୫-ଟି ସଚିବଙ୍କ ଗଜପତି ଗସ୍ତ: ବିଭିନ୍ନ ପ୍ରକଳ୍ପର କଲେ ସମୀକ୍ଷା…

ପାରଳାଖେମୁଣ୍ଡି: ଓଡ଼ିଶାର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସବୁ ସମୟରେ ଜନସାଧାରଣଙ୍କ ସମସ୍ୟା ସମାଧାନ ଉପରେ ଗୁରୁତ୍ୱ ଦେବା ଉପରେ ନିର୍ଦ୍ଦେଶ ଦେଇଛନ୍ତି। ଗତକାଲି ଏବଂ ଆଜି ସକାଳୁ ୫ଟି ସଚ୍ଚିବ ଭିକେ ପାଣ୍ଡିଆନଙ୍କ ଆକସ୍ମିକ ଗଜପତି ଗସ୍ତ ବେଳେ ଏହି…

ସୁସ୍ଥ ହୋଇ ଘରକୁ ଫେରିଲେ ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ

ଭୁବନେଶ୍ୱର: ପ୍ରଖ୍ୟାତ କଣ୍ଠଶିଳ୍ପୀ ପ୍ରଣବ ପଟ୍ଟନାୟକ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଭୁବନେଶ୍ବରର ଏକ ଘରୋଇ ହସପିଟାଲରୁ ଚିକିତ୍ସିତ ହୋଇ ସେ ସୁସ୍ଥ ହୋଇଛନ୍ତି। ପ୍ରଣବ ଡେଙ୍ଗୁରେ ଆକ୍ରାନ୍ତ ହୋଇ ଘରୋଇ ହସପିଟାଲରେ ଚିକିତ୍ସିତ ହେଉଥିଲେ ବୋଲି ତାଙ୍କ…

ରାଜଧାନୀରେ ଚିହ୍ନଟ ହେଲା ଡେଙ୍ଗୁର ୨ ନୂଆ ପ୍ରଜାତିର ଭୂତାଣୁ…

ଭୁବନେଶ୍ଵର: ରାଜଧାନୀରେ ହୁ ହୁ ହୋଇ ବଢି ଚାଲିଛି ଡେଙ୍ଗୁ ରୋଗୀଙ୍କ ସଂଖ୍ୟା । ଯାହାକୁ ନେଇ ଆତଙ୍କିତ ହୋଇପଡି଼ଛନ୍ତି ଭୁବନେଶ୍ବରବାସୀ । ଡେଙ୍ଗୁ ରୋଗୀଙ୍କ ସଂଖ୍ୟା ବଢିବାରୁ , କ୍ୟାପିଟାଲ ହସ୍ପିଟାଲରେ ଡେଙ୍ଗୁ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ନ ଥିବାରୁ ରୋଗୀ ନାହିଁ ନ ଥିବା  ଅସୁବିଧାର…

‘ୱାଗ୍‌ନର୍‌’ ମୁଖ୍ୟ ପ୍ରିଗୋଜିନ୍‌ଙ୍କ ମୃତ୍ୟୁ ଘଟଣାରେ ସମ୍ପୃକ୍ତି କଥାକୁ ଅସ୍ବୀକାର କଲା ରୁଷ୍‌

ମସ୍କୋ: କ୍ରେମ୍‌ଲିନ୍‌ ଆଦେଶକ୍ରମେ ‘ୱାଗ୍‌ନର୍‌’ ମୁଖ୍ୟ ୟେଭ୍‌ଗେନି ପ୍ରିଗୋଜିନ୍‌ଙ୍କୁ ହତ୍ୟା କରାଯାଇଛି ବୋଲି ପାଶ୍ଚାତ୍ୟ ରାଷ୍ଟ୍ର କରୁଥିବା ଦାବି ‘ଡାହା ମିଛ’ ବୋଲି ଶୁକ୍ରବାର ଦିନ ରୁଷ୍‌ କହିଛି। କିନ୍ତୁ, ପ୍ରିଗୋଜିନ୍‌ଙ୍କ ମୃତ୍ୟୁର କାରଣ ବିଷୟରେ…

ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା ଅଭିଯାଗ…

ଆଠମଲ୍ଲିକ: ଥମୁନି ଲଜ୍ଜ୍ୟା । ଆଠମଲ୍ଲିକ ଠାକୁରଗଡ ଥାନା ବନ୍ଦଗାଁ ଗାଁରେ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଜଣେ ମହିଳାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି ।  ମୃତକ ସସ୍ମିତା  ନାୟକ ବୋଲି ଜଣାପଡିଛି  । ସସ୍ମିତା ୫ ବର୍ଷ ତଳେ ମଇମୁରା ପଞ୍ଚାୟତ କଳଚିକଟା…

