Sign in
Sign in
Recover your password.
A password will be e-mailed to you.
ମଝି ଚିଲିକାରେ ଡଙ୍ଗା ସହ ଫସିଲେ ୫୦ ଯାତ୍ରୀ…
ପୁରୀ: ପୁଣି ମଝି ଚିଲିକାରେ ଫସିଲା ଯାତ୍ରୀବାହି ଡଙ୍ଗା । ଯାନ୍ତ୍ରୀକ ତ୍ରୁଟି କାରଣରୁ ଚିଲିକା ମଝିରେ ଫସିଲା ଡଙ୍ଗା। ଡଙ୍ଗାଟି ୫୦ ଜଣ ଯାତ୍ରୀଙ୍କୁ ନେଇ ସାତପଡ଼ାରୁ ଜହ୍ନିକୁଦାକୁ ଯାଉଥିଲା। ହେଲେ ଡଙ୍ଗାର ମେସିନରେ କୌଣସି ଯାନ୍ତ୍ରିକ ତ୍ରୁଟି ଦେଖାଦେଇଥିଲା।…
ମୁଁ ଉଭୟ ବିଜ୍ଞାନ ଓ ଆଧ୍ୟାତ୍ମିକତାର ଅନୁସନ୍ଧିତ୍ସୁ : ଇସ୍ରୋ ମୁଖ୍ୟ
ଭାରତୀୟ ମହାକାଶ ଅନୁସନ୍ଧାନ ସଂସ୍ଥାନର ମୁନ୍ ମିଶନ୍ ସଫଳ ହେବା ପରେ ମା’ ଭଦ୍ରକାଳୀ ମନ୍ଦିର ପରିଦର୍ଶନ କରିଛନ୍ତି ଇସ୍ରୋ ମୁଖ୍ୟ ଏସ୍ ସୋମନାଥ। କେରଳର ଏକ ମନ୍ଦିରରେ ଦର୍ଶନ ସାରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ କହିଛନ୍ତି, “ମୁଁ ଉଭୟ ବିଜ୍ଞାନ ଓ…
କର୍ଣ୍ଣାଟକରେ ଖୁବ୍ ଶୀଘ୍ର ନିର୍ମାଣ ହେବାକୁ ଯାଉଛି ଓଡ଼ିଆ ଶ୍ରମିକଙ୍କ ନିମିତ୍ତ ହେଲ୍ପ ଡେସ୍କ
ଭୁବନେଶ୍ୱର: ବେଙ୍ଗାଲୁରୁ ପ୍ରବାସୀ ଓଡିଆ ଶ୍ରମିକଙ୍କ ପାଇଁ ଖୁସି ଖବର। କର୍ଣ୍ଣାଟକରେ ଓଡିଶା ସରକାର ଖୁବଶୀଘ୍ର ସ୍ଥାପନା କରିବାକୁ ଯାଉଛନ୍ତି ପ୍ରବାସୀ ଓଡ଼ିଆ ଶ୍ରମିକ ହେଲ୍ପ ଡେସ୍କ। ଏନେଇ ଓଡିଶା ସରକାରଙ୍କ ଶ୍ରମ ବିଭାଗ ଏବଂ ବେଙ୍ଗାଲୁରୁରେ ଥିବା ପ୍ରବାସୀ…
ସିନେମା ଦେଖିବାକୁ ଚାଲି ଚାଲି ଯାଉଥିଲେ, ହେଲେ ହୃଦଘାତରେ ଟଳିପଡିଲେ…
ଲକ୍ଷ୍ମୀପୁରଖେରି : ମୃତ୍ୟୁ କେତେବଳେ, କେଉଁଠି ଓ କେମିତି ଆସେ; ସେକଥା କାହାକୁ ବି ଜଣାନଥାଏ। ହସ ଖୁସି ଭରା ଯବାନ ମଣିଷ ବି କେତେବେଳେ ପରପାରିକୁ ଚାଲିଯିବ, ସେକଥା କେହି କହିପାରିବେ ନାହିଁ। ଏମିତି ଏକ ଅପ୍ରତ୍ୟାଶିତ ତଥା ଆଶ୍ଚର୍ଯ୍ୟ କରିବା ଭଳି ମୃତ୍ୟୁ…
ଅପରାଜିତା ଭୋଟରଙ୍କୁ ନିଜର ଅହଙ୍କାର ଦେଖାଉଛନ୍ତି: ଶ୍ରୀମୟୀ ମିଶ୍ର
ଭୁବନେଶ୍ୱର: ବିଜେଡି-ବିଜେପି ମୁହାଁମୁହିଁ । ଜବାବ-ସୁଆଲରେ ରାଜନୀତି ସରଗରମ । ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେଡି ସାଂସଦ ସସ୍ମିତ ପାତ୍ର କଡା ଜବାବ ଦେଇଥିବାବେଳେ ଅପରାଜିତାଙ୍କୁ ସମାଲୋଚନା କରିଛନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର ।
ସାଂସଦ ଅପରାଜିତା…
ଇସ୍ତଫା ଦେଲେ ନୀତା ଅମ୍ବାନୀ, ବୋର୍ଡରେ ସାମିଲ ହେଲେ ଇଶା, ଆକାଶ ଓ ଅନନ୍ତ
ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍ ଲିମିଟେଡ୍ର ୪୬ତମ ଏଜିଏମ୍ରେ ଚେୟାରମ୍ୟାନ୍ ତଥା ପରିଚାଳନା ନିର୍ଦ୍ଦେଶକ ମୁକେଶ ଅମ୍ବାନୀ କମ୍ପାନୀ ସହ ଜଡ଼ିତ କିଛି ଗୁରୁତ୍ୱପୂର୍ଣ୍ଣ ଘୋଷଣା କରିଛନ୍ତି। ସେ କହିଛନ୍ତି ଯେ ରିଲାଏନ୍ସ ଇଣ୍ଡଷ୍ଟ୍ରୀଜ୍ ଲିମିଟେଡ୍ ବୋର୍ଡରେ ଇଶା…
ପ୍ରଶାନ୍ତ ଜଗଦେବ ଘଟଣାରେ ଧରାପଡିଛି ଧର୍ମେନ୍ଦ୍ରଙ୍କ ଦୋମୁହାଁ ନୀତି: ବିଜେଡି
ଭୁବନେଶ୍ୱର: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଜବାବ ଦେଇଛି ବିଜେଡି । ରାଜ୍ୟରେ ଗଣତନ୍ତ୍ର ଶାସନକୁ ନେଇ କେନ୍ଦ୍ରମନ୍ତ୍ରୀ ପ୍ରଶ୍ନ ଉଠାଇଥିବାବେଳେ ଏହାର ଉତ୍ତର ରଖିବାକୁ ଯାଇ ବିଜେପିକୁ ପ୍ରଶ୍ନବାଣ ମାରିଛନ୍ତି ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର । ବିଜେଡିରୁ…
ଚାରା ଦୁର୍ନୀତି ମାମଲାରେ କୋର୍ଟଙ୍କ ରାୟ, ୩୫ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ୍, ୫୨ ଦୋଷୀଙ୍କୁ ତିନି ବର୍ଷ…
ପାଟଣା : ଡୋରଣ୍ଡା କୋଷାଗାର ସହ ଜଡିତ ଚାରା ଦୁର୍ନୀତି ମାମଲାରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ସୋମବାର ରାୟ ଦେଇଛନ୍ତି। ସିବିଆଇର ସ୍ୱତନ୍ତ୍ର ବିଚାରପତି ବିଶାଲ ଶ୍ରୀବାସ୍ତବଙ୍କ କୋର୍ଟ ଏହି ନିଷ୍ପତ୍ତି ଶୁଣାଇଛନ୍ତି। ମିଳିଥିବା ସୂଚନା ମୁତାବକ, ୧୨୪ ଅଭିଯୁକ୍ତଙ୍କ ମଧ୍ୟରୁ ୩୫ ଜଣଙ୍କୁ…
ଆଥଲେଟ୍ କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ ଟଙ୍କା…
ଭୁବନେଶ୍ଵର: ରାଜ୍ୟ ସରକାରଙ୍କ ବଡ ଘୋଷଣା । ଆଥଲେଟ୍ କିଶୋର ଜେନାଙ୍କୁ ମିଳିବ ୨୫ ଲକ୍ଷ ଟଙ୍କା । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ପୁରଷ୍କାର ରାଶି ଘୋଷଣା କରିଛନ୍ତି । ବିଶ୍ଵ ଆଥଲେଟିକ୍ସ ଚାମ୍ପିଅନସିପରେ ଜାଭେଲିନ ଥ୍ରୋ ପ୍ରତିଯୋଗିତାରେ ୫ମ ସ୍ଥାନରେ ରହିଥିଲେ କିଶୋର ଜେନା ।
ଖବର…
ସୂର୍ଯ୍ୟ ମିଶନର ସମୟ ଘୋଷିତ, ‘ଆଦିତ୍ୟ-ଏଲ୍୧’ ସେପ୍ଟେମ୍ବର ୨ରେ ହେବ ଲଞ୍ଚ୍
ଚନ୍ଦ୍ର ପରେ ଏବେ ମିଶନ ଆଦିତ୍ୟ। ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ସେପ୍ଟେମ୍ବର ୨ରେ ଲଞ୍ଚ୍ କରିବାକୁ ଯାଉଛି ନିଜର ପ୍ରଥମ ମହାକାଶ ଆଧାରିତ ସୌର ପର୍ଯ୍ୟବେକ୍ଷଣ ଯନ୍ତ୍ର ‘ଆଦିତ୍ୟ-ଏଲ୍୧’। ମହାକାଶ ଯାନ ଶ୍ରୀହରିକୋଟାର ସତୀଶ୍ ଧଓ୍ଵନ ମହାକାଶ…