷା ପରିଷଦ ୱେବସାଇଟରେ ଉପଲବ୍ଧ ହେଉଛି ଫଳ। www.bseodisha.ac.in ୱେବସାଇଟରେ ରେଜଲ୍ଟ ଉପଲବ୍ଧ। ପରୀକ୍ଷାର୍ଥୀ ମାନେ ନିଜର ରୋଲ ନମ୍ବର ଓ ମୋବାଇଲ ନମ୍ବର ଦେଇ ରେଜଲ୍ଟ ଦେଖି ପାରିବେ।

କବାଟ ଭାଙ୍ଗି ନେଇଗଲେ ୧୨ ଭରି ସୁନା, ୨୧ ଭରି ରୁପା

ଅନୁଗୁଳ: ତାଳଚେର ସାଉଥବଲଣ୍ଡାର ଏକ କ୍ୱାଟରରେ ବିଳମ୍ବିତ ରାତିରେ ବଡ ଧରଣର ଚୋରି ହୋଇଛି। କ୍ବାଟରର କବାଟ ଭାଙ୍ଗି ୪ ଲକ୍ଷ ଟଙ୍କା, ୭୧ ଭରି ସୁନା, ୨୧ ଭରି ରୁପା ଚୋରି କରି ନେଇ ଯାଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁସାରେ ନତଡା ଗାଁର ସୁଦର୍ଶନ ନାୟକ ଏମ୍ ସି ଏଲ୍ ରେ ଚାକିରି କରୁଥିବା

ଓମାର ଅବଦୁଲ୍ଲାଙ୍କୁ କୋର୍ଟଙ୍କ ନିର୍ଦ୍ଦେଶ: ପତ୍ନୀଙ୍କୁ ମାସିକ ୧.୫ ଲକ୍ଷ ଓ ପୁଅକୁ ୬୦ ହଜାର ଦିଅ

ଜମ୍ମୁ-କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଏଣିକି ତାଙ୍କ ପାଖରେ ରହୁ ନଥିବା ପତ୍ନୀ ପାୟଲ ଅବଦୁଲ୍ଲାଙ୍କୁ ମାସିକ ୧.୫ ଲକ୍ଷ ଟଙ୍କା ଦେବେ। ପାୟଲଙ୍କୁ ରକ୍ଷାଣବେକ୍ଷଣ ବାଦରେ ଏହି ଟଙ୍କା ଦେବାକୁ ଆଜି ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜଷ୍ଟିସ ସୁବ୍ରମୋନିୟନ