ପେଟ୍ରୋଲ୍‌ ଟ୍ୟାଙ୍କର୍‌ ସହ ଧକ୍କା ଖାଇ ଜଳିଗଲା ଦ୍ରୁତଗାମୀ ‘ରୋଲ୍ସ୍‌-ରଏସ୍‌’ କାର୍‌

ନୂଆଦିଲ୍ଲୀ: ‘ଦିଲ୍ଲୀ-ମୁମ୍ବାଇ-ବରୋଦା ଏକ୍ସପ୍ରେସ୍‌ୱେ’ରେ ମଙ୍ଗଳବାର ଦିନ ଘଣ୍ଟାପ୍ରତି ୨୦୦ କିଲୋମିଟର୍‌ ବେଗରେ ଗତି କରୁଥିବା ‘କୁବେର୍‌ ଗ୍ରୁପ୍‌’ର ନିର୍ଦେଶକ ବିକାଶ ମାଲୁଙ୍କ ‘ରୋଲ୍ସ୍‌-ରଏସ୍ ଫ୍ୟାଣ୍ଟମ୍‌’ କାର୍‌ ନୁହ୍‌ ଅଞ୍ଚଳରେ ଏକ ପେଟ୍ରୋଲ୍‌ ଟ୍ୟାଙ୍କର୍‌କୁ ଧକ୍କା…

ଖୋର୍ଦ୍ଧା-ଚଣ୍ଡିଖୋଲ ମଧ୍ୟରେ ଥିବା ବ୍ଲାକସ୍ପଟର ମରାମତି ପାଇଁ ଏନଏଚଆଇକୁ ରାଜ୍ୟ ସରକାରଙ୍କ ନିବେଦନ

ଭୁବନେଶ୍ୱର : ୧୬ ନମ୍ବର ଜାତୀୟ ରାଜପଥରେ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା ଉଦବେଗଜନକ ଭାବେ ବୃଦ୍ଧି ପାଇଛି। ଏହାକୁ ନେଇ ବାରମ୍ବାର ଅଭିଯୋଗ ପାଇବା ସହିତ ଏହି ରାସ୍ତା ଦେଇ ଯାଉଥିବା ଯାତ୍ରୀ ଅସନ୍ତୋଷ ପ୍ରକାଶ କରିବା ପରେ ଜାତୀୟ ରାଜପଥ କଡ଼ରେ ଚିହ୍ନଟ ହୋଇଥିବା ବ୍ଲାକ୍ ସ୍ପଟ୍ ଗୁଡ଼ିକୁ…

ଗାଈ ଚରାଳିଙ୍କୁ ଗୁଳି କରି ହତ୍ୟା କଲା ଜମି ମାଲିକ…

କନ୍ଧମାଳ : କନ୍ଧମାଳ ଜିଲା ବ୍ରାହ୍ମଣୀଗାଁ ଥାନା ଅନ୍ତର୍ଗତ ଖାରିଗୁଡ଼ା ଗାଁରେ ମକା ଫସଲ ଗୋରୁ ଖାଇଦେଲା ବୋଲି ଗାଈ ଚରାଳିଙ୍କୁ ଜମି ମାଲିକ ଗୁଳି କରି ହତ୍ୟା କରିଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ ବ୍ରାହ୍ମଣୀ ଗାଁର ମାଦି ପଡ୍ରା। ସୂଚନା ଅନୁଯାୟୀ, ଆକାଶ ଗାଁ…

ଟ୍ରେନରେ ଅଗ୍ନିକାଣ୍ଡ ଘଟଣା ; ୧୦ ଲକ୍ଷ ଲେଖାଏଁ ସହାୟତା ରାଶି ଘୋଷଣା

ମଦୁରାଇ : ତାମିଲନାଡୁରେ ହୋଇଥିବା ଟ୍ରେନ ଭୟାବହ ଅଗ୍ନିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି। ଏହାସହ ୨୦ ରୁୁ ଅଧିକ ଲୋକେ ଗୁରୁତର ଆହତ ହୋଇ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।ଏହି…

ନନ୍ଦନକାନନରେ ଆଖି ବୁଜିଲା ୯ ମାସର ସିଂହ ଶାବକ…

ବାରଙ୍ଗ: ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଝଟକା  । ଆଖି ବୁଜିଲା ୯ ମାସର ସିଂହ ଶାବକ  ।  ୯ ମାସ ତଳେ ୫ଟି ସିଂହ ଶାବକକୁ ଜନ୍ମ ଦେଇଥିଲା ସିଂହୀ ବିଜଲୀ  । ତେବେ ଗତ କିଛି ଦିନ ହେବ ୫ ସିଂହ ଶାବକ ଅସୁସ୍ଥ ହୋଇପଡିଥିଲେ । ସେଥିମଧ୍ୟରୁ ଆଜି ଏକ ସିଂହ ଶାବକର ମୃତ୍ୟୁ ଘଟିଛି । ବର୍ତ୍ତମାନ…