‘ଇସ୍ରୋ’ ବୈଜ୍ଞାନିକ କହି ଚନ୍ଦ୍ରଯାନ-୩ ଲ୍ୟାଣ୍ଡର୍‌ ଡିଜାଇନ୍‌ କରିଛନ୍ତି ବୋଲି ଦାବି କରିଥିବା ଟ୍ୟୁସନ୍‌ ଶିକ୍ଷକ…

ସୁରତ: ନିଜକୁ ‘ଇସ୍ରୋ’ର ବୈଜ୍ଞାନିକ ତଥା ‘ଚନ୍ଦ୍ରଯାନ-୩ର ବିକ୍ରମ୍‌ ଲ୍ୟାଣ୍ଡର୍‌’ର ଡିଜାଇନ୍‌ କରିଛନ୍ତି ବୋଲି କହି ଗଣମାଧ୍ୟମକୁ ସାକ୍ଷାତ୍‌କାର ଦେଉଥିବା ଟ୍ୟୁସନ୍‌ ଶିକ୍ଷକ ମିତୁଲ ତ୍ରିବେଦୀଙ୍କୁ ବୁଧବାର ଦିନ ସୁରତ କ୍ରାଇମ୍‌ ବ୍ରାଞ୍ଚ୍‌ ଗିରଫ କରିଛି। ନିଜ ଦାବିକୁ ସତ୍ୟ ପ୍ରମାଣିତ

ଜଙ୍ଗଲରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ବୌଦ୍ଧ: ଜଙ୍ଗଲରୁ ମୃତଦେହ ଉଦ୍ଧାର । ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ । ବୌଦ୍ଧ ଜିଲ୍ଲା ମନମୁଣ୍ଡା କୁମରକାନୀ ଖଲିଆମୁଣ୍ଡା ନାଳ ନିକଟ ଜଙ୍ଗଲରେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର। ତାଙ୍କୁ ହତ୍ୟା କରି କେହି ଜଙ୍ଗଲରେ ଫିଙ୍ଗି ଦେଇଛି। ଗ୍ରାମବାସୀ ମୃତଦେହ ଦେଖିବା ପରେ

ଆମାଜାନର ସିନିୟର ମ୍ୟାନେଜରଙ୍କୁ ଗୁଳି କରି ହତ୍ୟା

ଅନଲାଇନ୍‌ ସପିଂ ସାଇଟ୍‌ ଆମାଜାନର ଜଣେ ସିନିୟର ମ୍ୟାନେଜରଙ୍କୁ ଗୁଳି କରି ହତ୍ୟା କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏପରି ସାଂଘାତିକ ଘଟଣା ଘଟିଛି। ଉକ୍ତ ସମୟରେ ସିନିୟର ମ୍ୟାନେଜରଙ୍କ ସହ ଥିବା ଆଉ ଜଣେ ଯୁବକ ଗୁରୁତର ହୋଇଛନ୍ତି। ଗତକାଲି ବିଳମ୍ବିତ ରାତିରେ ରାଜଧାନୀ ଦିଲ୍ଲୀର

କାଉଡ଼ିଆଙ୍କୁ ଧକ୍କା ଦେଲା ବାଇକ, ୭ ବୋଲବୋମ ଭକ୍ତ ଆହତ

ବ୍ରହ୍ମପୁର: ବାଇକ ଧକ୍କାରେ ୭ ଜଣ ବୋଲ ବୋମ ଭକ୍ତ ଆହତ । ଗଞ୍ଜାମ ଜିଲ୍ଲା ନୂଆପଡା ପୋଲିସ ଫାଣ୍ଡି ପାଖ ଚାନ୍ଦପୁର ନିକଟରେ ବାଇକ ଧକ୍କାରେ ୭ ଜଣ ବୋଲବୋମ ଭକ୍ତ ଆହତ ହୋଇଛନ୍ତି । କାଉଡ଼ିଆମାନେ ମୌଳାଭଞ୍ଜଣା ନଦୀରୁ ପାଣି ଉଠାଇ ଚୌଧୁରୀ ଟିକରପଡା ଶିବ ମନ୍ଦିରକୁ ଯାଉଥିବା ବେଳେ

ଚୀନ୍ ନୂଆ ମ୍ୟାପ୍ ଜାରି କରିବା ପରେ ପୁରୁଣା କଥା ଦୋହରାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧି

ଚୀନ୍ ନୂଆ ମ୍ୟାପ୍ ଜାରି କରିବା ପରେ ପୁରୁଣା କଥା ଦୋହରାଇଲେ କଂଗ୍ରେସ ନେତା ରାହୁଲ ଗାନ୍ଧି। କହିଲେ ମୁଁ ବର୍ଷ ବର୍ଷ ଧରି ଏହା କହୁଛି। ଚୀନ୍ ଆମର ଇଞ୍ଚେ ଜମି ବି ନେଇ ନାହିଁ ବୋଲି କେନ୍ଦ୍ର ସରକାର ଯେଉଁ ଦୃଢୋକ୍ତି ଦେଉଛନ୍ତି ତାହା ମିଛ। “ସମଗ୍ର ଲଦାଖ ଜାଣିଛି… ଚୀନ୍ ଆମର ଜମି

