Sign in
Sign in
Recover your password.
A password will be e-mailed to you.
କନ୍ଧମାଳ ଜ଼ିଲ୍ଲା ଲେଖକ ସାମୁଖ୍ୟ ତରଫରୁ ଗଙ୍ଗାଧର ମେହେର ଜୟନ୍ତୀ ପାଳିତ…
ଫୁଲବାଣୀ : ଫୁଲବାଣୀ ଜ଼ିଲ୍ଲା ଲେଖକ ସାମୁଖ୍ୟ ତରଫରୁ ମେହେର ଜୟନ୍ତୀ ଓ ରକ୍ଷା ବନ୍ଧନ ଉତ୍ସଵ ରବୀନ୍ଦ୍ର ନାଥ ମିଶ୍ରଙ୍କ ସ୍ୱଭାପତିତ୍ୱରେ ପାଳିତ ହୋଇ ଯାଇଛି ।ଏହି ଉଦ୍ଧେଶ୍ୟରେ ଏକ ଆଲୋଚନା ଚକ୍ରର ଆୟୋଜନ କରାଯାଇଥିଲା ।ଆଲୋଚନାରେ ଅବସର ପ୍ରାପ୍ତ ଅଧ୍ୟାପକ ପୂର୍ନେନ୍ଦୁ!-->!-->!-->…
ବିଜ୍ଞାପିତ ଅଞ୍ଚଳ ପରିଷଦ ବାଲିମେଳା ଆନୁକୂଲ୍ୟରେ ସ୍ୱାୟତ୍ତ ଶାସନ ଦିବସ-୨୦୨୩ ପାଳିତ…
"ଆମେ ଚଲାଉଛୁ ଦେଶ ଆମରି,ଆମରି ନାଆରେ ଆମେ ନାଉରୀ ।"ବାଲିମେଳା : ଆଜି ଦିନରେ ଦେଶରେ ସ୍ୱାୟତ୍ତତାକୁ ଅର୍ଥାତ୍ ନିଜର ଶାସନକୁ ନିଜେ ମନେ ପକେଇବା ନିମନ୍ତେ ବିଜ୍ଞାପିତ ଅଞ୍ଚଳ ପରିଷଦ ବାଲିମେଳା ଆନୁକୂଲ୍ୟରେ ସ୍ୱାୟତ୍ତ ଶାସନ ଦିବସ-୨୦୨୩ ପାଳିତ ହୋଇଯାଇଛି। ଉତ୍ସବରେ ଯୋଗ ଦେଇଥିଲେ!-->!-->!-->…
କନ୍ଧମାଳ ଜିଲ୍ଲା ବ୍ଯାଡମିନ୍ଟନ ଆସୋସିଏସନ ପକ୍ଷରୁ ଦୁଇ ଦିନିଆ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ…
ଫୁଲବାଣୀ : ଫୁଲବାଣୀ ଠାରେ ଥିବା କନ୍ଧମାଳ ଷ୍ଟାଡିୟମ ପରିସରରେ ଇନଡୋର ରେ କନ୍ଧମାଳ ଜିଲ୍ଲା ବ୍ଯାଡମିନ୍ଟନ ଆସୋସିଏସନ ପକ୍ଷରୁ ଜିଲ୍ଲା ସ୍ତରୀୟ ଦୁଇ ଦିନିଆ ବ୍ଯାଡମିନ୍ଟନ ଟୁର୍ଣ୍ଣାମେଣ୍ଟ ଉଦ୍ଘାଟିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା କ୍ରୀଡା ସଂସଦର ସମ୍ପାଦକ!-->!-->!-->…
ସୁନା ବ୍ୟବସାୟୀଙ୍କୁ ଖଣ୍ଡାରେ ଆକ୍ରମଣ କରି ଲୁଟ୍ ଘଟଣା : ପାଞ୍ଚ ଜଣିଆ ଟିମ ଗଠନ ଅପରେସନ ଜୋରଦାର…
ବାଲିଗୁଡା,:କନ୍ଧମାଳ ଜିଲା ବାଲିଗୁଡ଼ା ସହରରେ ମଙ୍ଗଳବାର ପୂର୍ବାହ୍ନରେ ଡକାୟତି ହୋଇଥିବା ଘଟଣା ପରେ ଏବେ ଫେରାର ଥିବା ଡକାୟତି ଦଳକୁ ଧରିବା ପାଇଁ ପୋଲିସ ପକ୍ଷରୁ ଜୋରଦାର ଅପରେଶନ ଚାଲିଛି। କନ୍ଧମାଳ ଏସ୍ପି ଶୁଭେନ୍ଦୁ ପାତ୍ରଙ୍କ ତତ୍ତ୍ୱାବଧାନରେ ପାଞ୍ଚଟି ଥାନା ତଥା ବାଲିଗୁଡା, କ.!-->…
ରକ୍ଷାବନ୍ଧନରେ ସହିଦ ଭାଇଙ୍କ ହାତରେ ରାକ୍ଷୀ ବାନ୍ଧିଲେ ଭଉଣୀ…
ମାଲକାନଗିରି : ୩୦।୮ ଆଜି ହେଉଛି ପବିତ୍ର ରକ୍ଷା ବନ୍ଧନ । ଆଜିର ଦିନରେ ଭାଇ ଠାରୁ ଭଉଣୀ ଯେତେଦୂରରେ ବି ଥାଉନା କାହିଁକି, ରାକ୍ଷୀଟିଏ ପଠେଇ ଥାଏ କିମ୍ବା ଭାଇ ହାତରେ ରାକ୍ଷୀ ବାନ୍ଧି ଥାଏ । ତେବେ ଆଜିର ଦିନରେ ଦେଶ ମାତୃକା ପାଇଁ ଜୀବନ ଦେଇଥିବା ଭାଇକୁ ରାକ୍ଷୀ ବାନ୍ଧିବା ପାଇଁ ଅନେକ!-->!-->!-->…
