Sign in
Sign in
Recover your password.
A password will be e-mailed to you.
ପୁରୀରୁ ୧୭ ଗ୍ରାମ ବ୍ରାଉନ ସୁଗାର ଜବତ, ୪ ବେପାରୀ ଗିରଫ
ପୁରୀ: କୁମ୍ଭାରପଡା ପୋଲିସକୁ ବଡ଼ ସଫଳତା। କୁମ୍ଭାରପଡା ଥାନା ଓ ତାଳବଣିଆ ଥାନା ଦ୍ୱାରା ବିଭିନ୍ନ ସ୍ଥାନରେ ଚଢ଼ାଉ କରାଯାଇ ବ୍ରାଉ ସୁଗାର ଜବତ କରାଯାଇଛି। ଏହି ଘଟଣାରେ ୪ ଜଣ ବେପାରୀଙ୍କୁ ଗିରଫ କରିଛି ପୋଲିସ। ଗିରଫ ଅଭିଯୁକ୍ତଙ୍କଠାରୁ ୧୭ ଗ୍ରାମ ବ୍ରାଉନ ସୁଗାର ଜବତ କରାଯାଇଛି। ଜବତ!-->…
ଜମ୍ମୁ-କଶ୍ମୀରରେ ଖୁବଶୀଘ୍ର ନିର୍ବାଚନ
ଦୁଇ ଭାଗ ହୋଇ କେନ୍ଦ୍ର ଶାସିତ ଅଞ୍ଚଳର ମାନ୍ୟତା ପାଇଥିବା ଜମ୍ମୁ-କଶ୍ମୀରରେ ୪ ବର୍ଷ ହେଲା ବିଧାନସଭା ନିର୍ବାଚନ ହୋଇନାହିଁ। କିନ୍ତୁ ଏବେ ଠାରୁ ଯେକୌଣସି ସମୟରେ ରାଜ୍ୟରେ ବିଧାନସଭା ନିର୍ବାଚନ ହେବ। ଏଥିପାଇଁ ସବୁ ପ୍ରକାରର ପ୍ରସ୍ତୁତି କରାଯାଇଛି ବୋଲି ଆଜି କେନ୍ଦ୍ର ସରକାର!-->…
ଓଡ଼ିଶାରେ ‘ବ୍ୟବସ୍ଥାପିକା’ର କୌଣସି ଭୂମିକା ନାହିଁ, କାର୍ଯ୍ୟନିର୍ବାହୀ ସର୍ବେସର୍ବା
ଭୁବନେଶ୍ୱର: ରାଜ୍ୟରେ ଓଲଟା ଗଣତନ୍ତ୍ର ଚାଲିଛି । ଏଠାରେ ‘ବ୍ୟବସ୍ଥାପିକା’ର କୌଣସି ଭୂମିକା ନାହିଁ । କାର୍ଯ୍ୟନିର୍ବାହୀ ସର୍ବେସର୍ବା । ୨୩ବର୍ଷ ଶାସନରେ ମୁଖ୍ୟମନ୍ତ୍ରୀ ଗୋଟିଏ ଦିନବି ଅଭିଯୋଗ ପ୍ରକୋଷ୍ଠରେ ବସି ଓଡ଼ିଆ ଲୋକଙ୍କଠାରୁ ଦରଖାସ୍ତ କାଗଜ ନେବାର ନଜିର ନାହିଁ । ଅଭିଯୋଗ!-->…
ଆମାଜନ ମ୍ୟାନେଜରଙ୍କୁ ଫାୟାରିଂ ମାମଲା; ୨ ଯୁବକ ଗିରଫ
ଅନଲାଇନ୍ ସପିଂ ସାଇଟ୍ ଆମାଜନ ମ୍ୟାନେଜରଙ୍କୁ ଗୁଳି ମାରି ହତ୍ୟା କରିବା ଘଟଣାରେ ପୁଲିସ୍ ୨ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଯୁବକଦ୍ୱୟ ହେଲେ ମହମ୍ମଦ ସମୀର ଓ ବିଲାଲ ଗାନି । ଉଭୟଙ୍କୁ ୧୮ ବର୍ଷ ବୋଲି ପୁଲିସ୍ ସୂଚନା ଦେଇଛି। । ଏହି ଘଟଣାରେ ସମୁଦାୟ ୫ ଯୁବକ ସମ୍ପୃକ୍ତ!-->…
ବନ୍ଧା ହେବେ କଣ୍ଠଶିଳ୍ପୀ ସୌରୀନ ଭଟ୍ଟ, ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ
ଭୁବନେଶ୍ଵର: ଗିରଫ ହୋଇପାରନ୍ତି କଣ୍ଠଶିଳ୍ପୀ ସୌରୀନ ଭଟ୍ଟ। ସୌରିନଙ୍କ ଆଗୁଆ ଜାମିନ ଆବେଦନ ହାଇକୋର୍ଟରେ ଖାରଜ କରିବା ପରେ ତାଙ୍କୁ ଗିରଫ କରିବା ପାଇଁ ଚେଷ୍ଟା କରୁଛି କମିଶନରେଟ ପୋଲିସ। ସେଥିପାଇଁ ସ୍ୱତନ୍ତ୍ର ଟିମ ଗଠନ କରିବ କମିଶନରେଟ ପୋଲିସ। ଏ ନେଇ ଆଜି ସୂଚନା ଦେଇଛନ୍ତି ଜୋନ ୨ ଏସିପି!-->…
