ବ୍ଳକ ଅଧ୍ୟକ୍ଷ ଉପ ନିର୍ବାଚନକୁ କେନ୍ଦ୍ର କରି ଦିଗପହଣ୍ଡିରେ ଉତ୍ତେଜନା; ବିଜେଡି ଦୁଇ ଗୋଷ୍ଠୀ ମୁହାଁମୁହିଁ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଳକ ଅଧ୍ୟକ୍ଷ  ଉପ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା । ଉପ ନିର୍ବାଚନ ବାତିଲ ସୁଚନା ପାଇବା ପରେ ଉତେଜନା ସୃଷ୍ଟି ହୋଇଛି । ମୁହାଁମୁହିଁ ହୋଇଛନ୍ତି ବିଜେଡି ଦୁଇ ଗୋଷ୍ଠୀ ।  ଦାଣ୍ଡରେ ପଡିଛି ବିଜେଡି ଗୋଷ୍ଠୀ କନ୍ଦଳ ।   ପୁର୍ବତନ ବ୍ଲକ

ଜୋହାନ୍ସବର୍ଗରେ ନିଆଁର ତାଣ୍ଡବ; ୬୩ ଜଣ ଜୀବନ୍ତ ଦଗ୍ଧ

ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗର ଏକ ଆବାସିକ କୋଠାରେ ଭୟାବହ ଅଗ୍ନିକାଣ୍ଡ। 63ରୁ ଅଧିକ ଲୋକ ଜୀବନ୍ତ ଦଗ୍ଧ ହୋଇଯାଇଥିବା ସୂଚନା। ଖବର ପାଇଁ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁଲିଭା କାର୍ଯ୍ୟରେ ନିୟୋଜିତ ଅଛନ୍ତି। 40ରୁ ଅଧିକ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ଡାକ୍ତରଖାନାରେ

ରାକ୍ଷୀ ପିନ୍ଧିଲେ ମହାପ୍ରଭୁ, ପାଳନ ହୋଇଛି ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି

ପୁରୀ: ଆଜି ଶ୍ରୀମନ୍ଦିରରେ ପାଳନ ହୋଇଛି ରକ୍ଷା ବନ୍ଧନ ଓ ଶ୍ରୀବଳଭଦ୍ରଙ୍କ ଜନ୍ମ ନୀତି । ମହାବାହୁଙ୍କ ବାହୁରେ ରାକ୍ଷୀ ବାନ୍ଧିଛନ୍ତି ଭଉଣୀ ସୁଭଦ୍ରା । ସ୍ନେହ ଓ ବିଶ୍ୱାସର ଏହି ପର୍ବରେ ପାଟରା ବିଶୋୟୀ ସେବକଙ୍କ ଦ୍ୱାରା ପ୍ରସ୍ତୁତ ହୋଇଥିବା ଵିଶାଳ ଓ ସ୍ୱତନ୍ତ୍ର ରାକ୍ଷୀକୁ ବଡ଼ ଭାଇ

ଜି-୨୦ ସମ୍ମିଳନୀରେ ଭାଗ ନେବେ ନାହିଁ ଚୀନ ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ

ଭାରତ ଆସିବେ ନାହିଁ ସି ଜିନ୍‌ପିଙ୍ଗ୍‌। ସେପ୍ଟେମ୍ବର ୯ ଏବଂ ୧୦ ତାରିଖରେ ଦେଶରେ ଆୟୋଜନ ହେବାକୁ ଥିବା ଜି୨୦ ଶିଖର ସମ୍ମିଳନୀରେ ଚୀନର ରାଷ୍ଟ୍ରପତି ସି ଜିନ୍‌ପିଙ୍ଗ୍‌ ଯୋଗ ଦେବେନାହିଁ। ଚୀନରେ ଜଣେ ଭାରତୀୟ କୂଟନୀତିଜ୍ଞ ଏବଂ ଜି୨୦ର ଜଣେ ଭାରତୀୟ ଅଧିକାରୀଙ୍କ ସୂତ୍ରରୁ ଏହା ଜଣାପଡ଼ିଛି।

ବ୍ରାହ୍ମଣୀ ନଦୀ କୂଳରେ ମଇଁଷି ଚରାଳିକୁ ଟାଣିନେଲା କୁମ୍ଭୀର

ରାଜନଗର  : ପୁଣି ଟାଣିନେଲା କୁମ୍ଭୀର। ରାଜନଗରରେ ପୁଣି କୁମ୍ଭୀର ଆତଙ୍କ । ବ୍ରାହ୍ମଣୀ ନଦୀ କୂଳରେ ମଇଁଷି ଚରାଳିକୁ ଟାଣିନେଇଛି କୁମ୍ଭୀର । ରାଜପୁର ଗାଁର ଭାସ୍କର ରାଉତ ନଦୀ କୂଳରେ ମଇଁଷି ଚରାଉଥିବାବେଳେ ପାଣି ଭିତରକୁ କୁମ୍ଭୀର ଟାଣିନେଇଛି । ୨ ମାସ ମଧ୍ୟରେ ୪ ଜଣଙ୍କୁ ଟାଣି ନେଇଛି