ଫୁଲବାଣୀ ଶିଶୁ ବିଦ୍ୟାମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ ପାଳିତ
ଫୁଲବାଣୀ : କନ୍ଧମାଳ ଜିଲ୍ଲା ଫୁଲବାଣୀ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପବିତ୍ର ରକ୍ଷା ବନ୍ଧନ ଉତ୍ସବ ପାରମ୍ପରିକ ରୀତିନୀତି ଅନୁସାରେ ପାଳିତ ହୋଇ ଯାଇଛି l ଏହି କାର୍ଯ୍ୟକ୍ରମରେ ଶିଳ୍ପ ତାଲିମ କେନ୍ଦ୍ରର ପ୍ରଶିକ୍ଷକ, ସାହିତ୍ୟିକ ତଥା ସଂଗଠକ କମଳା ପ୍ରକାଶନୀର ପ୍ରତିଷ୍ଠାତା ଡଃ!-->…
ଶିଶୁ ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ
ଚିକିଟୀ : ବୁଧବାର ଦିନ ସ୍ଥାନୀୟ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ରକ୍ଷାବନ୍ଧନ ଉତ୍ସବ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପାଳନ ହୋଇଯାଇଛି।ଉତ୍ସବ ରେ ମହିମା ମଣ୍ଡନ କରି ଗଞ୍ଜାମ ଜିଲ୍ଲା ଆର୍ଯ୍ୟ ସମାଜ ର ସଭାପତି ଶ୍ରୀ ବାନପ୍ରସ୍ଥ ସନ୍ଥ କୁଳମଣି ଯୋଗଦାନ କରି ରକ୍ଷାବନ୍ଧନ ର ମହତ୍ତ୍ଵ ଓ ବେଦ!-->…
ଗଞ୍ଜାମ ବିଜେପି ମହିଳା ମୋର୍ଚ୍ଚା ତରଫରୁ ରକ୍ଷାବନ୍ଧନ ଉତ୍ସବ ଅବସରରେ ସ୍ନେହଯାତ୍ରା
ବ୍ରହ୍ମପୁର, (୩୦/୮) : ଭାରତୀୟ ଜନତା ମହିଳା ମୋର୍ଚ୍ଚା ଗଞ୍ଜାମ ଜିଲ୍ଲା ପକ୍ଷରୁ ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଜିଲ୍ଲା ସଭାନେତ୍ରୀ ରତ୍ନଗର୍ଭା ସରସ୍ଵତୀ ଦେବୀଙ୍କ ତତ୍ତ୍ୱାବଧାନରେ ବିଜିପୁର ଛକ ସ୍ଥିତ ସନ୍ତୋଷୀ ମାଁ ମନ୍ଦିର କଲ୍ୟାଣ ମଣ୍ଡପ ଠାରେ ଧୁମଧାମରେ ପାଳିତ ହୋଇଯାଇଛି । ଭାରତୀୟ!-->…
ପ୍ରଜାପିତା ଈଶ୍ୱରୀୟ ବିଶ୍ଵବିଦ୍ୟାଳୟରେ ରକ୍ଷା ବନ୍ଧନ
ଚିକିଟୀ : ବୁଧବାର ଦିନ ଚିକିଟୀପେଣ୍ଠ ସ୍ଥିତ ପ୍ରଜାପିତା ଈଶ୍ଵରୀୟ ବିଶ୍ଵ ବିଦ୍ୟାଳୟରେ ରକ୍ଷା ବନ୍ଧନ କାର୍ଯକ୍ରମ କେନ୍ଦ୍ରର ସଞ୍ଚାଳିକା ବ୍ରହ୍ମା କୁମାରୀ ନିଶା ଭଉଣୀ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଠିତ ହୋଇଯାଇଛି।ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବିଜ୍ଞାପିତ ଅଞ୍ଚଳ ପରିଷଦ ର!-->…
ନିର୍ମାଣ ଶ୍ରମିକ କଲ୍ୟାଣ ଯୋଜନା ସହାୟତା ବଣ୍ଟନ ଶିବିର
ଫୁଲବାଣୀ :ସ୍ଵସ୍ତିକ କଲ୍ୟାଣ ମଣ୍ଡପ ରାଇକିଆ ପରିସରରେ ଜିଲ୍ଲା ଶ୍ରମ କାର୍ଯ୍ୟାଳୟ କନ୍ଧମାଳ ଓ ଜିଲ୍ଲା ପ୍ରଶାସନ ପକ୍ଷରୁ ଘୁ. ଉଦୟଗିରି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଚାରି ଗୋଟି ବ୍ଲକର ନିର୍ମାଣ ଶ୍ରମିକଙ୍କୁ ସହାୟତା ରାଶି ବଣ୍ଟନ ଶିବିର ଅନୁଷ୍ଠିତ ହୋଇଯାଇଛି l ଏଥିରେ ରାଇକିଆ ପଞ୍ଚାୟତ!-->…