ଜି-୨୦ ଶିଖର ସମ୍ମିଳନୀ ପୂର୍ବରୁ ଦିଲ୍ଲୀରେ ଷ୍ଟେଶନରେ ଖଲିସ୍ତାନ ସମର୍ଥନ ଲେଖା

ନୂଆଦିଲ୍ଲୀ: ଜି -୨୦ ଶିଖର ସମ୍ମିଳନୀ କିଛି ଦିନ ପରେ ରାଜଧାନୀ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଯାଉଛି ଯେଉଁଠାରେ ସାରା ବିଶ୍ୱରୁ ବହୁ ବିଦେଶୀ ଅତିଥି ଦିଲ୍ଲୀ ଗସ୍ତ କରିବାକୁ ଯାଉଛନ୍ତି। ଏହି ସମୟରେ ଅନେକ ଦେଶର ଜାତୀୟ ରାଷ୍ଟ୍ରପତି ମଧ୍ୟ ଏଥିରେ ସାମିଲ ହେବେ।…

‘ମୋ ସ୍କୁଲ’ ନାଁ ରେ ଫେକ୍‌ ୱେବ୍‌ସାଇଟ୍‌…

ଭୁବନେଶ୍ୱର: ଠକେଇ କରିବାକୁ ‘ମୋ ସ୍କୁଲ ଅଭିଯାନ’ ନଁାରେ ଫେକ୍‌ ୱେବ୍‌ସାଇଟ୍‌ ଖୋଲିଥିଲେ। ଚାକିରି ଦେବା ନାଁରେ ବେକାର ଯୁବତୀଯୁବକଙ୍କଠାରୁ ଲକ୍ଷଲକ୍ଷ ଟଙ୍କା ଠକି ନେଉଥିବା ଏକ ଗ୍ୟାଙ୍ଗକୁ ଭୁବନେଶ୍ୱର ସାଇବର ଓ ଅର୍ଥନୈତିକ ଅପରାଧ ଥାନା ପୋଲିସ ଧରିଛି। ଏଥିସହ ଗ୍ୟାଙ୍ଗ୍‌ର ୩ଜଣଙ୍କୁ…

ପ୍ରତି ଜିଲାରେ ବାହାରିବ ଜଳାଭିଷେକ ଯାତ୍ରା…

ଚଣ୍ଡିଗଡ: ହରିୟାଣା ସରକାର ଅଗଷ୍ଟ ୨୮ରେ ପୁନର୍ବାର ଜଳାଭିଷେକ ଯାତ୍ରା କରିବାକୁ ଅନୁମତି ଦେଇନାହାଁନ୍ତି। ତେବେ କେତେକ ସଂଗଠନ ଏହି ଯାତ୍ରାକୁ ନେଇ ଜିଦ ଧରିଛନ୍ତି। ଅନ୍ୟପକ୍ଷରେ, ବଜରଙ୍ଗ ଦଳ ଏବଂ ବିଶ୍ୱ ହିନ୍ଦୁ ପରିଷଦ ବ୍ରିଜମଣ୍ଡଳ ଜଳାଭିଷେକ ଯାତ୍ରା ସମ୍ବନ୍ଧରେ ରଣନୀତି ବଦଳାଇଛନ୍ତି।…

ଜିଏଏ ସହ ସିୟୁଟିଏମ୍‌ର ରାଜିନାମା…

ଭୁବନେଶ୍ୱର: ରାଜ୍ୟର ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ସେଞ୍ଚୁରିଅନ୍‌ ୟୁନିଭର୍ସିଟି ଅଫ୍‌ ଟୋକ୍ନୋଲୋଜି ଆଣ୍ଡ ମ୍ୟାନେଜମେଣ୍ଟ (ସିୟୁଟିଏମ୍‌) ଏବଂ ଓଡ଼ିଶା ସରକାରଙ୍କ ଗୋପାବନ୍ଧୁ ଏକାଡେମୀ ଅଫ୍‌ ଆଡ୍‌ମିନିଷ୍ଟ୍ରେଶନ (ଜିଏଏ) ଭୁବନେଶ୍ୱର ମଧ୍ୟରେ ଏକ ବୁଝାମଣାପତ୍ର…

କୁପରଲିଙ୍ଗା ଫୁଟ୍ ବଲ୍ ଟିମ୍ ତିନି ଦୁଇ ଗୋଲରେ ରୋମାଞ୍ଚକ ବିଜୟ ଲାଭ

ମାଲକାନଗିରି : ମାଲକାନଗିରି ସହର ଡି. ଏନ୍. କେ ଖେଳ ପଡିଆ ଠାରେ ଲେଟ୍ ଫୁଟ୍ ବୋଲ୍ ପ୍ଲେୟାର ମେମୋରିଆଲ୍ କପ୍ ୨୦୨୩ ଖେଳ ଆଜି ଅନୁଷ୍ଠିତ ହୋଇଯାଇଛି । ଏଥିରେ କୂପର ଲିଙ୍ଗା ଟିମ୍ ଓ ଖଇରିପୁଟ୍ ୟାରୀଅର ଟିମ୍ ମଧ୍ୟରେ ସଂଘର୍ଷ ପୁର୍ଣ ଏବଂ ଚିତାକର୍ଷକ ଖେଳ ହୋଇଥିଲା ,ଏଥିରେ କୁପରଲିଙ୍ଗା ଟିମ୍