ଆମେରିକାରେ ହରିକେନ ଇଡାଲିଆର ଧ୍ବଂସଲୀଳା: ଫ୍ଲୋରିଡା ଜଳମଗ୍ନ

ଆମେରିକାରେ ହରିକେନର ଧ୍ବଂସଲୀଳା । ଲ୍ୟାଣ୍ଡଫଲ୍ ପରେ ଫ୍ଲୋରିଡାରେ ତାଣ୍ଡବ ରଚିଛି ଇଡାଲିଆ । ବ୍ୟାପକ କ୍ଷୟକ୍ଷତି ହୋଇଥିବା ସୂଚନା ମିଳିଛି । ବହୁ ଅଞ୍ଚଳ ଜଳମଗ୍ନ ହୋଇଛି । ସମୁଦ୍ରରେ ଉଠିଥିଲା ୧୫ ଫୁଟରୁ ଅଧିକ ଉଚ୍ଚର ଜୁଆର । ୨୦୦ କିଲୋମିଟରରୁ ଅଧିକ ବେଗରେ ବହିଥିଲା ପବନ । ସାମନାରେ ଯାହା

୨୧ରେ ବାଚସ୍ପତି ନିର୍ବାଚନ, ୨୨ରୁ ଆରମ୍ଭ ହେବ ବିଧାନସଭା

ଭୁବନେଶ୍ଵର: ସେପ୍ଟେମ୍ବର ୨୨ରୁ ଆରମ୍ଭ ହେବ ବିଧାନସଭା ମୌସୁମୀ ଅଧିବେଶନ । ସେପ୍ଟେମ୍ବର ୨୨ରୁ ଆରମ୍ଭ ହୋଇ ଅକ୍ଟୋବର ୪ ଯାଏଁ ଚାଲିବ ଏହି ଅଧିବେଶନ । ଏଥର ଅଧିବେସନରେ ମୋଟ ୧୩ ଦିନର କାର୍ଯ୍ୟ ଦିବସ ରହିଛି । ସେପଟେ ବିଧାନସଭାର ଗୋଟିଏ ଦିନ ପୁର୍ବରୁ ଅର୍ଥାତ୍ ୨୧ତାରିଖରେ ହେବ ବାଚସ୍ପତି

ଆମେରିକା ରାଷ୍ଟ୍ରପତି ନିର୍ବାଚନ ୨୦୨୪: ଭାରତୀୟ ବଂଶୋଦ୍ଭବ ଆଶାୟୀଙ୍କୁ ଟ୍ରମ୍ପଙ୍କ ପ୍ରଶଂସା

ଆମେରିକା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିପାରନ୍ତି ଭାରତୀୟ ବଂଶୋଦ୍ଭବ। ବିବେକ ରାମସ୍ୱାମୀ ଆସନ୍ତା ଆମେରିକା ରାଷ୍ଟ୍ରପତି ନିର୍ବାଚନ ଲଢିବା ନେଇ ଖବର ପ୍ରସାର ପରେ ଚର୍ଚ୍ଚା ଜୋର୍ ଧରିଛି। ଏହାରି ମଧ୍ୟରେ ଆମେରିକା ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରାମସ୍ୱାମୀଙ୍କୁ ଭୂରି ଭୂରି

ଉତକେଲା-ଭୁବନେଶ୍ୱର ମଧ୍ୟରେ ବିମାନ ଚଳାଚଳ ଆରମ୍ଭ

ଭୁବନେଶ୍ବର: କଳାହାଣ୍ଡି ବିକାଶରେ ଯୋଡି ହେବ ନୂଆ ଫର୍ଦ୍ଦ। ମାତ୍ର ୧ ଘଣ୍ଟା ୧୦ ମିନିଟରେ ଭୁବନେଶ୍ବରରୁ ପହଞ୍ଚିବେ କଳାହାଣ୍ଡି। ଉତକେଲା-ଭୁବନେଶ୍ୱର ମଧ୍ୟରେ ବିମାନ ଚଳାଚଳ ଆରମ୍ଭ । କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ଯୋତିରାଦିତ୍ୟ ସିନ୍ଧିଆ ଭର୍ଚୁଆଲରେ ବିମାନ ଚଳାଚଳର

ବ୍ରହ୍ମପୁର ମହାନଗର ନିଗମ ଆନୁକୂଲ୍ୟରେ ୧୫୬ ତମ ସ୍ୱାୟତ୍ତ ଶାସନ ଦିବସ-୨୦୨୩ ପାଳିତ…

ବହୁ ନଗ୍ନ ସତ୍ଯ ଲୁଚାଇ ବ୍ରହ୍ମପୁର ମହାନଗର ପାଳନ କରିଛି ସ୍ୱାୟତ୍ତ ଶାସନ ଦିବସ… ବ୍ରହ୍ମପୁର : ବହୁ ନଗ୍ନ ସତ୍ଯ ଲୁଚାଇ ବ୍ରହ୍ମପୁର ମହାନଗର ପାଳିତ କରୁଛି ସ୍ୱାୟତ୍ତ ଶାସନ ଦିବସ ଓ ପ୍ରତିଷ୍ଠା ଦିବସ -୨୦୨୩ l ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ସ୍ୱାୟତ୍ତ ଶାସନ ଦିବସ ମହା