ଅସ୍ତରଙ୍ଗରେ ନିଆରା ରକ୍ଷାବନ୍ଧନ: ଗଛରେ ରାକ୍ଷୀ ବାନ୍ଧି ପର୍ବ ପାଳିଲେ ମହିଳା

ଅସ୍ତରଙ୍ଗ: ରାକ୍ଷୀ । ସୂତା ଖଣ୍ଡିଏ ନୁହେଁ , ସେ ସଂପର୍କର ସେତୁ । ଯେତିକି ବିଶ୍ବାସ ଆଖିକୁ ସେତିକି ବିଶ୍ବାସ ରାକ୍ଷୀକୁ । ଚଳିତ ବର୍ଷ ପଞ୍ଜିକାରେ ଆଜି ରକ୍ଷା ବନ୍ଧନ ଓ ଆସନ୍ତାକାଲି ରାକ୍ଷୀ ପୂର୍ଣ୍ଣିମା ଉଲ୍ଲେଖ ରହିଛି । ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ ହେଉଛି ପବିତ୍ର ରକ୍ଷା

ବିହାରରେ କାଣ୍ଟଛାଣ୍ଟ ହେଲା ସ୍କୁଲ ଛୁଟି, କେନ୍ଦ୍ର- ରାଜ୍ୟ ମୁହାଁମୁହିଁ

ବିହାରରେ ସ୍କୁଲ ଛୁଟି ସଂଖ୍ୟା କମ କଲେ ରାଜ୍ୟ ସରକାର । ଆସନ୍ତା ୩ ମାସରେ ପଡ଼ିବାକୁ ଥିବା ୨୩ ଛୁଟିକୁ ହ୍ରାସ କରି ୧୧ କରି ଦିଆଯାଇଛି। ହେଲେ ଏହାକୁ ନେଇ ମୁହାଁମୁହିଁ ହୋଇଛନ୍ତି ରାଜ୍ୟ ଓ କେନ୍ଦ୍ର ସରକାର। ବିହାର ଶିକ୍ଷା ବିଭାଗ ପକ୍ଷରୁ ଜାରି ନୋଟିସ୍‌ ଅନୁଯାୟୀ, ଚଳିତ ବର୍ଷ

ବଲିଉଡ କଣ୍ଠଶିଳ୍ପୀ ସୌରୀନ ଭଟ୍ଟଙ୍କ ଆଗୁଆ ଜାମିନ ଆବେଦନ ଖାରଜ

ଭୁବନେଶ୍ୱର:  କଣ୍ଠଶିଳ୍ପୀ ସୌରୀନ୍ ଭଟ୍ଟଙ୍କ ବଢିଲା ଅଡୁଆ । ସୌରିନଙ୍କ ଜାମିନ ଆବେଦନ ଖାରଜ କଲେ ହାଇକୋର୍ଟ । ଅନ୍ତରୀଣ ସୁରକ୍ଷା ଅବଧି ଶେଷହେବା ପରେ ସେ ହାଇକୋର୍ଟରେ ପୁଣି ଜାମିନ୍ ଆବେଦନ କରିଥିଲେ । ହେଲେ ଆଗୁଆ ଜାମିନ୍ ଆବେଦନ ଖାରଜ କରିଛନ୍ତି ହାଇକୋର୍ଟ । ପୋଲିସ କୋର୍ଟରେ ଦାଖଲ

୧୨ ମହଲା ଉପରୁ ଡେଇଁ ପଡ଼ିଲେ ଦଶମ ଶ୍ରେଣୀ ଛାତ୍ରୀ

ନିଜ ବିଲ୍ଡିଂର ୧୨ ମହଲା ଉପରୁ ତଳକୁ ଡେଇଁ ଜୀବନ ହାରିଲେ ଜଣେ ଦଶମ ଛାତ୍ରୀ। ଏପରି ଏକ ଚାଞ୍ଚଲ୍ୟକର ଘଟଣା ବାଙ୍ଗାଲୁରୁରେ ଘଟିଛି। ମୃତା ଛାତ୍ରୀଙ୍କ ନାମ ଜେସିକା ବୋଲି ଜଣାଯାଇଛି। ଜେସିକାଙ୍କ ପିତା ଜଣେ ସଫ୍ଟୱେୟାର ଇଞ୍ଜିନିୟର ହୋଇଥିବା ବେଳେ ତାଙ୍କ ମା’ ଏକ ଘରୋଇ ସ୍କୁଲରେ

କୁନି ଝିଅକୁ ବାଟରେ ଘେରିଗଲେ କୁକୁର, ପିଲାଟିକୁ କାମୁଡ଼ି ରକ୍ତାକ୍ତ କରିଦେଲେ

ଏକୁଟିଆ ଯାଉଥିବା କୁନି ଝିଅକୁ ବାଟରେ ଘେରିଗଲେ କୁକୁର । ଚକ୍ରବ୍ୟୁହ ଭିତରେ ଫସି ଯାଇ କୁନି ଝିଅଟି ବଞ୍ଚିବାକୁ ଆର୍ତ୍ତ ଚିତ୍କାର କରୁଥିବା ବେଳେ କୁକୁରମାନେ ପିଲାଟିକୁ କାମୁଡ଼ି ରକ୍ତାକ୍ତ କରି ଦେଇଥିଲେ। ଜୀବନ ବିକଳରେ ପିଲାଟି ମୁକୁଳିବାକୁ ଶତଚେଷ୍ଟା କରିବି ସଫଳ ହୋଇ ପାରୁ ନ ଥିଲା। ଇତି