ସଂସଦର ବିଶେଷ ଅଧିବେଶନ, ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ହେବ ୫ଟି ବୈଠକ
ସଂସଦର ବିଶେଷ ଅଧିବେଶନ ଡକାଯାଇଛି। ଏହି ଅଧିବେଶନ ସେପ୍ଟେମ୍ବର ୧୮ରୁ ୨୨ ପର୍ଯ୍ୟନ୍ତ ଚାଲିବ। ଏହି ବିଶେଷ ଅଧିବେଶନରେ ମୋଟ ୫ଟି ବୈଠକ ହେବ। କୁହାଯାଉଛି କି, ଅମୃତକାଳ ମଧ୍ୟରେ ଏହି ଅଧିବେଶନ ଡକାଯାଇଛି।
ସଂସଦୀୟ କାର୍ଯ୍ୟ ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଏକ୍ସରେ ଏକ ପୋଷ୍ଟ୍ କରି ଲେଖିଛନ୍ତି!-->!-->!-->…
ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ, ଆସନ୍ତା ୨ ରୁ ଫେରିପାରେ ବର୍ଷା
ଭୁବନେଶ୍ୱର: ବଙ୍ଗୋପସାଗରରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଘୂର୍ଣ୍ଣିବଳୟ ଯୋଗୁଁ ଆସନ୍ତାକାଲି ରାଜ୍ୟର ଅଧିକାଂଶ ଜିଲ୍ଲା ଗୁଡିକରେ ବିଜୁଳି ଓ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ!-->…
ଆବିଷ୍କାର ହେଲା ଚମତ୍କାରୀ ଇଞ୍ଜେକ୍ସନ, ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା
ମାତ୍ର ୭ ମିନିଟରେ ହେବ କ୍ୟାନ୍ସର ଚିକିତ୍ସା । ଏଭଳି କିଛି ଚମତ୍କାରୀ ଇଞ୍ଜେକ୍ସନ ତିଆରି କରିଛନ୍ତି ଇଂଲଣ୍ଡର ଅନୁସନ୍ଧାନକାରୀ ଟିମ । ଏହି ଇଞ୍ଜେକ୍ସନ ଦ୍ୱାରା ଲକ୍ଷ ଲକ୍ଷ କ୍ୟାନ୍ସର ରୋଗୀ ନିଜ ରୋଗରୁ ମୁକ୍ତି ପାଇ ପାରିବେ । ସାରା ବିଶ୍ୱରେ ମୃତ୍ୟୁର ଏକ ପ୍ରମୁଖ କାରଣ ହେଉଛି କ୍ୟାନ୍ସର ।!-->…
ବନ୍ଦ କୋଠରୀରୁ ଦମ୍ପତିଙ୍କ ମୃତଦେହ ଉଦ୍ଧାର
କଟକ: ୭ ଜନ୍ମର ସାଥୀ ହେବେ ବୋଲି ପ୍ରତିଶ୍ରୁତି ଦେଇ ବିବହ ବନ୍ଧନରେ ଆବଦ୍ଧ ହୋଇଥିଲେ । କଥା ରଖିଲେ । ଏକାଠି ଜିଇଁଲେ, ଏକାଠି ମୃତ୍ୟୁକୁ ଆଦରି ନେଲେ । କିନ୍ତୁ ୭ ଜନ୍ମ ପାଇଁ ନୁହେଁ, ୭ ମାସ ପାଇଁ । ବିବାହାର ୭ ମାସ ପରେ ଆତ୍ମହତ୍ୟା କରିଛନ୍ତି ଦମ୍ପତ୍ତି । ବନ୍ଦ ଘରୁ ମିଳିଛି ସେମାନଙ୍କ!-->…
ISRO ବୈଜ୍ଞାନିକଙ୍କ ସହ ଅଭଦ୍ରାମୀ, ଅଫିସ୍ ଯାଉଥିବା ବେଳେ ସ୍କୁଟି ଚାଳକ କଲେ ଆକ୍ରମଣ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି
ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ର ଜଣେ ବୈଜ୍ଞାନିକ ବେଙ୍ଗାଲୁରୁ ରାସ୍ତାରେ ଅଭଦ୍ରାମୀର ଶିକାର ହୋଇଛନ୍ତି। ବୈଜ୍ଞାନିକ ଜଣକ ହେଲେ ଆଶିଷ ଲାମ୍ବା। ଆଶିଷ ଅଫିସ୍ ଯାଉଥିବା ବେଳେ ଜଣେ ସ୍କୁଟର ଚାଳକ ତାଙ୍କୁ ଆକ୍ରମଣ କରିବାକୁ ଚେଷ୍ଟା କରିଥିଲେ। ଏହି ପୂରା ଘଟଣା ବୈଜ୍ଞାନିକଙ୍କ!-->…