ବାଟାଗୁଡ଼ା ସେବାଶ୍ରମ ହଷ୍ଟେଲରେ ଚିକିତ୍ସାରେ ଅବହେଳା ଯୋଗୁଁ ଛାତ୍ରର ମୃତ୍ୟୁ :ଉଚ୍ଚ କର୍ତ୍ତୃପକ୍ଷଙ୍କ ତଦନ୍ତ ପାଇଁ…

ବାଲିଗୁଡ଼ା,: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ବାଟାଗୁଡା ଠାରେ ଥିବା ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ଦ୍ଵାରା ପରିଚାଳିତ ସେବାଶ୍ରମ ହଷ୍ଟେଲ ରେ ରହୁଥିବା ୬ଷ୍ଠ ଶ୍ରେଣୀ ଛାତ୍ର ସତ୍ୟାନନ୍ଦ ନାୟକ ର ମୃତ୍ୟୁ ହୋଇଛି। ଚିକିତ୍ସାରେ ଅବହେଳା ଯୋଗୁଁ ଛାତ୍ରର ମୃତ୍ୟୁ

ନିଜ ଘରେ ଅଛନ୍ତି ଡାକ୍ତରଖାନାରୁ ନିଖୋଜ ଥିବା ମହିଳା ପୋଲିସ ଏସଆଇ

ବଲାଙ୍ଗିର: ହସପିଟାଲ ନୁହେଁ, ଘରେ ଅଛନ୍ତି ମହିଳା ଏସଆଇ । ବିଷ ପିଇ ଡାକ୍ତରଖାନାରେ ଚିକିତ୍ସିତ ହେଉଥିବା ମହିଳା ପୋଲିସ ଏସଆଇ କାଜଲ ବାଗ ଘରକୁ ପଳାଇଛନ୍ତି । ସେ ତାଙ୍କ ପୈତୃକ ଘରେ ଅଛନ୍ତି । ଭବାନୀ ପାଟଣାସ୍ଥିତ ତାଙ୍କ ବାପାଙ୍କ ଘରେ ଅଛନ୍ତି ବୋଲି ଏସଆଇ କାଜଲଙ୍କ ବାପା…

ବିଜେଡି ନେତା କ୍ରୀତଦାସ ହୁଅ ନହେଲେ ଜେଲ୍‌ରେ ରୁହ: ବିଜୟ ପଟ୍ଟନାୟକ…

ଭୁବନେଶ୍ବର: ଗତକାଲି ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ ଗୋପାଳ ପାଣିଗ୍ରାହୀଙ୍କୁ ବିରୋଧ କରାଯାଇଥିଲା। ଏଥିଲାଗି ଯେଉଁ ହାଇ ଡ୍ରାମା ଦେଖିବାକୁ ମିଳିଲା, ତାକୁ ନେଇ କଂଗ୍ରେସ ପ୍ରଚାର କମିଟି ଅଧ୍ୟକ୍ଷ ବିଜୟ ପଟ୍ଟନାୟକ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗଞ୍ଜାମରେ ଘଟିଥିବା ଘଟଣା…

ଉତ୍କଳ ଆଲୁମିନା ପକ୍ଷରୁ ପୋଲିସ ପ୍ରଶାସନକୁ ୬୦ଟି ସଡକ ସୁରକ୍ଷା ବ୍ୟାରିୟର ହସ୍ତାନ୍ତର

କାଶିପୁର (୨୬/୮/) : କାରଖାନା ଏବଂ ଖଣିଗୁଡିକ ଚତୁର୍ପାର୍ଶ୍ଵରେ ବାସକରୁଥିବା ଗୋଷ୍ଠୀଗୁଡିକର ନିରାପତ୍ତା ଦିଗରେନିଜର ଦୃଢ ଉତ୍ସର୍ଗୀକୃତ ଭାବକୁ ଆଗେଇ ନେଇ ଆଦିତ୍ୟ ବିର୍ଲା ଗ୍ରୁପ୍‌ର ହିଣ୍ଡାଲ୍‌କୋ ଇଣ୍ଡଷ୍ଟ୍ରିଜ୍ ଲିମିଟେଡର ସହଯୋଗୀକମ୍ପାନୀ ଉତ୍କଳ ଆଲୁମିନା ଇଣ୍ଟରନ୍ୟାସନାଲ ଲିମିଟେଡ

ଫିରିଙ୍ଗିଆ ପୂର୍ବତନ ଥାନା ଅଧିକାରୀ ଓ ଦୁଇ ହୋମଗାର୍ଡଙ୍କ ନାମରେ ଗଞ୍ଜେଇ ମାମାଲା ରଜ୍ଜୁ : ସ୍ଥଗିତ ରହିଲା କନ୍ଧମାଳ…

ଫୁଲବାଣୀ : ବହୁ ଚର୍ଚ୍ଚିତ ଫିରିଙ୍ଗିଆ ଥାନା ପୋଡି ଘଟଣା ଅଭିଯୋଗରେ ନୀରିହ ଜନତାଙ୍କୁ ପୋଲିସର ବର୍ବର ମାଡକୁ ପ୍ରତିବାଦ କରି ଆସନ୍ତା ୨୮/୮/୨୦୨୩ରେ ହେବାକୁ ଥିବା କନ୍ଧମାଳ ମିଳିତ ମଞ୍ଚ ପକ୍ଷରୁ ୧୧ ଦଫା ଦାବୀ ନେଇ ବିରାଟ ଶୋଭାଯାତ୍ରା ଓ ପ୍ରତିବାଦ ସଭା ହେବାର ଥିଲା l ପୁର୍ବତନ ଥାନା